Latest Odisha News

BREAKING NEWS

Browsing Category

ସହର

City

ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ତିନିଦିନିଆ ଧାରଣା

ଗୁଣୁପୁର: ରାୟଗଡ଼ା ଜିଲ୍ଲା ଗୁଣପୁର ବ୍ଲକର ପୁଟ୍ଟାସିଂର ରେଜିଂଟାଲ ଗ୍ରାମକୁ ଜିଲ୍ଲା ପ୍ରଶାସନ ତରବରିଆଭାବେ ନୂତନ ପଞ୍ଚାୟତ ଘୋଷଣା କରିଛନ୍ତି। ପୁଟ୍ଟାସିଂ ରେଭିନ୍ୟୁ ଗ୍ରାମକୁ ପଞ୍ଚାୟତ କାର୍ଯ୍ୟାଳୟ ଫେରସ୍ତ କରିବା ଦାବିରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି। ଆଜି…

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଉଛି ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଉଛି ଘୂର୍ଣ୍ଣିବଳୟ । ୨୪ଘଣ୍ଟାରେ ନେଇପାରେ ଲଘୁଚାପର ରୂପ, ଉତ୍ତର ତାମିଲନାଡୁରେ ବର୍ଷା ସମ୍ଭାବନା । ରାଜ୍ୟରେ ଶୀତର ଲହର ଆରମ୍ଭ ହୋଇଥିବା ବେଳେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଘୂର୍ଣ୍ଣିବଳୟ । ଏହି…

ମନ୍ତ୍ରୀ ଟୁକୁନି ସାହୁଙ୍କ ଗାଡି ଉପରକୁ ଅଣ୍ଡାମାଡ

ଭବାନୀପାଟଣା: ମନ୍ତ୍ରୀ ଟୁକୁନି ସାହୁଙ୍କ ଗାଡି ଉପରକୁ ଅଣ୍ଡାମାଡ । ଭବାନୀପାଟଣାରେ ମନ୍ତ୍ରୀଙ୍କ ଗାଡି ଉପରକୁ ଅଣ୍ଡାମାଡ ହୋଇଛି । ଆଜି ଭବନୀପାଟଣାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଥିଲା । ଏହି କାର୍ଯ୍ୟକ୍ରମ ସାରି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଫେରୁଥିବା ସମୟରେ…

[ଭିଡିଓ] ଦୃଷ୍ଟି ଆଢୁଆଳରେ ଶ୍ରୀ ସ୍ୱପ୍ନେଶ୍ୱର ଶିବ ମନ୍ଦିର

ଦେବଗଡ଼ : ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ସ୍ୱପ୍ନେଶ୍ୱର ଶିବ ମନ୍ଦିର। ଦେବଗଡ଼ ଜିଲ୍ଲା ରିଆମାଳ ବ୍ଲକ ପରା ପଞ୍ଚାୟତର କଙ୍କଡାଝରଣ ଗାଁ ନିକଟରେ ରହିଛି ଶ୍ରୀ ସ୍ୱପ୍ନେଶ୍ୱର ଶିବ ମନ୍ଦିର। ଏହି ମନ୍ଦିରର ସୌନ୍ଦଯ୍ୟ ପ୍ରକୃିତ ପ୍ରେମିଙ୍କୁ ଏଠାକୁ ଆସିବାକୁ ଆନମନା କରେ। ହେଲେ ପ୍ରଚାର ପ୍ରସାର…

ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ସାକ୍ଷାତ କାର୍ଯ୍ୟକ୍ରମ ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍

ଭୁବନେଶ୍ୱର: ଆସନ୍ତାକାଲି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ ଏସ୍ ଜଗନମୋହନ ରେଡ୍ଡୀ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି କହିଛନ୍ତି, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓଡ଼ିଶାର…

ମମିତା ହତ୍ୟାକାଣ୍ଡକୁ ନେଇ ପୁଣି ବିଜେଡିକୁ ଟାର୍ଗେଟ କଲା କଂଗ୍ରେସ

ଭୁବନେଶ୍ୱର : ମମିତା ହତ୍ୟାକାଣ୍ଡକୁ ନେଇ ବିଜେଡିକୁ ଟାର୍ଗେଟ କରିଛି କଂଗ୍ରେସ । କଳାହାଣ୍ଡି ଗସ୍ତ ପୂର୍ବରୁ ବିଜୁ ଜନତା ଦଳ ମୁଖପାତ୍ର ଦୁଇଟି ବହୁ ଚର୍ଚ୍ଚିତ ଘଟଣା ଉପରେ ଭିଡିଓ ଗଣମାଧ୍ୟକୁ ଦେଖାଇ ବିଜୁ ଜନତା ଦଳ ନାରୀ ବିରେଧୀ ନୁହେଁ ବୋଲି କହିବାକୁ ଚେଷ୍ଟା କରିବା ଅତ୍ୟନ୍ତ ହାସ୍ୟସ୍ପଦ…

ପ୍ରଫେସର ଗଣେଶ୍ୱର ମିଶ୍ରଙ୍କ ତୈଳଚିତ୍ର ଉନ୍ମୋଚିତ

କଟକ: ସୁନାମଧନ୍ୟ ଲେଖକ ପ୍ରଫେସର ଗଣେଶ୍ୱର ମିଶ୍ରଙ୍କ ତୈଳଚିତ୍ର କଟକ ବାଣୀପୀଠ ଶ୍ରୀରାମଚନ୍ଦ୍ର ଭବନଠାରେ ଉନ୍ମୋଚିତ ହୋଇଯାଇଛି । ଓଡ଼ିଶାର ସର୍ବ ପୁରାତନ ସାହିତ୍ୟ ଅନୁଷ୍ଠାନ ଉତ୍କଳ ସାହିତ୍ୟ ସମାଜ ପକ୍ଷରୁ ଶ୍ରୀ ରାମଚନ୍ଦ୍ରଭବନରେ ରବିବାର ସନ୍ଧ୍ୟାରେ ଏହି କାର୍ଯ୍ୟ‌କ୍ରମ ଅନୁଷ୍ଠିତ…

କବାଡ଼ିଖାନାରୁ ଚୋରା ଗାଡ଼ି ଜବତ ଘଟଣା, ୩ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ

ଯାଜପୁର: ଯାଜପୁର ଶିତଳେଶ୍ୱର କବାଡ଼ିଖାନାରୁ ଚୋରା ଗାଡ଼ି ଜବତ ଘଟଣା। ଏଥିରେ ପୋଲିସ ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନଙ୍କ ବିରୋଧରେ ଯାଜପୁର ସମେତ ରାଜ୍ୟର ୯ଟି ଥାନାରେ ଅଭିଯୋଗ ରହିଛି। ଗିରଫ ଅଭିଯୁକ୍ତମାନେ ହେଲେ କବାଡ଼ିଖାନାର ମାଲିକ ଯାଜପୁର ଅଞ୍ଚଳର ପିତାମ୍ବର…

କଳାହାଣ୍ଡିରେ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ୮୬୦ କୋଟି ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ

କଳାହାଣ୍ଡି : କଳାହାଣ୍ଡିରେ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ । କଳାହାଣ୍ଡି ଗସ୍ତରେ ଯାଇ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନିଜ ହାତରେ ହିତାଧିକାରୀମାନଙ୍କୁ  ସ୍ମାର୍ଟ ହେଲଥ କାର୍ଡ…

ଭର୍ଚୁଆଲ ମୋଡ଼ରେ BSKY କାର୍ଡ଼ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ନୂଆପଡ଼ା: ନୂଆପଡ଼ା ଜିଲ୍ଲାବାସୀଙ୍କ ପାଇଁ BSKY କାର୍ଡ଼ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭର୍ଚୁଆଲ ମୋଡ଼ରେ ଏହି ଉଦଘାଟନୀ କାର୍ଯ୍ୟକ୍ରମ କରାଯିବ। ଏନେଇ ନୂଆପଡ଼ା ମିନି ଷ୍ଟାଡ଼ିୟମରେ ଜିଲ୍ଲା ପ୍ରଶାସନର ବ୍ୟାପକ ପ୍ରସ୍ତୁତି ହୋଇଛି। ଜିଲ୍ଲାରେ ସର୍ବମୋଟ୍ ୧୭୨୬୪୩ଟି BSKY କାର୍ଡ଼…