Latest Odisha News

BREAKING NEWS

Browsing Category

ସହର

City

ନୀଳଗିରିରେ ଭାଲୁ ଆତଙ୍କ

ନୀଳଗିରି: ନୀଳଗିରିରେ ଭାଲୁ ଆତଙ୍କ । ଆକ୍ରମଣରେ ଯୁବକ ଗୁରୁତର ହୋଇପଡିଛନ୍ତି । ଗୁରୁତର ଜଣଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି । ଏହି ଘଟଣା ଦେଖିବାକୁ ମିଳିଛି ନୀଳଗିରି ବାଲିଓରା ଗାଁରେ ।  ଜଣେ ଯୁବକ ଡିଉଟିରୁ ଫେରିବା ବେଳେ ଦୁଇଟି ଭାଲୁ ସାଇକେଲରୁ ତାଙ୍କୁ ଟାଣି ପକାଇ…

ଚୋରାଚାଲାଣ ବେଳେ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର

ନବରଙ୍ଗପୁର: ପୁଣି ଚୋରାଚାଲାଣ ବେଳେ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର । ୪ଜଣ ଚୋରାଚାଲାଣକାରୀଙ୍କୁ ଗିରଫ କରିଛି ନବରଙ୍ଗପୁର ରେଞ୍ଜ ବନବିଭଗ । ଗିରଫ ୪ ଅଭିଯୁକ୍ତ ହେଲେ ତେନ୍ତୁଳିଖୁଣ୍ଟି ଥାନା ଅଞ୍ଚଳଗୁମ୍ମା ଗାଁର ବୃନ୍ଦାବନ ପୂଜାରୀ, ଚିତ୍ରକୋଟ ଗାଁର ଲୁଥର ଟାକରି, ରାୟଗଡା ଜିଲ୍ଲା ଲୁପୁଙ୍ଗ…

ମୋବାଇଲ ଲୁଟେରା ଗ୍ୟାଙ୍ଗ ପ୍ରେମୀ ଯୁଗଳ

ପୁରୀ: ପୁରୀ ଟାଉନ ଥାନା ପୋଲିସ ଏକ ମୋବାଇଲ ଲୁଟେରା ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି । ମୋବାଇଲ ଲୁଟ କରୁଥିବା ଗ୍ୟାଙ୍ଗ ହେଉଛନ୍ତି ପ୍ରେମୀ ଯୁଗଳ । ପ୍ରେମୀ ଯୁଗଳ ଅଭିନବ ଉପାୟରେ ମୋବାଇଲ ଲୁଟ କରୁଥିଲେ । ଗିରଫ ପ୍ରେମୀ ଯୁଗଳ ସ୍କୁଲ ଓ କଲେଜ ଛାତ୍ର ଛାତ୍ରୀଙ୍କ ମୋବାଇଲ ଲୁଟ କରୁଥିଲେ ।…

ପତ୍ର ତୋଳିବାକୁ ଯାଇଥିବାବେଳେ ବଜ୍ରାଘାତରେ ମହିଳାଙ୍କ ମୃତ୍ୟୁ

କାମାକ୍ଷାନଗର: ବଜ୍ରାଘାତରେ ଜଣେ ମହିଳାଙ୍କ ମୃତ୍ୟୁ। ମୃତ ମହିଳା ଜଣକ ହେଲେ ଢ଼େଙ୍କାନାଳ ଜିଲ୍ଲା ରାଇବୋଲ ପଞ୍ଚାୟତ ହାଡ଼ଗଡ଼ି ଗାଁର ପାର୍ବତୀ ପ୍ରଧାନ। ପାର୍ବତୀ ପତ୍ର ତୋଳିବା ପାଇଁ ଗାଁ ପାଖ ମଉଳାଭଣଜା ଜଙ୍ଗଲକୁ ଯାଇଥିଲେ। ପତ୍ର ତୋଳି ଘରକୁ ଫେରିବା ବାଟରେ ହିଁ ବଜ୍ରାଘାତର ଶିକାର…

ସଂଯୁକ୍ତ କିଶାନ ମୋର୍ଚ୍ଚାର ପୁରୀ ରେଳଷ୍ଟେସନରେ ରେଳରୋକ

ପୁରୀ: ପୁରୀ ସଂଯୁକ୍ତ କିଶାନ ମୋର୍ଚ୍ଚା ତରଫରୁ ପୁରୀ ରେଳଷ୍ଟେସନରେ ରେଳରୋକ କରାଯାଇଛି। ତିନି କଳା କୃଷି ଆଇନ ରବ୍ଦ, ସମସ୍ତ କୃଷିଜାତ ଦ୍ରବ୍ୟର ଏମଏସ୍ପି ଦେବା, ଉତ୍ତର ପ୍ରଦେଶ ଲକ୍ଷ୍ମୀପୁର ଖେରୀରେ କୃଷକ ଗଣହତ୍ୟା ଘଟଣାର ନିରପେକ୍ଷ ତଦନ୍ତ, କେନ୍ଦ୍ର ଗୃହରାଷ୍ଟ୍ର ମନ୍ତ୍ରୀଙ୍କୁ ବରଖାସ୍ତ…

ଭୁବନେଶ୍ୱରରୁ ଜମ୍ମୁ ଓ ଗୌହାଟିକୁ ବିମାନ ଚଳାଚଳ ପ୍ରସଙ୍ଗ ନେଇ ସିନ୍ଧିଆଙ୍କୁ ଭେଟିଲେ ସାଂସଦ ଅପରାଜିତା

ଭୁବନେଶ୍ୱର : ସାଂସଦ ଅପରାଜିତା ଷଡଙ୍ଗୀ ଦିଲ୍ଲୀ ଗସ୍ତରେ ଯାଇଛନ୍ତି । ସେଠାରେ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଭେଟିଛନ୍ତି ଅପରାଜିତା । ଭୁବନେଶ୍ୱରରୁ ଜମ୍ମୁ ଓ ଗୌହାଟିକୁ ସିଧାସଳଖ ବିମାନ ଉଡାଣକୁ ନେଇ ସାଂସଦ ଅପରାଜିତା ଷଡଙ୍ଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଚିଠି…

ପୁଣି ଜନନୀ ଯନ୍ତ୍ରଣା, ୨ କିଲୋମିଟର ଚାଲିଲେ ଗର୍ଭବତୀ

ତେଲକୋଇ : ଜିଲ୍ଲାରେ ପୁଣି ଜନନୀ ଯନ୍ତ୍ରଣା । ଗାଁକୁ ଭଲ ରାସ୍ତା ନଥିବାରୁ ପହଞ୍ଚି ପାରିଲାନାହିଁ ଆମ୍ବୁଲାନ୍ସ। ଫଳରେ ୨ କିଲୋମିଟର ଚାଲିଲେ ଗର୍ଭବତୀ । ଅବସ୍ଥା ଗୁରୁତର ଥିବାରୁ ଗର୍ଭବତୀଙ୍କୁ କେନ୍ଦୁଝର ସ୍ଥାନାନ୍ତର କରାଯାଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲା…

ବୋମା ମାଡ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ

କେନ୍ଦୁଝର : ବିଧାନସଭା ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝିଙ୍କ ଗାଡି ଉପରକୁ ବୋମା ମାଡ ଘଟଣା । ଘଟଣାର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ରଘୁନାଥ ପଣ୍ଡା ଓରଫ ରାଘବ ପାଣ୍ଡେ ଆଜି ଟାଉନ ପୋଲିସ ଦ୍ୱାରା ଗିରଫ । ସେ ନମୋ ସେନା ଦଳର ସଦସ୍ୟ ହୋଇଥିବା ବେଳେ ତାଙ୍କ ଘର ପଣ୍ଡାପଡ଼ା ଥାନାର ହୁଣ୍ଡା…

ନାବାଳିକାଙ୍କୁ ଉଦ୍ଧାର କରିବ ‘ପ୍ରାରମ୍ଭ’

ଭୁବନେଶ୍ୱର:  ନାବାଳିକାଙ୍କୁ ଉଦ୍ଧାର କରିବ ‘ପ୍ରାରମ୍ଭ’ । ଜାରି ହେଲା ହେଲ୍ପଲାଇନ୍ ନମ୍ୱର  ।  କମିଶନରେଟ ପୋଲିସ ପକ୍ଷରୁ ଆରମ୍ଭ ହେଲା ଏହି ‘ପ୍ରାରମ୍ଭ’ ଯୋଜନା । ଅପହରଣ ହେଇଥିବା ନାବାଳିକାଙ୍କୁ ଉଦ୍ଧାର କରିବା ଦିଗରେ ଏହା କାମ କରିବ ଏହି ଯୋଜନା । ପ୍ରତିବର୍ଷ ବର୍ଷ ଭୁବନେଶ୍ୱରରେ ୩…

କମିଶନରେଟ୍ ପୋଲିସର ‘ପ୍ରାରମ୍ଭ’ ଯୋଜନା ଆରମ୍ଭ

ଭୁବନେଶ୍ୱର: କମିଶନରେଟ୍ ପୋଲିସର ଆରମ୍ଭ ହେଲା ନୂତନ ଯୋଜନା ‘ପ୍ରାରମ୍ଭ’। ଟ୍ୱିନ ସିଟିର ନାବାଳିକା ନାବାଳିକା ଝିଅମାନଙ୍କୁ ଗୋପନରେ ବିବାହ ଓ ପଳାୟନରୁ ନିବୃତ୍ତ କରିବା ଓ ପରବର୍ତ୍ତୀ ପର୍ଯ୍ୟାୟରେ ବିପଦରୁ ମୁକ୍ତି ପାଇଁ ଭୁବନେଶ୍ୱର-କଟକ ପୋଲିସ ଏହି ନୂତନ ପଦକ୍ଷେପ ଆରମ୍ଭ କରିଛି। ଏହାର…