Latest Odisha News

BREAKING NEWS

Browsing Category

ପୁରୀ

Puri

ଓଡିଶାର କଶିକା ମିଶ୍ର ଜିତିଲେ ଆଇଜିୟୁ ଟାଇଟଲ

ଭୁବନେଶ୍ୱର: ଓଡିଶାର ଉଦୀୟମାନ ଗଲ୍ଫ ଖେଳାଳି କଶିକା ମିଶ୍ର ଇତିହାସ ରଚିଛନ୍ତି । ସେ ପ୍ରଥମ ଓଡିଆ ଭାବେ ଇଣ୍ଡିଆନ ଗଲ୍ଫ ୟୁନିୟନ ଚାମ୍ପିୟନଶିପରେ ଟାଇଟଲ ହାସଲ କରିଛନ୍ତି । ନଭେମ୍ବର ୧୮ରୁ ୨୧ ପର୍ଯ୍ୟନ୍ତ ଏହା ଜେପି ଗ୍ରୀନରେ ଖେଳାଯାଇଥିଲା । ୧୫ରୁ ୧୮ ବର୍ଷ କାଟାଗୋରୀ ଏବଂ ସିନିୟର ଆମେଚର…

ମେଘନାଦ ପାଚେରୀରେ ଫାଟ ପ୍ରସଙ୍ଗ: ପୂର୍ବ ବିଜେଡି ସରକାର ଉପରେ ବର୍ଷିଲା ବିଜେପି

ପୁରୀ: ମେଘନାଦ ପାଚେରୀରେ ଫାଟ ସୃଷ୍ଟି ହେବା ପ୍ରସଙ୍ଗ ଏବେ ଚିନ୍ତାର କାରଣ ହୋଇଥିବା ବେଳେ ଏହାକୁ ନେଇ ଆରମ୍ଭ ହେଲାଣି ରାଜନୈତିକ ବୟାନ ବାଜି । ପୂର୍ବ ବିଜେଡି ସରକାରଙ୍କ କାମର ଏହି ଫଳ ବୋଲି କହି ବର୍ଷିଛନ୍ତି ବିଜେପି ମୁଖପାତ୍ର ଅନିଲ ବିଶ୍ବାଳ । ଏନେଇ ନିଜ ସୋସିଆଲ ମିଡିଆରେ ନବୀନ…

କାଲି ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ, ଜାଣନ୍ତୁ କେଉଁ ସମୟରେ….

ପୁରୀ: ଆସନ୍ତାକାଲି ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ । ଆସନ୍ତାକାଲି ଅର୍ଥାତ୍ ୩୦ ତାରିଖ ବୁଧବାର ଦିନ କାର୍ତ୍ତିକ ମାସ କୃଷ୍ଣ ତ୍ରୟୋଦଶୀ ତିଥି । ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକଲାଗି ଏକ ଗୁପ୍ତସେବା ହୋଇଥିବାରୁ ଏଥିପାଇଁ ଏହି ସମୟରେ…

ଶେଷରେ ବିକ୍ରି ହେଲା ଅର୍ପଣ ଚାଉଳ

ପୁରୀ: ଶେଷରେ ବିକ୍ରି ହେଲା ଅର୍ପଣ ଚାଉଳ । ନିର୍ବାଚନ ପୂର୍ବରୁ ପରିକ୍ରମା ପ୍ରକଳ୍ପ ନାଁରେ ଘର ଘର ରଥ ବୁଲି ଯେଉଁ ଚାଉଳ ସଂଗ୍ରହ ହୋଇଥିଲା ପ୍ରାୟ ୬ ମାସ ଧରି ପଡିରହିବା ପରେ ଆଜି ଶେଷରେ ନିଲାମ ହୋଇଛି । ପରିକ୍ରମା ପ୍ରକଳ୍ପ ବେଳେ ସଂଗୃହିତ ଅର୍ପଣ ଚାଉଳ ଆଜି କୁଇଣ୍ଟାଲ ପିଛା ୨୭୮୦…

ତିରୁପତି ମନ୍ଦିର ବିବାଦ ନେଇ ଶ୍ରୀମନ୍ଦିରରେ ଛନକା: ଯାଞ୍ଚ ହେବ ଘିଅ!

ପୁରୀ:  ତିରୁପତି ଶ୍ରୀ ଭେଙ୍କଟେଶ୍ବର ମନ୍ଦିରରେ ଯେଉଁ ବିବାଦ ଦେଖାଦେଇଛି ତାହା ଏବେ ପୁରା ଦେଶରେ ହଇଚଇ ସୃଷ୍ଟି କରିଛି । ଭକ୍ତଙ୍କ ଆବେଗକୁ ମଧ୍ୟ ଠେସ୍ ପହଞ୍ଚିଛି । ସେପଟେ ଏହାର ପ୍ରଭାବ ମଧ୍ୟ ଦେଶର ସମସ୍ତ ମନ୍ଦିରରେ ଦେଖାଦେଲାଣି ।  ଏନେଇ ସବୁ ମନ୍ଦିର ପ୍ରଶାସନ ଏନେଇ ସଜାଗ ହେଲେଣି ।…

କୂଳରେ ଲାଗିଲା ପୁରୀ ସମୁଦ୍ରରେ ଭାସୁଥିବା ଅଜଣା କଣ୍ଟେନର, ବଢୁଛି ସନ୍ଦେହ

ପୁରୀ: କୂଳରେ ଲାଗିଲା ପୁରୀ ସମୁଦ୍ରରେ ଭାସୁଥିବା ଅଜଣା କଣ୍ଟେନର। ଗତକାଲି ପୁରୀ ସମୁଦ୍ରରେ ଭାସୁଥିବା ଅଜଣା କଣ୍ଟେନରଟି ରାତି ଅଧରେ କୂଳରେ ଆସି ଲାଗିଛି। କଣ୍ଟେନରକୁ ଦେଖିବାକୁ ପୁରୀ ପେଣ୍ଠକଟା ନିକଟ ବେଳାଭୂମିରେ ଲୋକଙ୍କ ଭିଡ଼ ଲାଗିଥିବା ବେଳେ ଘଟଣାସ୍ଥଳରେ ପୁଲିସ ମୁତୟନ କରାଯାଇଛି।…

ଖଜା ଦୋକାନକୁ ନେଇ ହତ୍ୟା ଘଟଣା: ୯ ଗିରଫ

ପୁରୀ: ପୁରୀ ଖଜା ଦୋକାନକୁ ନେଇ ହତ୍ୟା ଘଟଣାରେ ୯ ଗିରଫ l ଗିରଫ ୯ ଜଣ ଅଭିଯୁକ୍ତଙ୍କ ମଧ୍ୟରେ ୭ ଜଣ ନାବାଳକ ଥିବା ସୂଚନା ମିଳିଛି l ଦୀନେଶ ଖୁଣ୍ଟିଆ ହତ୍ୟାର ପ୍ରତିଶୋଧ ପାଇଁ ହୋଇଥିଲା ମର୍ଡର l ହତ୍ୟାର ଶିକାର ଦୀନେଶ ଖୁଣ୍ଟିଆର ବାପା ଓ ଭାଇକୁ ମଧ୍ୟ ଗିରଫ କରାଯାଇଛି l ଗତ ୧୯ ତାରିଖରେ…

ନିମାପଡା ଏନଏସି: ବଞ୍ଚିଲା ବିଜେଡି ଗାଦି

ପୁରୀ: ନିମାପଡା ଏନଏସିରେ ବଞ୍ଚିଲା ବିଜେଡି ଗାଦି । ଏନଏସି ଅଧ୍ୟକ୍ଷା ସସ୍ମିତା ସାହୁଙ୍କ ବିରୋଧରେ ଅନାସ୍ତା ପ୍ରସ୍ତାବ ଖାରଜ ହୋଇଛି । ଅନସ୍ଥା ସପକ୍ଷରେ ୮ଟି ଭୋଟ ଆବଶ୍ୟକ ଥିବା ବେଳେ ସସ୍ମିତା ସାହୁଙ୍କ ବିରୋଧରେ ମୋଟ ୮ଟି ଭୋଟ ହିଁ ଆସିଥିଲା । ଯାହା ମଧ୍ୟରୁ ୭ଟି ଭୋଟ ସପକ୍ଷଣେ…

ପୁରୀରେ ନିର୍ମାଣ ହେବ ବ୍ୟାଖ୍ୟାନ କେନ୍ଦ୍ର, ଦୂର ହେବ ଜମିଜମା ସମସ୍ୟା: ଆଇନମନ୍ତ୍ରୀ

ପୁରୀ: ଚଳିତବର୍ଷର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅତ୍ୟନ୍ତ ଶୃଙ୍ଖଳିତ ଭାବେ ଶେଷ ହୋଇଛି। ବିପୁଳ ଭକ୍ତଙ୍କ ସମାଗମ ସତ୍ତ୍ୱେ ସମସ୍ତଙ୍କ ସହଯୋଗ ସର୍ବୋପରି ବିଶ୍ୱନିୟନ୍ତାଙ୍କ ଆଶୀର୍ବାଦରୁ ଏହା ସଫଳ ହୋଇଛି। ତେଣୁ ରଥ ନିର୍ମାଣଠାରୁ ଆରମ୍ଭ କରି ସମସ୍ତ କାର୍ଯ୍ୟରେ ସହଯୋଗ କରିଥିବା, ସେବାୟତ, ରଥ…

ଶ୍ରୀମନ୍ଦିର ପ୍ରଶାସନର ଚିଠି ପାଇବା ପରେ ପରମ୍ପରା ଅନୁଯାୟୀ ଆଜିଠୁ ରଥଭଙ୍ଗା କାମ ଆରମ୍ଭ

ପୁରୀ: ନବଦିନାତ୍ମକ ଯାତ୍ରା ସାରି ମହାପ୍ରଭୁ ରତ୍ନସିଂହାସନରେ ବିରାଜମାନ କରିଛନ୍ତି । ହେଲେ ଚତୁର୍ଦ୍ଧାବିଗ୍ରହ ଯାତ୍ରା କରିଥିବା ତିନିରଥ ସିଂହଦ୍ୱାର ସମ୍ମୁଖରେ ରହିଥିବା ବେଳେ ଆଜିଠାରୁ ଭଙ୍ଗା ଆରମ୍ଭ ହୋଇଛି । ଶ୍ରୀମନ୍ଦିର ପ୍ରଶାସନର ଚିଠି ପାଇବା ପରେ ଆଜି ଭୋଇ ସର୍ଦ୍ଦାରଙ୍କ ନେତୃତ୍ୱରେ…