Latest Odisha News

BREAKING NEWS

Browsing Category

ସହର

City

ମାଲକାନଗିରିରେ IPL ବେଟିଂ : ଚାରି ଜଣ ବୁକିଙ୍କୁ ଗିରଫ କଲା ପୋଲିସ

ମାଲକାନଗିରି : ଆଇପିଏଲ ଖେଳରେ ବେଆଇନ ବେଟିଂ କରି ଗିରଫ ହେଲେ ମାଲକାନଗିରି ଜିଲ୍ଲାର ଚାରି ଜଣ ଯୁବକ। ଏମାନଙ୍କ ଘର ଖୋଜା ଖୋଜି କରିବା ସମୟରେ ନଗଦ ୯ଲକ୍ଷ ଟଙ୍କା ସହ ବ୍ୟାଙ୍କ ପାସବୁକରୁ ୧୮ ଲକ୍ଷ ଟଙ୍କା ସହ ମୋଟ ୨୭ ଲକ୍ଷ ଟଙ୍କା ଓ  ମୋବାଇଲ ଓ ଏଟିଏମ କାର୍ଡ ମଧ୍ୟ ଜବତ କରିଛି ପୋଲିସ । ଗିରଫ…

ଜଲାପୁଟ ଜଳଭଣ୍ଡାରକୁ ଡେଇଁ ମହିଳା ନିଖୋଜ

କୋରାପୁଟ : ପାଣିକୁ ଡେଇଁ ମହିଳା ନିଖୋଜ। ସ୍ୱାମୀଙ୍କ ସାମ୍ନାରେ ସ୍ତ୍ରୀ କୋରାପୁଟ ଜଲାପୁଟ ଜଳଭଣ୍ଡାରକୁ ଡେଇଁ ପଡ଼ିଥିବା ଅଭିଯୋଗ ହୋଇଛି । ଚମ୍ପାପୁଟ ପୋଲ ନିକଟରେ ଏପରି ଅଘଟଣ ହୋଇଛି । ଅଗ୍ନିସମ ବିଭାଗ ଘଟଣାସ୍ଥଳ ରେ ପହଁଚି ମହିଳାଙ୍କୁ ଖୋଜିଖୋଜି କରୁଛି। ସେପଟେ ଏହି ଘଟଣାକୁ ନେଇ ପାଡୁଆ…

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନକୁ ନେଇ ଜୟପୁରରେ ରକ୍ତଦାନ ଶିବିରି,୫୦ ୟୁନିଟ ରକ୍ତ ସଂଗ୍ରହ କରାଗଲା

ଜୟପୁର: ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନକୁ ନେଇ ଆଜି ଜୟପୁର ସହରରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । କରୋନା ମହାମାରୀ କାଳରେ ରକ୍ତର ଘୋର ଅଭାବ ଦେଖିଦେଇଛିା କରୋନାକୁ ଭୟ କରି କେହି ରକ୍ତଦାନ କରୁନାହାନ୍ତି । ଫଳରେ ରକ୍ତର ଅଭାବ ଯୋଗୁଁ ଅନେକ ରୋଗୀ ଅକାଳରେ ମୃତ୍ୟୁ ବରଣ କରୁଛନ୍ତି ।ଏହାକୁ…

କଟକରେ ମା’ ଙ୍କୁ ମେଲାଣି

କଟକ : ଆଜି ଧରାପୃଷ୍ଠରୁ ବିଦାୟ ନେଉଛନ୍ତି ମହାମାୟା । କଟକର ବିିଭିନ୍ନ ସ୍ଥାନରେ ମା' ଙ୍କୁ ଦିଆଯାଉଛି ମେଲାଣି। କୋଭିଡ କଟକଣା ମଧ୍ୟରେ କଟକରେ ମା' ଙ୍କ ବିସର୍ଜନ ଚାଲିଛି ।ଖାଁ ଖାଁ ଲାଗୁଛି କଟକର ଦେବୀଗଡ଼ା ପରିବେଶ । ନାଁ ଆଗ ଭଳି ଆଉ ଭିଡ ଅଛି। ନାଁ ଅଛି ପାର୍ବଣର ମାହୋଲ। ମଣ୍ଡପରୁ ମା…

କଟକରେ ଏନକାଉଣ୍ଟର ପରେ ଧରା ପଡ଼ିଲା ଦୁର୍ଦ୍ଦାନ୍ତ ଅପରାଧୀ ରାକା

କଟକ : କଟକରେ ଦୁର୍ଦ୍ଧାନ୍ତ ଅପରାଧିକୁ କମିଶନରେଟ  ପୋଲିସର ଏନକାଊଣ୍ଟର୍। ଏନକାଉଣ୍ଟରରେ ଜଗତସିଂହପୁର ବାଲିକୁଦାର ଦୁର୍ଦ୍ଦାନ୍ତ ଅପରାଧୀ ରାକା ଓରଫ ରାକେଶ ଦାସ ଆହତ ହୋଇଛି।  ଆହତ ରାକାକୁ ଏସସିବିରେ ଭର୍ତି କରାଯାଇଛି । ସେପ୍ଟେମ୍ବର ୯ ରେ କନ୍ଦରପୁରରେ ଘଟିଥିଲା ଗୁଳିକାଣ୍ଡ ଘଟଣା। ସେହି…

କରୋନା କଟକଣା ମଧ୍ୟରେ ମା’ ଙ୍କୁ ମେଲାଣି

ଭଦ୍ରକ : ସରିଛି ଦଶହରା ବିଦାୟ ନେଉଛନ୍ତି ମହାମାୟା । ଭଦ୍ରକ ସହର ସନ୍ଥିଆ ନୀଳକଣ୍ଠପୁରରେ ୫ ଦିନ ଧରି ଚାଲୁଥିବା ଜଗତଜନନୀ ମା' ଦୁର୍ଗାଙ୍କ ଭସାଣି ଉତ୍ସବ ଆଜି ଶେଷ ହୋଇଛି। ମା' ଙ୍କୁ ମେଲାଣି ଦିଆଯାଇଛି। ସହରରେ ଭସାଣି ଉତ୍ସବ କୋରୋନା କଟକଣା ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଦୁର୍ଗାଙ୍କୁ…

ବାଲେଶ୍ୱରରେ ମା’ ଙ୍କୁ ମେଲାଣି , ନିରାଡ଼ମ୍ବର ଭାବେ ଚାଲିଛି ଭସାଣ ଉତ୍ସବ

ବାଲେଶ୍ୱର :  ଆଜି ମା’ ଙ୍କ ମେଲାଣି ଉତ୍ସବ। ବିଦାୟ ନେଉଛନ୍ତି ଜଗତଜନନୀ ମା ଦୁର୍ଗା । ବାଲେଶ୍ୱରରେ ବହୁ ଆଡମ୍ବର ସହକାରେ ଦୁର୍ଗା ପୂଜା ଶେଷ ହୋଇଛି । ଆଜି ମା’ଙ୍କ ବିସର୍ଜନ । କରୋନା କଟକଣାକୁ ମାନି ବିଭିନ୍ନ ସ୍ଥାନରେ ଆଜି ମୂର୍ତ୍ତି ବିସର୍ଜନ କରାଯାଉଛି। ସେପଟେ ବାଲେଶ୍ୱରରେ ଚଳିତ ବର୍ଷ…

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ଯାଜପୁରରେ ସ୍ୱାସ୍ଥ୍ୟ ସେବା ଶିବିର

ଯାଜପୁର : ଆଜି ମୁଖ୍ୟମନ୍ତୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ଏହି ଅବସରରେ ଯାଜପୁର ନିର୍ବାଚନ ମଣ୍ଡଳୀ ପଣସା ଠାରେ ବିଜୁଜନତା ଦଳ ପକ୍ଷରୁ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ ହୋଇଛି l ଏହି ଶିବିର କୁ ଯାଜପୁର ପୂର୍ବତନ ପୌରାଧକ୍ଷ ଭବପ୍ରସାଦ ଦାସ ଉଦଘାଟନ କରିଥିଲେ। ଏହି ଶିବିର ରେ ଆଖପାଖ…

ହାରିଗଲା ମାନବିକତା ମା’ ର ଅନ୍ତିମ ସଂସ୍କାରରେ ଆସିଲାନି ପୁଅ

ବରଗଡ଼ : ହାରିଗଲା ମାନବିକତା ଜନ୍ମକଲା ମା’ ର ଅନ୍ତିମ ସଂସ୍କାର ପାଇଁ ଆସିଲାନି ପୁଅ । ବରଗଡ଼ ୧୮ ନମ୍ବର ୱାର୍ଡର ଆଶାକିରନ ନିକଟସ୍ଥ ମାତୃବିହାର ଠାରେ ଏପରି ଏକ ହୃଦୟବିତାରକ ଘଟଣା ଦେଖିବାକୁ ମିଳିଛି । ମା’ ର ମୃତ୍ୟୁ ଖବର ପାଇବା ପରେ ମଧ୍ୟ ଶେଷ ଥର ପାଇଁ ମା ମୁହଁ ଦେଖିବା ପାଇଁ…

ମନିଷଙ୍କୁ ହତ୍ୟା କରିଥିବା ୩ ବନ୍ଧୁ, ପ୍ରମାଣ ନଷ୍ଟ ପାଇଁ ପୋଖରୀରେ ଫିଙ୍ଗିଥିଲେ ମୃତଦେହ

ଭୁବନେଶ୍ୱର: ସାଙ୍ଗ ସାଜିଲେ ହତ୍ୟାକାରୀ । ହୋଟେଲରେ ବିଲକୁ ନେଇ ପାଟିତୁଣ୍ଡ ପରେ ହତ୍ୟା । ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନିଷ ଅନୁରାଗ ମୃତ୍ୟୁ ମାମଲାର ରହସ୍ୟ ଖୋଲିଛି କମିଶନରେଟ ପୋଲିସ । ମନିଷଙ୍କ ୩ ଜଣ ସାଙ୍ଗଙ୍କୁ ଗିରଫ କରାଯାଇଛି । ସେମାନେ ହେଲେ ଅମ୍ରିତ ପ୍ରୀତମ୍, ଦୀନେଶ…