Latest Odisha News

BREAKING NEWS

Browsing Category

ସହର

City

ଶିବ ମନ୍ଦିର ଭିତରୁ ନାଗ ସାପ ଉଦ୍ଧାର

ଆଠଗଡ : ଶିବ ମନ୍ଦିର ଭିତରୁ ନାଗ ସାପ ଉଦ୍ଧାର । ଉଦ୍ଧାର ସମୟରେ ଫଣା ଟେକି ରହିଲା ନାଗ । ଏହି ଦୃଶ୍ୟ ଦେଖିବାକୁ ମିଳିଛି ଆଠଗଡ ସମସରପୁର ପଞ୍ଚାୟତ ନଡୁଆପଡ଼ା ଶଙ୍କର୍ଷଣ ମନ୍ଦିର ରୋଷେଇ ଘରେ  । ଏକ ତିନି ଫୁଟର ନାଗ ସାପକୁ ଉଦ୍ଧାର ବେଳେ ସାପଟି ଫଣା ଟେକି ରହିଥିଲା । ଦୀର୍ଘ ସମୟ…

ମରିଗଲା ମାନବିକତା, ଟ୍ରଲିରେ ବୁହା ହୋଇ ଗଲେ ମୃତ ମହିଳା

ପୁରୀ  : ମରିଗଲା ମାନବିକତା । ଚିକିତ୍ସାଧୀନ ଅବସ୍ଥାରେ ଜଣେ ମହିଳାଙ୍କର ମୃତ୍ୟୁ ହୋଇଥିବା ବେଳେ ସଂସ୍କାର ପାଇଁ ମିଳିଲାନି ସହଯୋଗ । ଏହି ଦୃଶ୍ୟ ଦେଖିବାକୁ ମିଳିଛି ପୁରୀ ସହରରେ । ମୃତକ ହେଉଛନ୍ତି ନରେନ୍ଦ୍ର କୋଣ ମଙ୍ଗଳା ସାହିର ମାମୁଲି ନାୟକ । ପୁରୀ ବଡ ଡାକ୍ତରଖାନାରେ ତାଙ୍କର ଦେହାନ୍ତ…

ବିରୂପା ନଦୀକୁ ଡ଼େଇଁଲେ ଯୁବକ

କଟକ: ନଦୀକୁ ଡ଼େଇଁଲେ ଯୁବକ। କଟକ ଚୌଦାର ନିକଟରେ ଥିବା ବିରୂପା ନଦୀକୁ ଡ଼େଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଜଣେ ଯୁବକ। ବ୍ରିଜ ଉପରେ ସାଇକେଲ, ଚପଲ ରଖି ନଦୀ ଭିତରକୁ ଡ଼େଇଁ ପଡ଼ିଥିବା ଜଣାପଡ଼ିଛି। ଏଯାଏଁ ଯୁବକଙ୍କ ପରିଚୟ ମିଳିପାରିନାହିଁ। ତେବେ ଘଟଣାସ୍ଥଳରେ ଚୌଦାର ଅଗ୍ନିଶମ ବାହିନୀ…

କୋଏଲ ନଦୀରୁ ଛାତ୍ରର ମୃତଦେହ ଉଦ୍ଧାର

ରାଉରକେଲା: କୋଏଲ ନଦୀରୁ ଛାତ୍ରର ମୃତଦେହ ଉଦ୍ଧାର। ରାଉରକେଲାରେ ଘଟିଛି ଏହିଭଳି ଅଭାବନୀୟ ଘଟଣା। ମୃତ ଛାତ୍ର ଜଣକ ହେଲେ ବିବେକ କୁମାର ସିଂହ। ନବମ ଶ୍ରେଣୀ ପାଠ ପଢ଼ୁଥିଲେ। ବିବେକ କୁମାର ସିଂହ ତାଙ୍କ ସାଙ୍ଗମାନଙ୍କ ସହ କୋଏଲ ନଦୀକୁ ପ୍ରାୟତଃ ବୁଲିବାକୁ ଯାଇଥାନ୍ତି। ଆଜି ମଧ୍ୟ ତାଙ୍କ ୬ଜଣ…

[ଭିଡ଼ିଓ] ଶ୍ରୀମନ୍ଦିର ଚାରିପାଖରୁ ପୁଣି ଉଚ୍ଛେଦ ଆରମ୍ଭ

ପୁରୀ: କିଛି ଦିନର ବ୍ୟବଧାନ ପରେ ଶ୍ରୀମନ୍ଦିର ଚାରିପାଖରୁ ପୁଣି ଉଚ୍ଛେଦ ଆରମ୍ଭ ହୋଇଛି । ଶ୍ରୀନହର ସମ୍ମୁଖରେ ଥିବା ଶ୍ରୀମନ୍ଦିର କାର୍ଯ୍ୟାଳୟର ପୁରାତନ କୋଠାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଉଛି । ଶ୍ରୀମନ୍ଦିରର ୭୫ ମିଟର ଐତିହ୍ୟ କରିଡର ମଧ୍ୟରେ ବର୍ତ୍ତମାନ ସୁଦ୍ଧା ୯୬…

[ଭିଡ଼ିଓ]କାଳୀ ପୂଜା ନେଇ ଚଳଚଞ୍ଚଳ ପୂଜା ମଣ୍ଡପ, ମୂର୍ତ୍ତିରେ ରଙ୍ଗ କାମ ଜାରି

କଟକ : ଆସୁଛନ୍ତି ଶକ୍ତି ପ୍ରଦାୟିନୀ ମାଆ କାଳୀ । ଏଥିପାଇଁ ଚଳଚଞ୍ଚଳ କଟକର ବିଭିନ୍ନ ପୂଜା ମଣ୍ଡପ । କାଳୀପୂଜାକୁ ଆଉ ମାତ୍ର ତିନି ଦିନ ଥିବାରୁ ମାଆଙ୍କ ମୂର୍ତ୍ତିରେ ଏବେ ରଙ୍ଗ କାମ ଜାରି ରହିଛି । ଆଉ ରଙ୍ଗ କାମକୁ ଜୋରସୋରରେ ଆଗେଇ ନେଉଛନ୍ତି ରଙ୍ଗ ଶିଳ୍ପୀ । ଶିଳ୍ପୀଙ୍କ ତୁଳୀରେ ମାଆ…

ଯୋଗାଭ୍ୟାସ ଓ ଯୋଗ ଶିବିର ଆୟୋଜିତ

ସୋନପୁର: ଆଜାଦୀକା ଅମୃତ ମହୋତ୍ସବ ଅବସରରେ ସୋନପୁରରେ ଯୋଗାଭ୍ୟାସ ଓ ଯୋଗ ଶିବିର ଆୟୋଜିତ ହୋଇଯାଇଛି। ଜିଲ୍ଲା ପ୍ରଶାସନ ଓ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ଫରେଷ୍ଟ ପାର୍କ ପରିସରରେ ଏହି ଶିବିର ହୋଇଥିଲା। ଶିବିରରେ ବରିଷ୍ଠ ନାଗରିକମାନେ ଅଂଶଗ୍ରହଣ କରି ଯୋଗର ବିଭିନ୍ନ ଆସନ, ପ୍ରାଣାୟାମ ଓ…

ଓଲଟିଲା ଟ୍ରାକ୍ଟର, ଡ୍ରାଇଭର ମୃତ

କଳାହାଣ୍ଡି: କଳାହାଣ୍ଡିରେ ଅଭାବନୀୟ ଘଟଣା। ଜୟପାଟଣା ଥାନା କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲା ସୀମାନ୍ତ ଅଞ୍ଚଳରେ ଥିବା ଢ଼ୁଲୁଘାଟିରେ ଓଲଟିଲା ଟ୍ରାକ୍ଟର। ଟ୍ରାକ୍ଟର ଡ୍ରାଇଭର ଅକୁର ପୁଝାରୀଙ୍କ ମୃତ୍ୟୁ ହୋଇଛି। ଗାଡ଼ି ମାଲିକ ଚାଚିଗୁଡ଼ା ଗ୍ରାମର ମଞ୍ଜିତ ନାଗ ବୋଲି ଜଣାପଡ଼ିଛି। ଜୟପାଟାଣା…

ଠେଲା ରିକ୍ସାରେ ଶଯ୍ୟାଶାୟୀ ମା’ଙ୍କୁ ୨୦କିଲୋମିଟର ବୋହି ନେଲେ ପୁଅ

ମାଲକାନଗିରି: ପୁଣି ସାମ୍ନାକୁ ଆସିଲା ହୃଦୟ ବିଦାରକ ଦୃଶ୍ୟ। ଶଯ୍ୟାଶାୟୀ ମା’ଙ୍କୁ ଦୀର୍ଘ ୨୦ କିଲୋମିଟର ଠେଲା ରିକ୍ସାରେ ବୋହି ବୋହି ନେଲେ ଚାଷୀ। ଏହିପରି ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରିରେ। ଟାଟା ପାୱାର କମ୍ପାନୀର ମନମୁଖୀ କାର୍ଯ୍ୟକୁ ପ୍ରତିବାଦ କରି ଚାଷୀ ଜଣକ ଏପରି କରିଥିବା କଥା…

ଦରବୃଦ୍ଧି ପ୍ରତିବାଦ: ବିଜୁ ଯୁବ ଓ ଛାତ୍ର ଜନତା ଦଳର ସାଇକେଲ୍ ରାଲି

ଭୁବନେଶ୍ୱର: ରାଜରାସ୍ତାରେ ଦରଦାମ ବୃଦ୍ଧିର ପ୍ରତିବାଦ । ଭୁବନେଶ୍ୱରରେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ସାଇକେଲ୍ ରାଲି କରାଯାଇଛି । କେଶରୀ ହଲ୍ ପାଖର ଏହି ରାଲି ବାହାରି ରାଜଭବନ ଅଭିମୁଖେ ଯାଇଛି । ସେଠାରେ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶ କରାଯାଉଛି । ବିଜେଡି ଅଭିଯୋଗ କରିଛି,…