Latest Odisha News

BREAKING NEWS

Browsing Category

ସହର

City

[ଭିଡିଓ] ଫାର୍ମାଷିଷ୍ଟଙ୍କ କ୍ୱାର୍ଟରୁ ମିଳିଲା ଲକ୍ଷାଧିକ ଟଙ୍କାର ଏକ୍ସପାରୀ ଔଷଧ

ଅନୁଗୁଳ: ରୋଗୀଙ୍କୁ ମିଳୁନି ହେଲେ ଫିଙ୍ଗା ହେଉଛି ଏକ୍ସପାରୀ ଡେଟ୍ ଥିବା ଔଷଧ । ଫାର୍ମାଷିଷ୍ଟଙ୍କ କ୍ୱାର୍ଟରୁ ମିଳିଲା ଲକ୍ଷାଧିକ ଟଙ୍କାର ଏକ୍ସପାରୀ ମେଡିସିନ୍ । ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକତ୍ସାଳୟ ପରିସରରେ ଥିବା ପୁରୁଣା ସରକାରୀ କ୍ୱାର୍ଟର ଭଙ୍ଗା ହେବା ବେଳେ ଲକ୍ଷାଧିକ ଟଙ୍କାର…

ନାଳରେ ଭାସିଯାଇ ଛାତ୍ର ଜ୍ୟୋତିପ୍ରକାଶ ମୃତ୍ୟୁ ଘଟଣା, ବିଏମସି ଅଫିସକୁ ଘେରଉ କଲା ବିଜେପି

ଭୁବନେଶ୍ୱର :ନାଳରେ ଭାସିଯାଇ ଛାତ୍ର ଜ୍ୟୋତିପ୍ରକାଶ ମୃତ୍ୟୁ ଘଟଣା । ବିଏମସି ଅଫିସ ଘେରଉ କଲା ବିଜେପି । ବିଏମସି କୁ ଦାୟୀ କରି ବିଜେପି କର୍ମୀମାନେ ବିଏମସି ଅଫିସ  ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ବିଏମସି ଅଫିସ ଭିତରକୁ ଧସେଇ ପଶିବାକୁ ଉଦ୍ୟମ କରିଛନ୍ତି ବିଜେପି ଦଳୀୟ…

ରାଜଧାନୀ ଡ୍ରେନରେ ଭାସି ଛାତ୍ର ନିଖୋଜ ଘଟଣା: ୧୮ ଘଣ୍ଟା ପରେ ମିଳିଲା ମୃତଦେହ

ଭୁବନେଶ୍ୱର: ରାଜଧାନୀରେ ଖୋଲା ଡ୍ରେନରେ ଭାସି ନିଖୋଜ ଛାତ୍ରଙ୍କ ମିଳିଲା ମୃତଦେହ । ୧୮ ଘଣ୍ଟା ଖୋଜାଖୋଜି ପରେ ପଞ୍ଚସଖା ନଗର ନାଳରୁ ଦଶମ ଶ୍ରେଣୀ ଛାତ୍ର ଜ୍ୟୋତିପ୍ରକାଶ ବେହେରାଙ୍କ ମୃତଦେହ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ ଟିମ୍ । ଗତକାଲି ଟ୍ୟୁସନ୍ ଯାଇ ଫେରିବା ବେଳେ ଖୋଲା ଡ୍ରେନରେ ଖସି…

ଡ୍ରେନରେ ଭାସି ନିଖୋଜ ଛାତ୍ରର ୧୮ ଘଣ୍ଟା ପରେ ବି ମିଳିନି ପତ୍ତା

ଭୁବନେଶ୍ୱର: ଡ୍ରେନରେ ଭାସି ନିଖୋଜ ଦଶମ ଶ୍ରେଣୀ ଛାତ୍ରଙ୍କ ପତ୍ତା ଏଯାଏ ମିଳିନି । ୧୮ ଘଣ୍ଟା ପରେ ବି ତାଙ୍କର କୌଣସି ସନ୍ଧାନ ମିଳିପାରି ନାହିଁ । ଗଣ୍ଡମୁଣ୍ଡା ମୁଖ୍ୟ କେନାଲରେ ବୋଟ ଯୋଗେ ସର୍ଚ୍ଚ ଅପରେସନ କରିବାକୁ ନିଷ୍ପତ୍ତି ହୋଇଛି । ଗତକାଲି ଶିରିପୁର ଶତାବ୍ଦୀନଗର ବ୍ୟାଙ୍କ କଲୋନୀର…

ପୁରୀ ଶ୍ରୀନଅରରେ ସୁନିଆଁ ଉତ୍ସବ ପାଳିତ

ପୁରୀ: ଗଜପତିଙ୍କ ଶ୍ରୀନଅରରେ ପାଳିତ ହୋଇଛି ସୁନିଆଁ ଉତ୍ସବ । ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ରାଜତ୍ୱର ୧୪୨୯ ସାଲ ୬୪ ଅଙ୍କର ପ୍ରବେଶ ହୋଇଛି । ଏହି ଅଙ୍କର ଜାତକ ଓ ପାଞ୍ଜି ଗଣନାରେ ରହିଛି ବିଶେଷ ମହତ୍ୱ । ସୁନିଆଁ ଅବସରରେ ଶ୍ରୀନହର ପ୍ରାଙ୍ଗଣରେ ଥିବା କନକ ଦୂର୍ଗାଙ୍କ ମନ୍ଦିରରେ…

ରାଜଧାନୀରେ ପୁଣି ୨ଟି ବାର୍ ସିଲ୍

ଭୁବନେଶ୍ୱର: ଯେତେ କହିଲେ ବି କୋଭିଡ୍ କଟକଣାକୁ ବେଖାତିର କରୁଛନ୍ତି ବାର୍ ମାଲିକ । ଭୁବନେଶ୍ୱରରେ ଗତ କିଛି ଦିନ ହେବ ଏଭଳି ଘଟଣା ସାମନାକୁ ଆସୁଛି । କୋଭିଡ୍ ଗାଇଡଲାଇନ୍ ଉଲ୍ଲଂଘନ ଅଭିଯୋଗରେ ଭୁବନେଶ୍ୱରରେ ପୁଣି ଦୁଇଟି ବାର୍ ସିଲ୍ କରିଛି ବିଏମସି । ସିଲ୍ ହୋଇଛି BBI ଓ UPRE ବାର୍ ।…

ପରଲୋକରେ ବିଶିଷ୍ଟ ସାହିତ୍ୟିକା ମନୋରମା ମହାପାତ୍ର

ଭୁବନେଶ୍ୱର : ବିଶିଷ୍ଟ ସାହିତ୍ୟିକା ମନୋରମା ମହାପାତ୍ରଙ୍କ ଦେହାନ୍ତ ହୋଇଯାଇଛି । କଟକ ଏସ୍ସିବି ମେଡିକାଲରେ ୮୭ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଦୈନିକ ଖବର କାଗଜ ସମାଜର ପୂର୍ବତନ ସମ୍ପାଦିକା ଥିଲେ ମନୋରମା ମହାପାତ୍ର । ତାଙ୍କ ବିୟୋଗ ଓଡିଆ ସାହିତ୍ୟ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି।…

ସେକ୍ସ ରାକେଟ୍ ଠାବ କଲା ପୋଲିସ

ସୁବର୍ଣ୍ଣପୁର  : ସେକ୍ସ ରାକେଟ୍ ଠାବ କଲା ପୋଲିସ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଞ୍ଚଳରେ ସେକ୍ସ ରାକେଟ୍ ଠାବ କରିଛି ପୋଲିସ ।ଦୁଇ ଜଣ ଦେହଜୀବୀ ଓ ଦୁଇଜଣ ଯୁବକଙ୍କୁ ଅଟକ ରଖି ପଚରା ଉଚରା ଜାରି ରଖିଛି ପୋଲିସ । ଅଟକ ଯୁବକ ଦୁଇଜଣ ସୁବଲୟା ଅଞ୍ଚଳର ସୁରେଶ ମେହେର (୨୮ ) ଓ ଧର୍ମଶାଳା…

ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେପି

ମାଲକାନଗିରି : ମାଲକାନଗିରି ଗସ୍ତରେ ରାଜ୍ୟ ବିଜେପିର ସମ୍ପାଦକୀୟ ଟିମ୍ । ସାଧାରଣ ସମ୍ପାଦକ ତଥା କୁଚିଣ୍ଡାର ପୂର୍ବତନ ବିଧାୟକ ରବିନାରାୟଣ ନାୟକ ଓ ସମ୍ପାଦକ ଟଙ୍କଧର ତ୍ରିପାଠୀ ମାଲକାନଗିରି ଗସ୍ତରେ ଆସି ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ।ଅଗଷ୍ଟ ମାସ ୨୦…

ଟ୍ରକ୍‌ ଚକା ତଳେ ଚାଲିଗଲା ଜୀବନ

ରାୟଗଡ଼ା : ଟ୍ରକ୍ ଚାପାରେ ଅକାଳରେ ଚାଲିଗଲା ଜଣଙ୍କ ଜୀବନ । ମୁନିଗୁଡା ପାଇକ ସାହିର ସୁବାସ ଚନ୍ଦ୍ର ସାହୁ ନାମକ ଜଣେ ବ୍ୟକ୍ତିଙ୍କ ଟ୍ରକ୍ ଚାପାରେ ମୃତ୍ୟୁ ହୋଇଯାଇଛି । ସେ ତିନିକଣିଆ ଛକରେ ଯାଉଥିବା ସମୟରେ ପଛପଟୁ  ରାୟଗଡ଼ା ଅଭିମୁଖେ ଯାଉଥିବା ଏକ ଟ୍ରକ୍ ତାଙ୍କୁ ଧକ୍କା ଦେଇଥିଲା । ଫଳରେ…