Latest Odisha News

BREAKING NEWS

Browsing Category

ସହର

City

ବାରିପଦାର ବିଭିନ୍ନ ପୂଜା ମଣ୍ଡପରେ ଜଗତଜନନୀଙ୍କ ଆରାଧନା

ମୟୂରଭଞ୍ଜ : ଆଜି ମହାମାୟାଙ୍କ ବିଜୟା ଦଶମୀ । ବିଜୟାଦଶମୀରେ ପୂଜା ପାଉଛନ୍ତି ଜଗତଜନନୀ ମା’ ଦୁର୍ଗା । ବାରିପଦା ସହରର ବିଭିନ୍ନ ମଣ୍ଡପ ମୁର୍ଗାବାଡି, ଟାଙ୍କିସାହି,ଲାଲବଜାର, ଠାରେ ଥିବା ଦୁର୍ଗା ମଣ୍ଡପରେ ଆଜି ବିଜୟା ଦଶମୀ ପୂଜା ମହା ଆଡମ୍ବର ସହକାରେ କରାଯାଉଛି । ଦୁର୍ଗା ମଣ୍ଡପର ସକାଳ…

ଚିକିତ୍ସା ଅବହେଳାରୁ ଗର୍ଭବତୀ ମହିଳାଙ୍କ ମୃତ୍ୟୁ

ଟିଟିଲାଗଡ଼: ଚିକିତ୍ସା ଅବହେଳାରୁ ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁ ଅଭିଯୋଗ ହୋଇଛି। ଏପରି ଏକ ସାଂଘାତିକ ଅଭିଯୋଗ ଆସିଛି ଟିଟିଲାଗଡ଼ ମୁଖ୍ୟ ଡାକ୍ତରଖାନାରୁ। ସୂଚନା ଅନୁଯାୟୀ, ଟିଟିଲାଗଡ଼ ସିର ଭଟାପଡ଼ାର କେ.ଟ୍ୱିଙ୍କଲ ରାଓ ପ୍ରଥମ ଗର୍ଭ ଧରି ଟିଟିଲାଗଡ଼ ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ…

ବାଲୁକା କଳାରେ ୧୨ ପ୍ରକାର ପରିବାରେ ମାଆ ଦୁର୍ଗାଙ୍କ ପ୍ରତିମା

ପୁରୀ : ବିିଭିନ୍ନ ସ୍ଥାନରେ ଚାଲିଛି ମାଆ ଦୁର୍ଗାଙ୍କ ଅରାଧନା । ବିଭିନ୍ନ ସ୍ଥାନରେ ମାଆର ମୃଣ୍ମୟୀ ମୂର୍ତ୍ତି ପୂଜା ପାଉଛି । ତେବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି ମାଆ ଦୁର୍ଗାଙ୍କ ଏକ ପ୍ରତିମା । ଯାହାକି ବାଲୁକା କଳାରେ ଶୋଭା ପାଉଛି । ଦେବୀଙ୍କ ଏହି ପ୍ରତିମା ବାଲିରେ ତିଆରି ହୋଇଛି ।…

ଦିବ୍ୟାଙ୍ଗ ଯୁବତୀ ଗଣ ଦୁଷ୍କର୍ମ ଘଟଣା, ୮ଗିରଫ

ରାଉରକେଲା: ଦିବ୍ୟାଙ୍ଗ ଯୁବତୀ ଗଣ ଦୁଷ୍କର୍ମ ଘଟଣାରେ ୮ ଅଭିଯୁକ୍ତ ଗିରଫ । ୧୯ ବର୍ଷର ମାନସିକ ବିକାରଗ୍ରସ୍ତ ଯୁବତୀଙ୍କୁ ଗଣ ଦୁଷ୍କର୍ମ ଅଭିଯୋଗରେ ୮ ଅଭିଯୁକ୍ତ ଗିରଫ ହୋଇଛନ୍ତି । ସୁନ୍ଦରଗଡ଼ ହାତୀବାରି ପୋଲିସ ସମସ୍ତଙ୍କୁ ଗିରଫ କରିବା ପରେ କୋର୍ଟ ଚାଲାଣ କରିଛି । ଗୋଟିଏ ବର୍ଷ ହେଲା…

କୋଣାର୍କ ମନ୍ଦିରରେ ଝଲସିଲା ତ୍ରିରଙ୍ଗା ପତାକାର ଝଲକ

ପୁରୀ: ଲେଜର ଲାଇଟ୍ ମାଧ୍ୟମରେ ତ୍ରିରଙ୍ଗା ପତାକା ପରି ଚିତ୍ରିତ ହୋଇଥିଲା କୋଣାର୍କ ମନ୍ଦିର। ଆଲୋକମାଳାରେ ଝଲସୁଥିଲା ବିଶ୍ୱ ପ୍ରସିଦ୍ଧ କୋଣାର୍କ ମନ୍ଦିର। ଯାହା ପର୍ଯ୍ୟଟକଙ୍କ ବେଶ୍ ଆକର୍ଷଣୀୟ କେନ୍ଦ୍ର ବିନ୍ଦୁ ହୋଇଥିଲା। କୋଭିଡ଼୍ ଟୀକାକରଣ ଭାରତବର୍ଷରେ ୧୦୦କୋଟି ପୂରଣ ହେବାକୁ ଥିବାବେଳେ…

ପଥରରେ ଛେଚି ଯୁବକଙ୍କୁ ହତ୍ୟା, ମିଳିନି ମୃତକଙ୍କ ପରିଚୟ

ବରଗଡ: ବରଗଡ଼ରେ ଅଭାବନୀୟ କାଣ୍ଡ ଦେଖିବାକୁ ମିଳିଛି । ଜଣେ ଯୁବକଙ୍କୁ ପଥରରେ ଛେଚି ଛେଚି ହତ୍ୟା କରାଯାଇଛି ।  ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବରଗଡ ଜିଲ୍ଲା ଟାଉନ୍ ଥାନା ଅନ୍ତର୍ଗତ ୱାର୍ଡ ନମ୍ବର ୫ ସାହାରାପଡା ଛକ ନିକଟରୁ ମୃତଦେହ ମିଳିଛି । ମୃତକଙ୍କ ପରିଚୟ ମିଳିପାରିନାହିଁ ।…

ରାଜ୍ୟରେ ତିନି ଦିନ ଲାଗି ରହିବ ବର୍ଷା , ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟକୁ ନେଇ ଯେଉଁ ବାତ୍ୟା ଆଶଙ୍କା କରାଯାଉଥିଲା ତାହା ଟଳିଛି । ଏବେ ଘୂର୍ଣ୍ଣବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି କିନ୍ତୁ ବାତ୍ୟାରେ ପରିଣତ ହେବାର ଆଶଙ୍କା ନାହିଁ । ତେବେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ…

ବିଜୟା ଦଶମୀରେ ଫିକା ପଡିଛି ପାର୍ବଣ

ଭୁବନେଶ୍ୱର: ଆଜି ବିଜୟ ଦଶମୀ । ଅସତ୍ୟ ଉପରେ ସତ୍ୟର ବିଜୟ, ଅଧର୍ମ ଉପରେ ଧର୍ମର ବିଜୟ ଉତ୍ସବ ଦିନ । ହେଲେ ଦଶହରା ଫିକା ପଡ଼ିଛି ଶ୍ରଦ୍ଧାଳୁୂ ବିନା । ମହାମାରୀ କରୋନା କଟକଣା ପାଇଁ ଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପାର୍ବଣର ମାହୋଲ ‌ସାରା ରାଜ୍ୟରେ ଦେଖିବାକୁ ମିଳୁନାହିଁ। ମହାମାରୀ ନେଇ…

ଶ୍ରୀମନ୍ଦିରରେ ଦଶହରାର ସ୍ୱତନ୍ତ୍ର ନୀତି

ପୁରୀ : ଆଜି ଦଶହରାରେ ସବୁଠି ଚାଲିଛି ପୂଜାର୍ଚ୍ଚନା । ସେହିଭଳି ଶ୍ରୀମନ୍ଦିରରେ ଦଶହରାରେ ଶ୍ରୀଜଗନ୍ନାଥ, ଶ୍ରୀ ବଳଭଦ୍ର, ଦେବୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କ ସୁନାବେଶ ଅନୁଷ୍ଠିତ ହୋଇଛି । ତେବେ ପ୍ରତିବର୍ଷ ଭକ୍ତମାନେ ମହାପ୍ରଭୁଙ୍କ ଏହି ମହାର୍ଘ ସୁନାବେଶ ଦର୍ଶନ କରୁଥିବା ବେଳେ…

ମୋଷ୍ଟ ୱାଣ୍ଟେଡ ମାଓ ନେତା ରାମକ୍ରିଷ୍ଣା ମୄତ୍ୟୁ ନେଇ ଚର୍ଚ୍ଚା

ମାଲକାନଗିରି: ମୋଷ୍ଟ ୱାଣ୍ଟେଡ ମାଓ ନେତା ରାମକ୍ରିଷ୍ଣାର ମୃତ୍ୟୁ ହୋଇଛି । ଅସୁସ୍ଥ ହୋଇ ଚିକିତ୍ସା ହେଉଥିବା ବେଳେ ଗୁରୁବାର ଦିନ ତାଙ୍କର ମୃତ୍ୟୁ ହୋଇଯାଇଛି । ଯାହାକୁ ନେଇ ଚର୍ଚ୍ଚା ଜୋର ଧରିଛି । ଆନ୍ଧ୍ର ଓଡିଶା ଓ ଛତିଶଗଡ ପୋଲିସର ମୋଷ୍ଟ ୱାଣ୍ଟେଡ ମାଓ ନେତା ତଥା ନକ୍ସଲ ସଂଗଠନର…