Latest Odisha News

BREAKING NEWS

Browsing Category

ସହର

City

ହାତୀ ଆତଙ୍କରେ ଥରୁଛି ଗାଁ

ଢେଙ୍କାନାଳ : ପୁଣି ଗଜରାଜ ଆତଙ୍କ । ଗାଁ ଭିତରେ ଏବେ ଦିନ ଦିପହରରେ ବି ଆତଙ୍କ ଖେଳାଉଛନ୍ତି ହାତୀ ପଲ । ଗାଁ ଦାଣ୍ଡରେ ପଡିଲାଣି ତାଟି କବାଟ । ଗାଁରେ ପଶି ଫସଲ ନଷ୍ଟ କରିଚାଲିଥିବା ବେଳେ ଆତଙ୍କିତ ହୋଇପଡ଼ିଛନ୍ତି ଗାଁର ଲୋକେ ।  ଢେଙ୍କାନାଳ ଜିଲ୍ଲାରେ ବଣୁଆ ହାତୀଙ୍କ ଆତଙ୍କ l ଜିଲ୍ଲା ସଦର…

କିମ୍‍ସରେ ହେଲା ସଫଳ କିଡ୍‍ନୀ ପ୍ରତ୍ୟାରୋପଣ

ଭୁବନେଶ୍ୱର: କିମ୍‍ସରେ ସଫଳ କିଡ୍‍ନୀ ପ୍ରତ୍ୟାରୋପଣ, ସୁସ୍ଥ ହୋଇ ଘରକୁ ଫେରିଲେ ଯୁବକ । ପ୍ରଥମର ଥର ଲାଗି କିମ୍‍ସରେ ସଫଳ କିଡ୍‍ନୀ ପ୍ରତ୍ୟାରୋପଣ କରାଯାଇଛି । କିମ୍‍ସରେ ଜଣେ ୨୩ ବର୍ଷୀୟ ଯୁବକଙ୍କଠାରେ ସଫଳ କିଡ୍‍ନୀ ପ୍ରତ୍ୟାରୋପଣ କରାଯାଇଛି । ଯୁବକ ଜଣକ ସୁସ୍ଥ ହେବା ପରେ ଆଜି ଘରକୁ…

ଚର୍ଚ୍ଚିକା ପୀଠରେ ଷୋଡ଼ ଉପଚାର ପୂଜା

ବାଙ୍କୀ: ଆଜି ଠାରୁ ଆରମ୍ଭ ହୋଇଛି ମାଆଙ୍କ ପୀଠରେ ଷୋଡ଼ ଉପଚାର ପୂଜା । ବାଙ୍କୀର ଅଧିଷ୍ଠାତ୍ରୀ ଦେବୀ ମାଆ ଚର୍ଚ୍ଚିକାଙ୍କ ପୀଠରେ ଷୋଡ଼ ଉପଚାର ପୂଜା । ମାଆ ଚର୍ଚ୍ଚିକାଙ୍କ ସେବାୟତମାନେ ମହାନଦୀ ରେଣୁକା ଘାଟଠାରୁ ପାଣିଆଣି ମାଙ୍କୁ ସ୍ନାନକରି ସ୍ଵତସ୍ତ୍ର ପୂଜା ରିତିନୀତିରେ ପୂଜାପାଠକରି…

୪ କେଜି କୁଟୁରା ମାଂସ ଜବତ, ଜଣେ ଗିରଫ

ମୟୂରଭଞ୍ଜ : କୁଟୁରା ମାଂସ ବ୍ୟବସାୟର ପର୍ଦ୍ଦାଫାସ । ବିଶେଷ ସୁତ୍ରରୁ ଖବର ପାଇ ବାରିପଦା ବନାଞ୍ଚଳ ଅଧିକାରୀ ଲଷ୍ମୀଧର ବେହେରାଙ୍କ ତତ୍ୱାବଧାନରେ ଏକ ଦଳ ଚଢଉ କରି ୪ କେଜି କୁଟୁରା ମାଂସ ଜବତ କରିବା ସହ ଅଭିଯୁକ୍ତ ଖେଲା ମାହିଲକୁ ଗିରଫ କରିଛନ୍ତିି । ଅଭିଯୁକ୍ତ ମୟୂରଭଞ୍ଜ ଜିଲ୍ଲା…

ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ ,ଭରଣ ପୋଷଣ ମାମଲାର ଶୁଣାଣି ଶେଷ କରିବାକୁ ନିର୍ଦ୍ଦେଶ

କଟକ : ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ । ୫ଟି ତାରିଖରେ ଭରଣ ପୋଷଣ ମାମଲାର ଶୁଣାଣି ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ସିଆର୍‌ପିସିର ଧାରା ୧୨୫ରେ ଦାୟର ଭରଣ ପୋଷଣ ମାମଲାର ୫ଟି ତାରିଖରେ ଶୁଣାଣି ଶେଷ କରି ରାୟ ପ୍ରକାଶ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏପରି…

ଦେବୀ ପୀଠରେ ଷୋଡଶ ଉପଚାର ପୂଜା

କଟକ: ଶାରଦୀୟ ପୂଜା । ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି କଟକ ସହରରେ ଥିବା ଦେବୀ ପୀଠ ଗୁଡିକ । ଆଜି ମାଆଙ୍କ ଷୋଡଷ ଉପଚାର ପୂଜା ଆରମ୍ଭ ହୋଇଯାଇଛି । ସହରର ଅଧିଷ୍ଠାତ୍ରୀ ଦେବୀ ମାଆ କଟକ ଚଣ୍ଡୀଙ୍କ ମନ୍ଦିରରେ ଷୋଡଷ ଉପଚାର ପୂଜା ଆରମ୍ଭ କର ଯାଇଛି । ଗତକାଲି ନଦୀରୁ ଜଳରେ ସହସ୍ରାକୁମ୍ଭାଷେକ ହେବା…

ଝାଡଖଣ୍ଡରୁ ଓଡ଼ିଆକୁ ଦ୍ୱିତୀୟ ଭାଷାର ମାନ୍ୟତାରୁ ବାଦ୍ ଦେବା ପ୍ରସଙ୍ଗ: ଶିକ୍ଷାମନ୍ତ୍ରୀ କହିଲେ ଝାଡଖଣ୍ଡ ସରକାରଙ୍କ ସହ…

ଭୁବନେଶ୍ୱର : ଝାଡ଼ଖଣ୍ଡ ସରକାର ଓଡ଼ିଆ ଭାଷାକୁ ଦ୍ୱିତୀୟ ଭାଷା ମାନ୍ୟତା ତାଲିକାରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛନ୍ତି । ଏହାକୁ ବିରୋଧ କରିଛନ୍ତି ଝାଡ଼ଖଣ୍ଡରେ ରହୁଥିବା ଓଡ଼ିଆ ଭାଷାବାସୀ ଲୋକ । ସ୍କୁଲ ତଥା ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହା ଉପରେ ନିଜର ମତ ରଖିଛନ୍ତି ,ଯେ…

ଶ୍ରୀକ୍ଷେତ୍ରରେ ଶାରଦୀୟ ପାର୍ବଣର ଷୋଡ଼ ପୂଜା

ପୁରୀ: ଶ୍ରୀକ୍ଷେତ୍ରରେ ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ପାର୍ବଣର ଷୋଡ଼ପୂଜା । ଗଜପତିଙ୍କ ଶ୍ରୀନହରରେ ଗଜପତି ଦିବ୍ୟସିଂହ ଦେବ ବ୍ରାହ୍ମଣ ମାନଙ୍କୁ ବରଣ କରି ଦୁର୍ଗାପୂଜାର ଶୁଭାରମ୍ଭ କରିଛନ୍ତି । ୧୬ ଦିନ ଧରି ଏହି ପୂଜା ଅନୁଷ୍ଠିତ ହେଉଥିବା ବେଳେ ରାଜଗୁରୁ ପୁରୋହିତଙ୍କୁ ଗଜପତି…

ହୀରାକୁଦ ଜଳଭଣ୍ଡାର ମଧ୍ୟରେ ବାଦୁଡି ଦ୍ବୀପ

ସମ୍ବଲପୁର: ହୀରାକୁଦର ଜଳରାଶି ମଧ୍ୟରେ ରହିଛି ରହସ୍ୟମୟ ବାଦୁଡି ଦ୍ବୀପ । ରହସ୍ୟ ଭରା ଏହି ଦ୍ବୀପରେ ରହୁଛନ୍ତି ହଜାର ହଜାର ବିରଳ ବାଦୁଡି । କୌଣସି ଦୈବୀ ଶକ୍ତି ଦ୍ବୀପଟିର ସୁରକ୍ଷା କରୁଥିବା ଯୋଗୁଁ ବାଦୁଡିମାନେ ନିର୍ଭୟରେ ବାସ କରୁଥିବା ବିଶ୍ବାସ କରନ୍ତି ସ୍ଥାନୀୟ ମତ୍ସ୍ୟଜୀବୀ । ରହସ୍ୟ ଓ…

ମୋବାଇଲ ଟର୍ଚ୍ଚ ଲାଇଟରେ ରୋଗୀ ଚିକିତ୍ସା କଲେ ନର୍ସ

କୋରାପୁଟ : ବିଜୁଳି କଟିଲେ ମୋବାଇଲ ଫୋନ୍ ଟର୍ଚ୍ଚ ଲାଇଟରେ ଚାଲୁଛି ଚିକିତ୍ସ। । କଥାଟି ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଶତ । କୌଣସି ଉପାନ୍ତ ଗ୍ରାମାଞ୍ଚଳରେ ନୁହେଁ । ଖୋଦ୍ କୋରାପୁଟ ଜିଲ୍ଲା ବୈପାରିଗୁଡା ବ୍ଲକ ଡାକ୍ତରଖାନାରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି । ସୂଚନା ଅନୁସାରେ ଗତ କାଲି ଝାଡା…