Latest Odisha News

BREAKING NEWS

Browsing Category

ସହର

City

[ଭିଡ଼ିଓ] କଷ୍ଟ ସହୁଛି କଅଁଳ ଛୁଆ, ବଞ୍ଚିିବାକୁ ଦରକାର ୧୬ କୋଟି

ଫୁଲବାଣୀ: ଯନ୍ତ୍ରଣାରେ ଜର୍ଜରିତ ନିରୀହ ନିଷ୍ପାପ ଶିଶୁ । ଅକାଳରେ ଗ୍ରାସିଛି ଦୁସାଧ୍ୟ ରୋଗ । ଆଉ ରୋଗ ଭଲ ହେବାକୁ ସଞ୍ଜିବନୀ ପାଲଟିବ ୧୬କୋଟି । ରୋଗଗ୍ରସ୍ତ ହୋଇ ବିଛଣାରେ ପଡି ରହିଛି ୧୮ ମାସର ଛୁଆ ରାଜବୀର । ନା ପାଟି ଫିଟୁଛି ନା ଖେଳକୁଦ କରିପାରୁଛି । ପିଲାର ଯନ୍ତ୍ରଣାରେ ଅବାକ୍…

ପୁରୀ ଶ୍ରୀମନ୍ଦିର ପରିସରରେ ଚୋରି ଅଭିଯୋଗ, ଜଣେ ମହିଳା ଗିରଫ

ପୁରୀ: ନାନା କଟକଣା ମଧ୍ୟରେ ପୁରୀ ମହାପ୍ରଭୁଙ୍କ ଦର୍ଶନ କରିବାକୁ ସୁଯୋଗ ପାଉଛନ୍ତି ଲକ୍ଷଲକ୍ଷ ଶ୍ରଦ୍ଧାଳୁ । ସାମାଜିକ ଦୂରତା ଅବଲମ୍ବନ ସତ୍ତ୍ୱେ ଜମୁଛି ଭକ୍ତଙ୍କ ଭିଡ । ଏହି ଭିଡର ଫାଇଦା ଉଠାଇ ଜଣେ ମହିଳା ସୁନା ଚେନ୍ ଚୋରି କରିବାରେ ସଫଳ ହୋଇଥିଲେ । ହେଲେ ମହିଳା ଜଣକ ମନ୍ଦିର ପରିସରରେ…

ଚିତ୍ରକଳାରେ ଚାଚା ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଚିତ୍ରକଳାରେ ଚାଚା ନେହେରୁଙ୍କୁ  ଶ୍ରଦ୍ଧାଞ୍ଜଳି। ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜୱାହାରଲାଲ ନେହେରୁଙ୍କ ଜନ୍ମଜୟନ୍ତୀ ଉପଲକ୍ଷେ ଚିତ୍ରକଳା ଜରିଆରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଏହି ଦିବସରେ ଚିତ୍ରଶିଳ୍ପୀ ନିଆରା ଢଙ୍ଗରେ ତିଆରି କରିଛନ୍ତି ନେହେରୁଙ୍କ ଏକ ସୁନ୍ଦର…

ଡିସେମ୍ବର ପହିଲାରୁ ବିଧାନସଭା ଶୀତ ଅଧିବେଶନ, ୨୬ଟି କାର୍ଯ୍ୟ ଦିବସ

ଭୁବନେଶ୍ୱର: ସେପ୍ଟେମ୍ବର ୧ରୁ ବିଧାନସଭାର ଶୀତକାଳୀନ ଅଧିବେଶନ । ଡିସେମ୍ବର ୧ ତାରିଖରୁ ୩୧ ତାରଖ ପର୍ଯ୍ୟନ୍ତ ଚାଲିବ ଶୀତକାଳୀନ ଅଧିବେଶନ  । ଚଳିତ ଅଧିବେସନରେ ମୋଟ ୩୧ଟି ଦିବସ ଥିବାବେଳେ ସେଥିମଧ୍ୟରୁ ୫ଟି ଛୁଟି ଦିବସ ରହିଛି  । ସେହିପରି ମୋଟ ୨୬ଟି କାର୍ଯ୍ୟ ଦିବସ ରହିଛି  । ଏନେଇ ଆଜି…

ପୂର୍ବତନ ସରପଞ୍ଚଙ୍କୁ ହତ୍ୟା ଘଟଣାରେ ୬ଗିରଫ

ବ୍ରହ୍ମପୁର : ପୂର୍ବତନ ସରପଞ୍ଚ ହତ୍ୟାକାଣ୍ଡ ଘଟଣା । ଏହି ମାମଲାରେ ୬ଜଣଙ୍କୁ ଗିରଫ କରିଛି ପୋଲିସ । ଘଟଣାରେ ୩ଟି ଖଣ୍ଡା ଜବତ କରାଯାଇଛି । ବ୍ରହ୍ମପୁର ଉପକଣ୍ଠ ସୁକୁଣ୍ଡା ଫାଣି ଫ୍ୟାକ୍ଟ୍ରି ନିକଟରେ ଗତ ୫ତାରିଖରେ ଅନନ୍ତେଇର ପୂର୍ବତନ ସରପଞ୍ଚ ପ୍ରଦୀପ ବିଷୋୟୀଙ୍କୁ ଦୁର୍ବୃତ୍ତ ଅତି…

ଏ ବର୍ଷ ବି ହେବନି ଭୁବନେଶ୍ବର ବାଲିଯାତ୍ରା

ଭୁବନେଶ୍ୱର: ଚଳିତ ବର୍ଷ ଭୁବନେଶ୍ୱରରେ ହେବନି ବାଲିଯାତ୍ରା । କଟକ ପରେ ଭୁବନେଶ୍ୱରରେ ବାଲିଯାତ୍ରା ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ଭୁବନେଶ୍ୱର ଡିସିପି ଉମାଶଙ୍କର ଦାସଙ୍କ ସୂଚନା ଦେଇଛନ୍ତି। କମିଶନରେଟ ପୋଲିସ ପକ୍ଷରୁ ଭୁବନେଶ୍ୱର ବାଲିଯାତ୍ରାକୁ ଅନୁମତି ପ୍ରଦାନ କରାଯାଇ…

KBN ଗ୍ରୁପର ଭାଇରାଲ୍ ଭିଡିଓ ମାମଲା : ଖେଳନା ବନ୍ଧୁକ ସହ ଗାଡ଼ି ଜବତ

ଭୁବନେଶ୍ୱର: KBN ଗ୍ରୁପର ଭାଇରାଲ୍ ଭିଡିଓ ମାମଲା । ରାଜଧାନୀରେ ଭିଡିଓ ଭାଇରାଲ୍ କରି ଆତଙ୍କ ସୃଷ୍ଟି କରିଥିବା କେବିଏନ୍ ଗ୍ରୁପର ୫ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଇ ଜେରା କରୁଛି କମିଶନରେଟ୍ ପୋଲିସ । ଜବତ ହେଉଛି ଭାଇରାଲ୍ ଭିଡିଓରେ ବ୍ୟବହୃତ ମାରଣାସ୍ତ୍ର ସହ ଗାଡ଼ି । ନୟାପଲ୍ଲୀ ଥାନା…

ଶିଶୁ ଦିବସରେ ୪ଟି ଜିଲ୍ଲାର ୧୩୮ ସ୍ମାର୍ଟ ସ୍କୁଲର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଶିଶୁ ଦିବସ ଅବସରରେ ଆଜି ୪ଟି ଜିଲ୍ଲାର ୧୩୮ ହାଇସ୍କୁଲ ହେବ ରୂପାନ୍ତରଣ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ରୂପାନ୍ତରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ। ବୌଦ୍ଧ ଜିଲ୍ଲାରେ ୧୦ଟି ହାଇସ୍କୁଲ, ସୋନପୁରରେ ୧୧ଟି ହାଇସ୍କୁଲ, ଭଦ୍ରକରେ ୧୭ଟି ହାଇସ୍କୁଲ, କେନ୍ଦୁଝରରେ ୧୦୦ଟି…

ମମିତା ହତ୍ୟା ମାମଲାରେ ସାମ୍ନାକୁ ଆସିଲା ନୂଆ ତଥ୍ୟ

ବଲାଙ୍ଗିର: ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ଏକ ନୂଆ ତଥ୍ୟ ସାମ୍ନାକୁ ଆସିଛି। ପୋଲିସ୍‌ ପଚରାଉଚରା କରିଥିବା ୧୦ ଜଣଙ୍କ ସାକ୍ଷୀଙ୍କ ମଧ୍ୟରେ ୨ ଜଣ ବଙ୍ଗାଳି ବ୍ୟକ୍ତି ଅଛନ୍ତି। ପୋଲିସ୍‌ ଏମାନଙ୍କୁ ପଚରାଉଚରା କରିବା ସହ ସମସ୍ତଙ୍କ ବୟାନ ରେକର୍ଡ କରିଛି। ତେବେ କିଏ ଏହି ଦୁଇ…

ବଣ୍ଡାଘାଟିରେ ବେଆଇନ ଗଞ୍ଜେଇ ଗଛକୁ ନଷ୍ଟ କଲା ପୋଲିସ

ମାଲକାନଗିରି: ବଣ୍ଡାଘାଟିରେ ୬୫ହଜାର ବେଆଇନ ଗଞ୍ଜେଇ ଗଛକୁ ନଷ୍ଟ କଲା ପୋଲିସ। ମାଲକାନଗିରି ଜିଲ୍ଲା ବଣ୍ଡାଘାଟିର ବଡ଼ଡ଼ୁରାଲ ଅଞ୍ଚଳରେ ବ୍ୟାପକ ଗଞ୍ଜେଇ ଚାଷ ହୋଇଥିଲା। ନଷ୍ଟ କରାଯାଇଥିବା ଗଞ୍ଜେଇ ଗଛର ବଜାର ମୂଲ୍ୟ ୪୦କୋଟି ଟଙ୍କା ହେବ ବୋଲି ଜଣାପଡ଼ିଛି। ତହସିଲଦାର ରାମ କୃଷ୍ଣ ନାୟକଙ୍କ…