Latest Odisha News

BREAKING NEWS

Browsing Category

ସହର

City

ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ

ବାଲିଗୁଡା: କନ୍ଧମାଳ ଜିଲ୍ଲା କ.ନୂଆଗାଁ ପୋଲିସକୁ ବଡ ସଫଳତା । ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ । ପାଟ୍ରୋଲିଂ ବେଳେ ପୋଲିସ ୫୦ କିଲୋଗ୍ରାମ ଗଞ୍ଜେଇ ସହ ୨ ଜଣକୁ ଗିରଫ କରିଛି । ଯାହାର ଆନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ । ନନ୍ଦମାହା ଗ୍ରାମର ଦୁଇ ଜଣ ବ୍ୟକ୍ତି ଗଞ୍ଜେଇ ଚାଲାଣ କରୁଥିବା…

ରାଜ୍ୟ ସରକାରଙ୍କ କଠୋର ଆଭିମୁଖ୍ୟ :୪ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର: ଦୁର୍ନୀତି ଏବଂ କର୍ତ୍ତବ୍ୟ ଅବହେଳା ଅଭିଯୋଗରେ ରାଜ୍ୟ ସରକାର ମଙ୍ଗଳବାର ଚାରିଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ନୋଟିସ ଜାରି କରିଛନ୍ତି । ସରକାରୀ ସୂତ୍ର ଅନୁଯାୟୀ ଏହି ଅଧିକାରୀଙ୍କ ମଧ୍ୟରେ ଦୁଇଜଣ ଓଏଏସ୍ ଅଧିକାରୀ, ଜଣେ ଜିଲ୍ଲା ସବ୍-ରେଜିଷ୍ଟ୍ରାର ଏବଂ ଜଣେ ପୂର୍ବତନ…

ଖଟିଆରେ ରୋଗୀଙ୍କୁ ୧ କି.ମି. ବୋହିଲେ ଆମ୍ବୁଲାନ୍ସ କର୍ମଚାରୀ

ବରଗଡ : ବରଗଡ ଜିଲ୍ଲା ପଦ୍ମପୁରରେ ସାମନାକୁ ଆସିଲା ଆମ୍ବୁଲାନ୍ସ କର୍ମଚାରୀଙ୍କ ମହାନତା । ରୋଗୀଙ୍କୁ ଖଟିଆରେ ପ୍ରାୟ ୧ କି.ମି ବୋହି ଆମ୍ବୁଲାନ୍ସ ପାଖକୁ ନେଲେ ଆମ୍ବୁଲାନ୍ସ କର୍ମଚାରୀ । ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ କାଂସଡା ପଂଚାୟତ ଗମନାଗମନର ସୁବିଧା ହୋଇ ପାରିନାହିଁ ।  କାଂସଡା…

ଗାଁରେ ମାତିଛି ହାତୀ, ଆତଙ୍କିତ ଲୋକେ

ବଲାଙ୍ଗୀର: ବିଭିନ୍ନ ଅଞ୍ଚଳରେ ହାତୀ ଉପଦ୍ରବ ଜାରି ରହିଛି । ଗାଁରେ ହାତୀ ପଶି ଘରଦ୍ୱାର ଭାଙ୍ଗୁଥିବା ବେଳେ ଏକର ଏକର ଫସଲ ନଷ୍ଟ କରିଚାଲିଛନ୍ତି । ବଲାଙ୍ଗୀର ସାଲେଭଟା ନୁନିଅପାଲି ଗାଁରେ ହାତୀ  ଆତଙ୍କ । ଚାଷୀଙ୍କ କ୍ଷେତରେ ବୁଲୁଛନ୍ତି ଦନ୍ତା ହାତୀ । ମଙ୍ଗଳବାର ଭୋରରୁ ସ୍ଥାନୀୟ କିଛି…

ମିଶନ ଶକ୍ତି ଋଣମେଳା:୧୨,୦୧୬ ଏସଏଚଜିଙ୍କୁ ୩୦୫.୭୦କୋଟି ଟଙ୍କାର ଋଣ ପ୍ରଦାନ

। ବାଲେଶ୍ୱର:ବାଲେଶ୍ୱର ଜିଲ୍ଲା ପ୍ରଶାସନ ପକ୍ଷରୁ ମିଶନ ଶକ୍ତି ଋଣମେଳା ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ମିଶନ ଶକ୍ତିର ନିର୍ଦ୍ଦେଶକ ତଥା ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମେଳାକୁ ମୁଖ୍ୟଅତିଥିଭାବେ…

ଆଜିଠୁ ଓଜେଇଇ କାଉନସେଲିଂ

ଭୁବନେଶ୍ୱର: ଆଜିଠୁ ଓଜେଇଇ କାଉନସେଲିଂ । ଆଜିଠୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା OJEE ପାଇଁ କାଉନସେଲିଂ ପ୍ରକ୍ରିୟା । MBA, MCA, MTech, ଏମ୍ ଆର୍କ, ଏମ୍ ଫାର୍ମା, ଲାଟେରାଲ ଟେକ୍‍ , ଲାଟେରାଲ ଟେକ୍ ବିଏସ୍ ସି, ଲାଟେରାଲ ଫାର୍ମା, ଏମ୍ ଇଣ୍ଟିଗ୍ରେଟେଡ ଏମ୍ ବିଏରେ ନାମ…

୨୧୬ଟି ଫାଣ୍ଡି ଦାୟିତ୍ୱରେ ରହିବେ ସବ୍‌-ଇନ୍ସପେକ୍ଟର

ଭୁବନେଶ୍ୱର : ଏଣିକି ସବ୍‌-ଇନ୍ସପେକ୍ଟର ମାନେ ଓଡ଼ିଶା ପୋଲିସ ବିଭାଗର ଫାଣ୍ଡି ଦାୟିତ୍ୱରେ ରହିବାର ନିଷ୍ପତି ନେଇଛନ୍ତି ରାଜ୍ୟ ସରକାର । ୨୧୬ ଟି ଫାଣ୍ଡି ଦାୟିତ୍ୱରେ ସବ୍‌ ଇନ୍‌ସପେକ୍ଟର ମାନେ ରହିବେ । ପୂର୍ବରୁ ସହକାରୀ ସବ୍ଇନିସପେକ୍ଟର ମାନେ ଏହି ଫାଣ୍ଡି ଦାୟିତ୍ୱରେ ରହୁଥିବା ବେଳେ ଏବେ…

ଗହଣା ଦୋକାନରେ GST ଚଢ଼ାଉ

ନୂଆପଡା: ନୂଆପଡା ଜିଲ୍ଲା ଖଡ଼ିଆଳର ଦୁଇଟି ସୁନା ବ୍ୟବସାୟୀଙ୍କ ଦୋକାନରେ GST ବିଭାଗ ତରଫରୁ ଚଢ଼ାଉ କରାଯାଇଛି । ଖଡ଼ିଆଳ ସହରରେ ଥିବା ଗୋବିନ୍ଦ ଅଗ୍ରୱାଲ ଓ ଉମେଶ ଅଗ୍ରୱାଲଙ୍କ ଦୁଇ ଗୋଟି ସୁନା ଅଳଙ୍କାର ଦୋକାନରେ ଜିଏସଟି ବିଭାଗ ନୂଆପଡା ୟୁନିଟ ଡେ଼ପୁଟି କମିଶନର ପ୍ରିୟବ୍ରତ ଗଡତିଆଙ୍କ…

ଟ୍ରେଜେରିକୁ ଯିବ କଳାହାଟ ଦ୍ୱାର ୫ଶହ କେଜି ରୁପା

ପୁରୀ : ଟ୍ରେଜେରିକୁ ଯିବ କଳାହାଟ ଦ୍ୱାର ୫ଶହ କେଜି ରୁପା । ନୀଳାଦ୍ରି ଭକ୍ତ ନିବାସ ଷ୍ଟ୍ରଙ୍ଗରୁମରୁ ଜିଲ୍ଲା ଟ୍ରେଜେରିକୁ ଯିବ ଶ୍ରୀମନ୍ଦିର କଳାହାଟ ଦ୍ୱାର ରୁପା ଚାଦର । ଶ୍ରୀମନ୍ଦିର ପ୍ରଶାସନ କଳାହାଟ ଦ୍ୱାରର ସୁରକ୍ଷା ଦାୟିତ୍ବରୁ ନିଜକୁ ମୁକ୍ତ କରି ଜିଲ୍ଲା ପ୍ରଶାସନକୁ ଏହି ଦାୟିତ୍ବ…

ବେଆଇନ୍ ବିସ୍ଫୋରକ ଗୋଦାମରେ ଚଢ଼ଉ, ୨ଟି ବେଆଇନ୍ ଗୋଦାମ ସିଲ୍‌

ଯାଜପୁର: ବେଆଇନ୍ ବିସ୍ଫୋରକ ଗୋଦାମରେ ଚଢ଼ଉ, ୨ଟି ବେଆଇନ୍ ଗୋଦାମ ସିଲ୍‌ । ଧର୍ମଶାଳା ତହସିଲର କଳାପଥର ଖାଦାନରେ ବିସ୍ଫୋରକ ସାମଗ୍ରୀ । ଗତକାଲିଠାରୁ ଜେନାପୁର ଥାନା ଅଞ୍ଚଳରେ ପୁଲିସ ଚଢ଼ଉ କରି ୨ଟି ବେଆଇନ୍ ଗୋଦାମକୁ ସିଲ୍‌ କରିଛି । ଏହି ଗୋଦାମରୁ ବିପୁଳ ପରିମାଣ ବିସ୍ଫୋରକ ସାମଗ୍ରୀ…