Latest Odisha News

BREAKING NEWS

Browsing Category

ସହର

City

ଶବ ଦାହ ବେଳେ ନିଆଁପଡ଼ିି ୨ ଗୁରୁତର

ଢେଙ୍କାନାଳ : ନିମିଷକେ ଘଟିଗଲା ଅଘଟଣ । ଶବ ଦାହ ବେଳେ ନିଆଁ ପଡ଼ି ଦୁଇ ଜଣ ଗୁରୁତର ହୋଇପଡ଼ିଛନ୍ତି । ଗୁରୁତର ଅବସ୍ଥାରେ ଢେଙ୍କାନାଳ ମୁଖ୍ୟ ଡାକ୍ତରଖାନାରେ ଦୁଇଜଣଙ୍କୁ ଭର୍ତି କରାଯାଇଛି । ଏଭଳି ଏକ ଅଭାବନୀୟ ଘଟଣା କାମାକ୍ଷାନଗର ପରଜଙ୍ଗଥାନା ସାଆନ୍ଦା ଫାଣ୍ଡି ଅନ୍ତର୍ଗତ ବତାଂସିହ ଗାଁ ରେ…

ସାହସୀ ସାମ୍ବାଦିକ ଅରିନ୍ଦମଙ୍କୁ ଶ୍ରଦ୍ଧାଞ୍ଜଳି, ବିଭିନ୍ନ ମହଲରେ ଶୋକ

ଭୁବନେଶ୍ୱର: ଆଉ ନାହାନ୍ତି ଯୁବ ସାମ୍ବାଦିକ ତଥା ଓଟିଭିର ଚିଫ୍ ରିପୋର୍ଟର ଅରିନ୍ଦମ ଦାସ । କଟକ ମୁଣ୍ଡଳିରେ ହୋଇଥିବା ବୋଟ୍ ଦୁର୍ଘଟଣାରେ ତାଙ୍କର ପରଲୋକ ହୋଇଯାଇଛି । ମହାନଦୀରେ କଟକ ମୁଣ୍ଡଳି ବ୍ୟାରେଜ୍‌ରେ ଆଜି ଏକ ଦନ୍ତା ହାତୀ ଫସି ଯାଇଛି। ତାକୁ ଉଦ୍ଧାର କରିବା ପାଇଁ ଅପରେସନ୍ କାର୍ଯ୍ୟ…

ମୟୂରଭଞ୍ଜରେ ମୃତ ବ୍ୟକ୍ତିଙ୍କ ବାର୍ଦ୍ଧକ୍ୟ ଭତ୍ତା ଟଙ୍କା ଖାଇଗଲେ ପିଇଓ

ମୟୂରଭଞ୍ଜ : ମୃତ ବ୍ୟକ୍ତିର ବାର୍ଦ୍ଧକ୍ୟ ଭତ୍ତା ଟଙ୍କା ଚଳୁ କରୁଛନ୍ତି ପଞ୍ଚାୟତ କାର୍ଯ୍ୟ ନର୍ବାହି ଅଧିକାରୀ ।  ଏପରି ଗୁରୁତର ଅଭିଯୋଗ ଆସିଛି ମୟୂରଭଞ୍ଜ ଜିଲ୍ଲା ସୁଳିଆପଦା ବ୍ଲକ ଚୁହାଟ ଗ୍ରାମ ପଞ୍ଚାୟତରୁ । ମୃତ୍ୟୁର ଦୀର୍ଘ ବର୍ଷ ପରେ ମଧ୍ୟ ହିତାଧିକାରୀଙ୍କ ଟିପ ଚିହ୍ନରେ ସରକାରୀ…

ଅପରେସନ ଗଜ: ଟିଭି ସାମ୍ବାଦିକ ଅରିନ୍ଦମ ଦାସଙ୍କ ମହାନଦୀରେ ମୃତ୍ୟୁ

ଭୁବନେଶ୍ୱର: ଓଡ୍ରାଫ୍ ବୋଟ୍ ଦୁର୍ଘଟଣାରେ ଓଟିଭି ଚିଫ୍ ରିପୋର୍ଟର ଅରିନ୍ଦମ୍ ଦାସଙ୍କ ଅକାଳ ବିୟୋଗ । ଅରିନ୍ଦମଙ୍କ ମୃତ୍ୟୁ ନେଇ ଏସସିବି ଜରୁରୀକାଳୀନ ଅଧିକାରୀ ସୂଚନା ଦେଇଛନ୍ତି। ମହାନଦୀରେ ଅପରେସନ ବେଳେ ବୋଟ୍ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ବୋଟ୍ ଓଲଟିଲା ପରେ ଦେଶୀ ଡଙ୍ଗା ସାହାଯ୍ୟରେ…

ଧଳାଜହର କାରବାର,୧ଲକ୍ଷ ଟଙ୍କାର ବ୍ରାଉନ ସୁଗର ଜବତ

ଟାଙ୍ଗି: ବେଧଡକ ଚାଲିଛି ଧଳାଜହର କାରବାର । ଟାଙ୍ଗିରୁ ପୁଣି ଏକ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ । ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗି ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ । ଚଢାଉରେ ଜଣେ ଧଳା ଜହର ବ୍ୟବସାୟୀଙ୍କୁ ଗିରଫ କରାଯାଇଛି । ଏହି ବ୍ୟବସାୟୀଙ୍କଠାରୁ ଏକ ଲକ୍ଷ ଟଙ୍କାର ଧଳା ଜହର ଜବତ…

ଓଲଟିଲା ହାତୀ ଉଦ୍ଧାର ପାଇଁ ଯାଇଥିବା ଓଡ୍ରାଫ୍ ବୋଟ୍‌ , ଭାସିଗଲେ ୨ ଗଣମାଧ୍ୟମ ପ୍ରତିନିଧି

କଟକ: ନଦୀ ଭିତରୁ ହାତୀକୁ ଉଦ୍ଧାର ଉଦ୍ୟମ ବେଳେ ଓଲଟିଲା ଓଡ୍ରାଫ୍ ବୋଟ୍ । ମହାନଦୀ ମୁଣ୍ଡଳି ବ୍ୟାରେଜ ନିକଟରେ ବୋଟ୍ ଓଲଟି ପଡ଼ିଛି । ହାତୀକୁ କୂଳକୁ ଘଉଡ଼ାଇବା ବେଳେ ପାଣି ସ୍ରୋତରେ ବୋଟ୍‌ ଓଲଟି ପଡ଼ିଥିଲା। ରବର ବୋଟ୍‌ରେ ଅପରେସନରେ ସାମିଲ ଥିଲେ ଓଡ୍ରାଫ୍ ଟିମ୍ । ନଦୀ ସ୍ରୋତରେ ଫସିଥିବା…

୩ ଦିନ ପାଇଁ ସିଲ୍‌ ହେଲା ଜୁଡିସିଆଲ୍‌ କମ୍ପ୍ଲେକ୍ସ

ଭୁବନେଶ୍ୱର : ଭୁବନେଶ୍ୱର ଜୁଡିସିଆଲ୍‌ କମ୍ପ୍ଲେକ୍ସ ସିଲ୍‌ । ୩ ଦିନ ପାଇଁ ସିଲ୍‌ କଲା ଭୁବନେଶ୍ୱର ମହାନଗର ନିଗମ । ଆଜିଠାରୁ ୨୬ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ । ଗୁରୁବାର ୧୫ ଜଣ କର୍ମଚାରୀ ପଜିଟିଭ୍‌ ଚିହ୍ନଟ ହୋଇଥିବାରୁ BMC ପକ୍ଷରୁ ପଦକ୍ଷେପ ନିଆଯାଇଛି । ୨୭ତାରିଖରେ RTPCR ଟେଷ୍ଟ ପାଇଁ…

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ , ଗୃହ ମନ୍ତ୍ରାଳୟ ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଶୁକ୍ରବାର ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ୩ ଦିନ ପାଇଁ ଦିଲ୍ଲୀ ଗସ୍ତରେ ଯାଉଛନ୍ତି । ଦିଲ୍ଲୀରେ କେନ୍ଦ୍ରଗୃହ ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଗୃହ ମନ୍ତ୍ରାଳୟ ବୈଠକ ବସିବ । ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗଦେବେ…

ହୀରାକୁଦ ଜଳଭଣ୍ଡାରରେ ବଢୁଛି ଜଳସ୍ତର, ୧୨ ଗେଟ୍‌ ଖୋଲା

ଭୁବନେଶ୍ବର: ହୀରାକୁଦ ଜଳଭଣ୍ଡାରରେ ବଢୁଛି ଜଳସ୍ତର । ସର୍ବାଧିକ ୬୩୦ ଫୁଟ ଜଳ ଧାରଣ କ୍ଷମତା ଥିବାବେଳେ ଏହାର ୯୮%ରୁ ଅଧିକ ଏବେ ଭରିଗଲାଣି । ଏବେ ୬୨୯.୩୩ ଫୁଟରେ ଜଳ ସ୍ତର ଥିବାବେଳେ ଘଣ୍ଟାକୁ ଘଣ୍ଟା ପାଣି ବଢ଼ୁଛି । ତେଣୁ ଡ୍ୟାମ୍ କର୍ତ୍ତୃପକ୍ଷ ଅଧିକ ଗେଟ୍ ଖୋଲିଛନ୍ତି । ଏବେ ୧୨ଟି ‌ଗେଟ୍‌…

ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ,୧୦ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ବଙ୍ଗୋପସାଗରରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସାଙ୍ଗକୁ ଲଘୁଚାପ ସୃଷ୍ଟି ହୋଇପାରେ । ଘୂର୍ଣ୍ଣିବଳୟ ଧୀରେ ଧରେ ସକ୍ରିୟ ହେଉଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହାର…