Latest Odisha News
Browsing Category

ପାରାଦୀପ

Paradip

୯ ଦଫା ଦାବି ନେଇ ପୁଣି ଶ୍ରମିକ ସଂଘର ବିକ୍ଷୋଭ ପ୍ରଦର୍ଶନ

ପାରାଦୀପ: ପୁଣି ଥରେ ଆନ୍ଦୋଳନକୁ ଓହ୍ଲାଇଲା ପାରାଦୀପ ଏରସମା ଶିଳ୍ପାଞ୍ଚଳ ଶ୍ରମିକ ସଂଘ। ୯ଦଫା ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି ଏରସମା ଶିଳ୍ପାଞ୍ଚଳ ଶ୍ରମିକ ସଂଘ। ପାରାଦୀପ ତୈଳ ବିଶୋଧନାଗାରରେ ଶୋଷଣର ଶିକାର ହେଉଛନ୍ତି ଶ୍ରମିକ। ବାରମ୍ବାର ଦାବି ସତ୍ତ୍ୱେ ଶୁଣୁନାହାଁନ୍ତି ଆଇଓସିଏଲ…

ପାରାଦୀପ ଗଣଦୁଷ୍କର୍ମ ପୀଡ଼ିତା ଗଡ଼କୁଜଙ୍ଗରୁ ଉଦ୍ଧାର

ପାରାଦୀପ: ପାରାଦୀପରେ ୧୭ ବର୍ଷୀୟା ନାବାଳିକା ଅପହରଣ ଓ ଗଣ ଦୁଷ୍କର୍ମ ମାମଲା ଦୈନିକ ନୂଆ ମୋଡ଼ ନେଉଛି । ଏହି ମାମଲାରେ ଅଭିଯୁକ୍ତ ଜଣକ ଗିରଫ ପରେ ପୀଡ଼ିତା ଶନିବାର ଠାରୁ ନିଖୋଜ ଥିଲେ। ସୋମବାର ସକାଳେ ପୀଡ଼ିତାଙ୍କୁ ଗଡ଼ କୁଜଙ୍ଗରୁ ଉଦ୍ଧାର କରାଯାଇଛି । ସୂଚନାନୁସାରେ,…

ମଝି ସମୁଦ୍ରରେ ନିଆଁ : ପାରାଦ୍ୱୀପ ନିକଟ ସମୁଦ୍ରରେ ମାଛଧରା ଟ୍ରଲରରେ ନିଆଁ

ପାରାଦ୍ୱୀପ  : ପାରାଦ୍ୱୀପ ସମୁଦ୍ର ମଝିରେ ପୁଣି ଅଘଟଣ । ରବିବାର ଅପରାହ୍ନରେ ମଝି ସମୁଦ୍ରରେ ଏକ ମାଛଧରା ଟ୍ରଲରରେ ନିଆଁ ଲାଗିଯାଇଥିବା ଜଣାପଡିଛି । କୂଳଠାରୁ ପ୍ରାୟ ୫ କିଲୋମିଟର ଦୂରରେ ଏହି ଅଘଟଣ ଘଟିଛିା ବୋଟରେ ୯ ଜଣ ମତ୍ସ୍ୟଜୀବୀ ଥିଲେ । ଟ୍ରଲରଟି ହୁତୁହୁତୁ ହୋଇ ଜଳିବାରୁ ସେଥିରେ ଥିବା…

[ଦେଖନ୍ତୁ ଭିଡିଓ] ବିଭିନ୍ନ ସମସ୍ୟା ନେଇ ଧାରଣାରେ ପାରାଦୀପ ବନ୍ଦର ଶ୍ରମିକ

ପାରାଦୀପ  : ଶୋଷଣର ଶିକାର ହେଉଛନ୍ତି ଶ୍ରମିକ। ପ୍ରତିଥର ନିଜର ପ୍ରାପ୍ୟ ଦାବି କରି ଧାରଣା ଦେବା ସହିତ ବିରୋଧ କରିଆସୁଛନ୍ତି। ହେଲେ କୌଣସି ପ୍ରକାରର ସମାଧାନ ହୋଇପାରିନି। ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳରେ ଶୋଷଣର ଶିକାର ହେଉଛନ୍ତି ଶ୍ରମିକ ମାନେ । କାମ କରୁଛନ୍ତି ହେଲେ ଏଯାଏ ତାଙ୍କୁ…

[ଦେଖନ୍ତୁ ଭିଡିଓ] କ୍ଷତିପୂରଣ ଦାବିରେ ଜମିହରା କ୍ଷତିଗ୍ରସ୍ତଙ୍କ ଧାରଣା

ପାରାଦୀପ :  ପିପିଏଲ ସାର କାରଖାନା ସମ୍ମୁଖରେ ଧାରଣା ଦେଲେ  ଜମିହରା । କ୍ଷତିପୂରଣ ଓ ନିଯୁକ୍ତି ଦାବିରେ ଗେଟ୍ ରେ ତାଲା ପକାଇ ଦେଇଛନ୍ତି । କାରଖାନା ଭିତରକୁ ଯିବା ଆସିବା ସମ୍ପୁର୍ଣ୍ଣ ଠପ୍ ହୋଇଯାଇଛି ।  ଦିର୍ଘ ୪୨ ବର୍ଷ ହେଲା ପିପିଏଲ ସାର କାରଖାନା ପାଇଁ ଜମି ହରାଇଥିବା ଚାଷୀ…

[ଭିଡ଼ିଓ] ଗାଁରେ ମାଙ୍କଡ ଆତଙ୍କ:ଆକ୍ରମଣରେ ୧୫ରୁ ଅଧିକ ଲୋକ ଆହତ

ପାରାଦୀପ: ଗାଁରେ ମାଙ୍କଡ ଆତଙ୍କ ।  କଲବଲ କରୁଛନ୍ତି ମଣିଷ କାମୁଡ଼ା ମାଙ୍କଡ଼ । ମାଙ୍କଡ଼ ଭୟରେ ଆତଙ୍କିତ ପାରାଦୀପ ମଙ୍ଗରାଜପୁର ପଂଚାୟତର ସନ୍ତରା, ତାଳପଦା, ହସିଣା ଗ୍ରାମବାସୀ । ଘରୁ ବାହାରିବାକୁ ଡରୁଛନ୍ତି ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ । ଯଦି କିଏ ବି ଘରୁ ବାହାରୁଛନ୍ତି ତେବେ…

ଦୁର୍ବଳ ହେଉଛି ବାତ୍ୟା ଅସାନି : ପ୍ରଭାବରେ ପାରାଦୀପରେ କୂଳ ଲଙ୍ଘୁଛି ସମୁଦ୍ର

ପାରାଦୀପ: ଦୁର୍ବଳ ହେଲା ବାତ୍ୟା ‘ଅସାନି’ । ଆଜି ସନ୍ଧ୍ୟାରେ ବାତ୍ୟାରୁ ଗଭୀର ଅବପାତରେ ପରିଣତ ହୋଇଛି ‘ଅସାନି’ । ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୭ କିଲୋମିଟର ବେଗରେ ଉତ୍ତର-ଉତ୍ତର-ପୂର୍ବ ଦିଗରେ ଗତି କରୁଛି ଗଭୀର ଅବପାତ । ଆସନ୍ତାକାଲି ସକାଳ ସୁଦ୍ଧା ଏହା ଆହୁରି ଦୁର୍ବଳ ହୋଇ ଅବପାତରେ…

ବଟ ନଦୀରେ ମାଛ ମଡକ: ନଦୀରେ ଭାସୁଛନ୍ତି କ୍ୱିଣ୍ଟାଲ କ୍ୱିଣ୍ଟାଲ ମଲା ମାଛ

ପାରାଦୀପ : ପାରାଦୀପ ରାଇସମିଲରେ ମାଛ ମଡ଼କ । ପାରାଦୀପରେ ଥିବା ବଟ ନଦୀରେ ମାଛ ମଡ଼କ ଦେଖାଦେଇଛି । ତେବେ ରାଜନୈତିକ ଶତ୍ରୁତାକୁ ନେଇ ଜଣେ ନିର୍ଦ୍ଧିଷ୍ଟ ବ୍ୟକ୍ତି ବିଷ ପକାଇଦେବା କାରଣରୁ ଟନ ଟନ ମାଛ ମରିଥିବା ଅଭିଯୋଗ ଆଣିଛନ୍ତି ଘେରି ମାଲିକ । ଗତ ପୌର ନିର୍ବାଚନରେ ପାରାଦୀପ ରାଇସମିଲ…

ପାରାଦୀପରେ ଦୁଇଦିନିଆ ମିଳିତ ସମରାଭ୍ୟାସ `ସାଗର କବଚ-୧’

ପାରାଦୀପ:  ସମୁଦ୍ରରେ କିପରି ଶତ୍ରୁଙ୍କୁ ଦିଆଯିବ ଜବାବ । ସବୁ ବିଭାଗ ମଧ୍ୟରେ ସମନ୍ବୟ ରଖି କିପରି କରାଯିବ ଅପରେସନ । ଏନେଇ ଆଜିଠୁ ପାରାଦ୍ୱୀପରେ ଆରମ୍ଭ ହୋଇଛି ଦୁଇଦିନିଆ ମିଳିତ ସମରାଭ୍ୟାସ `ସାଗର କବଚ-୧’ ।  ଓଡ଼ିଶାର ୪୮୦ କିଲୋମିଟର ବେଳାଭୂମିରେ ବାହ୍ୟ ଶତୃଙ୍କ ମୁକାବିଲା ପାଇଁ ମିଳିତ…

ପାରାଦୀପ ଉପାଧ୍ୟକ୍ଷ ନିର୍ବାଚନ: ବିଜେଡିରୁ କ୍ରସ ଭୋଟିଂ, ଖେଲା କରିଦେଲା ‘ଆମ ପାରାଦୀପ’

ପାରାଦୀପ: ଯେଉଁ ଆସନକୁ ଶାସକ ଦଳ ବିଜେଡି ଖୁସିରେ ଖୁସିରେ ହାତେଇ ପାରିଥାନ୍ତା ସେହି ଆସନକୁ କିନ୍ତୁ ହାତେଇ ନେଲା ଆମ ପାରାଦୀପ ସଂଗଠନ ସମର୍ଥୀତ ପ୍ରାର୍ଥୀ । ପାରାଦୀପ ପୌରଉପାଧ୍ୟକ୍ଷ ନିର୍ବାଚନରେ ଏପରି କିଛି କରି ବିଜେଡି ବିଧାୟକ ସମ୍ବିତ ରାଉତରାୟ ଗୋଷ୍ଠୀଙ୍କୁ ଚେକ୍ ଦେଇଛନ୍ତି ବାପି…