Latest Odisha News

BREAKING NEWS

Browsing Category

ସହର

City

[ଭିଡ଼ିଓ]ଗୁଳିମାଡ଼ କରି ମେଡ଼ିସିନ୍ ଦୋକାନରୁ ଲୁଟ୍, ପୋଲିସର ତଦନ୍ତ ଜାରି

ଭଦ୍ରକ: ଗୁଳିମାଡ଼ କରି ମେଡ଼ିସିନ୍ ଦୋକାନରୁ ଲୁଟ୍ ହୋଇଛି। ଭଦ୍ରକ ଜିଲ୍ଲାରେ ଘଟିଛି ଏହି ଅଘଟଣ। ୩ଟି ମୋବାଇଲ ସହ ୧୫ରୁ ୨୦ହଜାର ଟଙ୍କା ଲୁଟିନେଲେ ଦୁର୍ବୁତ୍ତ। ସୂଚନା ଅନୁସାରେ, ଭଦ୍ରକ ଆରଡ଼ି ଛକରେ ଥିବା ମାନବଜ୍ୟୋତି ମେଡ଼ିସିନ ଷ୍ଟୋରରୁ ହୋଇଛି ଲୁଟ୍। ଗତାକଲି ରାତିରେ ମେଡ଼ିସିନ ଦୋକାନ…

ଆଜି ଛଟ୍ ପୂଜାର ଅନ୍ତିମ ଦିବସ, ଉଦିତ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଦେଇ ସମାପନ କଲେ ବ୍ରତ

ଭୁୁବନେଶ୍ୱର: ଆଜି ହେଉଛି ଛଟ୍ ପୂଜାର ଉଦଯାପନୀ ଦିବସ। ୪ଦିନ ଧରି ଚାଲିଥାଏ ପର୍ବ। ସମାପନ ଦିବସରେ ସକାଳୁ ନଦୀ କିମ୍ବା ପୋଖରୀରେ ଉଦିତ ସୂର୍ଯ୍ୟକୁ ଅର୍ଘ ପ୍ରଦାନ କରି ବ୍ରତର ସମାପନ କରଛନ୍ତି ବ୍ରତଧାରୀ। ବିଶ୍ୱାସ ରହିଛି ଯେ, ଛଟ୍ ପୂଜାର ଶେଷ ଦିନରେ ଉଦିତ ସୂର୍ଯ୍ୟଙ୍କୁ ପୂଜା କରିବା ଦ୍ୱାରା…

ଆଜି ୧୪୩ଟି ସ୍ମାର୍ଟ ବିଦ୍ୟାଳୟର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୫ଟି ଏବଂ ମୋ ସରକାରଙ୍କ ଅଧୀନରେ ରାଜ୍ୟ ସରକାରଙ୍କ ପକ୍ଷରୁ ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ୬୭ଟି ସରକାରୀ ହାଇସ୍କୁଲର ରୂପାନ୍ତରଣ କାର୍ଯ୍ୟ ଶେଷ ହୋଇଛି। ବଦଳିଛି ସରକାରୀ ହାଇସ୍କୁଲର ରୂପରେଖ। ହାଇଟେକ ହେଉଛି ହାଇସ୍କୁଲ ଓ ନୂଆ ରୂପ ନେଇଛି ଶ୍ରେଣୀ ଗୃହ। ଆଜି…

ନୌସେନାରେ ଚାକିରୀ କରାଇଦେବେ କହି ଲୋକଙ୍କୁ ଠକୁଥିଲେ, ଗିରଫ କଲା ପୋଲିସ

କଟକ : ନୌସେନାରେ ଚାକିରୀ କରାଇଦେବେ କହି ଲୋକଙ୍କୁ ଠକୁଥିଲେ। ଏନେଇ ଜଣେ ଯୁବକଙ୍କୁ ଗିରଫ କରିଛି ଚାଉଳିଆଗଞ୍ଜ ଥାନା ପୋଲିସ । ନୌସେନା ଏବଂ ବିଦେଶରେ ଚାକିର କରାଇଦେବା ନାଁରେ ଲୋକଙ୍କ ଠାରୁ ହଜା ହଜାର ଟଙ୍କା ଠକୁଥିଲେ। ଏହି ଅଭିଯୁକ୍ତ ନିକଟରୁ ନଗଦ ୩୩ ହଜାର ଟଙ୍କା ,ଗୋଟିଏ କାର ଓ ମୋବାଇଲ…

ସ୍ତ୍ରୀକୁ ହତ୍ୟା କରି କୂଅରେ ଫିଙ୍ଗିଲା ସୈତାନ ସ୍ୱାମୀ

ବାରିପଦା : ସ୍ତ୍ରୀକୁ ହତ୍ୟା କରି କୂଅରେ ଫିଙ୍ଗିଲା ସୈତାନ ସ୍ୱାମୀ । କୂଅ ଭିତରୁ ଉଦ୍ଧାର ହେଲା ମୃତ ଦେହ । ଏହି ଘଟଣା ଘଟିଛି ବ।ରିପଦା ବୈଦିପୁର ଗାଁରେ । କିଛି ଦିନ ତଳେ ମୁନସୀ ମାରାଣ୍ଡିଙ୍କ ସ୍ତ୍ରୀ କର୍ମୀ ମାରାଣ୍ଡିଙ୍କ ମଧ୍ୟରେ ମଧ୍ୟରେ ସାମାନ୍ୟ କଥାରୁ ବଚସା ହୋଇଥିଲା । ଆଉ ଏହି…

ମମିତା ହତ୍ୟାକାଣ୍ଡ ଘଟଣାରେ ଆସନ୍ତା ୧୨ ତାରିଖରେ ପୁଣି କଂଗ୍ରେସର ଓଡ଼ିଶା ବନ୍ଦ ଡାକରା

ଭୁବନେଶ୍ୱର : ମମିତାଙ୍କୁ ନ୍ୟାୟ ଦାବିରେ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା । ଚଳିତ ମାସ ୧୨ ତାରିଖରେ କଂଗ୍ରେସ ପକ୍ଷରୁ ସକାଳ ୬ ଟାରୁ ଦିନ ୧୨ ଟା ପର୍ଯ୍ୟନ୍ତ ୬ ଘଣ୍ଟିଆ ଓଡିଶା ବନ୍ଦ ଡାକରା ଦିଆଯିବ। ମମିତାଙ୍କୁ ନ୍ୟାୟ ଦାବିରେ କଂଗ୍ରେସ ଏହି ବନ୍ଦ ଡାକରା ଦେବ ବୋଲି ଜିଲ୍ଲା କଂଗ୍ରେସ…

ଧାନ ଚାଷରେ ଦାଉ ସାଧୁଛି ରୋଗ ପୋକ

ଭଦ୍ରକ : ଧାନ ଚାଷରେ ଦାଉ ସାଜିଛି ରୋଗପୋକ । ଅମଳ ସମୟ ଯେତିକି ପାଖଉ ଆସୁଛି , ରୋଗ ସେତିକି ପରିମାଣରେ ମାଡିଆସୁଛି । କୀଟନାଶକ ଏବଂ ଔଷଧ ମଧ୍ୟ କାମ କରୁନାହିଁ । ଚିନ୍ତାରେ ଏବେ ଚାଷୀ । ଭଦ୍ରକ ଜିଲ୍ଲାର ବିଭିନ୍ନ ବ୍ଲକ୍‌ରେ ଦେଖିବାକୁ ଲାଗିଛି ଏପରି ଘଟଣା । ଏବେ ଧାନ ଅମଳର ସମୟ।…

ନଭେମ୍ବର ୧୫ରୁ ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲା ସ୍କୁଲ ଯିବେ : ଗଣଶିକ୍ଷା ମନ୍ତ୍ରୀ

ସୋନପୁର : ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ଖୋଲିବ ବିଦ୍ୟାଳୟ। ନଭେମ୍ବର ୧୫ରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ସ୍କୁଲ ଖୋଲିବା ନେଇ ଗଣଶିକ୍ଷାମନ୍ତ୍ରୀ ସୂଚନା ଦେଇଛନ୍ତି । ସୁବର୍ଣ୍ଣପୁର ଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର…

[ଭିଡ଼ିଓ] ବୋମାମାଡ ଘଟଣା ପରେ ପୁରୁଷ ଶୂନ୍ୟ ଗାଁ

ସାତପଡା: ପୁରୀ ସାତପଡା ନାଥପୁରରେ ବୋମାମାଡ ଘଟଣା ପରେ ଦୁଇଟି ଗାଁ ପୁରୁଷ ଶୂନ୍ୟ ହୋଇପଡିଛି । ଘଟଣା ନେଇ ପୋଲିସ ୧୦ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଘଟଣାସ୍ଥଳରେ ଶାନ୍ତି ଫେରାଇ ଆଣିବା ନିମନ୍ତେ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଉଛି । ସେହିପରି ଘଟଣା ସ୍ଥଳରେ…

ମରୁଡ଼ି ଅଞ୍ଚଳ ପାଇଁ ଉପଯୋଗୀ ଧାନ ଯୋଗାଇ ଦେବାପାଇଁ ରାଜ୍ୟ ସରକାରଙ୍କୁ ଅନୁରୋଧ

ବଲାଙ୍ଗୀର : ବଲାଙ୍ଗୀର ଲର୍କିପାଲି ଠାରେ ଧାନ ଗବେଷଣା କରାଯାଇଛି। ଯେଉଁ ଧାନ ମରୁଡ଼ି ଅଞ୍ଚଳ ପାଇଁ ଉପ ଯୋଗୀ ତାହା ଯୋଗାଇଦେବା ପାଇଁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି ଚାଷୀ। ବଲାଙ୍ଗିର ଲର୍କିପାଲି ଠାରେ ଥିବା ବିହନ ଗବେଷଣା କେନ୍ଦ୍ରରେ ଫିଲିପାଇନସ ଠାରେ ଥିବା ଆର୍ନ୍ତଜାତୀୟ ବିହନ…