Latest Odisha News

BREAKING NEWS

Browsing Category

ସହର

City

ଝିଅ ଚିକିତ୍ସା ପାଇଁ ସହାୟତା ଅପେକ୍ଷାରେ ପରିବାର. ..

କଟକ: ଗରିବ ଅସହାୟ ରୋଗୀ ମାନଙ୍କ ପାଇଁ କେତେ କଣ ସୁବିଧା କରାଯାଉଛି । ହେଲେ ବହୁ ସ୍ଥାନରେ ଅସହାୟ ହୋଇ ଚିକିତ୍ସା । ପାଇପାରୁନାହାନ୍ତି ବହୁ ଗରିବ ରୋଗୀ ମାନେ । ଏମିତି କିଛି ଦୟନୀୟ ଦୃଶ୍ୟ ଦେଖିବାକୁ ମିଳିଛି ଖୋଦ୍ କଟକରେ ।  ଜଣେ ଅସହାୟ ବାପର କରୁଣ କାହାଣୀ ଦେଖିବାକୁ ମିଳିଛି । ରୋଗ…

ମା’ ଭଗବତୀ ଓ ଦେବୀ ଉଗ୍ରତାରାଙ୍କ ସ୍କନ୍ଧମାତା ବେଶ

ଖୋର୍ଦ୍ଧା : ଖୋର୍ଦ୍ଧା ଜିଲ୍ଲାର ଦୁଇ ତନ୍ତ୍ର ପୀଠ । ବାଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ଭଗବତୀ ଏବଂ ଟାଙ୍ଗୀ-ଭୁଷଣ୍ଡପୁରର ମା’ ଉଗ୍ରତାରା ପୀଠ  ଏବେ ଆଉ ଆଗଭଳି ଜନଗହଳି ଦେଖିବାକୁ ମିଳୁ ନାହିଁ । କରୋନା କଟକଣା ପାଇଁ ମା’ଙ୍କୁ ଦର୍ଶନ ସହିତ ମା’ଙ୍କର କୃପା ଲାଭ ପାଇଁ ଭକ୍ତଙ୍କ ଆଗମନ ଉପରେ…

ଜିଲ୍ଲା ଶ୍ରମ ଅଧିକାରୀଙ୍କ ପାଖରେ ଫେରାଦ ହେଲେ ପ୍ରିସିସିୟନ କମ୍ପାନୀର ଶ୍ରମିକ

କଳାହାଣ୍ଡି: ଜିଲ୍ଲା ଶ୍ରମ ଅଧିକାରୀଙ୍କ ନିକଟରେ ଫେରାଦ ହେଲେ ପ୍ରିସିସିୟନ କମ୍ପାନୀର ଶ୍ରମିକମାନେ। କଳାହାଣ୍ଡି ଜିଲ୍ଲା ବେଦାନ୍ତ ଆଲୁମିନା ଲିମିଟେଡ଼ କମ୍ପାନୀ ଦୀର୍ଘବର୍ଷ ହେଲା ଲାଞ୍ଜିଗଡ଼ରେ ନିର୍ମାଣ କରାଯାଇଛି। ବେଦାନ୍ତ ଭିତରେ ଅନେକ ବଡ଼ ବଡ଼ କମ୍ପାନୀଗୁଡ଼ିକ ରହିଥିବାବେଳେ ଅନେକ…

ବୈଷ୍ଣବୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ୱରୀ

ସମ୍ୱଲପୁର: ନବରାତ୍ରୀ ନେଇ ବିିଭନ୍ନ ଦେବୀ ପୀଠ ସବୁ ଚଳଚଞ୍ଚଳ ହୋଇଉଠିଛି । ଅନ୍ୟ ସ୍ଥାନ ଭଲି ମାଆ ସମଲେଶ୍ବରୀଙ୍କ ପୀଠରେ ଚାଲିଛି ଷୋହଳ ପୂଜା । ଅନ୍ୟଶକ୍ତି ପୀଠ ପରି ଏଠାରେ ମାଆଙ୍କ ନବ ଦିନରେ ନବଦୁର୍ଗା ବେଶ ନଥାଏ । ଷୋହଳ ଦିନରେ ଷୋହଳ ଜ୍ୟୋତିରୂପା ରୂପେ ଦର୍ଶନ ଦିଅନ୍ତି ମାଆ । ଆଜି…

ଉତ୍କଳ ସମ୍ମିଳନୀ କେନ୍ଦ୍ରୀୟ କମିଟି ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୪ତମ ଜୟନ୍ତୀ

ଭୁବନେଶ୍ୱର: ଉତ୍କଳ ସମ୍ମିଳନୀ କେନ୍ଦ୍ରୀୟ କମିଟି ତରଫରୁ ପ୍ରାକ୍ତନ ସଭାପତି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୪ତମ ଜୟନ୍ତୀ ଉପଲକ୍ଷେ ସ୍ଥାନୀୟ ଗୋପବନ୍ଧୁ ଛକରେ ଥିବା ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପରେ ନିକଟବର୍ତ୍ତୀ ନୂଆଗାଁରେ…

ଶ୍ରୀମନ୍ଦିର ପରିସରରେ ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗ

ପୁରୀ: ନାବାଳିକାଙ୍କୁ ଅସଦାଚରଣ କରି ଶ୍ରୀମନ୍ଦିର ପୂଜକ ଗିରଫ  । ଧର୍ମର ସ୍ଥାନରେ ଅଧର୍ମ କାମ ।  ପୁରୀ ଶ୍ରୀମନ୍ଦିର ପରିସରରେ ନାବାଳିକାଙ୍କୁ ଅସଦାଚରଣ କରି ପୂଜକ ଗିରଫ । ଅସଦାଚରଣ କରିଥିବା ପୂଜକଙ୍କ ନାଁ ସଂଗ୍ରାମ ଦାସ । ପୁଲିସ ଅଭିଯୋଗର ତଦନ୍ତ କରି ଶ୍ରୀମନ୍ଦିର ପରିସରରେ ଥିବା ଦଧିବାମନ…

ପୋଖରୀରେ ବୁଡି ଚାଲିଗଲା ୨ ଭଉଣୀଙ୍କ ଜୀବନ

ମାଲକାନଗିରି : ପୋଖରୀରେ ଗାଧୋଇବା ହେଲା କାଳ। ପୋଖରୀରେ ଗାଧୋଇବା ବେଳେ ପାଣିରେ ବୁଡିଯାଇ ଦୁଇ ଭଉଣୀଙ୍କ ମୃତ୍ୟୁ ହୋଇଯାଇଛି । ମାଲକାନଗିରି ଜିଲ୍ଲା ପେଡ଼ାକୋଣ୍ଡା ପଞ୍ଚାୟତର ମଙ୍ଗ ଗାଁରେ ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବାପା ମାଆ ଜମିକୁ ଚାଷ କାର୍ଯ୍ୟ ପାଇଁ ଯାଇଥିବା ବେଳେ ବଡ…

କଶ୍ମୀରରେ ହିନ୍ଦୁଙ୍କ ହତ୍ୟା ଘଟଣାକୁ ନେଇ ବରଗଡ଼ ବଜରଙ୍ଗୀ ଦଳର ବିକ୍ଷୋଭ

ବରଗଡ଼ : ବରଗଡ଼ରେ ବଜରଙ୍ଗୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ । କଶ୍ମୀରରେ ନିରୀହ ହିନ୍ଦୁ ମାନଙ୍କୁ ହତ୍ୟା କରାଯାଇଥିବା ନେଇ ବରଗଡ଼ ଗାନ୍ଧୀ ଛକ ଠାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ବଜରଙ୍ଗୀ ଦଳର କର୍ମୀମାନେ । ଆତଙ୍କବାଦୀମାନଙ୍କ ପୋଷ୍ଟର ଓ ପାକିସ୍ତାନୀ ପତାକାରେ କୁଶପୁତ୍ତଳିକା ଦାହ କରିଥିଲେ…

ଭିଜିଲାନ୍ସ ଜାଲରେ ୨ ପ୍ରଦୂଷଣ କଣ୍ଟ୍ରୋଲ ବୋର୍ଡ଼ର ଅଧକାରୀ,ବାସଭବନରେ ଚଢ଼ାଉ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ରାଜ୍ୟ ପ୍ରଦୂଷଣ କଣ୍ଟ୍ରୋଲ ବୋର୍ଡ଼ର ୨ ଅଧିକାରୀ। ରାଉରକେଲା ଆଞ୍ଚଳିକ ପଲ୍ୟୁସନ ଅଧିକାରୀ ଡଃ ପି.କେ ମହାପାତ୍ର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ରାଉରକେଲାରୁ ଭୁବନେଶ୍ୱର ଘରକୁ ଫେରୁଥିବାବେଳେ ଭିଜିଲାନ୍ସ ଚଢ଼ାଉ କରିଛି। ତାଙ୍କ ଠାରୁ ୧ଲକ୍ଷ ୭୫ହଜାର ନଗଦ…

ଭିଜିଲାନ୍ସ ଜାଲରେ ଜଳ ସମ୍ପଦ ବିଭାଗ ଅଧିକ୍ଷଣ ଯନ୍ତ୍ରୀ

ଯାଜପୁର: ଭିଜିଲାନ୍ସ ଜାଲରେ ଜଳ ସମ୍ପଦ ବିଭାଗ ଅଧିକ୍ଷଣ ଯନ୍ତ୍ରୀ। କେଉଁଝର ଜିଲ୍ଲା ଆନନ୍ଦପୁର ବୈତରଣୀ ଜଳ ସମ୍ପଦ ବିଭାଗର ସୁପରିଟେଣ୍ଡେଣ୍ଟ ଇଞ୍ଜିନିୟର ବିଧାନ ଚନ୍ଦ୍ର ସାହୁଙ୍କ ନିକଟରୁ ୧୦ଲକ୍ଷ ଟଙ୍କା ଜବତ କରିଛି ଭିଜିଲାନ୍ସ। ସେ ଟଙ୍କା ନେଇ ଯାଉଥିବା ଖବର ପାଇଥିଲା ଭିଜିଲାନ୍ସ।…