Latest Odisha News

BREAKING NEWS

Browsing Category

ସହର

City

ଟାଇମପାସ୍‍ ବହିବିଷୁବ: ନୂଆବର୍ଷରେ ପାଠକାର୍ପିତ ହେଲା ୮ ନୂଆ ଲେଖିକାଙ୍କ ବହି

ଭୁବନେଶ୍ୱର: ଖରାର ନଖରାମିରେ ଯେତେବେଳେ ଅସ୍ତବ୍ୟସ୍ତ ଏପ୍ରିଲ, ଝାଳର ଝାଲରରେ ଯେତେବେଳେ ଅଣନିଃଶ୍ୱାସୀ ଦେହମୁଣ୍ଡ, ତାତିର ପ୍ରକୋପରେ ହଟହଟା ମନ ଆଉ ଛାତି, ସେମିତି ଏକ ଖରାଟିଆ ଅପରାହ୍ନରେ ନିଆରା ଢଙ୍ଗରେ ପାଳିତ ହୋଇଥିଲା ସ୍ଥାନୀୟ ବୁଦ୍ଧମନ୍ଦିରରେ ‘ବହିବିଷୁବ’ କାର୍ଯ୍ୟକ୍ରମ । ମହାବିଷୁବ…

ଏପ୍ରିଲ ୧୯ରେ ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ

ଭୁବନେଶ୍ୱର: ଓଡିଶା ଆସୁଛନ୍ତି କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ । ଏପ୍ରିଲ ୧୯ ତାରିଖରେ ଦିନିକିଆ ଓଡିଶା ଗସ୍ତରେ ଆସି ବରମୁଣ୍ଡା ଗ୍ରାଉଣ୍ଡରେ ରାଜ୍ୟ ପାଇଁ ଅନେକ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କାର୍ଯ୍ୟକ୍ରମରେ ସାମିଲ ହେବେ ବୋଲି ସୋମବାର ଗଣମାଧ୍ୟମକୁ ସୂଚନା…

ଦୁଇ ମାସ ପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ବର: ଦୁଇ ମାସ ଯାଏଁ ସମୁଦ୍ରକୁ ଯାଇପାରିବେ ନାହିଁ ମତ୍ସ୍ୟଜୀବୀ । ରାଜ୍ୟର ପୂର୍ବ ଉପକୂଳ ଗୁଡିକରେ ଆସନ୍ତା ୧୫ ତାରିଖରୁ ସାମୁଦ୍ରିକ କଟକଣା ଲାଗୁ ହେବ । ଏନେଇ ଓଡ଼ିଶା ସରକାରଙ୍କ ମତ୍ସ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ ୧୧ ତାରିଖରେ ନୋଟିସ ଜାରି କରାଯାଇଛି । ନୋଟିସ ନଂ. ୪୦୩୮ରେ ରହିଛି…

ଖଣି ଚୋରି ମାମଲା; ‘ତଦନ୍ତରେ ପ୍ରମାଣ ଆସିଲେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ବର: ସୁନ୍ଦରଗଡ ଜିଲ୍ଲା ହେମଗିରିର ତେଲେନଡିହି, ରତନସରା, ଭୋଗ୍ରାକଚ୍ଛାର ଆଦି ଅଞ୍ଚଳରେ କୋଇଲା ଖଣି ଲୁଟ ଘଟଣାରେ ପ୍ରତିକ୍ରିୟା ରଖି କେନ୍ଦ୍ରମନ୍ତ୍ରୀ ଜୁଏଲଓରାମ କହିଛନ୍ତି । ସେ କହିଛନ୍ତି ଯେ, ଘଟଣାକୁ ନେଇ ତଦନ୍ତ ଚାଲିଛି ଏଥିରେ ପ୍ରମାଣ ସ୍ପଷ୍ଟ ହେଲେ ଦୃଢ କାର୍ଯ୍ୟାନୁଷ୍ଠାନ…

ରାଜଧାନୀର ବିକାଶ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ବାଚସ୍ପତିଙ୍କ ଆହ୍ୱାନ

ଭୁବନେଶ୍ବର: ୭୭ ତମ ରାଜଧାନୀ ପ୍ରତିଷ୍ଠା ଦିବସ ଧୁମଧାମରେ ପାଳିତ ହୋଇଛି । ରାଜଧାନୀ ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟ ଅତିଥି ଭାବେ ବିଧାନସଭା ବାଚସ୍ପତି ସୁରମା ପାଢୀ ଯୋଗଦେଇଥିଲେ । ଶ୍ରୀମତୀ ପାଢ଼ୀ ପତାକା ଉତ୍ତୋଳନ କରି ବେସାମାରିକ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ ।…

ରାମ ମନ୍ଦିର ଆଗରୁ ଶିଶୁ ପୁତ୍ର ଚୋରି ଅଭିଯୋଗ; ପୋଲିସର ତନାଘନା

ଭୁବନେଶ୍ବର: ଭୁବନେଶ୍ବର ଜନପଥରୁ ଦେଢ଼ ବର୍ଷର ଶିଶୁ ପୁତ୍ର ଚୋରି ଅଭିଯୋଗ ହୋଇଛି । ଜଣେ ଦୃଷ୍ଟିବାଧିତ ମାଆ କୋଳରୁ ଶିଶୁକୁ ଝାମ୍ପି ନେଲେ ଦୁର୍ବୃତ୍ତ । ରାମ ମନ୍ଦିର ପାଖରୁ ରାତି ୩ଟା ବେଳେ ଦୁର୍ବୃତ୍ତ ମାନେ ଝାମ୍ପି ନେଇଥିବା ଅଭିଯୋଗ ହୋଇଛି । ଏନେଇ ଖାରବେଳ ନଗର ଥାନାରେ ଅଭିଯୋଗ…

୫ ଦିନ ତାଣ୍ଡବ ରଚିବ କାଳବୈଶାଖୀ; ଆଜି ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ୟରେ ଅସହ୍ୟ ଗରମ ଭିତରେ କାଳବୈଶାଖୀ କାରଣରୁ ସାମାନ୍ୟ ଆଶ୍ବସ୍ତି ମିଳିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ହ୍ରାସ ପାଇଛି । ଆସନ୍ତା ୧୭ ତାରିଖ ଯାଏଁ ବର୍ଷିବ କାଳବୈଶାଖୀ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ସୂଚନା…

୭୭ତମ ପ୍ରତିଷ୍ଠା ଦିବସ ପାଳୁଛି ମନ୍ଦିରମାଳିନୀ ସହର ଭୁବନେଶ୍ୱର

ଭୁବନେଶ୍ବର: ଆଜି ରାଜ୍ୟ ରାଜଧାନୀର ଜନ୍ମଦିନ । ୭୭ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ବର । ୧୯୪୮ ମସିହା ଏପ୍ରିଲ ମାସ ୧୩ ତାରିଖ ଆଜିର ଦିନରେ ଭୁବନେଶ୍ବରକୁ ମିଳିଥିଲା ରାଜଧାନୀର ସ୍ବୀକୃତି । ଆଜିର ଦିନରେ ତତକାଳୀନ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁଙ୍କ ଦ୍ୱାରା ରାଜଧାନୀ…

ଓଡ଼ିଶା ଯାତ୍ରୀ ସମୀକ୍ଷା: ଜନତାଙ୍କ ପାଇଁ ଜନପରିବହନ ସେବାକୁ ପ୍ରାଧାନ୍ୟ

ଭୁବନେଶ୍ୱର: ସହରାଞ୍ଚଳ ପରିବହନ ଅଭିଜ୍ଞତାକୁ ଉନ୍ନତ କରିବା ପାଇଁ ନିକଟରେ ଓଡ଼ିଶା ସରକାରଙ୍କ ଦ୍ୱାରା ‘ଓଡ଼ିଶା ଯାତ୍ରୀ’ ରାଇଡ଼୍ ବୁକିଂ ଆପ୍ ସେବାର ଶୁଭାରମ୍ଭ ହୋଇଥିଲା । ଶୁକ୍ରବାର ଏହାର ଏକ ଉଚ୍ଚ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ…

ଜାତୀୟ ସ୍ତରରେ ଚମକିଲା ଓଡ଼ିଶାର ପୂର୍ତ୍ତ ବିଭାଗ; ୪ଟି କୋଠାକୁ ମିଳିଲା ବିଶ୍ୱକର୍ମା ପୁରସ୍କାର-୨୦୨୫

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ପୂର୍ତ୍ତ ବିଭାଗ ଶୁକ୍ରବାର ନୂଆଦିଲ୍ଲୀ ଠାରେ ସମ୍ମାନଜନକ ବିଶ୍ୱକର୍ମା ପୁରସ୍କାର-୨୦୨୫ରେ ସମ୍ମାନିତ ହୋଇଛି । ନୂଆଦିଲ୍ଲୀର ଡ. ବି ଆର୍ ଆମ୍ବେଦକର ଅନ୍ତର୍ଜାତୀୟ କେନ୍ଦ୍ରରେ ଆୟୋଜିତ ଏକ ସମାରୋହରେ ଓଡିଶା ସରକାରଙ୍କ ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ବୀର…