Latest Odisha News

BREAKING NEWS

Browsing Category

ପାରାଦୀପ

Paradip

ବିଦ୍ୟୁତ ବିତରକ ସଂସ୍ଥାର ଦାଦାଗିରିକୁ ନେଇ ଥାନାକୁ ଘେରିବା ସହ ମାଣବସାଇ ପ୍ରତିବାଦ କଲେ ଗ୍ରାମବାସୀ

ପାରାଦୀପ : ବିଦ୍ୟୁତ ବିତରକ ସଂସ୍ଥା ଟାଟା ପାୱାର କର୍ମଚାରୀଙ୍କ ଦାଦାଗିରି ସାଙ୍ଗକୁ ପୋଲିସର ଦମନ ଲୀଳା ବିରୋଧରେ ତାତିଲେ ଗ୍ରାମବାସୀ। ଏନେଇ ଶହ ଶହ ମହିଳା ଓ ପୁରୁଷ କୁଜଙ୍ଗ ଥାନା ଘେରଉ କରିବା ସହ ଧାରଣା ଦେଇଛନ୍ତି। ଅଭିଯୋଗ ଅନୁସାରେ ବୁଧବାର ଦିନ ମଧ୍ୟାହ୍ନରେ ବିଦ୍ୟୁତ ବିତରକ ସଂସ୍ଥାର…

ଗାଡ଼ି ଭାଙ୍ଗିଲେ, ପୋଲିସକୁ ମାଡ଼ ମାରି ବନ୍ଧୁକ ଛଡ଼ାଇନେଲେ

ପାରାଦୀପ: ପାରାଦୀପ ଅଭୟଚାନ୍ଦପୁର ଥାନା ଢ଼ିଙ୍କିଆ ଗ୍ରାମରେ ପୋଲିସକୁ ମାଡ । ଏହାସହ ବନ୍ଧୁକ ଛଡ଼ାଇ ନେଇଛନ୍ତି ଗ୍ରାମବାସୀ । ପୋଲିସର ଦୁଇଟି ବସର କାଚ ଭାଙ୍ଗିଛନ୍ତି । ଆଇଆଇସିଙ୍କ ସମେତ ୧୧ଜଣ ପୋଲିସ ଆହତ ହୋଇଥିବା ଜଗତସିଂହପୁର ଏସପି ଅଖିଳେଶ ସିଂ ପ୍ରକାଶ କରିଛନ୍ତି । ସୂଚନା ଅନୁସାରେ,…

[ଭିଡ଼ିଓ] ସମୁଦ୍ରରେ ସମରାଭ୍ୟାସ ସାଗର କବଚ-୨୦୨୧

ପାରାଦୀପ: ଆରମ୍ଭ ହୋଇଛି ଦୁଇଦିନିଆ ସମରାଭ୍ୟାସ ସାଗର କବଚ-୨୦୨୧। ଜଳପଥକୁ ସୁରକ୍ଷା ଓ ବିପଦ ସମୟରେ ସମସ୍ତ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରିବା ପାଇଁ ସମୁଦ୍ରରେ ଚାଲିଛି କସରତ । ସମରାଭ୍ୟାସରେ କୋଷ୍ଟଗାର୍ଡ, ମତ୍ସ୍ୟ ବିଭାଗ, ମେରାଇନ ପୋଲିସ ସମେତ ୧୮ ରୁ ଉର୍ଦ୍ଧ୍ବ ବିଭାଗ ହୋଇଛନ୍ତି ସାମିଲ…

[ଭିଡ଼ିଓ] ପାରାଦୀପ ବନ୍ଦର ପକ୍ଷରୁ ବୋଇତ ବନ୍ଦାଣ ଉତ୍ସବ ପାଳିତ

ପାରାଦୀପ :ଐତିହାସିକ ନୌବାଣିଜ୍ୟ ପରମ୍ପରାକୁ ନେଇ ବନ୍ଦର ନଗରୀ ପାରଦୀପ ମଧ୍ୟ ଚଳ ଚଞ୍ଚଳ ହୋଇ ଉଠିଥିଲା ।  ପାରାଦୀପ ବନ୍ଦରରେ ବହୁ ନିଡାମ୍ବର ସହକାରେ ବୋଇତ ବନ୍ଦାଣ ଓ ବନ୍ଦର ଉତ୍ସବ ପାଳିତ ହୋଇଯାଇଛି ।ଏହି ଉତ୍ସବରେ ଉତ୍କଳୀୟ ପରମ୍ପରାରା ନିଚ୍ଛକ ପ୍ରତିଛବି ସବୁ ଦେଖିବାକୁ ମିଳିଥିଲା । ସାତ…

ପିପିଏଲ କମ୍ପାନୀରେ ହାଇୱା ଧକ୍କାରେ ଯୁବକଙ୍କ ମୃତ୍ୟୁ, ଗ୍ରାମବାସୀ ଓ ଶ୍ରମିକଙ୍କ ରାସ୍ତା ଅବରୋଧ

ପାରାଦ୍ୱୀପ: ହାଇୱା ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ପିପିଏଲ କମ୍ପାନୀ ଭିତରେ ଏହି ଅଘଟଣ ଘଟିଛି। ମୃତ ଯୁବକ ଜଣକ ହେଲେ ରଙ୍ଗିଆଗଡ଼ ଗ୍ରାମର ଭାଗିରଥି ମଲ୍ଲିକଙ୍କ ସାନ ପୁଅ ସୁଶାନ୍ତ ମଲ୍ଲିକ। ସେ କମ୍ପାନୀର ଏକ ଠିକା ସଂସ୍ଥାର ସୁପରଭାଇଜରଭାବେ କାର୍ଯ୍ୟ କରୁଥିଲେ। ସୂଚନା ଅନୁସାରେ,…

ପାରାଦୀପ ବନ୍ଦର ଗସ୍ତରେ ଦୁଇ କେନ୍ଦ୍ର ମନ୍ତ୍ରୀ

ପାରାଦୀପ: ଓଡ଼ିଶା ଗସ୍ତରେ ଆସି ପାରଦୀପରେ ପହଞ୍ଚିଛନ୍ତି କେନ୍ଦ୍ର ଖଣି ଓ କୋଇଲା ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଓ ରାଷ୍ଟ୍ରମନ୍ତ୍ରୀ ରାଓସାହେବ ପାଟିଲ । ଆଜି ଦୁଇ କେନ୍ଦ୍ରମନ୍ତ୍ରୀ ଭୁବନେଶ୍ଵରରୁ ହେଲିକପ୍ଟର ଯୋଗେ ଷଣ୍ଢକୁଦ ହେଲିପ୍ୟାଡରେ ପହଞ୍ଚିଥିଲେ । ଏହାପରେ ପାରାଦୀପ ବନ୍ଦରକୁ ଯାଇଥିଲେ ।…

ଟ୍ରାକ୍ଟର ଧକ୍କାରେ ଅକାଳରେ ଚାଲିଗଲା ଜଣଙ୍କ ଜୀବନ

ଜଗତସିଂହପୁର : ଟ୍ରାକ୍ଟର ଧକ୍କାରେ ଅକାଳରେ ଚାଲିଗଲା ଜଣଙ୍କ ଜୀବନ। ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ଶଙ୍ଖେଶ୍ୱର ଗାଁରେ ଏପରି ଅଘଟଣ ଘଟିଛି । ଲକ୍ଷ୍ମୀ ମୂର୍ତ୍ତି ଭସାଣ ବେଳେ ଟ୍ରାକ୍ଟର ମାଡିଯାଇ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଯାଇଛି।। ମୃତକ ବଡ଼ ଜିଗଲ ଗାଁର ବାବୁଲି ଦାସ । ଗୁରୁତର…

ପାରାଦୀପରେ ହୋଟଲ ଏମ୍ପ।ୟାର୍ସ ପକ୍ଷରୁ ୮ ଦିନିଆ ଫୁଡ୍ ଫେଷ୍ଟିଭାଲ

ପାରାଦୀପ: ଫୁଡ୍ ଫେଷ୍ଟିଭାଲ୍ ପାଇଁ ପାରାଦୀପରେ ପ୍ରସ୍ତୁତି ଆରମ୍ଭ । ଦଶହରା ଅବସରରେ ପାରାଦୀପ ହୋଟେଲ ଏମ୍ପାୟାର୍ସ ପକ୍ଷରୁ ଆସନ୍ତା କାଲିଠୁ ଆରମ୍ଭ ହେଉଛି ୮ ଦିନିଆ ଫୁଡ୍ ଫେଷ୍ଟିଭାଲ୍ । ଏହି ଫେଷ୍ଟିଭାଲର ନାଁ ରଖାଯାଇଛି ‘ସୋନାର ବାଙ୍ଗଲା’। ଏହି ଫେଷ୍ଟିଭାଲରେ ସମସ୍ତ ପ୍ରକାର ବଙ୍ଗାଳୀ…

ପାରାଦୀପ ବନ୍ଦରର ନୂତନ ଅଧ୍ୟକ୍ଷ ହେଲେ ପୋଲାମରାଜୁ ଲକ୍ଷ୍ମୀ ହାରାନ୍ଦ

ପାରାଦୀପ :  ପାରାଦୀପ ପୋର୍ଟ ଟ୍ରଷ୍ଟର ନୂଆ ଅଧ୍ୟକ୍ଷ ପୋଲାମରାଜୁ ଲକ୍ଷ୍ମୀ ହାରାନ୍ଦ ଦାୟିତ୍ୱ ଗ୍ରହଣ କରିଛନ୍ତି । ପାରାଦୀପରେ ପହଁଚିବା ପରେ ବନ୍ଦର ପ୍ରଶାସନିକ କାର୍ଯ୍ୟାଳୟରେ ବନ୍ଦର ପକ୍ଷରୁ ତାଙ୍କୁ ସ୍ୱାଗତ କରାଯିବା ସହ ଗାର୍ଡ ଅଫ୍ ଅନର ଦିଆଯାଇଥିଲା । ଭାରତର ଦ୍ଵିତୀୟ ମେଜର ପୋର୍ଟର…

କେନାଲରେ ପଡ଼ି ଦୁଇ ଶିଶୁ ମୃତ

ପାରାଦୀପ: କେନାଲରେ ପଡ଼ି ଦୁଇ ଶିଶୁଭଙ୍କର ମୃତ୍ୟୁ ହୋଇଛି । ପାରାଦୀପ ଅନ୍ତର୍ଗତ ଅଠରବାଙ୍ଗି ଲକପଡ଼ା ବସ୍ତିରେ ଏଭଳି ଅଭାବନୀୟ ଘଟଣା ଘଟିଛି । ତାଳଦଣ୍ଡା କେନାଲରେ ପଡ଼ି ଦୁଇ ଶିଶୁଙ୍କ ମୃତ୍ୟୁ ହୋଇଛି । ମୃତକମାନ ହେଲେ ଲକପଡ଼ାର ନୃସିଂହ ମିସ୍ତ୍ରୀଙ୍କ ୪ ବର୍ଷର ପୁଅ ଜିତେନଦ୍ର ମିସ୍ତ୍ରୀ ଓ…