Latest Odisha News

BREAKING NEWS

Browsing Category

ସହର

City

ଶିଶୁ ଦିବସରେ ୪ଟି ଜିଲ୍ଲାର ୧୩୮ ସ୍ମାର୍ଟ ସ୍କୁଲର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଶିଶୁ ଦିବସ ଅବସରରେ ଆଜି ୪ଟି ଜିଲ୍ଲାର ୧୩୮ ହାଇସ୍କୁଲ ହେବ ରୂପାନ୍ତରଣ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ରୂପାନ୍ତରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ। ବୌଦ୍ଧ ଜିଲ୍ଲାରେ ୧୦ଟି ହାଇସ୍କୁଲ, ସୋନପୁରରେ ୧୧ଟି ହାଇସ୍କୁଲ, ଭଦ୍ରକରେ ୧୭ଟି ହାଇସ୍କୁଲ, କେନ୍ଦୁଝରରେ ୧୦୦ଟି…

ମମିତା ହତ୍ୟା ମାମଲାରେ ସାମ୍ନାକୁ ଆସିଲା ନୂଆ ତଥ୍ୟ

ବଲାଙ୍ଗିର: ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ଏକ ନୂଆ ତଥ୍ୟ ସାମ୍ନାକୁ ଆସିଛି। ପୋଲିସ୍‌ ପଚରାଉଚରା କରିଥିବା ୧୦ ଜଣଙ୍କ ସାକ୍ଷୀଙ୍କ ମଧ୍ୟରେ ୨ ଜଣ ବଙ୍ଗାଳି ବ୍ୟକ୍ତି ଅଛନ୍ତି। ପୋଲିସ୍‌ ଏମାନଙ୍କୁ ପଚରାଉଚରା କରିବା ସହ ସମସ୍ତଙ୍କ ବୟାନ ରେକର୍ଡ କରିଛି। ତେବେ କିଏ ଏହି ଦୁଇ…

ବଣ୍ଡାଘାଟିରେ ବେଆଇନ ଗଞ୍ଜେଇ ଗଛକୁ ନଷ୍ଟ କଲା ପୋଲିସ

ମାଲକାନଗିରି: ବଣ୍ଡାଘାଟିରେ ୬୫ହଜାର ବେଆଇନ ଗଞ୍ଜେଇ ଗଛକୁ ନଷ୍ଟ କଲା ପୋଲିସ। ମାଲକାନଗିରି ଜିଲ୍ଲା ବଣ୍ଡାଘାଟିର ବଡ଼ଡ଼ୁରାଲ ଅଞ୍ଚଳରେ ବ୍ୟାପକ ଗଞ୍ଜେଇ ଚାଷ ହୋଇଥିଲା। ନଷ୍ଟ କରାଯାଇଥିବା ଗଞ୍ଜେଇ ଗଛର ବଜାର ମୂଲ୍ୟ ୪୦କୋଟି ଟଙ୍କା ହେବ ବୋଲି ଜଣାପଡ଼ିଛି। ତହସିଲଦାର ରାମ କୃଷ୍ଣ ନାୟକଙ୍କ…

ହାତୀ ଦାନ୍ତ ଜବତ, ଜଣେ ଅଟକ

ବରଗଡ଼: ହାତୀ ଦାନ୍ତ ଚୋରାଚାଲାଣ ସମୟରେ ଧରିଲା ଏସଟିଏଫ୍ ଟିମ୍। ଗୋଟିଏ ହାତୀ ଦାନ୍ତ ସହିତ ଚାଲାଣ କରୁଥିବା ଜଣେ ବ୍ୟକ୍ତିଙ୍କୁ ବନ ବିଭାଗ ଗିରଫ କରିଛି। ସୂଚନା ଅନୁସାରେ, ପଦ୍ମପୁର ବନଖଣ୍ଡ କେନ୍ଦୁଭଟା ଛକ ନିକଟରେ ଜଣେ ବ୍ୟକ୍ତି ହାତୀ ଦାନ୍ତ ନେଇ ଆସୁଥିବା ଖବର ମିଳିଥିଲା। ପରେ ଏସଟିଏଫ୍…

ଆଜିଠୁ ବଦଳିବ ପାଣିପାଗ, ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବର୍ଷାର ପ୍ରଭାବ କମିବ

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ। ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନ ଥାଇଲାଣ୍ଡରେ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ- ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ଅଧିକ ଘନିଭୂତ ହେବ। ଆସନ୍ତାକାଲି ଉତ୍ତର-ଆଣ୍ଡାମାନ ସାଗର ଓ ତତସଂଲଗ୍ନ ପୂର୍ବ କେନ୍ଦ୍ରୀୟ…

ସ୍ୱାମୀଙ୍କୁ ଛାଡ଼ି ଦେବାକୁ ନକ୍ସଲଙ୍କୁ ସ୍ତ୍ରୀର ଗୁହାରୀ

ଭୁବନେଶ୍ୱର: ସ୍ୱାମୀଙ୍କୁ ଖୋଜିବାକୁ ବାହାରିପଡ଼ିଛନ୍ତି ସ୍ତ୍ରୀ। କୋଳରେ ଅଛି ୩ବର୍ଷର ପୁଅ। ନକ୍ସଲ ଦ୍ୱାରା ଅପହୃତ ଇଞ୍ଜିନିୟର ନିଖୋଜ ଅଜୟ ରୋଷନଙ୍କୁ ଜଙ୍ଗଲରେ ଖୋଜି ବୁଲୁଛନ୍ତି ତାଙ୍କ ସ୍ତ୍ରୀ ଅର୍ପିତା। ସ୍ୱାମୀଙ୍କୁ ସେମାନଙ୍କ କବଳରୁ ଫେରାଇ ଆଣିବାକୁ ବାହାରିପଡ଼ିଛନ୍ତି। ମନରେ ନାହିଁ ଭୟ।…

ଆଜିଠୁ ଦୁଇ ଦିନ ଲାଗି ମିଳିବନି ଜଗା ଦର୍ଶନ

ପୁରୀ: ଆଜି ଓ ଆସନ୍ତାକାଲି ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର। କୋଭିଡ଼୍ ଗାଇଡ଼ଲାଇନ୍ ଅନୁଯାୟୀ ପ୍ରତ୍ୟେକ ରବିବାର ଶ୍ରୀମନ୍ଦିର ପରିସରକୁ ବିଶୋଧନ ପାଇଁ ଦର୍ଶନାର୍ଥୀଙ୍କ ପ୍ରବେଶ ବନ୍ଦ ରଖାଯାଇଛି। ସୋମବାର ପଞ୍ଚୁକର ପ୍ରଥମ ଦିନ ଆରମ୍ଭ ହେଉଛି। ପ୍ରଶାସନ ପକ୍ଷରୁ ବିଭିନ୍ନ ବ୍ୟବସ୍ଥା…

ଇଣ୍ଡିଆ ବୁକ୍ ଅଫ ରେକର୍ଡସରେ ଢେଙ୍କାନାଳ ଝିଅ

କାମାକ୍ଷାନଗର : ଇଣ୍ଡିଆ ବୁକ୍ ଅଫ ରେକର୍ଡସରେ ଢେଙ୍କାନାଳ ଝିଅ  । ମାତ୍ର ୧୮ ସେକେଣ୍ଡରେ ପିରିୟଡିକ ଟେବୁଲର ୧୧୮ ମୌଳିକର ନାଁ କହିଲେ ଶର୍ମିଷ୍ଠା । ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ବ୍ଲକ ସରାଙ୍ଗ ଗାଁର ଶତ୍ରୁଘ୍ନ ଭୂୟାଁ ଓ ସୁପ୍ରଭା ଭୂୟାଁଙ୍କର ବଡ଼ ଝିଅ ଶର୍ମିଷ୍ଠା ସୁପ୍ରାଜ ଭୂୟାଁ ।…

ଭୁବନେଶ୍ୱରରେ ୨୩ ତମ ଶିଶୁ ସଂକ୍ରାମକ ରୋଗ ଜାତୀୟ ସମ୍ମିଳନୀ

ଭୁବନେଶ୍ୱର: ଭୁବନେଶ୍ୱରରେ ୨୩ ତମ ଶିଶୁ ସଂକ୍ରାମକ ରୋଗ ଜାତୀୟ ସମ୍ମିଳନୀ ଉଦଘାଟିତ ହୋଇଛି । ଭାରତୀୟ ଶିଶୁରୋଗ ବିଶେଷଜ୍ଞ ଏକାଡେମୀ ଓଡ଼ିଶା ଶାଖା ପକ୍ଷରୁ ସଭାପତି ତଥା ବରିଷ୍ଠ ଶିଶୁ ରୋଗ ବିଶେଷଜ୍ଞ ଡାକ୍ତର ନୀଳମାଧବ ଜେନା ଙ୍କ ପୌରହିତ୍ୟ ରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା ।…

ଭଦ୍ରକରେ ଏନକାଉଣ୍ଟର : ପୋଲିସ ଗୁଳିରେ ଆହତ କୁଖ୍ୟାତ ଡକାୟତ ବାପି ପାଣି

ଭଦ୍ରକ : ଭଦ୍ରକରେ ଏନକାଉଣ୍ଟର । ଡକାୟତି ଉଦ୍ୟମ କରୁଥିବା ବେଳେ ପୋଲିସ ଓ ଡକାୟତ ମଧ୍ୟରେ ଗୁଳିବିନିମୟ ହୋଇଛି । ପୋଲସି ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ବାପି ପାଣି ଗୁରୁତର ହୋଇଛି । ତାର ସହେଯାଗୀ ଓମପ୍ରକାଶ ମହାଳିକ ଥାନାରେ ଅଟକ ରଖିଛି ପୋଲିସ । ଅପରାଧୀଙ୍କ ଆକ୍ରମଣରେ ୫ ଜଣ ପୋଲିସ…