Latest Odisha News

BREAKING NEWS

Browsing Category

ସହର

City

ଅମର ଅକ୍ଷୟ. . .

ଭୁବନେଶ୍ୱର: ହୃଦୟର ଶୂନ୍ୟତାରୁ ଆପେଆପେ ଶୁଭୁଥିବା ଗୋଟେ ସୁମଧୁର ସଙ୍ଗୀତ , ଗୋଟେ ନାଁ ନୁହେଁ, ଗୋଟେ ଆବେଗ  । ଓଡ଼ିଆ ଆଧୁନିକ ସଙ୍ଗୀତର ଯୁଗ ସ୍ରଷ୍ଟା । ଓଡ଼ିଶାର ସଙ୍ଗୀତ ସମ୍ରାଟ ଚିର ସବୁଜ ଅକ୍ଷୟ ମହାନ୍ତି। ସେ ଆଜି ଆମ ଗହଣରେ ନାହାନ୍ତି ସତ କିନ୍ତୁ ତାଙ୍କ ସଙ୍ଗୀତର ଯୁଗଳବନ୍ଦୀ ଯୁଗେ ଯୁଗେ…

ସୁବର୍ଣ୍ଣପୁରରେ କରୋନା କଟକଣା ମଧ୍ୟରେ ମା’ଙ୍କ ସପ୍ତମୀ ପୂଜା

ସୁବର୍ଣ୍ଣପୁର : ଧରାବତରଣ କରିଛନ୍ତି ମା’ ଦୁର୍ଗା। ସୁବର୍ଣ୍ଣପୁର ଆଜି ବଭିନ୍ନ ପୂଜା ମଣ୍ଡପରେ ଜଗତଜନନୀ ମା’ ଦୁର୍ଗାଙ୍କ ସପ୍ତମୀ ପୂଜା ଚାଲିଛି। ବେଦମନ୍ତ୍ର ପାଠରେ କମ୍ପି ଉଠୁଛି ପରିବେଶ। ପୀଠରେ ମା’ଙ୍କ ନବରାତ୍ର ପୂଜା ସହ ଚାଲିଛି ଷୋଡଶ ପୂଜା। କରୋନା କଟକଣା ମଧ୍ୟରେ ବିଭିନ୍ନ ପୂଜା…

ଦଶହରାରେ ଓଟିଡ଼ିସିର ପିଠା ଅନ୍ ହ୍ୱିଲ୍, ନିମନ୍ତ୍ରଣରେ ସ୍ୱତନ୍ତ୍ର ବ୍ୟଞ୍ଜନ

ଭୁବନେଶ୍ୱର: ଶାରଦୀୟ ଦୁର୍ଗା ପୂଜା ଅବସରରେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଦ୍ୱାରା ରାଜ୍ୟର ବିଭିନ୍ନ ସହରରେ ପାରମ୍ପରିକ ସୁସ୍ୱାଦୁ ଓଡ଼ିଆ ପିଠା ଯୋଗାଇ ଦିଆଯିବ। ଆଜିଠୁ ୧୫ତାରିଖ ପର୍ଯ୍ୟନ୍ତ ଏହି ପିଠା ରାଜଧାନୀ ଭୁବନେଶ୍ୱର ସମେତ କଟକ, ସମ୍ବଲପୁରର ବିଭିନ୍ନ ସ୍ଥାନରେ କାଉଣ୍ଟର ଓ ପିଠା ଅନ୍…

ମା’ ତାରାତାରିଣୀ ପୀଠରେ ଭୟଙ୍କର ଅଗ୍ନିକାଣ୍ଡ

ବ୍ରହ୍ମପୁର: ତାରାତାରିଣୀ ପୀଠରେ ନିଆଁ । ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀ ମନ୍ଦିର ଦୀପ ଘରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମନ୍ଦିର ପସିରରରେ ଥିବା ୩ ଟି ଦୀପ ଘରେ ନିଆଁ ଲାଗିଛି। ନବରାତ୍ରୀ ପୂଜା ଚାଲିଥିବା ସମୟରେ ଏପରି ଅଘଟଣ ଘଟିଛି । ଏଥିରେ କାହାର କୌଣସି…

ସକ୍ରିୟ ହେଉଛି ଘୂର୍ଣ୍ଣବଳୟ ,ଆସନ୍ତାକାଲି ଲଘୁଚାପ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ସକ୍ରିୟ ହେବାରେ ଲାଗିଛି ଘୂର୍ଣ୍ଣବଳୟ । ଏହାର ପ୍ରଭାବରେ ଆସନ୍ତାକାଲି ଲଘୁଚାପ ବର୍ଷା ସମ୍ଭାବନା । ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣବଳୟ ଆସନ୍ତାକାଲି ଠାରୁ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର…

NIT ପିଏଚ୍‌.ଡି ଛାତ୍ରଛାତ୍ରୀଙ୍କ ସ୍ୱତନ୍ତ୍ର ଡିଭାଇସ୍‌, ରୋକିବ ଅପରାଧ ଓ ଦୁର୍ଘଟଣା

ରାଉରକେଲା : କୌଣସି ଅପରାଧ କିମ୍ବା ଦୁର୍ଘଟଣା ଘଟିବାପରେ ହିଁ ପୁଲିସକୁ ତଦନ୍ତ ପାଇଁ ସିସିଟିଭି ଫୁଟେଜର ସାହାରା ନେବାକୁ ପଡିଥାଏ । ତେବେ, କେବଳ ଅପରାଧୀଙ୍କୁ ଧରିବାରେ ଏହା ସହାୟକ ହୋଇଥାଏ । କିନ୍ତୁ, ଏନଆଇଟିରେ ଅଧ୍ୟୟନରତ ପିଏଚଡ଼ି ଛାତ୍ରଛାତ୍ରୀ ଏଭଳି ଅଭିନବ ଡିଭାଇସ ତିଆରି କରିଛନ୍ତି ।…

ବିଧାୟକ ମୋହନ ମାଝିଙ୍କୁ ଆକ୍ରମଣ ମାମଲା: ସିସିଟିଭି ଫୁଟେଜ ଜାରି କଲା ପୋଲିସ

କେନ୍ଦୁଝର: ସଦର ବିଧାୟକ ମୋହନ ମାଝିଙ୍କୁ ଆକ୍ରମଣ ଘଟଣା। ଏଥିରେ ସମ୍ପୃକ୍ତ ଅଭିଯୁକ୍ତଙ୍କ ସିସିଟିଭି ଫୁଟେଜ ଜାରି କଲା କେନ୍ଦୁଝର ପୋଲିସ। ଆକ୍ରମଣ ପରେ ବାଇକରେ ଖସି ପଳାଇବା ସମୟରେ ଏହି ଚିତ୍ର ଉଠାଯାଇଥିଲା। ଏହାକୁ ଚିହ୍ନଟ କଲେ ବା ଧରାଇଦେଲେ ଉପଯୁକ୍ତ ପୁରସ୍କାର ଦିଆଯିବ ବୋଲି ପୋଲିସ୍…

ନଦୀ ପାର ହୋଇ ସ୍କୁଲ ଯାଉଥିଲେ, ଏବେ ପ୍ରଶାସନିକ ଅଧିକାରୀ ପ୍ରିୟଙ୍କା

ଯାଜପୁର: ପିଲାଦିନେ  ନଦୀ ପାର ହୋଇ ସ୍କୁଲ ଯାଉଥିଲେ । ଏବେ ପ୍ରଶାସନିକ ଅଧିକାରୀ ହେଲେ । ଲୋକଙ୍କ ସେବା ପାଇଁ ପ୍ରଶାସନିକ କ୍ଷେତ୍ରରେ ମନ ବଳାଇ ଏବେ ଓଡିଶା ପ୍ରଶାସନିକ ସେଵାର ୨୦ ନମ୍ବର ସ୍ଥାନରେ ରହିଛନ୍ତି ଯାଜପୁରର ପ୍ରିୟଙ୍କା ପ୍ରିୟଦର୍ଶନୀ ପତି । ଛୋଟ ବେଳେ ନଦୀ ପାରି ହୋଇ ସ୍କୁଲ…

ବାଲୁକା ଚିତ୍ରକଳାରେ ମହାସପ୍ତମୀ

ପୁରୀ : ଆଜି ଶାରଦୀୟ ଦୁର୍ଗା ପୂଜାର ମହା ସପ୍ତମୀ । ପ୍ରତେକ ପୂଜା ମଣ୍ଡପ ଏଥିପାଇଁ ଚଳ ଚଞ୍ଚଳ। ଏହି ପବିତ୍ର ଦିବସରେ ବିଶିଷ୍ଟ ବାଲୁକା ଚିତ୍ରଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ସୁନ୍ଦର ବାଲୁକା ଚିତ୍ରକଳା କରି ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ପୁରୀ ବେଳାଭୂମିରେ ଏହି ଆକର୍ଷଣୀୟ ବାଲୁକା…

ପୋଲିସ୍ –ମାଓବାଦୀ ମୁହାଁମୁହିଁ, ମାଓନେତା ମୃତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ପୁଣି ପୋଲିସ୍ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । ଉଭୟ ପକ୍ଷରୁ ଗୁଳିବିନିମୟ ହୋଇଥିବା ବେଳେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି । ଏଥିରେ ଜଣେ ଯବାନ ଗୁରୁତର ହୋଇପଡ଼ିଛନ୍ତି । ଜିଲ୍ଲାର ମାଥିଲି ଥାନା ଅନ୍ତର୍ଗତ ତୁଳସି ପାହାଡରେ ମାଓ କ୍ୟାମ୍ପ ଚାଲିଥିବା…