Latest Odisha News

BREAKING NEWS

Browsing Category

ସହର

City

ଆଜି ଶ୍ରୀମନ୍ଦିର ପରିଚାଳନା କିମଟି ବୈଠକ ବସିବ

ପୁରୀ: ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ। ପୂର୍ବାହ୍ନ ସାଢ଼େ ୧୦ଟାରେ ନିଳାଦ୍ରୀ ଭକ୍ତନିବାସରେ ଏହି ବୈଠକ ବସିବ। ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ। ବିଭିନ୍ନ ତହସିଲ ଅଧିନରେ ମହାପ୍ରଭୁଙ୍କ ଜମି ହଡ଼ପ ପ୍ରସଙ୍ଗ ଓ ଜମି ସୁରକ୍ଷା ମୁଖ୍ୟ…

ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ

କଳାହାଣ୍ଡି: ବଜ୍ରାଘାତରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। କଳାହାଣ୍ଡି ଜିଲ୍ଲା କଲମପୁର ଅଞ୍ଚଳରେ ଏହିପରି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ହେଲେ ତ୍ରୀପତି ଜାନୀ। ସୂଚନା ଅନୁସାରେ, କଲମପୁର ବ୍ଲକ ଅନ୍ତର୍ଗତ କସାବାହୀ ଗାଁର ତ୍ରୀପତି ଜାନୀ ନିଜ ଚାଷ ଜମିକୁ ଯାଇଥିଲେ। ଏହି ସମୟରେ ବର୍ଷା…

[ଭିଡ଼ିଓ] ମୁଁ ବି ସକ୍ଷମ. . .ବଡ଼ ଦାଣ୍ଡରେ ଖଟି ଖାଇ ବଞ୍ଚିବି

ପୁରୀ  : ପ୍ରତିକୂଳ ପରିସ୍ଥିତିରେ ବି ନିଜକୁ ସୁଦୃଢ କରିଛନ୍ତି । ସବୁ ଘାତ ପ୍ରତିଘାତ ସହି ଆଗକୁ ବଢିଛନ୍ତି । ଦୃଷ୍ଟି ଶକ୍ତି ହରାଇବା ପରେ ବି ହାର ମାନିନାହାନ୍ତି । ନିଜ ପରିବାର ପାଇଁ ନିଜ ଗୋଡରେ ନିଜେ ଛିଡା ହୋଇ ସକ୍ଷମ ହୋଇପାରିଛନ୍ତି । ଏ ହେଉଛନ୍ତି ବ୍ରହ୍ମପୁର ହୁଗୁଳାପଟା ଅଞ୍ଚଳର…

[ଭିଡ଼ିଓ] ସବୁଜ ବାଣକୁ ଗ୍ରୀନ୍ ସିଗନାଲ

କଟକ : ଚଳିତ ବର୍ଷ ବାଣ ଫୁଟାଇବା ପାଇଁ ମିଳିଛି ଅନୁମତି । ଆଉ ଏହି ଅନୁମତି ଦେଇଛନ୍ତି ହାଇକୋର୍ଟ । କେବଳ ଗ୍ରୀନ୍ ବାଣ ଫୁଟାଇବା ପାଇଁ ହାଇକୋର୍ଟ ଦେଇଛନ୍ତି ସବୁଜ ସଙ୍କେତ । ଅଲ୍ ଓଡ଼ିଶା ଫାୟାର ୱାର୍କ୍ସ ଡିଲର୍ସ ଆସୋସିଏସନ୍ ପକ୍ଷରୁ କରାଯାଇଥିବା ଆବେଦନ ଉପରେ ଶୁଣାଣି କରି ରାୟ ଦେଇଛନ୍ତି…

ଆରଟିଓର ନୂଆ ବିଲ୍ଡିଂ ଓ ସ୍ମାର୍ଟ କ୍ୟୁ ମ୍ୟାନେଜମେଣ୍ଟ ବ୍ୟବସ୍ଥାକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆରଟିଓର ନୂତନ ବିଲ୍ଡିଂ ଓ ସ୍ମାର୍ଟ କ୍ୟୁ ମ୍ୟାନେଜମେଣ୍ଟ ଉଦଘାଟିତ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆରଟିଓ)୧ର ନୂତନ ଭବନ ଓ ସ୍ମାର୍ଟ କ୍ୟୁ ମ୍ୟାନେଜମେଣ୍ଟ ବ୍ୟବସ୍ଥା ଉଦଘାଟନ କରିଛନ୍ତି।୩.୯୮ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି…

ଦେଶୀ ମଦ ଭାଟିରେ ପୋଲିସର ଚଢାଉ, ଚମ୍ପଟ ମାରିଲେ ବ୍ୟବସାୟୀ

କାମାକ୍ଷାନଗର : ଦେଶୀ ମଦ ତିଆରି ଭାଟିରେ ପୋଲିସର ଚଢାଉ । ଦେଶୀ ମଦର ଭୂସ୍ୱର୍ଗ ପାଲଟିଥିବା ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଆମ୍ବପଳାସ ଗାଁରେ ଥିବା  ବିଭିନ୍ନ ମଦ ଭାଟିରେ ପୋଲିସ ଚଢାଉ କରିଛି । ପ୍ରାୟ ୫୦ରୁ ଅଧିକ ଦେଶୀ ମଦ ତିଆରି ଭାଟିରେ ଚଢାଉ କରିଛି ପରଜଙ୍ଗ ପୋଲିସ। ସେଥିମଧ୍ୟରୁ ୧୬…

ଭଦ୍ରକରେ ଜନ୍ମନେଲା ବିରଳ ପ୍ରଜାତିର ବାଛୁରୀ ଛୁଆ, ଦେଖିବା ପାଇଁ ଲୋକଙ୍କ ଭିଡ

ଭଦ୍ରକ : ଜନ୍ମନେଲା ବିରଳ ପ୍ରଜାତିର ବାଛୁରୀ ଛୁଆ । ଭଦ୍ରକ ଚରମ୍ପାରେ ବିରଳ ପ୍ରଜାତିର ବାଛୁରୀ ଛୁଆ ଜନ୍ମ ନେଇଥିବା ଦେଖିବାକୁ ମିଳିଛି। ଏହି ବାଛୁରୀର ଗୋଟିଏ ଆଖି,ଗୋଟିଏ ସିଙ୍ଘ ଓ ଗୋଟିଏ ନାକ ରହିଛି। ଏହି ବିରଳ ପ୍ରଜାତିର ବାଛୁରୀ ଛୁଆଟି ଭଦ୍ରକ ଚରମ୍ପା ବରାଳପୋଖରୀ ହନୁମାନ ସାହିର ଅକ୍ଷୟ…

ବନ୍ଧୁକ ମୁନରେ ୧୫ଲକ୍ଷ ଟଙ୍କାର ସୁନା ଗହଣା ଲୁଟ୍, ପୋଲିସର ତଦନ୍ତ ଜାରି

ଭଦ୍ରକ: ପୁଣି ଲୁଟିଲେ ଦୁର୍ବୃତ୍ତ। ଭଦ୍ରକ ଜିଲ୍ଲା ବାସୁଦେବପୁର ଥାନା ଅଧିନ ସୁଦର୍ଶନପୁରରୁ ଲୁଟ୍ ହୋଇଛି। ମାଛ ହାଟ ଛକରେ ଜଣେ ସୁନା ଦୋକାନୀଙ୍କଠାରୁ ୧୫ଲକ୍ଷ ଟଙ୍କାର ସୁନା ଗହଣା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ସୂଚନା ଅନୁସାରେ, ଚକାଡ଼ୋଳା ସୁନା ଦୋକାନର ତାପସ କୁମାର ସାହୁ ରବିବାର…

ଦୀପାବଳିରେ ଶ୍ରୀମନ୍ଦିର ନିକଟରେ କାଉଁରିଆ କାଠି ଜାଳିବା ମନା

ପୁରୀ: ଦୀପାବଳିରେ ଜଗା ଦର୍ଶନ ବନ୍ଦ ରହିବ। ଆସନ୍ତା ୪ତାରିଖରେ ଦୀପାବଳି ଓ ପୟାଶ୍ରାଦ୍ଧ। ଏହି ଅବସରରେ ଶ୍ରୀମନ୍ଦିର ସାଧାରଣ ଦର୍ଶନ ବନ୍ଦ ରହିବା ସହ ଶ୍ରୀମନ୍ଦିର ଚତୁଃପାଶ୍ୱର୍ରେ ୧୪୪ଧାରା ଜାରିହେବ। ପରମ୍ପରା ଅନୁଯାୟୀ ଦୀପାବଳି ଦିନ ଭକ୍ତମାନେ ବଡ଼ବଡ଼ିଆ ଡ଼ାକିବା ପାଇଁ ସିଂହଦ୍ୱାରରେ…

ଆଜିଠୁ ଭୋଟର ତାଲିକା ସଂଶୋଧନ ପକ୍ରିୟା ଆରମ୍ଭ, ଅନଲାଇନରେ କରିପାରିବେ ଆବେଦନ

ଭୁବନେଶ୍ୱର: ଆଜିଠୁ ଭୋଟରତାଲିକା ସଂଶୋଧନ ପକ୍ରିୟା ଆରମ୍ଭ ।୩୦ ତାରିଖ ପର୍ଯ୍ୟନ୍ତ ଏହି ପ୍ରକ୍ରିୟା ଚାଲିବ। ଯେଉଁମାନଙ୍କ ନାଁ ଭୋଟର ଲିଷ୍ଟରେ ନଥିବା କିମ୍ବା ଯେଉଁ ବ୍ୟକ୍ତିମାନେ ଭୋଟର ଲିଷ୍ଟରେ ସଂଶୋଧନ କରିବାକୁ ଚାହୁଁଥିବେ ସେମାନେ ସଂଶୋଧନ କରିପାରିବେ। ଯେଉଁମାନେ ଭୋଟର ତାଲିକାରୁ ନାଁ…