Latest Odisha News

BREAKING NEWS

Browsing Category

ପାରାଦୀପ

Paradip

ଜମିହରା ଓ ବିସ୍ଥାପିତଙ୍କ ଦାବି ମାନିନେଲେ ପିପିଏଲ୍ କର୍ତ୍ତୃପକ୍ଷ: ପ୍ରତ୍ୟାହୃତ ହେଲା ଧାରଣା

ପାରାଦୀପ : ଦାବି ମାନିବା ପରେ ପ୍ରତ୍ୟାହୃତ ହେଲା ଧାରଣା । ନିଯୁକ୍ତି ଓ ଠିକା କାମ ଭଳି ବିଭିନ୍ନ ଦାବିକୁ ନେଇ ପିପିଏଲ୍ ସାରା କାରଖାନା ମୁଖ୍ୟ ଫାଟକ ନିକଟରେ କିଛି ଜମିହରା ଓ ବିସ୍ଥାପିତ ଧାରଣାରେ ବସିଥିଲେ । ଦୀର୍ଘ ବର୍ଷ ଧରି କମ୍ପାନୀ ପାଇଁ ଜମି ହରାଇଥିବା ପରିବାର ମାନଙ୍କୁ ଆଜି…

କମୁଛି ‘ଭେନାମୀ’ ଚିଙ୍ଗୁଡ଼ି ମାଛ ଚାଷ, ବଢୁଛି ‘ସିଫୁଡ’ ର ଚାହିଦା

ପାରାଦୀପ: 'ସିଫୁଡ୍' ର ବ୍ୟବସାୟ କୁ ବୃଦ୍ଧି କରିବା ଦିଗରେ ପାରାଦୀପ ମାଛଧରା ବନ୍ଦର ପରିସରରେ ଥିବା ପରିଚାଳନା ସମିତି ସଭାଗୃହରେ ରପ୍ତାନୀକାରୀ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସି ଫିସ୍ ପାଇଁ ଉଦ୍ୟୋଗୀ ଙ୍କ ଆଗ୍ରହ ବଢିଥିବା ଲକ୍ଷ କରାଯାଇଛି । ଏନେଇ ପାରାଦୀପ…

ପାଣି ଛିଟାରୁ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଅଭିଯୁକ୍ତ ଫେରାର୍ , ପୋଲିସର ତଦନ୍ତ ଜାରି

ପାରାଦୀପ : ପାଣି ଛିଟା ରୁ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ। ରାସ୍ତାରେ ପାଣି ଛିଟିକି ପଡିବାରୁ ତୁମୁଳକାଣ୍ଡ ସୃଷ୍ଟି ହୋଇଛି  । ଯାହାକୁ ନେଇ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲା ଅଭିଯୁକ୍ତ । ଏମିତି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ପାରାଦୀପ ଲକ୍ ପଡା ଅଞ୍ଚଳରେ । ସୂଚନା ମୂତାବକ ଗତକାଲି…

ସ୍ବାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ପାରାଦୀପ: ସ୍କୁଟି ଉପରେ ମାଡିଗଲା ଡାଲାବଡି ଗାଡି । ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ । ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହେଲେ ସ୍ଵାମୀ । ପାରାଦୀପ ଅଠରବାଙ୍କୀ ଛକରେ ଘଟିଛି ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଉଭୟଙ୍କ ପରିଚୟ ମିଳିଥିବା ବେଳେ ସ୍ଵାମୀ ଜୟରାମ ପୂର୍ତୀ ପାରାଦୀପ…

ଆସନ୍ତା ୨୫ ତାରିଖରୁ ପିପିଏଲ ଫାଟକ ସମ୍ମୁଖରେ ଧାରଣାରେ ବସିବେ ବିଭିନ୍ନ ସଂଗଠନ

ପାରାଦୀପ: ପିପିଏଲ୍ ରେ ଜିପିସମ ପରିବହନ ରେ ଚଞ୍ଚକତା ଓ ମନମାନି ବିରୋଧରେ ପିପିଏଲ ଲ୍ୟାଣ୍ଡ ଲୁଜର ୱେଲଫେୟାର କମିଟି, ପାରାଦ୍ଵୀପ ଇଣ୍ଡଷ୍ଟ୍ରିଆଲ କଣ୍ଟ୍ରାକ୍ଟର ଆସୋସିଏସନ ଏବଂ ପିପିଏଲ ଫସଫୋ ଜିପସମ ଡିଲର୍ସ ମିଳିତ ଭାବେ ୨୫  ତାରିଖରେ ପିପିଏଲ ଫାଟକ ସାମ୍ନାରେ ଧାରଣା ଦେବାକୁ ନିଷ୍ପତ୍ତି…

ପୂଜା ପାଉଛନ୍ତି ଅଗ୍ରପୂଜ୍ୟ ଶ୍ରୀ ଗଣେଶ, ଚାଲିଛି ତୋରଣ ପ୍ରତିଯୋଗିତା

ପାରାଦୀପ - ପାରାଦୀପର ବିଭିନ୍ନ ସ୍ଥାନରେ ଭକ୍ତିପୂତ ଭାବେ ପାଳିତ ହେଉଛି ଅଗ୍ରପୂଜ୍ୟ ଶ୍ରୀ ଗଣେଶଙ୍କ ପୂଜା । ଚଳିତ ବର୍ଷ ବନ୍ଦର ନଗରୀ ପାରାଦୀପରେ ପ୍ରସିଦ୍ଧ ବିଶ୍ଵକର୍ମା ପୂଜା ପରି ଗଣେଶ ପୂଜା ମଧ୍ୟ ଦର୍ଶକଙ୍କୁ ବେଶ୍ ଆକର୍ଷଣ କରିଛି । ବିଶ୍ବକର୍ମା ତୋରଣ ଭଳି ଗଣେଶ ମଣ୍ଡପ ମଧ୍ୟ ଖୁବ୍…

ପାରାଦୀପରେ ‘ସାଗର କବଚ-୨’, ଦୁଇ ରାଜ୍ୟ ମଧ୍ୟରେ ମିଳିତ ସମରାଭ୍ୟାସ ଆରମ୍ଭ

ପାରାଦୀପ: ସମୁଦ୍ରରେ କିପରି ଶତ୍ରୁଙ୍କୁ ଦିଆଯିବ ଜବାବ । ସବୁ ବିଭାଗ ମଧ୍ୟରେ ସମନ୍ଵୟ ରଖି କିପରି କରାଯିବ ଅପରେସନ । ଏନେଇ ଆଜିଠୁ ପାରାଦ୍ୱୀପରେ ଆରମ୍ଭ ହୋଇଛି ଦୁଇଦିନିଆ ମିଳିତ ସମରାଭ୍ୟାସ `ସାଗର କବଚ-୨’ । ଆଜିଠାରୁ ପଶ୍ଚିମବଙ୍ଗ ଓ ଓଡ଼ିଶା ମିଳିତ ଭାବେ ଏହି ସମରାଭ୍ୟାସ ୪୮୨ କିମି…

ପାରାଦୀପ ନେହେରୁ ବଙ୍ଗଳା ମାଛ ଧରା ବୋଟ୍ ବୁଡି ଘଟଣା : ୫ ମତ୍ସ୍ୟଜୀବୀ ଉଦ୍ଧାର, ୩ ଜଣ ଏବେବି ନିଖୋଜ

ପାରାଦୀପ ନେହେରୁ ବଙ୍ଗଳା ମାଛ ଧରା ବୋଟ୍ ବୁଡି ଘଟଣା  । ୫ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ୩ଜଣ ଏବେବି ନିଖୋଜ ଅଛନ୍ତି । ପାରାଦୀପ ମେରାଇନ ଥାନା  ଓ କୋଷ୍ଟ ଗାର୍ଡ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ଜାରି ରଖିଛନ୍ତି । ସୂଚନା ଅନୁସାରେ ଗତକାଲି ଡଙ୍ଗାଟି ମାଛ ଧରି ଫେରୁଥିବାବେଳେ…

ଆସୁଛି ବିଶ୍ୱକର୍ମା ପୂଜା ! ଚଳଚଞ୍ଚଳ ବନ୍ଦରନଗରୀ ପାରାଦୀପ

ପାରାଦୀପ: ବନ୍ଦର ନଗରୀ ପାରାଦୀପ ଏବେ ଚଳଚଞ୍ଚଳ । ଚାଲିଛି ଜୋରଦାର ପ୍ରସ୍ତୁତି । ରାଜ୍ୟ ତଥା ରାଜ୍ୟ ବାହାରୁ ନିଖୁଣ କାରିଗର ଦ୍ୱାରା ନିର୍ମାଣ ହେଉଛି ଉଚ୍ଚ ଉଚ୍ଚ ତୋରଣ । ଆଉ ଦୁଇ ଦିନ ପରେ ଆଲୋକ ମାଳରେ ସଜେଇ ହେବ ବନ୍ଦର ନଗରୀ ପାରାଦୀପ ।  କାରଣ ଆସୁଛି ବିଶ୍ୱକର୍ମା ପୂଜା । ଆସନ୍ତା ୧୭…

ପାରାଦୀପ ମଝି ସମୁଦ୍ରରେ ସନ୍ଦିଗ୍ଧ ଯୁବକ: ଅସହାୟ ବ୍ୟକ୍ତି ନା ଅନୁପ୍ରବେଶକାରୀ ହୋଇନି ସ୍ପଷ୍ଟ , ଆତଙ୍କିତ…

ପାରାଦୀପ : ସମୁଦ୍ର ମଝିରେ ସନ୍ଦିଗ୍ଧ ଯୁବକ । ପାରାଦୀପ ଗଭୀର ସମୁଦ୍ରରେ ବୋଟ୍ ଉପରକୁ ଉଠି ଆସିଲେ ଅଜଣା ଯୁବକ। ଯାହାକୁ ଦେଖି ମତ୍ସ୍ୟଜୀବୀମାନେ ଭୟଭୀତ ହୋଇପଡ଼ିଛନ୍ତି  । ଏଭଳି କିଛି  ଘଟଣା ଘଟିଛି ଚିଲିକା ମୁହାଣ ଠାରୁ ୭୧ ମାଇଲ ଦୂର ଗଭୀର ସମୁଦ୍ରରେ। ମତ୍ସ୍ୟଜୀବୀମାନେ ସନ୍ଦିଗ୍ଧ …