Latest Odisha News

BREAKING NEWS

Browsing Category

ସହର

City

ମାଛ ଧରିବା ବେଳେ ଟାଣିନେଲା କୁମ୍ଭୀର, ଯୁବକ ନିଖୋଜ

ଯାଜପୁର : ମାଛ ଧରିବା ବେଳେ ଅଘଟଣ । ଯୁବକଙ୍କୁ ପାଣି ଭିତରକୁ ଟାଣିନେଲା କୁମ୍ଭୀର। ଏଭଳି ଅଭାବନୀୟ ଘଟଣା ଯାଜପୁର ଜିଲ୍ଲା ବରୀ ବ୍ଲକ ଉଦୟନାଥପୁର ପଞ୍ଚାୟତରେ ଘଟିଛି। ଓଡ୍ରାଫ୍ ଟିମ୍ ଘଟଣା ସ୍ଥଳ ରେ ପହଁଚି ଖୋଜାଖୋଜି ଜାରି ରଖିଛନ୍ତି। ନିଖୋଜ ଯୁବକ ହେଉଛନ୍ତି କହରାଗଣ୍ଡ ଗାଁ ର ମୁରଲୀଧର…

ପୁରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅଘଟଣ: ଲିଫ୍ଟରେ ଫସିଲେ ୮ ଆଇନଜୀବୀ

ପୁରୀ: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଲାଗିଥିବା ଲିଫ୍ଟରେ ଫସିଲେ ୮ ଜଣ ଆଇନଜୀବୀ । ଏନେଇ ଜଣାପଡ଼ିବାର ୨୦ ମିନିଟ ପରେ ସେମାନଙ୍କୁ ଲିପ୍ଟରୁ ବାହାର କରାଯାଇଥିବା ଜଣାପଡ଼ିଛି । ଲିପ୍ଟ ଅଚଳ ହେବା ଯୋଗୁଁ ଏହି ଅଘଟଣ ଘଟିଥିବା ସାମ୍ନାକୁ ଆସିଛି। ଲିପ୍ଟରେ ୮ ଜଣ ଆଇନଜୀବୀ ଫସିଥିବା ବେଳେ…

ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ହେଲେ ଆଦିତ୍ୟ କୁମାର ମହାପାତ୍ର

କଟକ: ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ହେଲେ ଆଦିତ୍ୟ କୁମାର ମହାପାତ୍ର। ଏନେଇ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଷ୍ଟ୍ରପତିଙ୍କ ଅନୁମୋଦନ ଲାଭ କରିବା ପରେ ଏନେଇ ବିଜ୍ଞପ୍ତି ପ୍ରକାଶିତ ହୋଇଛି। ଆଦିତ୍ୟ ମହାପାତ୍ର ଓଡ଼ିଶା ହାଇକୋର୍ଟରେ ଦୀର୍ଘଦିନ…

ବଢୁଛି ନକଲି ନୋଟ୍ କାରବାର , ଜଣେ ଗିରଫ

ଚାନ୍ଦବାଲି: ଦିନକୁ ଦିନ ଭଦ୍ରକ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ନକଲି ନୋଟ୍ କାରବାର ବଢ଼ିବାରେ ଲାଗିଛି । ଏମିତି ଏକ ଘଟଣା ଦେଖିବାକୁ ମିଳିଛି ପୀରାହାଟ ଥାନା ଅଞ୍ଚଳରେ। ବାଁସଡା ଥାନା ନୂଆଗାଁ ପଞ୍ଚାୟତ ହଟପୁର ଗ୍ରାମରେ ନିରଞ୍ଜନ ଜେନା ବୋଲି ଜଣାପଡିଛି । ଯୁବକ ଜଣକ ଗଦି ବଜାରରେ ଥିଲା…

ସରିଲା ଶୁଭ ମହୁରତ, ଆସୁଛି ନୂଆ ଫିଲ୍ମ “ଫେରିଲେ ମୁଁ ତୁମର”

ଭୁବନେଶ୍ୱର: ଓଲିଉଡରେ ଗୋଟିଏ ପରେ ଗୋଟିଏ ଫିଲ୍ମ ପାଇପ୍ ଲାଇନରେ ରହିଛି । ଏହି ଧାରାରେ ସାମିଲ ହୋଇଛି ବବି ମିଶ୍ରଙ୍କ ପ୍ରଯୋଜିତ ଫିଲ୍ମ ଫେରିଲେ ମୁଁ ତୁମର । ଆଜି ଭୁବନେଶ୍ୱରରେ ଏହି ଫିଲ୍ମର ଶୁଭ ମହୁରତ ଅନୁଷ୍ଠିତ ହୋଇଯାଇଛି । ଶୁଭ ମହୁରତ ଅବସରରେ ଫିଲ୍ମର ଷ୍ଟାରକାଷ୍ଟଙ୍କଠାରୁ ଆରମ୍ଭ…

ବାଣ ଭିଡ଼ୁଥିବାବେଳେ ବିସ୍ଫୋରଣ, ୩ଗୁରୁତର

କଟକ: କଟକ ଆଠଗଡ଼ ତିଗିରିଆ ଅଞ୍ଚଳରେ ଘଟିଛି ଦୁଃଖଦ ଘଟଣା। ବାଣ ଭିଡ଼ୁଥିବାବେଳେ ଘଟିଲା ବିସ୍ଫୋରଣ। ଏଥିରେ ୩ଜଣ ଗୁରୁତର ହୋଇଛନ୍ତି। ଦୀପାବଳି ପୂର୍ବରୁ ଘଟିଛି ବଡ଼ ଧରଣର ଅଘଟଣ। ସୂଚନା ଅନୁସାରେ, କଟକ ଜିଲ୍ଲା ତିଗିରିଆ ବାଣେଶ୍ୱରପଡ଼ା ଗାଁର ଧୀର ସ୍ୱାଇଁ ନାମକ ଜଣେ ବ୍ୟକ୍ତି ନିଜ ଘରେ ବାଣ…

କଟକରୁ ପୁଣି ଜବତ ହେଲା ୫ ଲକ୍ଷ ଟଙ୍କାରୁ ଅଧିକ ବେଆଇନ ବାଣ

କଟକ:  କଟକରୁ ପୁଣି ଜବତ ହେଲା ବେଆଇନ ବାଣ । ସ୍ଥାନୀୟ ଗୋପାଳ ସାହିରେ ଚଢ଼ାଉ କରି ବିଡ଼ାନାସି ପୋଲିସ ବିପୁଳ ପରିମାଣର ବାଣ ଜବତ କରାଯାଇଛି । ଜବତ ହୋଇଥିବା ବାଣର ଅନୁମାନିକ ମୂଲ୍ୟ ୫ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ । ଏହି ବାଣ ରଖିବା ଅଭିଯୋଗ ରେ ଜଣେ ଯୁବକଙ୍କୁ ପୋଲିସ ଅଟକ ରଖିଛି ।…

ଧବଳେଶ୍ୱର ପୀଠରେ ଲାଗିଲା ୧୪୪ ଧାରା

ଆଠଗଡ଼: ପୁଣି ଲାଗିଲା ୧୪୪ ଧାରା । କଟକ ଜିଲ୍ଲାରେ ଥିବା ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱର ପୀଠରେ ଲାଗିଛି ୧୪୪ ଧାରା । ଦୀପାବଳିରେ ଭିଡ଼କୁ ଦୃଷ୍ଟିରେ ରଖି ଏହି କଟକଣା ଜାରି କରାଯାଇଛି । ଦୀପାବଳି ଅବସରରେ ଭିଡ଼କୁ ଦୃଷ୍ଟିରେ ରଖି ଆଠଗଡ଼ ପ୍ରଶାସନ କଟକଣା ଜାରି କରିଛନ୍ତି । କୋଭିଡ଼…

ମମିତା ମେହେର ହତ୍ୟା ମାମଲା: ମହାଲିଙ୍ଗ ମହିଳା ହଷ୍ଟେଲ୍‌ରେ ଜିଲ୍ଲା ପ୍ରଶାସନର ଚଢାଉ

ଧର୍ମଗଡ : ମମିତା ମେହେର ହତ୍ୟା ମାମଲା । ମହାଲିଙ୍ଗ ମହିଳା ହଷ୍ଟେଲରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଚଢାଉ । ଧର୍ମଗଡ ଉପଜିଲ୍ଲାପାଳ ସଚିନ ପାଓ୍ବାର ଓ କଳାହାଣ୍ଡି ଶିଶୁ ସୁରକ୍ଷା ୟୁନିଟର ମିଳିତ ଭାବେ ଯାଞ୍ଚ । କଲେଜ ମହିଳା ହଷ୍ଟେଲକୁ ନେଇ ଅନେକ ଚର୍ଚ୍ଚା ପରେ ପ୍ରଥମଥର ଜିଲ୍ଲା ପ୍ରଶାସନର…

ଦୀପାବଳି ପାଇଁ କଟକଣା, ଶ୍ରୀମନ୍ଦିର ଚାରିପଟେ ୧୪୪ ଧାରା ଲାଗୁହେବ

ପୁରୀ : ଦୀପାବଳି ପାଇଁ ଶ୍ରୀମନ୍ଦିରରେ କଟକଣା । ଆସନ୍ତା କାଲି ଦୀପାବଳୀ ଏନେଇ ସିଂହଦ୍ୱାର ଓ ଏହାର ଚତୁଃପାର୍ଶ୍ବରେ ଜନ ସମାଗମ ଉପରେ ୧୪୪ ଧାରା ଜାରି କରାଯାଇଛି । ।ଦୀପାବଳୀ ଉପଲକ୍ଷେ ପର୍ଯ୍ୟଟକଙ୍କ ଭିଡ ଓ ଗୟା ଶ୍ରାଦ୍ଧ ଦେବା ପାଇଁ ଶ୍ରଦ୍ଧାଳୁ ଭିଡ ଜମିବାର ଆଶଙ୍କା ନେଇ ପ୍ରଶାସନ ଏଭଳି…