Latest Odisha News

BREAKING NEWS

Browsing Category

ସହର

City

ରାଜଧାନୀ ଭୁବନେଶ୍ୱରରେ ଡବଲ ମର୍ଡର

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଡବଲ ମର୍ଡର । ତମାଣ୍ଡୋ ଥାନା କଳିଙ୍ଗନଗର ଅଞ୍ଚଳରେ ଡବଲ ମର୍ଡର।୧୦ ବର୍ଷର ପୁଅ ଓ ସ୍ତ୍ରୀକୁ ସ୍ୱାମୀ ହତ୍ୟା କରିଥିବା ଅଭିଯୋଗ। ଘରେ ପଡ଼ିଛି ଉଭୟଙ୍କ ମୃତଦେହ। ଅଭିଯୁକ୍ତ ସ୍ୱାମୀ ଫେରାର। ଘଟଣା ସ୍ଥଳରେ ତମାଣ୍ଡୋ ଥାନା ପୋଲିସର ତଦନ୍ତ ଜାରି।

[ଭିଡ଼ିଓ] ପରମ୍ପରାରେ ମାଟି ଦୀପ

ଜୟପୁର : ହଜିଯାଉଛି ପାରମ୍ପରିକ ରୀତି । ଆଧୁନିକତାର ଛାପରେ ଧିରେ ଧିରେ ପାରମ୍ପରିକ ରୀତି ନୀତି ଆଜି ଅପସରିବାକୁ ବସିଲାଣି । ହେଲେ ଏବେ ବି ଦିପାବଳୀ ଆସିଲେ ମାଟି ଦୀପର ଚାହିଦା ବେଶ୍ ରହିଛି । ବିଭିନ୍ନ ଡିଜାଇନର ମାଟି ଦୀପର ଚାହିଦା ବି ଗ୍ରାହକଙ୍କ ମଧ୍ୟରେ ବଢିବାରେ ଲାଗିଛି । ଏନେଇ…

[ଭିଡ଼ିଓ ] ଶ୍ରୀମନ୍ଦିର ପାଇଁ ୧୯୦କୋଟି ଟଙ୍କାର ବଜେଟ୍

ପୁରୀ: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଆଜି ଅନୁମୋଦିତ ହୋଇଛି ୧୯୦ କୋଟି ଟଙ୍କାର ବଳକା ବଜେଟ । ଶ୍ରୀମନ୍ଦିର ଲାଗି ୨୦୨୧-୨୨ ଆର୍ଥିକ ବର୍ଷରେ ୧୯୦.୨୬ ‌କୋଟି ଟଙ୍କାର ବଜେଟ୍‌କୁ ଅନୁମୋଦନ ମିଳିଛି ।  ମହାରାଜା ଗଜପତି ଦିବ୍ୟସିଂହଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଖଣିରୁ ୧…

ବନ ବିଭାଗ ପଞ୍ଝାରେ ଅଭିଯୁକ୍ତ, ୨ ଲକ୍ଷ ଟଙ୍କାର ଶାଳ କାଠ ଜବତ

କେନ୍ଦୁଝର : ବନ ବିଭାଗ ହାବୁଡରେ ଧରା ପଡ଼ିଲା ଅଭିଯୁକ୍ତ । ହଳଧର ସାହୁ ନାମକ ଜଣେ ବ୍ୟକ୍ତିଙ୍କ ଘରେ ଆଜି ବନ ବିଭାଗ ଚଢଉ କରିଛି । କେନ୍ଦୁଝର ହରଚନ୍ଦପୁର ବ୍ଲକ ପିଠାଗୋଳା ଗ୍ରାମର ଏସିଏଫ୍ ଅଜୟ କୁମାର ସାହୁଙ୍କ ନେତୃତ୍ୱରେ ବନ ବିଭାଗ ସ୍କ୍ୱାର୍ଡ ଚଢଉ କରିଥିଲେ। ଅଭିଯୁକ୍ତ ହଳଧର ଘରୁ ବହୁ…

ପିଲାଙ୍କୁ ନିମ୍ନମାନର ଚାଉଳ ଦିଆଯାଉଥିବା ଅଭିଯୋଗ

ଯାଜପୁର: ଚାଉଳରୁ ବାହାରୁଛି ପୋକ। ଏହିପରି ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲାରେ। ସୂଚନା ଅନୁସାରେ, ଯାଜପୁର ଜିଲ୍ଲା ବିଂଝାରପୁର ବ୍ଲକ ବରୁଣେଶ୍ୱର ଆଦର୍ଶ ପ୍ରାଥମିକ ବିଦ୍ୟାଳୟରେ ପିଲାଙ୍କୁ ଦିଆଯାଉଥିବା ଚାଉଳରେ ପୋକ ବାହାରୁଥିବା ଦେଖିବାକୁ ମିଳିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ…

[ଭିଡ଼ିଓ] ଇଲେକ୍ଟ୍ରିକ୍ ମିଟର ବାକ୍ସରୁ ନାଗ ସାପ ଉଦ୍ଧାର

ଭୁବନେଶ୍ୱର : ଇଲେକ୍ଟ୍ରିକ୍ ମିଟର ବାକ୍ସରେ ନାଗ ସାପ । ଭୁବନେଶ୍ୱର ବ୍ରହ୍ମେଶ୍ୱର ପାଟଣାର ବଟକୃଷ୍ଣ ଡାଳୁଆଙ୍କ ଘରେ ଲାଗିଥିବା ଇଲେକ୍ଟ୍ରିକ ମିଟର ବାକ୍ସ ଭିତରୁ ୩ ଫୁଟ ଲମ୍ବର ନାଗ ସାପ ଉଦ୍ଧାର କରାଯାଇଛି । ଆଜି ଦିନ ପ୍ରାୟ ସାଢେ ୧୨ ଟା ପାଖାପାଖି ହେବ ସାପଟି ଘରର ସିଡି ତଳେ ଶୋଇଥିବା ଘର…

୧୨ରେ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା

ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣା । ହତ୍ୟା ଘଟଣାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଆସନ୍ତା ୧୨ତାରିଖରେ ରାଜ୍ୟ କଂଗ୍ରେସ ଓଡ଼ିଶା ବନ୍ଦ ଡାକରା ଦେଇଛି । ସୋମବାର ଦିନ କଂଗ୍ରେସର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ହତ୍ୟା ଘଟଣାରେ ରାଜ୍ୟ ସରକାର ଓ…

ଟ୍ରେନ୍‌ରେ ବାଣ ପରିବହନ ମନା

ଭୁବନେଶ୍ୱର : ଟ୍ରେନ୍‌ରେ ବାଣ ପରିବହନ ମନା  । ଟ୍ରେନ୍‌ରେ ବାଣ ପରିବହନ ଉପରେ କଟକଣା ଲଗାଯାଇଛି । ଦୀପାବଳିକୁ ନଜରରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ଟ୍ରେନ୍‌ରେ ବାଣ ପରିବହନ ଉପରେ କଟକଣା ଲଗାଯାଇଛି । ଟ୍ରେନ୍ ଯାତ୍ରା ସମୟରେ ଦହନଶୀଳ ପଦାର୍ଥ ଯଥା ଫଟକା, ଗ୍ୟାସ୍ ସିଲିଣ୍ଡର, ଏସିଡ୍,…

[ଭିଡ଼ିଓ ] ଭିଜିଲାନ୍ସ ଜାଲରେ ନିମାପଡା ତହସିଲଦାର

ପୁରୀ : ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ । ପୁରୀ ନିମାପଡା ତହସିଲଦାର ରାମ ଚନ୍ଦ୍ର ଜେନା ଭିଜିଲାନ୍ସ ଜାଲରେ । ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ତାଂକ ନିମାପଡା କାର୍ଯ୍ୟଳୟ ନିକଟ ବାସଭବନରେ ଉପରେ ଆଜି ଚଢ଼ାଉ କରାଯାଇଛି । ନିମାପଡ଼ା ତହସିଲଦାରଙ୍କ ପୁରୀ ସରକାରୀ…

ପୁଣି ଚିତାବାଘ ଛାଲ ଜବତ, ୨ଗିରଫ

ମୟୁରଭଞ୍ଜ: ପୁଣି ଏସଟିଏଫ୍ ପଞ୍ଝାରେ ଚିତାବାଘ ଛାଲ ବ୍ୟବସାୟୀ। କ୍ରାଇମବ୍ରାଞ୍ଚ ଏସଟିଏଫ୍ ଓ ମନଦା ବନ ବିଭାଗ ପକ୍ଷରୁ ମିଳିତ ଚଢ଼ାଉ କରାଯାଇଛି। ଏଥିରେ ୨ଜଣଙ୍କୁ ଗିରଫ କରାଯାଇଛି। ରାଇରଙ୍ଗପୁର ଫରେଷ୍ଟ ରେଞ୍ଜ ଚାଟଣି ବସ୍ ଷ୍ଟାଣ୍ଡ ନିକଟରୁ ଡ଼ିଲ ଚାଲିଥିବାବେଳେ ଗିରଫ ହୋଇଥିବା ସୂଚନା ମିଳିଛି।…