Latest Odisha News

BREAKING NEWS

Browsing Category

ସହର

City

ମମିତା ହତ୍ୟା ମାମଲା:ସହଯୋଗୀ ରାଧେଶ୍ୟାମ ଗିରଫ, ୨ଜଣ ରାଜ ସାକ୍ଷୀ

ବଲାଙ୍ଗୀର: ମହିଳା ଶିକ୍ଷକ ମମିତା ମେହେର ହତ୍ୟା ମାମଲା। ବଲାଙ୍ଗିର ପୋଲିସ୍ ଗୁରୁବାର ଦିନ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ସହଯୋଗୀ ରାଧେଶ୍ୟାମ ଚାନ୍ଦିଙ୍କୁ ଗିରଫ କରିଛି। ତାଙ୍କୁ ଗିରଫ କରି ବାଙ୍ଗୁମୁଣ୍ଡା ଏସଡ଼ିଜେଏମ କୋର୍ଟରେ ହାଜର କରିଛି। ଜୁଡ଼ିସିଆଲ ମାଜିଷ୍ଟ୍ରେଟ୍ ପ୍ରଥମ ଶ୍ରେଣୀ…

ଇବ୍ ନଦୀ ନିକଟରୁ ଉଦ୍ଧାର ହେଲା ଯୁବକଙ୍କ ମୃତଦେହ

ଝାରସୁଗୁଡ଼ା: ଇବ୍ ନଦୀ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର। ମୃତ ଯୁବକ ଜଣକ ହେଲେ ପଙ୍କଜ କୁମାର। ସେ ଝାଡ଼ଖଣ୍ଡ ଅଞ୍ଚଳରୁ ଆସି ବ୍ରଜରାଜନଗରରେ ରହୁଥିଲେ। ସୂଚନା ଅନୁଯାୟୀ, ସକାଳୁ ଇବ୍ ନଦୀ ନିକଟରେ ଜଣଙ୍କର ମୃତଦେହ ପଡ଼ିଥିବା ପୋଲିସ ପାଖରେ ଖବର ପହଞ୍ଚିଥିଲା। ଇବ୍ ନଦୀ ପୋଲର ବାମପଟେ ଜଣଙ୍କ…

ହାଇକୋର୍ଟ ଗଲା ମମିତା ହତ୍ୟା ମାମଲା ,ପରିବାରକୁ ୫୦ ଲକ୍ଷ କ୍ଷତିପୂରଣ ସହ ସିବିଆଇ ତଦନ୍ତ ଦାବି

କଟକ:ଓଡ଼ିଶା ହାଇକୋର୍ଟରେ ପହଁଚିଲା ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲା। ଘଟଣାରେ ସିବିଆଇ ତଦନ୍ତ ଦାବି କରି ହାଇକୋର୍ଟରେ ମାମଲା ରୁଜୁ କଲା ଭାରତୀୟ ବିକାଶ ପରିଷଦ। ସିବିଆଇ କିମ୍ବା ଅନ୍ୟ କୌଣସି ସ୍ୱାଧିନ ତଦନ୍ତ କାରୀ ସଂସ୍ଥା ଦ୍ୱାରା ତଦନ୍ତ କରି ଦୋଷୀଙ୍କ ବିରୋଧରେ ଦୃଢ…

ଜୋର ଧରିଲା ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି

ଭଦ୍ରକ:ଭଦ୍ରକରେ ଜୋର ଧରିଲା ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି। କଳାହାଣ୍ଡି ଜିଲ୍ଲା ମହାଲିଙ୍ଗି ସନସାଇନ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାରେ କୁଶପୁତ୍ତଳିକା ଦାହ କଲା ଭଦ୍ରକ ବିଜେପି ମହିଳା ମୋର୍ଚ୍ଚା। ଶିକ୍ଷୟିତ୍ରୀ ମମିତା ମେହେରଙ୍କୁ ପ୍ରଥମେ ଅପହରଣ…

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ ହାଇକୋର୍ଟ

କଟକ: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ । ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ ହାଇକୋର୍ଟ। ତଦନ୍ତରେ ସହଯୋଗ କରିବା ଓ ତଦନ୍ତକାରୀ ଅଧିକାରୀଙ୍କ ନିକଟରେ ହାଜର ହେବାକୁ ନିର୍ଦ୍ଦେଶ । ତେବେ ନିମ୍ନ ଅଦାଲତ ଜାମିନର ସର୍ତ୍ତ ଧାର୍ଯ୍ୟ କରିବେ ବୋଲି କୋର୍ଟ…

[ଭିଡ଼ିଓ ] ଗୁଣି ସନ୍ଦେହରେ ହତ୍ୟା ମାମଲା, ୯ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ

ରାୟଗଡା : ରାୟଗଡ଼ାରେ ଗୁଣିଆ ସନ୍ଦେହରେ ହତ୍ୟା ମାମଲା । ଗୁଣି ଗାରେଡି ସନ୍ଦେହ କରି ୩ ଜଣଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିଲା । ଏହି ଘଟଣାରେ ସମ୍ପୃକ୍ତି ନେଇ ୯ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ଜିଲ୍ଲା ଦୌରାଜଜ୍ । ଏବେ ବି ସେହି ୯ଜଣଙ୍କର ଫାଶୀ ଦଣ୍ଡାଦେଶ କାଏମ ରହିଛି। ରାୟଗଡା…

ଆଜିଠୁ ଏକାଦଶ ଶ୍ରେଣୀ ପାଠପଢ଼ା ଆରମ୍ଭ, ସ୍କୁଲ ଆସିଲେ ଛାତ୍ରଛାତ୍ରୀ

ଭୁବନେଶ୍ୱର: କରୋନା ମହାମାରୀ ଭିତରେ ଆଜିଠୁ ଆରମ୍ଭ ହେଲା ଏକାଦଶ ଶ୍ରେଣୀ ପାଠପଢ଼ା । ୧୮ମାସ ପରେ ସ୍କୁଲ ଆସିଲେ ଛାତ୍ରଛାତ୍ରୀ। କୋଭିଡ଼ କଟକଣାରେ ସକାଳ ୧୦ଟାରୁ ଦିନ ୧ଟା ୩୦ ଯାଏଁ ପାଠପଢ଼ା ହୋଇଥିଲା। ଶ୍ରେଣୀ ଗୃହରେ ଚୌକି, ବେଞ୍ଚ, ଲାଇବ୍ରେରୀ, ଲାବ୍ରୋଟୋରୀ, ଶୌଚାଳୟ ଆଦିକୁ ବିଶୋଧନ…

ମୟୂରଭଞ୍ଜରେ ପୋଲିସ ସହିଦ ଦିବସ ପାଳିତ

ମୟୂରଭଞ୍ଜ : ଆଜି ପୋଲିସ ସହିଦ ଦିବସ । ୬୨ ତମ ଓଡ଼ିଶା ପୋଲିସ ସହିଦ ଦିବସ ମୟୂରଭଞ୍ଜ ଜିଲ୍ଲା ପୋଲିସ ପକ୍ଷରୁ ସ୍ଥାନୀୟ ରିଜର୍ଭ ପୋଲିସ ପଡ଼ିଆଠାରେ ପାଳିତ ହୋଇଯାଇଛି । ଏହି ଅବସରରେ ସ୍କୃତି ପ୍ୟାରେଡ ସମାରୋହର ଆୟୋଜନ ହୋଇଥିବା ବେଳେ ସହିଦଙ୍କ ଅମର ଆତ୍ମାର ସତଗତି ପାଇଁ ଶ୍ରଦ୍ଧାଞ୍ଜଳି ଜ୍ଞାପନ…

୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

କୋରାପୁଟ: କୋରାପୁଟ ପୁଲିସକୁ ମିଳିଲା ବଡ଼ ସଫଳତା । ପୁଣି ଜବତ ହୋଇଛି ଗଞ୍ଜେଇ ।  ପୋଲିସ ଖଡାପୁଟ ଗ୍ରାମ ନିକଟ ଜଲାପୁଟ ଜଳଭଣ୍ଡାର ନିକଟରେ ବିପୁଳ ପରିମାଣର ଗଞ୍ଜେଇ ଚୋରା ଚାଲାଣ ପ୍ରସ୍ତୁତ ହେଉଥିବା ଖବର ପାଇ ଚଢାଉ କରି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିଛି । ଅନ୍ଧାରର ସୁଯୋଗ ନେଇ…

୩୨୪ବୋତଲ କୋଡ଼ିନ ମିଶ୍ରିତ କଫ୍ ସିରଫ ଜବତ

ବରଗଡ଼: ବିପୁଳ ପରିମାଣରେ କୋଡ଼ିନ ମିଶ୍ରିତ କଫ୍ ସିରଫ ଜବତ। ବରଗଡ଼ ଜିଲ୍ଲା ଅମ୍ବାଭନା ବ୍ଲକ ଭୁକ୍ତା ଅଞ୍ଚଳରୁ ୩୨୪ବୋତଲ କୋଡ଼ିନ ମିଶ୍ରିତ କଫ୍ ସିରଫ ଜବତ ହୋଇଛିି। ଅବକାରୀ ଗୁଇନ୍ଦା ସଂସ୍ଥା, ସମ୍ବଲପୁର ଓ ଭଟଲି ଅବକାରୀ ବିଭାଗ ମିଳିତଭାବେ ଚଢ଼ାଉ କରିଥିଲେ। କୌଣସି ସୂତ୍ରରୁ ଖବର ମିଳିବା ପରେ…