Latest Odisha News

BREAKING NEWS

Browsing Category

ସହର

City

[ଭିଡ଼ିଓ] ସବୁଜ ବାଣକୁ ଗ୍ରୀନ୍ ସିଗନାଲ

କଟକ : ଚଳିତ ବର୍ଷ ବାଣ ଫୁଟାଇବା ପାଇଁ ମିଳିଛି ଅନୁମତି । ଆଉ ଏହି ଅନୁମତି ଦେଇଛନ୍ତି ହାଇକୋର୍ଟ । କେବଳ ଗ୍ରୀନ୍ ବାଣ ଫୁଟାଇବା ପାଇଁ ହାଇକୋର୍ଟ ଦେଇଛନ୍ତି ସବୁଜ ସଙ୍କେତ । ଅଲ୍ ଓଡ଼ିଶା ଫାୟାର ୱାର୍କ୍ସ ଡିଲର୍ସ ଆସୋସିଏସନ୍ ପକ୍ଷରୁ କରାଯାଇଥିବା ଆବେଦନ ଉପରେ ଶୁଣାଣି କରି ରାୟ ଦେଇଛନ୍ତି…

ଆରଟିଓର ନୂଆ ବିଲ୍ଡିଂ ଓ ସ୍ମାର୍ଟ କ୍ୟୁ ମ୍ୟାନେଜମେଣ୍ଟ ବ୍ୟବସ୍ଥାକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆରଟିଓର ନୂତନ ବିଲ୍ଡିଂ ଓ ସ୍ମାର୍ଟ କ୍ୟୁ ମ୍ୟାନେଜମେଣ୍ଟ ଉଦଘାଟିତ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆରଟିଓ)୧ର ନୂତନ ଭବନ ଓ ସ୍ମାର୍ଟ କ୍ୟୁ ମ୍ୟାନେଜମେଣ୍ଟ ବ୍ୟବସ୍ଥା ଉଦଘାଟନ କରିଛନ୍ତି।୩.୯୮ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି…

ଦେଶୀ ମଦ ଭାଟିରେ ପୋଲିସର ଚଢାଉ, ଚମ୍ପଟ ମାରିଲେ ବ୍ୟବସାୟୀ

କାମାକ୍ଷାନଗର : ଦେଶୀ ମଦ ତିଆରି ଭାଟିରେ ପୋଲିସର ଚଢାଉ । ଦେଶୀ ମଦର ଭୂସ୍ୱର୍ଗ ପାଲଟିଥିବା ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଆମ୍ବପଳାସ ଗାଁରେ ଥିବା  ବିଭିନ୍ନ ମଦ ଭାଟିରେ ପୋଲିସ ଚଢାଉ କରିଛି । ପ୍ରାୟ ୫୦ରୁ ଅଧିକ ଦେଶୀ ମଦ ତିଆରି ଭାଟିରେ ଚଢାଉ କରିଛି ପରଜଙ୍ଗ ପୋଲିସ। ସେଥିମଧ୍ୟରୁ ୧୬…

ଭଦ୍ରକରେ ଜନ୍ମନେଲା ବିରଳ ପ୍ରଜାତିର ବାଛୁରୀ ଛୁଆ, ଦେଖିବା ପାଇଁ ଲୋକଙ୍କ ଭିଡ

ଭଦ୍ରକ : ଜନ୍ମନେଲା ବିରଳ ପ୍ରଜାତିର ବାଛୁରୀ ଛୁଆ । ଭଦ୍ରକ ଚରମ୍ପାରେ ବିରଳ ପ୍ରଜାତିର ବାଛୁରୀ ଛୁଆ ଜନ୍ମ ନେଇଥିବା ଦେଖିବାକୁ ମିଳିଛି। ଏହି ବାଛୁରୀର ଗୋଟିଏ ଆଖି,ଗୋଟିଏ ସିଙ୍ଘ ଓ ଗୋଟିଏ ନାକ ରହିଛି। ଏହି ବିରଳ ପ୍ରଜାତିର ବାଛୁରୀ ଛୁଆଟି ଭଦ୍ରକ ଚରମ୍ପା ବରାଳପୋଖରୀ ହନୁମାନ ସାହିର ଅକ୍ଷୟ…

ବନ୍ଧୁକ ମୁନରେ ୧୫ଲକ୍ଷ ଟଙ୍କାର ସୁନା ଗହଣା ଲୁଟ୍, ପୋଲିସର ତଦନ୍ତ ଜାରି

ଭଦ୍ରକ: ପୁଣି ଲୁଟିଲେ ଦୁର୍ବୃତ୍ତ। ଭଦ୍ରକ ଜିଲ୍ଲା ବାସୁଦେବପୁର ଥାନା ଅଧିନ ସୁଦର୍ଶନପୁରରୁ ଲୁଟ୍ ହୋଇଛି। ମାଛ ହାଟ ଛକରେ ଜଣେ ସୁନା ଦୋକାନୀଙ୍କଠାରୁ ୧୫ଲକ୍ଷ ଟଙ୍କାର ସୁନା ଗହଣା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ସୂଚନା ଅନୁସାରେ, ଚକାଡ଼ୋଳା ସୁନା ଦୋକାନର ତାପସ କୁମାର ସାହୁ ରବିବାର…

ଦୀପାବଳିରେ ଶ୍ରୀମନ୍ଦିର ନିକଟରେ କାଉଁରିଆ କାଠି ଜାଳିବା ମନା

ପୁରୀ: ଦୀପାବଳିରେ ଜଗା ଦର୍ଶନ ବନ୍ଦ ରହିବ। ଆସନ୍ତା ୪ତାରିଖରେ ଦୀପାବଳି ଓ ପୟାଶ୍ରାଦ୍ଧ। ଏହି ଅବସରରେ ଶ୍ରୀମନ୍ଦିର ସାଧାରଣ ଦର୍ଶନ ବନ୍ଦ ରହିବା ସହ ଶ୍ରୀମନ୍ଦିର ଚତୁଃପାଶ୍ୱର୍ରେ ୧୪୪ଧାରା ଜାରିହେବ। ପରମ୍ପରା ଅନୁଯାୟୀ ଦୀପାବଳି ଦିନ ଭକ୍ତମାନେ ବଡ଼ବଡ଼ିଆ ଡ଼ାକିବା ପାଇଁ ସିଂହଦ୍ୱାରରେ…

ଆଜିଠୁ ଭୋଟର ତାଲିକା ସଂଶୋଧନ ପକ୍ରିୟା ଆରମ୍ଭ, ଅନଲାଇନରେ କରିପାରିବେ ଆବେଦନ

ଭୁବନେଶ୍ୱର: ଆଜିଠୁ ଭୋଟରତାଲିକା ସଂଶୋଧନ ପକ୍ରିୟା ଆରମ୍ଭ ।୩୦ ତାରିଖ ପର୍ଯ୍ୟନ୍ତ ଏହି ପ୍ରକ୍ରିୟା ଚାଲିବ। ଯେଉଁମାନଙ୍କ ନାଁ ଭୋଟର ଲିଷ୍ଟରେ ନଥିବା କିମ୍ବା ଯେଉଁ ବ୍ୟକ୍ତିମାନେ ଭୋଟର ଲିଷ୍ଟରେ ସଂଶୋଧନ କରିବାକୁ ଚାହୁଁଥିବେ ସେମାନେ ସଂଶୋଧନ କରିପାରିବେ। ଯେଉଁମାନେ ଭୋଟର ତାଲିକାରୁ ନାଁ…

ମମିତା ମେହେର ମର୍ଡର କେସ୍ : ଜେସିବି ଓ ସ୍କୁଟି ଜବତ

ବଲାଙ୍ଗିର: ବହୁ ଚର୍ଚ୍ଚିତ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ମାମଲା । ବ୍ୟବହୃତ ଜେସିବି ଓ ସ୍କୁଟିକୁ ଜବତ କରି ଥାନାକୁ ଆଣିଛି ପୋଲିସ । ମହାଲିଙ୍ଗରୁ ଏହି ଦୁଇ ଗାଡ଼ିକୁ ଜବତ କରି ସିନ୍ଧେକେଲା ଥାନାକୁ ଅଣାଯାଇଛି । ମମିତାଙ୍କୁ ହତ୍ୟା କରିବା ପରେ ଗୋବିନ୍ଦ ସାହୁ ଶବ ପୋତିବାକୁ…

ଭଦ୍ରକରେ କାଳୀପୂଜା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ,କଟକଣାରେ ହେବ ମା’ଙ୍କ ପୂଜାର୍ଚ୍ଚନା

ଭଦ୍ରକ : ଆସୁଛି କାଳୀପୂଜା। ଏନେଇ ଭଦ୍ରକ ସହରରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଛି । କୋଭିଡ କଟକଣାରେ ଏଥର ପୂଜା ମଣ୍ଡପରେ ପୂଜା ପାଇବେ ମା’ କାଳୀ । ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରେ ସପ୍ତମ ଦିବସ ବ୍ୟାପି ସପ୍ତମାତୃକା ବେଶରେ ମା ଙ୍କ ପୂଜାର୍ଚ୍ଚନା କରାଯିବ ବୋଲି…

ମୟୁରଭଞ୍ଜ ବିଜୁ ମହିଳା ଜନତା ଦଳର ବିକ୍ଷୋଭ

ମୟୁରଭଞ୍ଜ: ଅହେତୁକ ଦରବୃଦ୍ଧି ପ୍ରତିବାଦରେ ମୟୁରଭଞ୍ଜ ବିଜୁ ମହିଳା ଜନତା ଦଳର ବିକ୍ଷୋଭ। ରନ୍ଧନ ଗ୍ୟାସ, ଖାଇବା ତେଲ ଓ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଦର ବୃଦ୍ଧିକୁ ନେଇ ସାରା ରାଜ୍ୟରେ ପ୍ରତିବାଦ କରାଯାଉଛି। ଏନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ କାଠ, ଚୁଲିରେ ଭାତ ରୋଷେଇ କରି…