Latest Odisha News

BREAKING NEWS

Browsing Category

ସହର

City

ଭୁବନେଶ୍ୱରରୁ ଜମ୍ମୁ ଓ ଗୌହାଟିକୁ ବିମାନ ଚଳାଚଳ ପ୍ରସଙ୍ଗ ନେଇ ସିନ୍ଧିଆଙ୍କୁ ଭେଟିଲେ ସାଂସଦ ଅପରାଜିତା

ଭୁବନେଶ୍ୱର : ସାଂସଦ ଅପରାଜିତା ଷଡଙ୍ଗୀ ଦିଲ୍ଲୀ ଗସ୍ତରେ ଯାଇଛନ୍ତି । ସେଠାରେ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଭେଟିଛନ୍ତି ଅପରାଜିତା । ଭୁବନେଶ୍ୱରରୁ ଜମ୍ମୁ ଓ ଗୌହାଟିକୁ ସିଧାସଳଖ ବିମାନ ଉଡାଣକୁ ନେଇ ସାଂସଦ ଅପରାଜିତା ଷଡଙ୍ଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଚିଠି…

ପୁଣି ଜନନୀ ଯନ୍ତ୍ରଣା, ୨ କିଲୋମିଟର ଚାଲିଲେ ଗର୍ଭବତୀ

ତେଲକୋଇ : ଜିଲ୍ଲାରେ ପୁଣି ଜନନୀ ଯନ୍ତ୍ରଣା । ଗାଁକୁ ଭଲ ରାସ୍ତା ନଥିବାରୁ ପହଞ୍ଚି ପାରିଲାନାହିଁ ଆମ୍ବୁଲାନ୍ସ। ଫଳରେ ୨ କିଲୋମିଟର ଚାଲିଲେ ଗର୍ଭବତୀ । ଅବସ୍ଥା ଗୁରୁତର ଥିବାରୁ ଗର୍ଭବତୀଙ୍କୁ କେନ୍ଦୁଝର ସ୍ଥାନାନ୍ତର କରାଯାଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲା…

ବୋମା ମାଡ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ

କେନ୍ଦୁଝର : ବିଧାନସଭା ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝିଙ୍କ ଗାଡି ଉପରକୁ ବୋମା ମାଡ ଘଟଣା । ଘଟଣାର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ରଘୁନାଥ ପଣ୍ଡା ଓରଫ ରାଘବ ପାଣ୍ଡେ ଆଜି ଟାଉନ ପୋଲିସ ଦ୍ୱାରା ଗିରଫ । ସେ ନମୋ ସେନା ଦଳର ସଦସ୍ୟ ହୋଇଥିବା ବେଳେ ତାଙ୍କ ଘର ପଣ୍ଡାପଡ଼ା ଥାନାର ହୁଣ୍ଡା…

ନାବାଳିକାଙ୍କୁ ଉଦ୍ଧାର କରିବ ‘ପ୍ରାରମ୍ଭ’

ଭୁବନେଶ୍ୱର:  ନାବାଳିକାଙ୍କୁ ଉଦ୍ଧାର କରିବ ‘ପ୍ରାରମ୍ଭ’ । ଜାରି ହେଲା ହେଲ୍ପଲାଇନ୍ ନମ୍ୱର  ।  କମିଶନରେଟ ପୋଲିସ ପକ୍ଷରୁ ଆରମ୍ଭ ହେଲା ଏହି ‘ପ୍ରାରମ୍ଭ’ ଯୋଜନା । ଅପହରଣ ହେଇଥିବା ନାବାଳିକାଙ୍କୁ ଉଦ୍ଧାର କରିବା ଦିଗରେ ଏହା କାମ କରିବ ଏହି ଯୋଜନା । ପ୍ରତିବର୍ଷ ବର୍ଷ ଭୁବନେଶ୍ୱରରେ ୩…

କମିଶନରେଟ୍ ପୋଲିସର ‘ପ୍ରାରମ୍ଭ’ ଯୋଜନା ଆରମ୍ଭ

ଭୁବନେଶ୍ୱର: କମିଶନରେଟ୍ ପୋଲିସର ଆରମ୍ଭ ହେଲା ନୂତନ ଯୋଜନା ‘ପ୍ରାରମ୍ଭ’। ଟ୍ୱିନ ସିଟିର ନାବାଳିକା ନାବାଳିକା ଝିଅମାନଙ୍କୁ ଗୋପନରେ ବିବାହ ଓ ପଳାୟନରୁ ନିବୃତ୍ତ କରିବା ଓ ପରବର୍ତ୍ତୀ ପର୍ଯ୍ୟାୟରେ ବିପଦରୁ ମୁକ୍ତି ପାଇଁ ଭୁବନେଶ୍ୱର-କଟକ ପୋଲିସ ଏହି ନୂତନ ପଦକ୍ଷେପ ଆରମ୍ଭ କରିଛି। ଏହାର…

କନ୍ଦରପୁର ବ୍ୟବସାୟୀଙ୍କୁ ଗୁଳିକରି ଲୁଟ ଘଟଣାର ପର୍ଦ୍ଦାଫାସ,୪ ଅଭିଯୁକ୍ତ ଗିରଫ

କଟକ : କନ୍ଦରପୁର ବ୍ୟବସାୟୀଙ୍କୁ ଗୁଳିକରି ଲୁଟ ଘଟଣାର ପର୍ଦ୍ଦାଫାସ। କମିଶନରେଟ ପୋଲିସ ଏହି ଘଟଣାର ପର୍ଦ୍ଦାଫାଶ କରିଛି । ଲୁଟ ଘଟଣାରେ ସମ୍ପୃକ୍ତ ଥିବା ୪ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି । ଏହି ଲୁଟ୍ ଘଟଣାର ମୁଖ୍ୟ ଅଭିଯୁକ୍ତ ସାଗର ମଲ୍ଲିକ୍ ସମେତ କେନ୍ଦ୍ରାପଡା ମାର୍ଶାଘାଇ କରମାକୁଳ…

ପାଣିରେ ବୁଡ଼ି ଦୁଇ ନାବାଳକ ମୃତ

ଯାଜପୁର: ପାଣିରେ ବୁଡ଼ି ଦୁଇ ନାବାଳକ ମୃତ । ଫୁଲ ତୋଳିବାକୁ ଯାଇଥିବା ବେଳେ ନଦୀରେ ବୁଡି ଯାଇ ଦୁଇ ଜଣ ନାବାଳକଙ୍କ ସଲିଳ ସମାଧି । ଏହି ଘଟଣା ଘଟିଛି ଯାଜପୁର ମଙ୍ଗଳପୁର ଥାନା କୁଟୁରିଆ ନିକଟସ୍ଥ ବୈତରଣୀ ନଦୀ କଣ୍ଡିଆରେ । ମୃତ ଦୁଇ ନାବାଳକ ହେଲେ ତରପଦା ପଞ୍ଚାୟତ ଗୋପକୂଳ ଗ୍ରାମର କୁନି…

ପରିବା ଦର ବୃଦ୍ଧି ନେଇ ତ୍ରାହି ତ୍ରାହି ଖାଉଟି

ଭୁବନେଶ୍ୱର: ବେଲଗାମ ଦର । ହୁ ହୁ ହୋଇ ବଢିଚାଲିଛି ଦର ଦାମ୍ । ଦର ବୃଦ୍ଧିକୁ ନେଇ ତ୍ରାହି ତ୍ରାହି ଡାକିଲେଣି ଖାଉଟି । ଗୋଟିଏ ପଟେ ତୈଳ ଦର ହୁ ହୁ ହୋଇ ବଢ଼ିବାରେ ଲାଗି ଥିବାବେଳେ ଅନ୍ୟ ପକ୍ଷେ ପରିବା ଦର ଆକାଶ ଛୁଆଁ । ଯାହାକୁ ନେଇ ସାଧାରଣ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି ।…

ପଦ୍ମ ଧରିଲେ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା

ଭୁବନେଶ୍ୱର : ପଦ୍ମ ଧରିଲେ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ସେ ବିଜେପି ଦଳରେ ମିଶିଛନ୍ତି। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ଏହି ମିଶ୍ରଣ ପର୍ବରେ ଢେଙ୍କାନାଳ ଜିଲ୍ଲାର ଶତାଧିକ କର୍ମୀଙ୍କ ସହ ବିଜେପିରେ ମିଶିଲେ ଅଞ୍ଜଳି ।…

ପୁଣି ଜବତ ହେଲା ୧ କୁଇଣ୍ଟlଲ ଗଞ୍ଜେଇ

କୋରାପୁଟ : ପୁଣି ଜବତ ହେଲା ଗଞ୍ଜେଇ । ହରିଆଣାକୁ ଚୋରା ଚାଲାଣ କରାଯାଉଥିବା ବେଳେ ଧରିଲା ପୁଲିସ୍ । ମାଛକୁଣ୍ଡ ପୋଲିସ ଦ୍ବାରା କାର ସହ ୧୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ଗଂଜେଇ ଜବତ । "କାଙ୍ଗରପଡା" ଅଞ୍ଚଳରୁ ଦିଲ୍ଗୀ ଓ ହରିୟାଣାକୁ ଗଞ୍ଜେଇ ଚୋରା ଚାଲଣ ବେଳେ ମାଛକୁଣ୍ଡ ପୋଲିସ ଧରିବାରେ…