Latest Odisha News

BREAKING NEWS

Browsing Category

ସହର

City

କୋଭିଡ଼କୁ ଦୃଷ୍ଟିରେ ରଖି ଚଳିତ ବର୍ଷ ବି ବନ୍ଦ ରହିବ ଐତିହାସିକ ବାଲିଯାତ୍ରା

କଟକ: ପୁଣି ଖାଲି ପଡ଼ିବ ବାଲିଯାତ୍ରା ପଡ଼ିଆ। ସନ୍ଧ୍ୟା ହେଲେ ଜମିବନି ଲୋକଙ୍କ ଭିଡ଼। ଚଳିତ ବର୍ଷ କଟକର ଐତିହାସିକ ବାଲିଯାତ୍ରା ହେବନାହିଁ। କୋଭିଡ଼କୁ ଦୃଷ୍ଟିରେ ରଖି ବାଲିଯାତ୍ରା ବନ୍ଦ ରଖିବାକୁ ନିଷ୍ପତି ନେଇଛନ୍ତି ଜିଲ୍ଲା ପ୍ରଶାସନ। ବାଲିଯାତ୍ରା ବନ୍ଦ ନେଇ କଟକ ଜିଲ୍ଲାପାଳ ଭବାନୀ ଶଙ୍କର…

ରିଲିଜ୍ ଅପେକ୍ଷାରେ ଓଲିଉଡ ଫିଲ୍ମ “କଟକ ୱେଡ୍ସ ସମ୍ବଲପୁର”

ଭୁବନେଶ୍ୱର: ଓଲିଉଡ ବକ୍ସ ଅଫିସ୍ ଫାଇଟରେ ଖୁବଶୀଘ୍ର ସାମିଲ ହେବାକୁ ଯାଉଛି ରୋମାଣ୍ଟିକ ମୁଭି କଟକ ୱେଡ୍ସ ସମ୍ବଲପୁର । ଏଥିରେ ଲିଡ୍ ପେୟାର ଭାବେ ନଜର ଆସିବେ ସମ୍ବିତ ଆଚାର୍ଯ୍ୟ ଓ ନବାଗତା ସୁସ୍ମିତା ପ୍ରଧାନ । ବାପି ଡେଭିଡଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ବହୁ ଜଣାଶୁଣା କଳାକାରଙ୍କୁ…

ଝାରସୁଗୁଡାରେ କେନ୍ଦ୍ର ରେଳମନ୍ତ୍ରୀ : ଦୋକାନୀଙ୍କ ସହ କଥା ହେଲେ , ରେଳ ପ୍ରକଳ୍ପର ସମୀକ୍ଷା କଲେ

ଝାରସୁଗୁଡା : ଦୁଇ ଦିିନିଆ ଝାରସୁଗୁଡା ଗସ୍ତରେ ଆସିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ। ଆଜି ସକାଳେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଝାରସୁଗୁଡା ରେଳ ଷ୍ଟେସନ ବୁଲି ଦେଖିଛନ୍ତି । ଷ୍ଟେସନ ପରିସରରେ ଉଠା ଦୋକାନୀଙ୍କ ଠାରୁ ରେଳମନ୍ତ୍ରୀ ଚା ଓ ବିସ୍କୁଟ ଖାଇବା ସହ ଦୋକାନୀ ମାନଙ୍କ ସହ…

ମେଡ଼ିକାଲରେ ଡ଼ାକ୍ତରଙ୍କ ଆତଙ୍କରାଜ୍, ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ

ପୁରୀ: ଗାଡ଼ି ପାର୍କିଂକୁ ନେଇ ସିକ୍ୟୁରିଟି ଗାର୍ଡ଼ ଓ ପୋଲିସ କର୍ମଚାରୀଙ୍କୁ ଲୁହା ରଡ଼ରେ ପିଟିଲେ ଡ଼ାକ୍ତର। ଏହିପରି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ। ମଦ୍ୟପାନ କରି ଡ଼ାକ୍ତର ଜଣକ ଏଭଳି କାଣ୍ଡ ଘଟାଇଥିବା ଜଣାପଡ଼ିଛି। ଏନେଇ ଡ଼ାକ୍ତରଖାନା ପରିସରରେ କିଛି ସମୟ…

ଆସୁଛି ଓଲିଉଡ ଫିଲ୍ମ “ଧରମା ରେ” ବିଶୁ ମହାରଣା ଅବତାରରେ ସମ୍ବିତ ଆଚାର୍ଯ୍ୟ

ଭୁବନେଶ୍ୱର: ଆଧୁନିକତାର ଛାପ ଓ ନକଲ ଛାଡି ଓଡିଶାର ଐତିହ୍ୟ ଓ ପରମ୍ପରା ଉପରେ ମନୋନିବେଶ କରିଛି ଓଲିଉଡ ଜଗତ । ଆଗାମୀ ଦିନରେ ଖୁବଶୀଘ୍ର ଓଡିଶାର ପୁରାତନ କୋଣାର୍କ ମନ୍ଦିର ଉପରେ ଆଧାରିତ ଏକ ଐତିହାସିକ ଫିଲ୍ମ ନିର୍ମାଣ ହେବାକୁ ଯାଉଛି । ଫିଲ୍ମର ଟାଇଟଲ ରହିଛି “ଧରମା ରେ” । ଏଥିରେ ଧରମା…

ମହା ସରସ୍ଵତୀ ବେଶରେ ମା’ ଭଦ୍ରକାଳୀ

ଭଦ୍ରକ: ମହା ସରସ୍ଵତୀ ବେଶରେ ମା’ ଭଦ୍ରକାଳୀ । ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ଷଷ୍ଠ ଦିନ ପୂଜାରେ ମହା ସରସ୍ଵତୀ ବେଶରେ ଦର୍ଶନ ଦେଉଛନ୍ତି ମା’ । ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ମା’ ଭଦ୍ରକାଳୀଙ୍କ ପୀଠ । ସକାଳ ସମୟରେ ପହଡ଼ ଖୋଲିବା ପରେ ମା’ଙ୍କର ସକାଳ ରୀତିନୀତି ଅନୁଯାୟୀ…

ଥମୁନି ଅଶାନ୍ତି, ପୁଣି ୫ ଗିରଫ

ସାତପଡ଼ା : ପୁରୀ ଜିଲ୍ଲା ସାତପଡ଼ା ଅଞ୍ଚଳର ନାଥପୁରରେ ବୋମାମାଡ଼ ମାମଲା । ଥମୁନି ଅଶାନ୍ତି ।  ସେପଟେ ୩୫ ମୌଜାର ଆଉ ୫ଜଣଙ୍କୁ ଗିରଫ କରିଛି ପୋଲିସ । ଏହାକୁ ମିଶାଇ ଗିରଫ ସଂଖ୍ୟା ୮କୁ ବୃଦ୍ଧି ପାଇଛି । ଏବେ ବି ଘଟଣାସ୍ଥଳରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ ଥିବାରୁ ୪ ପୋଲିସ ଅଫିସରଙ୍କ ସମେତ ୨…

ପୁଣି ଲଘୁଚାପ ବର୍ଷା, ବଢିବ ଶୀତ

ଭୁବନେଶ୍ୱର: ପୁଣି ଲଘୁଚାପ ବର୍ଷା, ବଢିବ ଶୀତ  । ଆସନ୍ତା ୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ । ଦକ୍ଷିଣ ପୂର୍ବ ବଙ୍ଗୋପସାଗର ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଘୁର୍ଣ୍ଣିବଳୟ ରହିଛି । ଯାହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହେବ । ଏହାପରେ ଅବପାତରେ ପରିଣତ ହେବ। ସେପଟେ ଖସୁଛି ତାପମାତ୍ରା…

ମାଛ ଜାଲରେ ଫସିଲା ରଣା ସାପ

ପୁରୀ : ମାଛ ଜାଲରେ ଫସିଲା ରଣା । ପିପିଲ ମଙ୍ଗଳପୁର ଅଞ୍ଚଳରେ ଧାନ ବିଲରୁ ମାଛ ଧରିବା ପାଇଁ ଜାଲ ବସାଯାଇଥିଲା। ଏହି ଜାଲରେ ୫ ଫୁଟ ଲମ୍ବର ରଣା ସାପ ପଡ଼ିଯାଇଥିବା ଦେଖିବାକୁ ମଳିଥିଲା। ସକାଳୁ ଆଲୋକ ଜେନା ନାମକ ଜଣେ ବ୍ୟକ୍ତି ରଣା ସାପଟିକୁ ବିଲରେ ଛଟପଟ ହେଉଥିବା ଦେଖିଥିଲେ।ପରେ ସ୍ନେକ ହେଲପ…

ଏସଟିଏଫ୍ ହାତରେ ଦୁଇ ବ୍ରାଉନସୁଗାର ବେପାରୀ

ବାଲେଶ୍ୱର: ପରିବା ମାର୍କେଟ ନିକଟରୁ ଜବତ ହେଲା ଧଳା ଜହର। ବାଲେଶ୍ୱର ଜିଲ୍ଲା ନୟାବଜାର ପରିବା ମାର୍କେଟରୁ ଏସଟିଏଫ୍ ଟିମ୍ ଜବତ କରିଛି। ଏହି ମାମଲାରେ ୨ଜଣଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ ଦୁଇ ଜଣ ହେଲେ ଅଶୋକ କୁମାର ବେହେରା ଏବଂ ବିଜୟ ଯାଦବ। ଏମାନେ କିଛି ବର୍ଷ ହେବ ବାଲେଶ୍ୱରରେ ବ୍ରାଉନ…