Latest Odisha News

BREAKING NEWS

Browsing Category

ସହର

City

ଖୁବଶୀଘ୍ର ଓମଫେଡ୍‌ ବିକିବ ଚକ୍‌ଲେଟ୍‌ ଓ ପାଣିବୋତଲ

ଭୁବନେଶ୍ବର: ବଜାରରେ ଖୁବଶୀଘ୍ର ଉପଲବ୍ଧ ହେବ ଓଡ଼ିଶା ରାଜ୍ୟ ସମବାୟ ଦୁଗ୍ଧ ଉତ୍ପାଦକ ମହାସଂଘ ଲିମିଟେଡ୍‌ (ଓମଫେଡ୍‌) ଚକଲେଟ୍‌ ଓ ପାଣିବୋତଲ । ଏନେଇ ବୁଧବାର ଓମ୍‌ଫେଡ୍‌ର ପରିଚାଳନା ନିର୍ଦ୍ଦେଶକ ବିଜୟ ଅମୃତ କୁଲାଙ୍ଗେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । କୁଲାଙ୍ଗେ ସୂଚନା ଦେଇ କହିଛନ୍ତି…

ପାଣ୍ଡିଆନଙ୍କ ସପକ୍ଷରେ ମୁହଁ ଖୋଲିଲେ ନବୀନ, ପ୍ରଶଂସାରେ ପୋତିଲେ

ଭୁବନେଶ୍ୱର: ଓଡ଼ିଶାର ପୂର୍ବ ସରକାରରେ ପୂର୍ବତନ ୫ଟି ଅଧ୍ୟକ୍ଷ ଥିବା ଭିକେ ପାଣ୍ଡିଆନଙ୍କ ସପକ୍ଷରେ ମୁହଁ ଖୋଲିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ପାଣ୍ଡିଆନଙ୍କୁ ଟାର୍ଗେଟ୍ କରୁଥିବା ନେତାଙ୍କୁ ନବୀନ କଡ଼ା ଜବାବ ଦେଇଛନ୍ତି । ନବୀନ ନିବାସରେ ସେ…

କଂଗ୍ରେସର ବିଧାନସଭା ଘେରାଉ ଉଦ୍ୟମ ଘଟଣା; ୫ ହଜାର କର୍ମୀଙ୍କ ନାଁରେ ମାମଲା ରୁଜୁ

ଭୁବନେଶ୍ବର: କଂଗ୍ରେସର ବିଧାନସଭା ଘେରାଉ ଉଦ୍ୟମ ବେଳେ ଗଣ୍ଡଗୋଳ ଘଟଣା । ଆକ୍ସନ ନେଲା କମିଶନରେଟ୍ ପୋଲିସ । ବୁଧବାର ୫ ହଜାର କଂଗ୍ରେସ କର୍ମୀଙ୍କ ନାଁରେ ମାମଲା ରୁଜୁ କରିଛି ପୋଲିସ । ଦଙ୍ଗା ଭିଆଇବା ଓ ଆଇନକୁ ହାତକୁ ନେବା ଭଳି ୧୦ଟି ସଂଗୀନ ଦଫାରେ ମାମଲା ରୁଜୁ କରିଛି କମିଶନରେଟ୍‌ ପୋଲିସ ।…

ଭୁବନେଶ୍ୱର ଆକାଶରୁ ତାରା ଉଭାନ ! କାହିଁକି ହେଲା ଏମିତି?

ଭୁବନେଶ୍ୱର: ରାତିରେ କେବେ ଭୁବନେଶ୍ୱର ଆକାଶକୁ ଅନେଇଛନ୍ତି ? ହଁ ଦେଖିଥିବେ ନିଶ୍ଚିତ। କିନ୍ତୁ ଅନ୍ୟ ସହରର ଆାକାଶ ଓ ଭୁବନେଶ୍ୱର ଆକଶ ଭିତରେ ପାର୍ଥକ୍ୟ କେବେ ଦେଖିନଥିବେ। ଯଦି ଆପଣ ରାଜଧାନୀ ଭୁବନେଶ୍ୱରରେ ରହୁଛନ୍ତି ତେବେ  ଆଜି ହଁ ରାତିରେ ଆକଶକୁ ନିଶ୍ଚିତ ଥରେ ଦେଖନ୍ତୁ। ଦେଖିବେ ଆକାଶରେ…

ମେରାମଣ୍ଡଳୀ ରେଳ ଷ୍ଟେସନରେ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ଜାରି

ଭୁବନେଶ୍ୱର: ମେରାମଣ୍ଡଳୀ ରେଳ ଷ୍ଟେସନରେ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ଜାରି ରହିଛି । ବୁଢାପଙ୍କ-ଶାଳଗାଁ ୩ୟ ଏବଂ ୪ର୍ଥ ରେଳ ଲାଇନ ପ୍ରକଳ୍ପ ଅନ୍ତର୍ଗତ ଢେଙ୍କାନାଳ-ଅନୁଗୁଳ ରେଳ ସେକ୍ସନରେ ହିନ୍ଦୋଳ ରୋଡ଼ ଏବଂ ମେରାମଣ୍ଡଳୀ ରେଳ ଷ୍ଟେସନ ମଧ୍ୟରେ ୨୭.୨୮ କିଲୋମିଟର ଦୈର୍ଘ୍ୟ…

ଦିଲ୍ଲୀରେ ୧୩ଟି ଶିଳ୍ପ ସଂସ୍ଥା ସହ ଏମଓୟୁ ସ୍ବାକ୍ଷର କଲେ ରାଜ୍ୟ ସରକାର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆ ଦିଲ୍ଲୀରେ ଇନ୍‌ଭେଷ୍ଟର୍‌ସ ମିଟ୍ କାର୍ଯ୍ୟକ୍ରମରେ ଯୋଗଦେଇ ଅନେକ ବିଶିଷ୍ଟ ଶିଳ୍ପପତିଙ୍କ ସହିତ ଆଲୋଚନା କରିବା ସହିତ ଓଡିଶାରେ ନିବେଶ କରିବାକୁ ଆମନ୍ତ୍ରଣ କରିଛନ୍ତି । ତାଜ୍ ପ୍ୟାଲେସ୍ ଠାରେ ଆଜି ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମୁଦାୟ ୧୩ଟି…

ଓଇଆରସିର ଅଧ୍ୟକ୍ଷ ଭାବେ ଶପଥ ନେଲେ ପ୍ରଦୀପ କୁମାର ଜେନା

ଭୁବନେଶ୍ୱର: ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆରସି)ର ଅଧ୍ୟକ୍ଷ ଭାବେ ଶପଥ ନେଲେ ପ୍ରଦୀପ କୁମାର ଜେନା । ତାଙ୍କୁ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ପତି । ଆଜି ରାଜଭବନର ନ୍ୟୁ ଅଭିଷେକ ହଲ୍‌ଠାରେ ଆୟୋଜିତ ଶପଥ ପାଠ ଉତ୍ସବରେ ରାଜ୍ୟପାଳ ଡ. କମ୍ଭମ୍‌ପତି ଶ୍ରୀ ଜେନାଙ୍କୁ…

ବାକି ଥିବା ମାମଲାର ତଦନ୍ତ ପ୍ରକ୍ରିୟା ଶେଷ କରିବା ପାଇଁ ନିର୍ଦ୍ଦେଶ

ଭୁବନେଶ୍ବର: ଗତ ମାର୍ଚ୍ଚ ମାସରେ ଭୁବନେଶ୍ବର ସହରାଞ୍ଚଳ ଜିଲ୍ଲା ପୋଲିସ ପକ୍ଷରୁ ମୋଟ ୧୩୦୦ ଟି ମାମଲାର ତଦନ୍ତ ସମ୍ପୂର୍ଣ କରି ତଦନ୍ତକାରୀ ଅଫିସରମାନେ ନ୍ୟାୟାଳୟରେ ଅଭିଯୋଗ ଫର୍ଦ୍ଦ ଦାଖଲ କରିଛନ୍ତି । ଭୁବନେଶ୍ବର ସହରାଞ୍ଚଳର ବିଭିନ୍ନ ଥାନାରେ ପ୍ରାୟ ଦଶ ହଜାରରୁ ଉର୍ଦ୍ଧ୍ବ ମାମଲାର ବାକି…

ଏଚସିଏଲ୍ ଟେକ୍ ଖୁବଶୀଘ୍ର ରାଜ୍ୟରେ ଏକ କ୍ୟାମ୍ପସ ଏବଂ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଏଚସିଏଲ୍ ଟେକ୍ ଖୁବଶୀଘ୍ର ଓଡିଶାରେ ଏକ କ୍ୟାମ୍ପସ ଏବଂ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରିବ । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦିଲ୍ଲୀ ନିବେଶକ ସମ୍ମିଳନୀରେ ଅଂଶଗ୍ରହଣ ପରେ ଏଚସିଏଲ ଟେକ୍ କ୍ୟାମ୍ପସ ପରିଦର୍ଶନ କରିଥିଲେ ମୁଖ୍ୟମନ୍ତ୍ରୀ । ସେଠାରେ ସେ…

ଓଡ଼ିଶାରେ ପାଇଲଟ୍ ଭାବରେ ଆରମ୍ଭ ହେଲା ଏଆଇ ଆନ୍ଥରୋପୋମେଟିକ ଟୁଲ୍

ଭୁବନେଶ୍ୱର: ସୋମବାର ଭୁବନେଶ୍ୱରର ଆଇସିଏମଆର୍ ଅଡିଟୋରିୟମ ହଲରେ “ଶିଶୁ ମାନଙ୍କ ଅଭିବୃଦ୍ଧି ନିରୀକ୍ଷଣ ନିମନ୍ତେ ଏଆଇ ଉପକରଣ” ଶୀର୍ଷକ ଏକ ୫ ଦିନିଆ ତାଲିମ ତଥା କର୍ମଶାଳା ଉଦଘାଟନ ହୋଇଯାଇଛି । ଭାରତ ସରକାରଙ୍କ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରାଳୟ, ୱାଧୱାନୀ ଏଆଇ, ଆଇସିଏମଆର- ଆରଏମଆରସି…