Latest Odisha News

BREAKING NEWS

Browsing Category

ସହର

City

ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ଆଇଟିଡ଼ିଏ ଅଫିସର ମୁଖ୍ୟ କିରାଣୀ

କନ୍ଧମାଳ: ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ଆଇଟିଡ଼ିଏ ଅଫିସର ମୁଖ୍ୟ କିରାଣୀ ବସନ୍ତ ପାଣି। ୬ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଛି ଭିଜିଲାନ୍ସ। ସିକ୍ୟୁରିଟି ଟଙ୍କା ରିଲିଜ୍ ପାଇଁ ଜଣେ ଠିକାଦାରଙ୍କଠାରୁ ସେ ଲାଞ୍ଚ ନେଉଥିଲେ। ସିକ୍ୟୁରିଟି ବିଲ କରାଇଦେବାକୁ ୮ହଜାର ଟଙ୍କା ଡ଼ିଲ ହୋଇଥିଲା।…

୨୪ ଘଣ୍ଟାରେ ୩୫୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ନଭେମ୍ବରରେ ଧୀରେ ଧୀରେ ତଳ ମୁହାଁ ହେଉଛି ସଂକ୍ରମଣ । ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ତଳକୁ ଖସୁଛି।ଗତ ୨୪ ଘଣ୍ଟାରେ ୩୫୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।ଏହାକୁ ମିଶାଇ ରାଜ୍ୟ ମୋଟ୍ କୋରାନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୨୭୭୩ ରେ ପହଁଚିଛି । ଆଜି ଚିହ୍ନଟ ହୋଇଥିବା…

ପବିତ୍ର ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଆଲୋକର ପର୍ବ ଦୀପାବଳି। ପବିତ୍ର ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦୀପାବଳି ସମସ୍ତଙ୍କ ଜୀବନରେ ଆନନ୍ଦ ଓ ସମୃଦ୍ଧି ଭରିଦେଉ ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି ଲେଖିଛନ୍ତି, ମା’ କାଳୀଙ୍କ…

ବରଗଡ଼ରୁ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କଲା STF ଟିମ୍ , ଜଣେ ଅଟକ

ବରଗଡ଼:  ପୁଣି ଏସଟିଏଫ୍ ହାତରେ ଧରା ପଡ଼ିଲା ବଜ୍ରକାପ୍ତା ଚୋରା ଚାଲାଣକାରୀ । ବରଗଡ଼ ଜିଲ୍ଲା ଘେସ ରେଞ୍ଜ ଅନ୍ତର୍ଗତ ଜାମିପାଲି ରାସ୍ତାରେ ଗତକାଲି ପ୍ରାୟ ସନ୍ଧ୍ୟା ସମୟରେ ଏକ ବଜ୍ରକାପ୍ତା ଏସଟିଏଫ୍ ଦ୍ୱାରା ଉଦ୍ଧାର କରାଯାଇ ବନ ବିଭାଗକୁ ହସ୍ତାନ୍ତର କରାଯାଇଛି। ଚୋରା ଚାଲଣ କରୁଥିବା ୧୯…

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ

ଅନୁଗୋଳ : ବିଜେଡିକୁ ବଡ ଝଟକା । ବିଜେଡି ଛାଡିଲେ ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ। ଅନୁଗୁଳ ଜିଲ୍ଲା ଆଠ ମଲ୍ଲୀକ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଜେଡି ବିଧାୟକ ସଞ୍ଜୀବ ସାହୁ ବିଜେଡି ପ୍ରାଥମିକ ସଦସ୍ୟତା ପଦରୁ ଇସ୍ତଫା ଦେଇଛନ୍ତି। ସଞ୍ଜୀବ କୁମାର ସାହୁ ବ୍ୟକ୍ତିଗତ ସମସ୍ୟା ଦେଖାଇ…

ବାଲୁକା କଳାରେ ଦୀପାବଳି ଶୁଭେଚ୍ଛା ଜଣାଇଲେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ : ବାଲୁକା କଳାରେ ଦୀପାବଳି ଶୁଭେଚ୍ଛା । ପବିତ୍ର ଦୀପାବଳି ଅବସରରେ ବାଲୁକା କଳା ମାଧ୍ୟମରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ଚଳିତ ବର୍ଷ କରୋନା କଟକଣା କାରଣରୁ ଦୀପଜାଳି ପରିବାର ସହିତ ଉତ୍ସବ ମନାଇବାକୁ ପଡୁଛି। ଏନେଇ…

ମାଛ ଧରିବା ବେଳେ ଟାଣିନେଲା କୁମ୍ଭୀର, ଯୁବକ ନିଖୋଜ

ଯାଜପୁର : ମାଛ ଧରିବା ବେଳେ ଅଘଟଣ । ଯୁବକଙ୍କୁ ପାଣି ଭିତରକୁ ଟାଣିନେଲା କୁମ୍ଭୀର। ଏଭଳି ଅଭାବନୀୟ ଘଟଣା ଯାଜପୁର ଜିଲ୍ଲା ବରୀ ବ୍ଲକ ଉଦୟନାଥପୁର ପଞ୍ଚାୟତରେ ଘଟିଛି। ଓଡ୍ରାଫ୍ ଟିମ୍ ଘଟଣା ସ୍ଥଳ ରେ ପହଁଚି ଖୋଜାଖୋଜି ଜାରି ରଖିଛନ୍ତି। ନିଖୋଜ ଯୁବକ ହେଉଛନ୍ତି କହରାଗଣ୍ଡ ଗାଁ ର ମୁରଲୀଧର…

ପୁରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅଘଟଣ: ଲିଫ୍ଟରେ ଫସିଲେ ୮ ଆଇନଜୀବୀ

ପୁରୀ: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଲାଗିଥିବା ଲିଫ୍ଟରେ ଫସିଲେ ୮ ଜଣ ଆଇନଜୀବୀ । ଏନେଇ ଜଣାପଡ଼ିବାର ୨୦ ମିନିଟ ପରେ ସେମାନଙ୍କୁ ଲିପ୍ଟରୁ ବାହାର କରାଯାଇଥିବା ଜଣାପଡ଼ିଛି । ଲିପ୍ଟ ଅଚଳ ହେବା ଯୋଗୁଁ ଏହି ଅଘଟଣ ଘଟିଥିବା ସାମ୍ନାକୁ ଆସିଛି। ଲିପ୍ଟରେ ୮ ଜଣ ଆଇନଜୀବୀ ଫସିଥିବା ବେଳେ…

ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ହେଲେ ଆଦିତ୍ୟ କୁମାର ମହାପାତ୍ର

କଟକ: ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ହେଲେ ଆଦିତ୍ୟ କୁମାର ମହାପାତ୍ର। ଏନେଇ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଷ୍ଟ୍ରପତିଙ୍କ ଅନୁମୋଦନ ଲାଭ କରିବା ପରେ ଏନେଇ ବିଜ୍ଞପ୍ତି ପ୍ରକାଶିତ ହୋଇଛି। ଆଦିତ୍ୟ ମହାପାତ୍ର ଓଡ଼ିଶା ହାଇକୋର୍ଟରେ ଦୀର୍ଘଦିନ…

ବଢୁଛି ନକଲି ନୋଟ୍ କାରବାର , ଜଣେ ଗିରଫ

ଚାନ୍ଦବାଲି: ଦିନକୁ ଦିନ ଭଦ୍ରକ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ନକଲି ନୋଟ୍ କାରବାର ବଢ଼ିବାରେ ଲାଗିଛି । ଏମିତି ଏକ ଘଟଣା ଦେଖିବାକୁ ମିଳିଛି ପୀରାହାଟ ଥାନା ଅଞ୍ଚଳରେ। ବାଁସଡା ଥାନା ନୂଆଗାଁ ପଞ୍ଚାୟତ ହଟପୁର ଗ୍ରାମରେ ନିରଞ୍ଜନ ଜେନା ବୋଲି ଜଣାପଡିଛି । ଯୁବକ ଜଣକ ଗଦି ବଜାରରେ ଥିଲା…