Latest Odisha News

BREAKING NEWS

Browsing Category

ସହର

City

[ଭିଡ଼ିଓ] ହରଗୌରୀ ଯାତ୍ରାରେ କୁମ୍ କୁମ୍ ପୂଜା

ସୋନପୁର: ସହରର ତେଲଗୁ ସଂପ୍ରଦାୟଙ୍କ ସଂସ୍କୃତି, ଲୋକ ପରମ୍ପରାକୁ ନେଇ ମହିଳାଙ୍କ କୁମକୁମ ପୂଜାର ରହିଛି ସ୍ୱତନ୍ତ୍ରତା । ସ୍ୱାମୀଙ୍କ ମଙ୍ଗଳ ମନାସି କରାଯାଉଥିବା କୁମ କୁମ ବ୍ରତ ଦେବାଙ୍ଗ ସଂସ୍କୃତିର ଏକ ଅନନ୍ୟ ବିଭବ । କୋଭିଡ କଟକଣା ମଧ୍ୟରେ ଏଥର ପାଳିତ ହୋଇଛି  ହରଗୈାରୀ ଯାତ୍ରା । ନଅ ଦିନ…

ଭୁବନେଶ୍ୱର ବିମାନବନ୍ଦରରେ CISF ଟିମକୁ କାହିଁକି କୃତଜ୍ଞତା ଜଣାଇଲେ ଦିଲ୍ଲୀପ ରାୟ ?

ଭୁବନେଶ୍ୱର: ବିଜୁ ପଟ୍ଟନାୟକ ବିମାନବନ୍ଦରରେ CISF ଟିମକୁ କୃତଜ୍ଞତା ଜଣାଇଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିଶିଷ୍ଟ ଶିଳ୍ପପତି ଦିଲ୍ଲୀପ ରାୟ । ଏନେଇ ଫେସବୁକରେ ସେ ଧନ୍ୟବାଦ ଜଣାଇବା ସହ ଏହା ପଛର କାରଣ ଜଣାଇଛନ୍ତି । CISF ଟିମ୍ ତାଙ୍କ ନାତିକୁ କରିଥିବା ସାହାଯ୍ୟ ଓ ସହଯୋଗ ପାଇଁ…

ବରଗଡ଼ରୁ ନକଲି ଆରଟିଓ ଗିରଫ

ବରଗଡ଼: ବରଗଡ଼ରେ ନକଲି ଆରଟିଓ ଗିରଫ। ନିଜକୁ ଆରଟିଓ କହି ଲୁଟୁଥିଲେ ଟଙ୍କା। ଏନଏଚ ଯାଉଥିବା ଟ୍ରକ ଓ ଅନ୍ୟ ଗାଡ଼ିକୁ ଅଟକାଇ ନିଜକୁ ଆରଟିଓର ପରିଚୟ ଦେଇ ଟଙ୍କା ଆଦାୟ କରୁଥିବା ଅଭିଯୋଗ ହୋଇଛି। ଗିରଫ ଅଭିଯୁକ୍ତ ହେଲେ ବିକ୍ରମ ବେହେରା। ସୂଚନା ଅନୁଯାୟୀ, ବରଗଡ଼ ଜାତୀୟ ରାଜପଥରେ ଏକ ଟ୍ରକକୁ…

ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ

ଯୋଡା: ଅଜଣା ମହିଳାଙ୍କ ମୃତ ଦେହ ଉଦ୍ଧାର ହୋଇଛି । ମହିଳା ଜଣଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି । ଯୋଡା ବାମବାରୀ କମଳପୁର ଗାଁ ନିକଟରେ ଏହି ମହିଳାଙ୍କ ମୃତ ଦେହ ପଡି ରହିଥିବା ବେଳେ ଶରୀର ଅଧାଭାଗ ନଷ୍ଟ ହୋଇଯାଇଛି । ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ ।…

କୋଭାକ୍ସିନ ଟିକାକୁ ଆଜି ମିଳିପାରେ ଡବ୍ଲୁଏଚଓର ଅନୁମୋଦନ

ଭାରତର କୋଭାକ୍ସିନ ଟିକାକୁ ଆଜି ଅନୁମୋଦନ ଦେଇପାରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ । ଏଥିପାଇଁ ଆଜି ଡବ୍ଲୁଏଚଓ ବୈଷୟିକ ପରାମର୍ଶଦାତା କମିଟିର ବୈଠକ ବସୁଛି । ଭାରତ ବାୟୋଟେକ ପ୍ରସ୍ତୁତ କରୋନା ଟିକା କୋଭାକ୍ସିନର ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ଦେବା ନେଇ ବିଚାର କରିବ ଏହି କମିଟି ।…

ମେସେଜ୍ କଲେ ଫେରିପାଇବେ ଚୋରି ହୋଇଥିବା ମୋବାଇଲ୍

ଭୁବନେଶ୍ୱର: ମେସେଜ୍ କଲେ ଫେରିପାଇବେ ଚୋରି ହୋଇଥିବା ମୋବାଇଲ୍ । ଶହୀଦନଗର ଥାନାରେ ମୋବାଇଲ ମେଳା । ଚୋରି ମୋବାଇଲ ଫେରାଇଲା ପୋଲିସ । ଚୋରି ହୋଇଥିବା ୪୦ ଜଣଙ୍କୁ ମୋବାଇଲ ଫେରାଇଛି ପୋଲିସ । ଚୋରି ହୋଇଥିବା ମୋବାଇଲ କେବେ ପାଇବା ନେଇ ଆଶା ରଖିନଥିଲେ । ମୋବାଇଲ ଧରିବାରେ ଶହୀଦନଗର…

ପୁଲିସ ପଞ୍ଝାରେ ଗ୍ୟାଙ୍ଗଷ୍ଟର ପ୍ରେମିକା

କଟକ: ପୁଲିସ ପଂଝାରେ ଗ୍ୟାଙ୍ଗଷ୍ଟର ସକିଲର ପ୍ରେମିକା ମାନସୀ ନାୟକ ଓରଫ ବେବି । ବଟି ଆଦାୟ ଅଭିଯୋଗରେ ଗିରଫ ହୋଇଛନ୍ତି ବେବି । ଗତ ସପ୍ତାହେ ପୂର୍ବରୁ କଟକ ଶିଶୁଭବନ ଛକରେ କିଛି ଦୁର୍ବୃତ୍ତ, ବେବିର ସହାୟତାରେ ଜଣେ ବିଲଡରଙ୍କୁ ଦାଦବଟି ମାଗିଥିବା ଅଭିଯୋଗ ହୋଇଥିଲା । ବେବି ନାଁରେ କଟକରେ…

ଚାକିରୀ କରାଇ ଦେବା ନାଁରେ ୧୪ଲକ୍ଷ ଟଙ୍କା ଠକେଇ

ଝାରସୁଗୁଡା: ଚାକିରୀ କରାଇ ଦେବା ନାଁରେ ୧୪ଲକ୍ଷ ଟଙ୍କା ଠକେଇ ।  ଆଉ ଏହି ଠକେଇର ମାଷ୍ଟର ପ୍ଲାନ୍ କରିଛନ୍ତି ଖୋଦ୍ ଭାଇଭଉଣୀ ।। ୩ ଭାଇଭଉଣୀ ମିଶି କିଛି ଦିନ ଧରି ଚାକିରୀ କରାଇଦେବା ନାଁରେ ଲୁଟପାଟ ଚଳାଇଥିଲେ । ଝାରସୁଗୁଡାର ପୁରୁଣାବସ୍ତି ବାବୁପଡାରେ ରହୁଥିବା ଭାଇଭଉଣୀ ମିଶି ଲୋକଙ୍କୁ…

ମମିତାଙ୍କ ପରିବାରକୁ ଭେଟିବେ ପୂର୍ବତନ ପୋଲିସ ଡିଜି

ଭୁବନେଶ୍ୱର: ମମିତା ମେହେର ହତ୍ୟା ମାମଲା ।  ମଙ୍ଗଳବାର ବଲାଙ୍ଗିର ଯିବ ବିଜେପିର ସ୍ୱତନ୍ତ୍ର ୧୫ ଜଣିଆ ଟିମ୍‌ । ବିଜେପିର ଏହି ଟିମ୍‌ ମମିତାଙ୍କୁ ପାରିବାରାକୁ ଭେଟିବାକୁ ଯିବ । ମମିତାଙ୍କ ପରିବାରକୁ ଭେଟି ସାନ୍ତ୍ୱନା ଦେବା ସହ ପରିବାରକୁ ନ୍ୟାୟ ଦେବା ପାଇଁ ଦାବି କାରିବ । ତେବେ ବିଜେପିର…

କରୋନାରେ ମୃତ କିଟ୍‍ କର୍ମଚାରୀଙ୍କ ପରିବାରକୁ କିଟ୍‍ର ସହାୟତା

ଭୁବନେଶ୍ୱର: କରୋନାରେ ମୃତ କିଟ୍‍ କର୍ମଚାରୀଙ୍କ ପରିବାରକୁ କିଟ୍‍ର ସହାୟତା ।  ପରିବାରର ସଦସ୍ୟମାନଙ୍କୁ ୫ ଲକ୍ଷ ଟଙ୍କାର ଚେକ୍‍ ଓ କିଟ୍‍ ଶିକ୍ଷାନୁଷ୍ଠାନ ସମୂହରେ ନିଯୁକ୍ତି ପାଇଁ ଶ୍ରୀ ସାମନ୍ତ ନିଯୁକ୍ତ ପତ୍ର ପ୍ରଦାନ କରାଯାଇଛି । ମହାମାରୀରେ ଲକ୍ଷାଧିକ ଲୋକଙ୍କ ଅକାଳ ମୃତ୍ୟୁ ହୋଇଛି ।…