Latest Odisha News

BREAKING NEWS

Browsing Category

ସହର

City

ଗଞ୍ଜେଇ କାରବାରରେ ଲାଗିବ ରୋକ୍

ଭୁବନେଶ୍ୱର: ଦିନକୁ ଦିନ ବଢିଚାଲିଛି ନୀଳ ଜହର କାରବାର। ପ୍ରତିଦିନ କୌଣସି ନା କୌଣସି ସ୍ଥାନରୁ ଚଢାଉ ସମୟରେ କ୍ୱିଣ୍ଟାଲ କ୍ୱିଣ୍ଟାଲ ଗଞ୍ଜେଇ ଜବତ ହେଉଛି । ତେବେ ଏହି ଗଞ୍ଜେଇ କାରବାର ରୋକିବାକୁ ବିଭିନ୍ନ ପଦକ୍ଷେପ ମାନେ ନିଆଯାଉଥିବା ବେଳେ ଏହା କିନ୍ତୁ ଫେଲ୍ ମାରୁଛି । ଏନେଇ ଆୟୋଜିତ ହୋଇଛି…

ମଣ୍ଡପରେ ଦୁର୍ଗା ପୂଜା ପ୍ରସ୍ତୁତି

କଟକ : ପାଖେଇ ଆସୁଛି ଦଶହରା ।  ମାଆଙ୍କ ଆଗମନକୁ ନେଇ କଟକ ସହରରେ ଥିବା ପୂଜା ମଣ୍ଡପ ଗୁଡିକ ବେଶ୍ ଚଳଚଞ୍ଚଳ ହୋଇ ପଡିଛି । ସହରର ବିଭିନ୍ନ ପୂଜା ମଣ୍ଡପର ଇତିହାସ ସହ କିମ୍ବଦନ୍ତୀ ଯୋଡି ହୋଇଛି  । ଚୌଧୁରୀବଜାର ପୂଜା ପେଣ୍ଡାଲ୍ ରେ ୧୮୭୨ ମସିହାରେ ପୂଜା ଆରମ୍ଭ କରାଯାଇଥିଲା। ଆଉ ପରେ ୧୯୫୬ ରେ…

ମାତିଛନ୍ତି ଲୁଟେରା , ମହିଳାଙ୍କ ଠାରୁ ଝାମ୍ପିନେଲେ ୫ ଲକ୍ଷ

କୋରାପୁଟ :  କୋଟପାଡ ସହରରେ ମାତିଛନ୍ତି ଲୁଟେରା । ଦିନି ଦ୍ୱିପ୍ରହରରେ ମହିଳାଙ୍କ ଠାରୁ ୫ ଲକ୍ଷ ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି।ମହିଳା ଜଣକ ବହୁ ଚେଷ୍ଟା କରିବା ସତ୍ୱେ ମଧ୍ୟ ଲୁଟେରାଙ୍କ ହାତରୁ ଖସି ପାରିନଥିଲେ ।  ରାସ୍ତାରେ ପଡ଼ିଯାଇଥିବା ସମୟରେ ଲୁଟେରା ମାନେ ମହିଳାଙ୍କ ଟଙ୍କା…

ମୁମ୍ବାଇ ଡ୍ରଗ୍ସ ମାମଲାରେ ଓଡ଼ିଆଙ୍କ ଲିଙ୍କ୍

ଭୁବନେଶ୍ୱର: ଫିଟୁଛି ମୁମ୍ବାଇ ଡ୍ରଗ୍ସ ମାମଲାର ଗୁମର । ଡ୍ରଗ୍ସ କାରବାରରେ ଜଣେ ଓଡ଼ିଆଙ୍କ ଲିଙ୍କ୍ ଥିବା ନେଇ ଚର୍ଚ୍ଚା ହେଉଛି । ଆଜି ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବା ପରେ ଏନ୍‌ସିବି ହାତରେ ସାଂଘାତିକ ତଥ୍ୟ । ତାଙ୍କ ନାଁ ହେଉଛି ଅବୁଦୁଲ କାଦିର୍ । ଜୁହୁରେ ରହୁଥିଲେ ଅବୁଦୁଲ୍ ।…

ଆସନ୍ତାକାଲି ମହାଳୟା ଅମାବାସ୍ୟାରେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ

ପୁରୀ: ମହାଳୟା ଅମାବାସ୍ୟାରେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ। ଆସନ୍ତାକାଲି ଭକ୍ତଙ୍କ ଅତ୍ୟଧିକ ଗହଳି ହେବା ସମ୍ଭାବନାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ଏଭଳି ନିଷ୍ପତି ନେଇଛନ୍ତି। କେବଳ ଆସନ୍ତାକାଲି ନୁହେଁ, ଚଳିତମାସ ୮ଦିନ ଶ୍ରୀମନ୍ଦିର ବନ୍ଦ ରହିବ। ପୂର୍ବରୁ…

ବରଗଡ଼ ବହୁ ଚର୍ଚ୍ଚିତ ହାଜତ ମୃତ୍ୟୁ ଘଟଣାକୁ ନେଇ BSP ର ବିକ୍ଷୋଭ

ବରଗଡ଼ : ବହୁ ଚର୍ଚ୍ଚିତ ବରଗଡ଼ ହାଜତ ମୃତ୍ୟୁ ଘଟଣାକୁ ନେଇ ବି ଏସ ପି ପକ୍ଷରୁ ବିକ୍ଷୋଭ । ବରଗଡ଼ ଜିଲ୍ଲା ତୋରା ଗାଁ ର ଗୋବିନ୍ଦ କୁମ୍ଭାରଙ୍କ ଟାଉନ ଥାନା ହାଜତରେ ମୃତ୍ୟୁ ଘଟଣାକୁ ନେଇ ବିବାଦ ବଢ଼ିବାରେ ଲାଗିଛି । ଆଜି ବହୁଜନ ସମାଜ ବରଗଡ଼ ଶାଖା ପକ୍ଷରୁ ଏସ୍ ପି ଅଫିସ ସମ୍ମୁଖରେ ବିକ୍ଷୋଭ…

ବନ୍ଧୁକ ଡିଲରେ ଆଲବମ୍ ନିର୍ଦ୍ଦେଶକ

କଟକ: ବନ୍ଧୁକ ଡିଲରେ ଆଲବମ୍ ନିର୍ଦ୍ଦେଶକ । ବନ୍ଧୁକ ଡିଲ୍‌ ବେଳେ ଚଢ଼ାଉ କଲା ପୋଲିସ୍‌, ୩ ବନ୍ଧୁକ ସହ ୧୬ ରାଉଣ୍ଡ ଗୁଳି ଜବତ, ୪ ଅଭିଯୁକ୍ତ ଗିରଫ  । ବନ୍ଧୁକ ଡିଲ୍‌ ଚଲିଥିବା ବେଳେ ବାଦମବାଡ଼ି ପୋଲିସ୍‌ ଚଢ଼ାଉ କରିଛି । ଏହି ଡିଲ୍‌ କରୁଥିବା ୪ ଜଣଙ୍କୁ ପୋଲିସ୍‌ ଘଟଣା ସ୍ଥଳରୁ ଗିରଫ କରିଛି…

ନ୍ୟାୟ ଦାବିରେ ଆଦିବାସୀ ସେଙ୍ଗେଲ ଅଭିଯାନର କାର୍ଯ୍ୟକର୍ତ୍ତା

ମୟୁରଭଞ୍ଜ: ସାମାଜିକ ବାସନ୍ଦ କରାଯାଇଥିବା ପରିବାରକୁ ନ୍ୟାୟ ଦାବିରେ ଆଦିବାସୀ ସେଙ୍ଗେଲ ଅଭିଯାନ। ସୂଚନା ଅନୁସାରେ, ମୟୁରଭଞ୍ଜ ଜିଲାର ରୁଗୁଡ଼ିଡିହି ଗ୍ରାମର ଗ୍ରାମବାସୀ ସେହି ଗ୍ରାମର ମୁଚିରାମ ଟୁଡ଼ୁଙ୍କ ପରିବାରକୁ ସାମାଜିକ ବାସନ୍ଦ କରିଛନ୍ତି। ମୁଚିରାମଙ୍କ ପରିବାର ଲୋକେ ପିଇବା ପାଣି ବନ୍ଦ…

ବିନା ଶ୍ରଦ୍ଧାଳୁରେ ମା’ଙ୍କ ପୂଜା

ବ୍ରହ୍ମପୁର: ବିନା ଶ୍ରଦ୍ଧାଳୁରେ ମା’ଙ୍କ ପୂଜା ହେବ। ଦୁର୍ଗା ପୂଜା ଲାଗି ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ କଟକଣା ଜାରି କରାଯାଇଛି । କଟକଣା ଅନୁସାରେ ମହାନଗର ଅଞ୍ଚଳରେ ଦୁର୍ଗା ପୂଜା ଆୟୋଜନ ହେବ । ନୂଆ ନିୟମ ଅନୁସାରେ ପୂଜା ମଣ୍ଡପକୁ ତିନି ପଟରୁ ସଂପୂର୍ଣ୍ଣ ଆବଦ୍ଧ କରାଯିବ। ସେହିପରି…

କଟକଣା ଭିତରେ ଗଡ଼ିବ ମା’ବିରଜାଙ୍କ ରଥ

ଯାଜପୁର: କଟକଣା ଭିତରେ ଗଡ଼ିବ ମା’ବିରଜାଙ୍କ ରଥ । କରୋନା କଟକଣା ଯୋଗୁଁ ଚଳିତବର୍ଷ ଦୁର୍ଗା ମହାଷ୍ଟମୀରେ ଗଡିବ ରଥ ।  ବିନା ଶ୍ରଦ୍ଧାଳୁରେ ଗଡିବ ମା’ ବିରଜାଙ୍କ ରଥ । ଏନେଇ ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି । ଗତକାଲି ଜିଲ୍ଲା ପ୍ରଶାସନ ଓ ମନ୍ଦିର ସେବାୟତମାନଙ୍କ ମଧ୍ୟରେ…