Latest Odisha News

BREAKING NEWS

Browsing Category

ସହର

City

ମାଛ ଜାଲରୁ ଉଦ୍ଧାର ହେଲା ୫ଫୁଟର ନାଗ

କଟକ: ଜାଲରୁ ଉଦ୍ଧାର ହେଲା ୫ଫୁଟର ନାଗ ସାପ। ମଙ୍ଗଳବାର ସନ୍ଧ୍ୟାରେ କଟକ ଜିଲ୍ଲାର ବେତଖୋଲି ଗାଁରୁ ଏହି ସାପ ଉଦ୍ଧାର ହୋଇଛି। ଗାଁର ପ୍ରଶାନ୍ତ ନାୟକ ନିଜ ବଗିଚାରେ ଘେରା ଯାଇଥିବା ମାଛ ଜାଲରେ ଏକ ୫ଫୁଟ ଲମ୍ବର ବଡ଼ ନାଗ ସାପ ଫସିଥିବା ଦେଖିବାକୁ ପାଇଥିଲେ। ଏହାକୁ ଦେଖି ପରିବାର ଲୋକ ଭୟଭୀତ…

ରାଜଧାନୀରେ ୩ଟି ଡ୍ୟାନ୍ସ ବାର୍ ସିଲ୍, ଉଡୁଥିଲା ପୁଳା ପୁଳା ନକଲି ଟଙ୍କା

ଭୁବନେଶ୍ୱର: ରାଜଧାନୀରେ ବେଆଇନ୍ ଭାବରେ ଚାଲିଥିଲା ଡ୍ୟାନ୍ସ ବାର୍ । ଜମୁଥିଲା ନାଚ ଗୀତର ଆସର । ବାରରେ ଉଡୁଥିଲା ପୁଳା ପୁଳା ନକଲି ନୋଟ୍ । ଖବର ପାଇଁ ପହଞ୍ଚିଲା ପୋଲିସ । ରଙ୍ଗୀନ ରାତିରେ ମଉଜ ମଜସିଲରେ ଚୁର ଗ୍ରାହକଙ୍କର ପୋଲିସ ବାବୁଙ୍କୁ ଦେଖି ହଠାତ୍ ନିଶା ଉତୁରିଗଲା । ଭୁବନେଶ୍ୱରରେ…

ଟ୍ରାକ୍ଟର ଧକ୍କାରେ ଅକାଳରେ ଚାଲିଗଲା ଜଣଙ୍କ ଜୀବନ

ଜଗତସିଂହପୁର : ଟ୍ରାକ୍ଟର ଧକ୍କାରେ ଅକାଳରେ ଚାଲିଗଲା ଜଣଙ୍କ ଜୀବନ। ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ଶଙ୍ଖେଶ୍ୱର ଗାଁରେ ଏପରି ଅଘଟଣ ଘଟିଛି । ଲକ୍ଷ୍ମୀ ମୂର୍ତ୍ତି ଭସାଣ ବେଳେ ଟ୍ରାକ୍ଟର ମାଡିଯାଇ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଯାଇଛି।। ମୃତକ ବଡ଼ ଜିଗଲ ଗାଁର ବାବୁଲି ଦାସ । ଗୁରୁତର…

ପୁରୀ ବାସୀନ୍ଦାଙ୍କ ପାଇଁ ଶ୍ରୀମନ୍ଦିରର ୪ଦ୍ୱାର ଖୋଲିବାକୁ ଆଇନଜୀବୀ ଓ ଜଗନ୍ନାଥ ସେନାର ଦାବି

ପୁରୀ : ଖୋଲାଯାଉ ଶ୍ରୀମନ୍ଦିର ଚାରିଦ୍ୱାର। ପୁରୀର ସ୍ଥାନୀୟ ବାସିନ୍ଦାଙ୍କ ପାଇଁ ଶ୍ରୀମନ୍ଦିର ଚାରିଦ୍ୱାରରେ ପ୍ରବେଶ ବ୍ୟବସ୍ଥା କରିବାକୁ ଦାବି କରିଛନ୍ତି ଆଇନଜୀବୀ ଓ ଶ୍ରୀଜଗନ୍ନାଥ ସେନା। ଶ୍ରୀମନ୍ଦିର ଚତୁର୍ପାଶ୍ୱରେ ରହୁଥିବା ସ୍ଥାନୀୟ ବାସିନ୍ଦାମାନେ ଓ ଶ୍ରୀମନ୍ଦିର ଉପରେ ନିର୍ଭର…

କଳିଙ୍ଗ ଷ୍ଟାଡିୟମରେ ବିନା ଦର୍ଶକରେ ଖେଳାଯିବ ଜୁନିଅର ପୁରୁଷ ହକି ବିଶ୍ୱକପ୍

ଭୁବନେଶ୍ୱର : ଆଉ ଦର୍ଶକଙ୍କ ତାଳିରେ କମ୍ପିବନି କଳିଙ୍ଗ ଷ୍ଟାଡିୟମ୍ । ବିନା ଦର୍ଶକରେ ଖେଳାଯିବ ଜୁନିଅର ପୁରୁଷ ହକି ବିଶ୍ୱ କପ୍। ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ହେବାକୁ ଥିବା ହକି ମହାକୁମ୍ଭ ବିନା ଦର୍ଶକରେ ମ୍ୟାଚ ଖେଳାଯିବ ବୋଲି ନିଷ୍ପତ୍ତି ନିଆଯାଇଛି । ନଭେମ୍ବର ୨୪ ରୁ ଭୁବନେଶ୍ୱର…

କୂଅରୁ ଉଦ୍ଧାର ହାତୀ ଛୁଆକୁ କପିଳାସ ପଠାଇଲା ବନ ବିଭାଗ

କେନ୍ଦୁଝର: ହାତୀ ଛୁଆକୁ କପିଳାସ ପଠାଇଲା ବନ ବିଭାଗ। ୧୫ଫୁଟ୍ କୂଅରୁ ସୁରକ୍ଷିତଭାବେ ଉଦ୍ଧାର ହୋଇଥିଲା ହାତୀ ଛୁଆ। ବନ ବିଭାଗ ହାତୀ ଛୁଆକୁ ମା ହାତୀ ଓ ତାର ପରିବାର ପାଖରେ ଛାଡ଼ିବା ପାଇଁ ଚେଷ୍ଟା କରିଥିଲା। ହେଲେ ସେଥିରେ ସଫଳ ହୋଇପାରିନଥିଲେ। ହାତୀ ଛୁଆକୁ ବଞ୍ଚେଇବା ପାଇଁ ସରକାରଙ୍କ…

ଓଡ଼ିଶା ଆଇପିଏସ୍ ଅଧିକାରୀ କେ. ଶିବା. ସୁବ୍ରମଣି ସିବିଆଇ ଏସପିଭାବେ ନିଯୁକ୍ତି

ଭୁବନେଶ୍ୱର: ଓଡ଼ିଶା-କ୍ୟାଡ଼ର ଆଇପିଏସ୍ ଅଧିକାରୀ କେ.ଶିବା ସୁବ୍ରମଣିଙ୍କୁ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ(ସିବିଆଇ) ଏସପିଭାବେ ନିଯୁକ୍ତି କରାଯାଇଛି। ଏ ସମ୍ପର୍କରେ ରାଜ୍ୟ ସରକାରଙ୍କ ଗୃହ ବିଭାଗ ଏକ ବିଜ୍ଞପ୍ତି ଜାରି କରିଛି। ୨୦୧୦ ବ୍ୟାଚ ଆଇପିଏସ୍ ଅଧିକାରୀ ବର୍ତ୍ତମାନ ଓଡ଼ିଶାର…

ନିଳାଦ୍ରୀ ବେଳାଭୂମିରେ ଅଲ ଓଡିଶା ବିଚ୍ କୁସ୍ତି ଚାମ୍ପିଅନସିପ୍ ଉଦଘାଟିତ

ପୁରୀ : ଅଲ ଓଡ଼ିଶା ବିଚ୍ କୁସ୍ତି ଚାମ୍ପିଅନସିପ୍ ଉଦଘାଟିତ । ଦୁଇଦିନିଆ ଅଲ ଓଡିଶା ବିଚ କୁସ୍ତି ଚାମ୍ପିଅନସିପ୍ ନିଳାଦ୍ରୀ ବେଳାଭୂମିରେ ଉଦଘାଟିତ ହୋଇଛି। ଜିଲ୍ଲା ପ୍ରଶାସନ, ଜିଲ୍ଲା କ୍ରୀଡା ସଂସଦ, ଓଡିଶା କୁସ୍ତି ସଂଘ ଓ ଜିଲ୍ଲାର ସମସ୍ତ ଯାଗା ଓ ଆଖଡାର ମିଳିତ ଆନୁକୂଲ୍ୟରେ ଏହି…

[ଭିଡିଓ] ଯାଜପୁରରେ ବିପର୍ଯ୍ୟସ୍ତ ପରିମଳ ବ୍ୟବସ୍ଥା

ଯାଜପୁର : ଦେଶରେ ସ୍ୱଚ୍ଛତାକୁ ଗୁରୁତ୍ୱ ଦେଇ ଆରମ୍ଭ ହୋଇଥିଲା ସ୍ୱଚ୍ଛ ଭାରତ ମିଶନ। ସହରକୁ ସ୍ୱଚ୍ଛ ରଖିବା ପାଇଁ ପ୍ରତ୍ୟେକ ଘରକୁ ସରକାର ପାଇଖାନା କରବା ପାଇଁ ଆର୍ଥିକ ସହୟତା ଯୋଗାଇ ଦେଉଛନ୍ତି । ହେଲେ  ଯାଜପୁର ସଦର ମହକୁମା ଡାକ୍ତରଖାନାଠାରୁ ଆରମ୍ଭ କରି ବସ୍ ଷ୍ଟାଣ୍ଡ ଅଚଂଳରେ ଶୌଚାଳୟ…

ବାଲିଘାଟ ନିଲାମ ଆବେଦନରୁ ବାଦ୍ ପଡ଼ିଲେ ଆଶାୟୀ ବ୍ୟକ୍ତି

ବାରିପଦା: ବାଲିଘାଟ ନିଲାମ ପାଇଁ ଆବେଦନ କରିପାରିଲେନି ଆଶାୟୀ ବ୍ୟକ୍ତି। ଓଡ଼ିଶା ସରକାରଙ୍କ ରାଜସ୍ୱ ବିଭାଗ ଅଧିନସ୍ଥ ମୋରଡ଼ା ତହସିଲ ଜମ୍ଭିରା ନଦୀ ବାଲି ଖାଦାନ ନିଲାମ ପାଇଁ ଇସ୍ତାହାର ପ୍ରକାଶ ପାଇଥିଲା। ବଡ଼ଫେରା, ବରକନ୍ଦ, ଗଡ଼ିଆ, ଗଣ୍ଡଗୁହାଳି ନିମନ୍ତେ ୨୦୨୧-୨୨ ଆର୍ଥିକ ବର୍ଷଠାରୁ ୫ବର୍ଷ…