Latest Odisha News

BREAKING NEWS

Browsing Category

ସହର

City

ବରଗଡ଼ ହାଜତ ମୃତ୍ୟୁ ମାମଲା , ବିଭିନ୍ନ ଦାବି ନେଇ ଧାରଣାରେ ବିଜେପି

ବରଗଡ଼ :ବରଗଡ଼ ଟାଉନ ଥାନା ହେପାଜତରେ ତୋରା ଗାଁର ଗୋବିନ୍ଦ କୁମ୍ଭାରଙ୍କ ମୃତ୍ୟୁକୁ ନେଇ ବରଗଡ଼ରେ ଚର୍ଚ୍ଚା ଜୋର ଧରିଛି । ଗୋବିନ୍ଦଙ୍କୁ ନ୍ୟାୟ ଦାବିରେ ଏସପି ଅଫିସ ଆଗରେ ଧାରଣାରେ ବରଗଡ଼ ବିଜେପି ଦଳ।  । ତେବେ ପୋଲିସ ବିରୋଧରେ ଟାଉନ ଥାନାରେ ହୋଇଥିବା ଅଭିଯୋଗରେ ଏପର୍ଯ୍ୟନ୍ତ ଏଫ.ଆଇ.ଆର…

ଚୋରା ଚାଲାଣ ବେଳେ ୨୮ ବସ୍ତା ଗଞ୍ଜେଇ ଜବତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ବିପୁଳ ପରିମାଣରେ ଗଞ୍ଜେଇ ଜବତ ହୋଇଛି । ଚିତ୍ରକୋଣ୍ଡା ଅଞ୍ଚଳରୁ ଆନ୍ଧ୍ରପ୍ରଦେଶ  ଚୋରା ଚାଲାଣ ହେଉଥିବା ବେଳେ ଏକ ଅଟୋକୁ ପୋଲିସ ଜବତ କରିଛି । ଅଟୋ ଭିତରୁ ୨୮ ବସ୍ତା ଗଞ୍ଜେଇ ବାହାରି ଥିବା ବେଳେ ଏହାର ଓଜନ  ୮୧୧ କିଲୋଗ୍ରାମ । ଯାହାର ବଜାର ମୁଲ୍ୟ…

ରାୟଗଡ଼ାରେ ଭାରତ ବନ୍ଦ , କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲେ ଚାଷୀ

ରାୟଗଡ଼ା : ରାୟଗଡ଼ା ଜିଲ୍ଲା ସଦର ଏବଂ ଗୁଣୁପୁରରେ ମଧ୍ୟ ଭାରତ ବନ୍ଦର ପ୍ରଭାବ ଦେଖିବାକୁ ମିଲିଥିଲା । ସଂଯୁକ୍ତ କିଶାନ ମୋର୍ଚ୍ଚାର କେନ୍ଦ୍ରୀୟ ନେତା ତ୍ରୀପତି ଗମାଙ୍ଗଙ୍କ ନେତୃତ୍ୱରେ ଶତାଧିକ ଆଦିବାସୀ ପାରମ୍ପରକ ଢଙ୍ଗରେ ଆନ୍ଦୋଳନରେ ସାମିଲ ହୋଇଥିଲେ । ଜିଲ୍ଲାର ସମସ୍ତ ଦୋକାନ ବଜାର ବନ୍ଦ…

ବାତ୍ୟା ପ୍ରଭାବରେ ୧୦ ପରିବାର କ୍ଷତିଗ୍ରସ୍ତ

ଗୁଣପୁର : ବାତ୍ୟା ଗୁଲାବ ପ୍ରଭାବ । ରାୟଗଡା ଜିଲ୍ଲା ଗୁଣପୁର ବ୍ଲକ ମରମା ପଞ୍ଚାୟତର ମାଙ୍ଗଲୁଗୁଡା ଗ୍ରାମରେ ୧୦ଟି ପରିବାରର ଘର କ୍ଷତିଗ୍ରସ୍ତ ହୋଇଛି । ବର୍ଷା ପବନରେ ବଡ଼ ବଡ଼ ଗଛ ଭାଙ୍ଗିପଡିଛି । ଗ୍ରାମରେ ଥିବା ବିଦ୍ୟୁତ ଖୁଣ୍ଟ ସହ ଘରର ଛପର, ଟିଣ ଉପୁଡି ପଡିଛି । ଘଟଣା ସ୍ଥଳରେ ବ୍ଲକ…

ପୋଲ ଉପରେ ଦୁଇ ଫୁଟର ପାଣି

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ବାତ୍ୟା ଗୁଲାବର ପ୍ରଭାବ । ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଥିବା ବେଳେ ମାଲକାନଗିରିଠାରୁ ମୋଟୁକୁ ସଂଯୋଗ କରୁଥିବା ପୋଲ ଉପରେ ଦୁଇ ଫୁଟର ପାଣି ପ୍ରବାହିତ ହେଉଛି । କାଙ୍ଗୁରକୋଣ୍ଡା ଓ ଏମଭି-୯୬ ପୋଲ ଉପରେ ଦୁଇ ଫୁଟର ପାଣି ପ୍ରବାହିତ ହେଉଛି । ଫଳରେ…

ପୋଲିସ ପଞ୍ଝାରେ ସୁନା ଲୁଟେରା

ଜୟପୁର : ସୁନାଚେନ ଓ ବାଇକ ଲୁଟ୍ ମାମଲାର ପର୍ଦ୍ଦାଫାସ କରିଛି ଜୟପୁର ଟାଉନ ପୋଲିସ । ଏହି ମାମଲାରେ ଲୁଟ କରିଥିବା ଅଭିଯୁକ୍ତ ଗୋପବନ୍ଧୁ ନଗରର ବାଦଲ ନାଗକୁ ପୋଲିସ ଗିରଫ କରିଛି । ଚୋରି ସୁନା କ୍ରୟ କରିବା ଅଭିଯୋଗରେ କୁମ୍ଭାରପୁଟର ମହିଳା ମାଣିକ କୁମ୍ଭାରଙ୍କୁ ମଧ୍ୟ ପୋଲିସ ଗିରଫ କରିଛି ।…

ଜାତୀୟ ରାଜପଥ ବନ୍ଦ

ଜଳେଶ୍ୱର : କେନ୍ଦ୍ର ସରକାରଙ୍କ ଦ୍ବାରା ପାରିତ ୩ କୃଷି ଆଇନ୍ ପ୍ରତ୍ୟାହାର ଦାବି । କୃଷକ ସଂଗଠନ ପକ୍ଷରୁ ଆଜି ୧୦ ଘଣ୍ଟିଆ ଭାରତ ବନ୍ଦ ଡାକରା । ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ଦର ପ୍ରଭାବ ଦେଖୁବାକୁ ମିଳିଥିଲା। ସକାଳ ୬ଟାରୁ ଭାରତ ବନ୍ଦ ଡାକରା ଦିଆଯାଇଥିଲା । ସକାଳୁ ସକାଳୁ ବିଭିନ୍ନ…

ଗୁଲାବ ପ୍ରଭାବରେ ବେହାଲ ସ୍ଥିତି

ମାଲକାନଗିରି: ବିଭିନ୍ନ ସ୍ଥାନରେ ବାତ୍ୟା ଗୁଲାବର ପ୍ରଭାବ । ତୁହାକୁ ତୁହା ବର୍ଷା ସାଙ୍ଗକୁ ଗଛ ଉପୁଡି ପଡିଛି । ଆଉ ତା ସାଙ୍ଗକୁ ବିଭିନ୍ନ ସ୍ଥାନରେ ଝାଟିମାଟି ଘର ସବୁ ଭାଙ୍ଗିରୁଜି ପଡ଼ିଲାଣି । ଏହି ବାତ୍ୟାର ପ୍ରଭାବ ମାଲକାନଗିରିରେ ମଧ୍ୟ ଦେଖିବାକୁ ମିଳିଛି । ବାତ୍ୟା ଯୋଗୁଁ ଖୈରପୁଟ,…

ଭାରତ ବନ୍ଦରେ ପ୍ରଭାବିତ ଫୁଲବାଣୀ ,ଦୋକାନ ବଜାର ବନ୍ଦ

କନ୍ଧମାଳ : ଫୁଲବାଣୀରେ ସଂଯୁକ୍ତ କିଶାନ ମୋର୍ଚ୍ଚା ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି । କନ୍ଧମାଳ ଜିଲ୍ଲାର ଫୁଲବାଣୀରେ ଆଜି ନବନିର୍ମାମ କୃଷକ ସଂଙ୍ଗଠନ ଓ ଜିଲ୍ଲା କଂଗ୍ରେସ ପକ୍ଷରୁ ଭାରତ ବନ୍ଦ କୁ ସମର୍ଥନ କରି କନ୍ଧମାଳ ଜିଲ୍ଲାକୁ ବନ୍ଦ କରିଦିଆଯାଇଛି ।ସକାଳୁ ସକାଳୁ ନବ ନିର୍ମାଣ କୃଷକ…

କେନ୍ଦୁଝରରେ ଭାରତ ବନ୍ଦ ଡାକରା ପ୍ରଭାବରେ ଗାଡି ଚଳାଚଳ ଠପ୍

କେନ୍ଦୁଝର: କେନ୍ଦୁଝରରେ ମଧ୍ୟ ଭାରତ ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି । କେନ୍ଦ୍ରୀୟ କୃଷି ଆଇନ ପ୍ରତ୍ୟାହାର ଦାବିରେ ସଂଯୁକ୍ତ କୃଷକ ମୋର୍ଚ୍ଚା ଭାରତ ବନ୍ଦ ଡାକରା ଦେଇଛି। ସହରର ଗାନ୍ଧୀ ଛକରେ ସିପିଆଇ(ଏମଏଲ) ଲିବାରେସନ,ଅଖିଳଭାରତୀୟ କୃଷକ ମହାସଭା ,ଇଣ୍ଡିଆନ ନେସନାଲ ଟ୍ରେଡ ୟୁନିୟନ…