Latest Odisha News

BREAKING NEWS

Browsing Category

ସହର

City

ଦ୍ବିତୀୟ ଥର ପାଇଁ ପ୍ରଶିକ୍ଷଣ ନେବେ ବିଜେପି ସାଂସଦ ଓ ବିଧାୟକ

ଭୁବନେଶ୍ବର: ରାଜ୍ୟରେ ଦ୍ବିତୀୟ ଥର ପାଇଁ ସାଂସଦ ଓ ବିଧାୟକଙ୍କ ପାଇଁ ପ୍ରଶିକ୍ଷଣ ଶିବିର ଆୟୋଜନ ହେବାକୁ ଯାଉଛି । ଆସନ୍ତା ୧୨ ଓ ୧୩ ତାରିଖରେ ପୁରୀ ମେରାଇନ୍ ଡ୍ରାଇଭ୍ ରୋଡ୍‌ ରେ ଏହି ପ୍ରଶିକ୍ଷଣ ଶିବିର ଆୟୋଜିତ ହେବ । ଏହି ପ୍ରଶିକ୍ଷଣ ଶିବିରକୁ ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା…

ଓଲଟିଲା ତୀର୍ଥଯାତ୍ରୀ ବସ୍‌; ଜଣେ ମୃତ, ୨୦ରୁ ଊର୍ଦ୍ଧ୍ବ ଗୁରୁତର

ଭୁବନେଶ୍ବର: ରାତିଅଧରେ ଓଲଟିଲା ତୀର୍ଥଯାତ୍ରୀ ବସ୍ । ପୁରୀ-ଭୁବନେଶ୍ବର ଜାତୀୟ ରାଜପଥର ସିଫା ଠାରେ ଏକ ତୀର୍ଥଯାତ୍ରୀ ବସ୍ ରାତ୍ର ୩ଟା ସମୟରେ ଓଲଟି ପଡିଛି । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ, ୨୦ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଗୁରୁତର ଆହତଙ୍କୁ କ୍ୟାପିଟାଲ…

ପିଏମ୍ ଜନମନ ଯୋଜନାରେ ୨୮ ପ୍ରକଳ୍ପକୁ ମଞ୍ଜୁରୀ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ଜନଜାତି ଆଦିବାସୀ ନ୍ୟାୟ ମହାଅଭିଯାନ (ପିଏମ୍ ଜନମନ) ଯୋଜନାରେ ଓଡ଼ିଶାର ୨୬ଟି ସଡ଼କ ଏବଂ ଦୁଇଟି ସେତୁ ପ୍ରକଳ୍ପକୁ ମଞ୍ଜୁର କରିଛି କେନ୍ଦ୍ର ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ । ଏହି ଯୋଜନାରେ ରାଜ୍ୟରେ ୬୩.୨୭୧ କିଲୋମିଟର ରାସ୍ତା ନିର୍ମାଣ କରାଯିବ । ମନ୍ତ୍ରଣାଳୟ…

ଏପ୍ରିଲ ୭ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ଆସନ୍ତା ଏପ୍ରିଲ ୭ ତାରିଖ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଏହି ସୋମବାର ୟୁନିଟ-୫, ଭୁବନେଶ୍ଵରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ…

ଏପ୍ରିଲ ୭ରୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତା ଏପ୍ରିଲ ୭ ତାରିଖରୁ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୮ରେ ଦିଲ୍ଲୀ ନିବେଶକ ସମ୍ମିଳନୀରେ ଯୋଗଦେବେ । ବଡ଼ ବଡ଼ ପୁଞ୍ଜିପତିଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ନାଫ୍ଟା…

ଓଡ଼ିଆ ପକ୍ଷ ପାଳନ ଅବସରରେ ଐତିହ୍ୟ ଗଣଦୌଡ଼ ଆୟୋଜିତ

ଭୁବନେଶ୍ୱର: ସମୃଦ୍ଧ ଶିଳ୍ପ-ସ୍ଥାପତ୍ୟ, କଳା-ଭାସ୍କର୍ଯ୍ୟ, ସାଂସ୍କୃତିକ ବିଭବ ଏବଂ ଐତିହ୍ୟ କୀର୍ତ୍ତିରାଜିରେ ପରିପୂର୍ଣ୍ଣ ଆମ ରାଜ୍ୟ ଓଡ଼ିଶା । ତେବେ ଓଡ଼ିଆ ପକ୍ଷ ପାଳନ ଅବସରରେ ଆଜି ଏକ ଐତିହ୍ୟ ଗଣଦୌଡ଼ର ଆୟୋଜନ ହୋଇଯାଇଛି । ଓଡ଼ିଶାରେ ରହିଥିବା ଐତିହ୍ୟ ସ୍ଥଳୀଗୁଡ଼ିକର ବହୁଳ ପ୍ରଚାର ଓ…

ରାଜଧାନୀ ପ୍ରତିଷ୍ଠା ଦିବସ ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ନେଇ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର: ଆସନ୍ତା ୧୩ ଓ ୧୪ ତାରିଖରେ ୭୭ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କରାଯିବ । ଏଥିନିମନ୍ତେ ପୂର୍ବରୁ ସରକାରଙ୍କ ପକ୍ଷରୁ ଉଚ୍ଚ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ଏହାକୁ ମହା ଆଡ଼ମ୍ବରରେ ପାଳନ କରିବା ସହ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ପ୍ୟାରେଡ ଓ ବିଭିନ୍ନ ପ୍ରତିଯୋଗୀତା…

ଭାରତୀୟ ରେଳବାଇର ୪ଟି ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରି

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ରେଳ ମନ୍ତ୍ରଣାଳୟର ୪ଟି ପ୍ରକଳ୍ପକୁ ମଞ୍ଜୁରି ପ୍ରଦାନ କରିଛନ୍ତି । ଯାହାର ମୋଟ ମୂଲ୍ୟ ପ୍ରାୟ ୧୮,୬୫୮ କୋଟି ଟଙ୍କା । ମହାରାଷ୍ଟ୍ର, ଓଡ଼ିଶା ଏବଂ ଛତିଶଗଡ଼ ଭଳି ୩ଟି…

ଆସନ୍ତାକାଲି ମହାପ୍ରଭୁ ଲିଙ୍ଗରାଜଙ୍କ ଅଶୋକାଷ୍ଟମୀ, ଟ୍ରାଫିକ୍ କଟକଣା ଜାରି କଲେ ପୋଲିସ କମିଶନର

ଭୁବନେଶ୍ଵର: ଆସନ୍ତାକାଲି  ଅନୁଷ୍ଠିତ ହେବ ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଅଶୋକାଷ୍ଟମୀ ରଥଯାତ୍ରା । ରଥଯାତ୍ରା ପରେ ଆସନ୍ତା ୦୯ ତାରିଖରେ ହେବ ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ବାହୁଡ଼ା ଯାତ୍ରା। ଏହାକୁ ଦୃଷ୍ଟିରେ ରଖି ପୋଲିସ କମିଶନରେଟ ପକ୍ଷରୁ ସର୍ବସାଧାରଣଙ୍କ ଲାଗି ଟ୍ରାଫିକ୍ କଟକଣା ଲାଗୁ…

ରାଜଧାନୀରେ ଡବଲ୍ ଏନକାଉଣ୍ଟର୍, ୨ ଅପରାଧୀ ଗୁରୁତର

ଭୁବନେଶ୍ୱର: ରାଜଧାନୀରେ ଡବଲ୍ ଏନକାଉଣ୍ଟର। ଦୁଇ କୁଖ୍ୟାତ ଅପରାଧୀ ଆହତ ହୋଇଛନ୍ତି। ସ୍ପେଶାଲ ସ୍କ୍ବାଡ ଏନକାଉଣ୍ଟରରେ ୨ କୁଖ୍ୟାତ ଲୁଟେରା ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ଭୁବନେଶ୍ବର ବାଲିଯାତ୍ରା ପଡିଆରେ ହୋଇଛି ଏନକାଉଣ୍ଟର। ଲୁଟେରା ଦ୍ବୟ ହେଲେ ବିହାରୀ ମନୀଷ ଯାଦବ, ସୋନୁ ଯାଦବ।…