Latest Odisha News

BREAKING NEWS

Browsing Category

ସହର

City

ପାଖରେ ଥାନା ତଥାପି ମନ୍ଦିରରୁ ଚୋରିି

ଭଦ୍ରକ : ଭଦ୍ରକରେ ମାତିଛନ୍ତି ଲୁଟେରା। ଭଦ୍ରକ ପୁରୁଣା ବଜାର ଥାନାକୁ ଲାଗିଥିବା ମନ୍ଦିରରୁ ଚୋରି। ଗତକାଲି ବିଳମ୍ବିତ ରାତିରେ ଲୁଟେରା ମାନେ ମନ୍ଦିରରେ କଳାକନା ବୁଲାଇଥିଲେ। ପୋଲିସକୁ ଚ୍ୟାଲେଞ୍ଜ କରି ଲୁଟେରାମାନେ ବାବା କଦମ୍ବସ୍ୱର ମନ୍ଦିରର ତାଲା ଭାଙ୍ଗି ଠାକୁରଙ୍କ ସମସ୍ତ ପୂଜା ସାମଗ୍ରୀ…

ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ : ଓପିଏଚ୍‌ଡବ୍ଲ୍ୟୁସି ଡେପୁଟି ମ୍ୟାନେଜର ପ୍ରତାପ ସାମଲ ଓ ତାଙ୍କ ପତ୍ନୀ ଗିରଫ

ଭୁବନେଶ୍ୱର: ଆୟବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ କୋଟିପତି ଓଡ଼ିଶା ପୋଲିସ ହାଉସିଂ ବୋର୍ଡ ଆଣ୍ଡ ୱଲଫେଆର କର୍ପୋରେସନ ଡେପୁଟି ମ୍ୟାନେଜର ପ୍ରତାପ ସାମଲଙ୍କୁ ଭିଜିଲାନ୍ସ ଗିରଫ କରିଛି । ଭିଜିଲାନ୍ସ ପ୍ରତାପଙ୍କ ସହ ତାଙ୍କ ପତ୍ନୀ ସସ୍ମିତା ସାମଲଙ୍କୁ ମଧ୍ୟ ଗିରଫ କରିଛି। ଉଭୟ ପତି ଓ…

ମମିତା ମେହେର ହତ୍ୟା ମାମଲା: ମନ୍ତ୍ରୀ ତୁଷାରକାନ୍ତିଙ୍କ ଗାଡ଼ିକୁ ଅଣ୍ଡାମାଡ଼

ଭବାନୀପାଟଣା: ମମିତା ମେହେର ହତ୍ୟା ମାମଲା । ଏ ହତ୍ୟା ମାମଲାକୁ ନେଇ ଶାସକ ବିଜେଡି ଦଳର ନେତାମାନଙ୍କୁ ପ୍ରବଳ ବିରୋଧ କରାଯାଉଛି ।  ଆଜି କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଥୁଆମୂଳ ରାମପୁର ଡୁମେରପଦର ଗାଁରେ ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କୁ କଂଗ୍ରେସ କର୍ମୀ ବିରୋଧ କରିଛନ୍ତି।…

ଓଡ଼ିଶାର ନୋ ଫିସିଂ ଜୋନରୁ ମାଛ ଧରୁଥିଲା ଆନ୍ଧ୍ର ; ଧରି ପକାଇଲା ବନବିଭାଗ,୮ଅଟକ

ବ୍ରହ୍ମପୁର : ଓଡ଼ିଶାର ପିଛା ଛାଡୁନି ଆନ୍ଧ୍ର । ଗଞ୍ଜାମ ଜିଲ୍ଲା ଋଷିକୂଲ୍ୟା ମୁହାଣରେ ମାଛ ଧରୁଥିବା ବେଳେ ଆନ୍ଧ୍ରର ଟ୍ରଲରକୁ ଜବତ କରିଛି ଓଡ଼ିଶା । ଏଥିସହ ୮ ଜଣ ମତ୍ସଜୀବୀଙ୍କୁ ଅଟକ ରଖିଛିା ବିରଳ ସାମୁଦ୍ରିକ କଇଁଛ ଅଲିଭ୍ ରିଡଲେଙ୍କ ଅଣ୍ଡାଦାନ ପକ୍ରିୟା ଆରମ୍ଭ ହୋଇଛି । ଏଣୁ ବନ ବିଭାଗ…

[ଭିଡିଓ] କମ୍ବଳ ଭିତରୁ ବାହାରିଲା ବିରାଟକାୟ ଚନ୍ଦନ ବୋଡା ସାପ

ବାରିପଦା: ଶୀତଦିନେ ଉଷ୍ମତା ପାଇବା ପାଇଁ ଜୀବଜନ୍ତୁ କିମ୍ବା ସରୀସୃପ ଘରେ ପଶିବାର ସମ୍ଭାବନା ଥାଏ । ଏହି ଧାରାରେ ମୟୁରଭଂଜ ଜିଲ୍ଲା ବାରିପଦାରୁ ସାମ୍ନାକୁ ଆସିଛି ଏକ ଲୋମଟାଙ୍କୁରା ଦୃଶ୍ୟ । ପ୍ରଳୟ କୁମାର ମହାନ୍ତି ନାମକ ଜଣେ ବ୍ୟକ୍ତିଙ୍କ ଘରେ ଉଦ୍ଧାର ହୋଇଛି ଏକ ବିରାଟକାୟ ଅଜଗର ସାପ ।…

ରାଜ୍ୟରେ କୋହଲା ପାଗ , ପୁଣି ଲଘୁଚାପ ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର :ରାଜ୍ୟରେ କୋହଲା ପାଗ । ପୁଣି ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଶୀତ ବଢ଼ୁଥିବା ବେଳେ ଓଡ଼ିଶାରେ ଲଘୁଚାପ ସୃଷ୍ଟି ହେବା ଆଶଙ୍କା ରହିଛି। ଦକ୍ଷୀଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣ ବଳୟ ଲଘୁଚାପର ରୂପ ନେଇଛି  । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରୀ…

ମା’ ଭଦ୍ରକାଳୀଙ୍କ ମହାଲକ୍ଷ୍ମୀ ବେଶ

ଭଦ୍ରକ: ଶେଷ ହୋଇଛି ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶ । ମା’କାଳୀ ଶ୍ରଦ୍ଧାଳୁ ମାନଙ୍କୁ ମହାଲକ୍ଷ୍ମୀ ବେଶରେ ଦର୍ଶନ ଦେଇଛନ୍ତି । ଶେଷ ଦିନରେ ମା’ ଭଦ୍ରକାଳୀ ମହାଲକ୍ଷ୍ମୀ ବେଶରେ ଦର୍ଶନ ଦେଇଛନ୍ତି । ଏହି ବେଶରେ ମା’ ପଦ୍ମ ଉପରେ ଉପବେଶନ କରିଥିବା ବେଳେ ଧବଳ ହସ୍ତୀ ବାହାନ ରୂପରେ…

କଟକ ଅରିଲୋରେ ମେଗା ଓମଫେଡ୍ ଡାଏରୀ ପ୍ଲାଣ୍ଟର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

କଟକ : ଆଜି ଉଦଘାଟିତ ହୋଇଛି ରାଜ୍ୟର ସର୍ବବୃହତ ଓମଫେଡ୍ ଡାଏରୀ ପ୍ଲାଣ୍ଟ । କଟକ ବାରଙ୍ଗ ବ୍ଲକ ଅରିଲୋରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ ଲକ୍ଷ ଲିଟର କ୍ଷମତା ବିଶିଷ୍ଟ ବିଶିଷ୍ଟ ଓମଫେଡ୍ ମେଗା ଡାଏରୀ ପ୍ଲାଣ୍ଟ ଉଦଘାଟନ କରିଛନ୍ତି । ୩ଶହ କୋଟି ଟଙ୍କା ବ୍ୟୟରେ ଏହି ଅତ୍ୟାଧୁନିକ ଅଟୋ ମୋଟିକ…

ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ: ରାଇଫଲ, ୪ଅଫୁଟା ଗୁଳି ଓ ବିଭିନ୍ନ ସାମଗ୍ରୀ ଜବତ

କଳାହାଣ୍ଡି: ପୁଣି ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ। ଛତ୍ରଭଙ୍ଗ ଦେଇଥିଲେ ମାଓବାଦୀ। ବିଭିନ୍ନ ସାମଗ୍ରୀ ଜବତ ହୋଇଛି। କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଜଙ୍ଗଲରେ ୭ତାରିଖ ଦିନ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ସୂଚନା ଅନୁସାରେ,…

ଓପିଏଚଡ଼ବ୍ଲ୍ୟୁସି ଡ଼େପୁଟି ମ୍ୟାନେଜର ପ୍ରତାପ ସାମଲଙ୍କୁ ଅଟକ, ଫ୍ରିଜ୍ ହେଲା ବ୍ୟାଙ୍କ ଆକାଉଣ୍ଟ

ଭୁବନେଶ୍ୱର: କୁବେର ବାବୁଙ୍କ ଘରେ ଚାଲିଥିବା ଚଢ଼ାଉ ଶେଷ ହୋଇଛି। ଗତକାଲିଠାରୁ ଓପିଏଚଡ଼ବ୍ଲୁସି ଡ଼େପୁଟି ମ୍ୟାନେଜର ପ୍ରତାପ ସାମଲଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚାଲିଥିଲା ଚଢ଼ାଉ। ଚଢ଼ାଉ ପରେ ସମ୍ପତ୍ତିର ମୂଲ୍ୟାୟନ ଚାଲିଥିଲା। ଆଜି ତାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଫ୍ରିଜ୍ କରିଛି ଭିଜିଲାନ୍ସ। ଏହାସହ…