Latest Odisha News

BREAKING NEWS

Browsing Category

ସହର

City

ନଭେମ୍ବର ୧ରୁ ୟୁଜି ଓ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ ଆରମ୍ଭ

ଭୁବନେଶ୍ୱର: ନଭେମ୍ବର ୧ରୁ ଖୋଲିବ ୟୁଜି ପ୍ରଥମ ବର୍ଷ କ୍ଲାସ। ସେହିପରି ନଭେମ୍ବର ୧୫ତାରିଖରୁ ପିଜି ପ୍ରଥମ ବର୍ଷ କ୍ଲାସ ଖୋଲିବ। କ୍ଲାସରୁମରେ ପାଠପଢ଼ା ହେବ। ଏନେଇ ସବୁ ବିଶ୍ୱବିଦ୍ୟାଳୟର କୁଳପତିଓ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି ଉଚ୍ଚଶିକ୍ଷା ସଚିବ ସାଶ୍ୱତ ମିଶ୍ର। କଲେଜ କ୍ଲାସ ସହ…

ବଡମ୍ବା-ନରସିଂହପୁରରେ ବିଜେପିର ୮ ଘଣ୍ଟିଆ ବନ୍ଦ ଡାକରା

ନରସିଂହପୁର : ବନ୍ଦ ଡାକରା ଦେଲା ବିଜେପି । ବଡମ୍ବା ନରସିଂହପୁରରେ ବିଭିନ୍ନ ସ୍ଥାନରେ ବିଜେପି ୮ ଘଣ୍ଟିଆ ବନ୍ଦ ଡାକରା ଦେଇଛି।ବଡମ୍ବା ନିର୍ବାଚନ ମଣ୍ଡଳିର ପୂର୍ବତନ  ବିଜେପି ବିଧାୟକ ପ୍ରାର୍ଥୀ ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଜୟ କୁମାର ଦଳ ବେହେରାଙ୍କୁ ନରସିଂହପୁର ପୋଲିସ ଗିରଫ କରି…

ଭଦ୍ରକରୁ ୧ କିଲୋ ୩୦ଗ୍ରାମ ବ୍ରାଉନ ସୁଗାର ଜବତ,୨ ଗିରଫ

ଭଦ୍ରକ : ଭଦ୍ରକର ପିଛା ଛାଡୁନି ଧଳା ଜହର । ଗତକାଲି ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ୧ କିଲୋ ୩୦ ଗ୍ରାମ ଓଜନର ବ୍ରାଉନ ସୁଗାର ଜବତ କରିଛି। ଯାହାର ମୂଲ୍ୟ ୧କୋଟି ୩ଲକ୍ଷ ଟଙ୍କା ହେବ । ତା ସହ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଅଭିଯୁକ୍ତ ମାନେ ହେଲେ ଭଦ୍ରକ ଗ୍ରାମାଞ୍ଚଳ ଥାନା…

ଚିଲିକା ମଝିରୁ ଉଦ୍ଧାର ହେଲେ ମସ୍ତ୍ର୍ୟଜୀବୀ

ଭୁବନେଶ୍ୱର: ଚିଲିକା ମଝିରୁ ଉଦ୍ଧାର ହେଲେ ଫସିରହିଥିବା ମସ୍ତ୍ର୍ୟଜୀବୀ। ଗତ ତିନିଦିନ ଧରି ଚିଲିକା ମଝିରେ ଡ଼ଙ୍ଗା ଫସି ରହିଯାଇଥିଲା। ଏଥିରେ ୩ଜଣ ମସ୍ତ୍ର୍ୟଜୀବୀ ସହ ୧୦ବର୍ଷର ପିଲା ରହିଛି। କଟକି ଦଳ ଯୋଗୁଁ ଡ଼ଙ୍ଗା ଫସିଯାଇଥିଲା। ସୂଚନା ଅନୁସାରେ, ଗଞ୍ଚାମ ଜିଲ୍ଲାର ପାଥରା ଗାଁର…

[ ଭିଡିଓ ] ଯାଜପୁରରେ ହାତୀ ଆତଙ୍କ ,ଜଣେ ଗୁରୁତର

ଯାଜପୁର : ଯାଜପୁରରେ ହାତୀ ଆତଙ୍କ । ଗାଁ ଲୋକ ଛାନିଆ । ଗତ କିଛି ଦିନ ଧରି ବଡଚଣା ଓ କଟକ ସାଲେପୁର ଅଞ୍ଚଳରେ ଆତଙ୍କ ଖେଳାଇଥିବା ହାତୀ ଯାଜପୁରରେ ଆତଙ୍କ ଜାରି ରଖିଛି।ହାତୀ ଆକ୍ରମଣରେ ଗୁରୁତର ହୋଇ ଜଣେ ବ୍ୟକ୍ତି ଏବେ ଯାଜପୁର ମୁଖ୍ୟ ଡାକ୍ତର ଖାନାରେ ଭର୍ତି ହୋଇଛନ୍ତି । ଗୁରୁତର ବ୍ୟକ୍ତି…

୩୩ଟି ମାଛର ଦାମ୍ କୋଟିଏ ଟଙ୍କା

ବାଲେଶ୍ୱର: ୩୩ଟି ମାଛ କୋଟିଏ ଟଙ୍କାରେ ବିକ୍ରି ହୋଇଛି। ଏହା କୌଣସି ବାହାରେ ନୁହେଁ, ବରଂ ଓଡ଼ିଶାର ବାଲେଶ୍ୱର ଜିଲ୍ଲା ଦିଘା ମୁହାଣରୁ ଏହିପରି କଥା ସାମ୍ନାକୁ ଆସିଛି। ମସ୍ତ୍ର୍ୟଜୀବୀ ହାତରେ ଧରାପଡ଼ିଥିଲା ତେଲିଆ ଭୋଲା ମାଛ। ମା’ ବାସନ୍ତୀ ନାମକ ଏକ ଟ୍ରେଲରେ କିଛି ମସ୍ତ୍ର୍ୟଜୀବୀ…

ମାଛ ଜାଲରୁ ଉଦ୍ଧାର ହେଲା ୫ଫୁଟର ନାଗ

କଟକ: ଜାଲରୁ ଉଦ୍ଧାର ହେଲା ୫ଫୁଟର ନାଗ ସାପ। ମଙ୍ଗଳବାର ସନ୍ଧ୍ୟାରେ କଟକ ଜିଲ୍ଲାର ବେତଖୋଲି ଗାଁରୁ ଏହି ସାପ ଉଦ୍ଧାର ହୋଇଛି। ଗାଁର ପ୍ରଶାନ୍ତ ନାୟକ ନିଜ ବଗିଚାରେ ଘେରା ଯାଇଥିବା ମାଛ ଜାଲରେ ଏକ ୫ଫୁଟ ଲମ୍ବର ବଡ଼ ନାଗ ସାପ ଫସିଥିବା ଦେଖିବାକୁ ପାଇଥିଲେ। ଏହାକୁ ଦେଖି ପରିବାର ଲୋକ ଭୟଭୀତ…

ରାଜଧାନୀରେ ୩ଟି ଡ୍ୟାନ୍ସ ବାର୍ ସିଲ୍, ଉଡୁଥିଲା ପୁଳା ପୁଳା ନକଲି ଟଙ୍କା

ଭୁବନେଶ୍ୱର: ରାଜଧାନୀରେ ବେଆଇନ୍ ଭାବରେ ଚାଲିଥିଲା ଡ୍ୟାନ୍ସ ବାର୍ । ଜମୁଥିଲା ନାଚ ଗୀତର ଆସର । ବାରରେ ଉଡୁଥିଲା ପୁଳା ପୁଳା ନକଲି ନୋଟ୍ । ଖବର ପାଇଁ ପହଞ୍ଚିଲା ପୋଲିସ । ରଙ୍ଗୀନ ରାତିରେ ମଉଜ ମଜସିଲରେ ଚୁର ଗ୍ରାହକଙ୍କର ପୋଲିସ ବାବୁଙ୍କୁ ଦେଖି ହଠାତ୍ ନିଶା ଉତୁରିଗଲା । ଭୁବନେଶ୍ୱରରେ…

ଟ୍ରାକ୍ଟର ଧକ୍କାରେ ଅକାଳରେ ଚାଲିଗଲା ଜଣଙ୍କ ଜୀବନ

ଜଗତସିଂହପୁର : ଟ୍ରାକ୍ଟର ଧକ୍କାରେ ଅକାଳରେ ଚାଲିଗଲା ଜଣଙ୍କ ଜୀବନ। ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ଶଙ୍ଖେଶ୍ୱର ଗାଁରେ ଏପରି ଅଘଟଣ ଘଟିଛି । ଲକ୍ଷ୍ମୀ ମୂର୍ତ୍ତି ଭସାଣ ବେଳେ ଟ୍ରାକ୍ଟର ମାଡିଯାଇ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଯାଇଛି।। ମୃତକ ବଡ଼ ଜିଗଲ ଗାଁର ବାବୁଲି ଦାସ । ଗୁରୁତର…

ପୁରୀ ବାସୀନ୍ଦାଙ୍କ ପାଇଁ ଶ୍ରୀମନ୍ଦିରର ୪ଦ୍ୱାର ଖୋଲିବାକୁ ଆଇନଜୀବୀ ଓ ଜଗନ୍ନାଥ ସେନାର ଦାବି

ପୁରୀ : ଖୋଲାଯାଉ ଶ୍ରୀମନ୍ଦିର ଚାରିଦ୍ୱାର। ପୁରୀର ସ୍ଥାନୀୟ ବାସିନ୍ଦାଙ୍କ ପାଇଁ ଶ୍ରୀମନ୍ଦିର ଚାରିଦ୍ୱାରରେ ପ୍ରବେଶ ବ୍ୟବସ୍ଥା କରିବାକୁ ଦାବି କରିଛନ୍ତି ଆଇନଜୀବୀ ଓ ଶ୍ରୀଜଗନ୍ନାଥ ସେନା। ଶ୍ରୀମନ୍ଦିର ଚତୁର୍ପାଶ୍ୱରେ ରହୁଥିବା ସ୍ଥାନୀୟ ବାସିନ୍ଦାମାନେ ଓ ଶ୍ରୀମନ୍ଦିର ଉପରେ ନିର୍ଭର…