Latest Odisha News

BREAKING NEWS

Browsing Category

ସହର

City

ସିଅର କାର୍ଯ୍ୟାଳୟରେ ଇ-ଶ୍ରମ କାର୍ଡ଼ ବଣ୍ଟନ

ରାଉରକେଲା: ସୁନ୍ଦରଗଡ଼ ଅଟୋ ୱାର୍କରସ ଆସୋସିଏସନ ପକ୍ଷରୁ ସେକ୍ଟର-୭ରେ ଥିବା ସିଅର କାର୍ଯ୍ୟାଳୟରେ ଭାରତ ସରକାରଙ୍କ ଦ୍ୱାରା ଅଣସଙ୍ଗଠିତ କ୍ଷେତ୍ରରେ କାର୍ଯ୍ୟରତ ଶ୍ରମିକମାନଙ୍କୁ ସମସ୍ତ ପ୍ରକାର ସାହାଯ୍ୟ ଯୋଗାଇଦେବା ପାଇଁ ହୋଇଥିବା ଇ-ଶ୍ରମ କାର୍ଡ଼ ବଣ୍ଟନ କରାଯାଇଥିଲା। ସିଅରର ସାଧାରଣ…

କଟକ ମହାନଦୀ ବିହାରରେ ଉଦଘାଟିତ ହେଲା ରୁଚି-ଫ୍ରୋଜିଟର ଫୁଡ଼୍ ଆଉଟଲେଟ୍

କଟକ: କଟକ ମହାନଦୀ ବିହାର ଜଷ୍ଟିସ୍ ଛକ ନିକଟରେ ଉଦଘାଟିତ ହେଲା ରୁଚି ଫ୍ରୋଜିଟର ନୂତନ ତଥା ରୁଚିର ସର୍ବବୃହତ ଫୁଡ଼୍ ଆଉଟଲେଟ୍। ଓଡ଼ିଶାର ଅଗ୍ରଣୀ ମସଲା ଏବଂ ଖାଦ୍ୟ ପ୍ରସ୍ତୁତକାରୀ ଉଦ୍ୟୋଗ ରୁଚି ଫୁଡ଼୍ ଲାଇନ୍ ଟିଭି ଦ୍ୱାରା ଏହା ପରିଚାଳିତ। ଏହାକୁ ଉଦଘାଟନ କରିଥିଲେ ଓଡ଼ିଆ ଚଳଚ୍ଚିତ୍ର ଜଗତର…

ଘୂର୍ଣ୍ଣି ବଳୟ ସକ୍ରିୟ , ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣି ବଳୟ ସକ୍ରିୟ ହୋଇଛି ଏହାର ପ୍ରଭାବରେ ୩୬ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ଏହା ଘନିଭୂତ ହୋଇ ୪ ରୁ ୫ ଦିନ ଯାଏଁ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିବ ଲଘୁଚାପ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରମୁହାଁ ହେବ । ତେବେ ବାତ୍ୟା…

ଟ୍ରକ ଧକ୍କାରେ ଶ୍ରମିକ ମୃତ

ତାଳଚେର : ଟ୍ରକ୍ ଧକ୍କାରେ ଶ୍ରମିକଙ୍କ ଜୀବନ ଗଲା । ତାଳଚେର କଳିଙ୍ଗ ଖଣି ଅଞ୍ଚଳର ସୋଲଡା ଅଞ୍ଚଳରେ ଟ୍ରକ ଆସୋସିଏସନ ଇନ୍ ଗେଟ ଠାରେ ଟ୍ରକ ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଯାଇଛି । ମୃତକ ଜଣକ ହେଲେ ଝାଡ଼ଖଣ୍ଡ ଅଞ୍ଚଳର ସନ୍ତୁରି ତପନ । ଘଟଣା ସ୍ଥଳରେ ଗୋପାଳପ୍ରସାଦ ଫାଣ୍ଡି ପୋଲିସ ପହଁଚି…

ବିନା ଭକ୍ତ ଓ କଟକଣା ଭିତରେ ହେବ ଛତର ଯାତ୍ରା

ଭବାନୀପାଟଣା: ବିଭିନ୍ନ ପୀଠ ଗୁଡିକରେ ଚାଲିଛି ମାଆଙ୍କର ପୂଜାର୍ଚ୍ଚନା । ମଣ୍ଡପରେ ଷଷ୍ଠୀ ପୂଜା ଆରମ୍ଭ ହୋଇଯାଇଥିବା ବେଳେ ପୀଠ ଗୁଡିକରେ ଚାଲିଛି ସପ୍ତମୀ ପୂଜା । କୋଭିଡ଼ କଟକଣା ଭିତରେ ସମସ୍ତ ପୂଜାର୍ଚ୍ଚନା କରାଯାଉଛି । ସେହିଭଳି  କଳାହାଣ୍ଡିରେ ମାଆ ମାଣିକେଶ୍ୱରୀଙ୍କ ନିକଟରେ ଚାଲିଛି…

ରାଜ୍ୟ କ୍ୟାବିନେଟ ବୈଠକରେ ୧୬ଟି ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟର ଗରୁତ୍ୱପୁର୍ଣ୍ଣ ବୈଠକ ଆଜି ଶେଷ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୬ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଏସବୁ ନିଷ୍ପତ୍ତି ଗୁଡ଼ିକ ହେଲା ଅର୍ଥ, ଖାଦ୍ୟଯୋଗାଣ ଓ ଖାଉଟି…

ବାଲୁକା କଳାରେ ଅମିତାଭ ବଚ୍ଚନଙ୍କୁ ଶୁଭେଚ୍ଛା ଜଣାଇଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ବଲିଉଡ଼ ସୁପରଷ୍ଟାର ଅଭିନେତା ଅମିତାଭ ବଚ୍ଚନଙ୍କ ଜନ୍ମଦିନ। ୭ଟନ୍ ବାଲି ସାହାଯ୍ୟରେ ପ୍ରାୟ ୧୨ଫୁଟ ଲମ୍ବ ଓ ୫ଫୁଟ୍ ଉଚ୍ଚତା ବିଶିଷ୍ଟ ଏହି କଳାକୃତି ନିର୍ମାଣ କରି ବିଗ୍ ବିଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଆଜି ସେ ୭୯ବର୍ଷରେ ପଦାର୍ପଣ କଲେ। ତାଙ୍କର ଏହି ଜନ୍ମ ଦିବସ ଅବସରରେ ଫ୍ୟାନ୍,…

ଷ୍ଟାର ପ୍ଲସରେ ଆଜିଠୁ ଆରମ୍ଭ ଧାରାବାହିକ ‘ବିଦ୍ରୋହୀ’

ଭୁବନେଶ୍ୱର : ଆଜିଠୁ ଷ୍ଟାର ପ୍ଲସରେ ଆରମ୍ଭ ହେଉଛି ଧାରାବାହିକ ‘ବିଦ୍ରୋହୀ’ । ଦେଶ ଦେଖିବ ପାଇକ ବିଦ୍ରୋହର କାହାଣୀ । ସ୍ୱାଧୀନତା ସଂଗ୍ରାମୀ ତଥା ଓଡିଆ ପୁଅ ବକ୍ସି ଜଗବନ୍ଧୁଙ୍କ କାହାଣୀକୁ ନେଇ ଏହି ଧାରବାହିକ ଆରମ୍ଭ ହେବାକୁ ଯାଉଛି ।  ଧାରାବାହିକ ସୋମବାରରୁ ଶନିବାର ପ୍ରସାରିତ ହେବ ।…

ଦୈନିକ କରୋନା ସଂକ୍ରମଣର ୪୦% କେବଳ ଭୁବନେଶ୍ୱରରୁ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀରେ ବଢୁଥିବା କରୋନା ସଂକ୍ରମଣକୁ ନେଇ ଚିନ୍ତା ପ୍ରକଟ କରିଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ରାଜ୍ୟରେ ପ୍ରତିଦିନ ଯେତିକି ସଂକ୍ରମିତ ବାହାରୁଛନ୍ତି ତାର ୪୦ ପ୍ରତିଶତ କେବଳ ଭୁବନେଶ୍ୱରରୁ ଚିହ୍ନଟ ହେଉଛନ୍ତି । ଏହି ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ…

[ଭିଡ଼ିଓ] ମଣ୍ଡପରେ ମା’ଙ୍କ ଷଷ୍ଠୀ ପୂଜା

କଟକ : ଦୁର୍ଗା ପୂଜା ପାଇଁ ଉତ୍ସବମୁଖର ହୋଇଉଠିଛି ପରିବେଶ । ମାଆଙ୍କର ପୂଜା ବେଶ ଧୁମଧାମରେ ଚାଲିଥିବା ବେଳେ ମଣ୍ଡପରେ ଆରମ୍ଭ ହୋଇଯାଇଛି ଷଷ୍ଠୀ ପୂଜା ଏବେ କୋଭିଡ଼ କଟକଣା ଭିତରେ ମାଆଙ୍କର ସମସ୍ତ ନୀତିକ୍ରାନ୍ତି କରାଯାଉଛି । ଶାରଦୀୟ ଦୂର୍ଗାପୂଜାରେ ଆଜି ଦେବୀପୀଠଗୁଡ଼ିକରେ ମା’ଙ୍କ…