Latest Odisha News

BREAKING NEWS

Browsing Category

ପୁରୀ

Puri

ଅଭ୍ୟାସଗତ ଅପରାଧୀଙ୍କୁ ସାବାଡ କରିବାକୁ ପ୍ରଶାସନର କଡ଼ା ଆଭିମୁଖ୍ୟ

ପୁରୀ: ବିଭିନ୍ନ ଅପରାଧରେ ଜଡ଼ିତ ଅଭ୍ୟାସଗତ ଅପରାଧୀଙ୍କୁ ସାବାଡ କରିବାକୁ ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି ।  ଅପରାଧ ରେ ଜଡ଼ିତ ଥାଇ ଅଟକ ବା ଗିରଫ ହୋଇ ଭଲ ଆଚରଣ ପ୍ରଦର୍ଶନ କରିବାକୁ ୧୧୦ ରେ ବଣ୍ଡ ଦେଇ ମୁକୁଳି ଥିବା ଓ ଏହାର ଉଲ୍ଲଘଂନ କରି ପୁଣି ଅପରାଧ…

ରଥକାଠ ସଂଗ୍ରହ ସମ୍ପର୍କିତ ବୈଠକ ଅନୁଷ୍ଠିତ

ପୁରୀ: ପୁରୀର ରଥଯାତ୍ରା ବିଶ୍ୱ ପ୍ରସିଦ୍ଧ । ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଓ ଭକ୍ତ ଙ୍କ ଭାବାବେଗ ରଥଯାତ୍ରା ସହ ଜଡ଼ିତ । ତେଣୁ ରଥଯାତ୍ରାର ମୁଖ୍ୟ ଆଧାର ଶ୍ରୀଜୀଉ ମାନଙ୍କ ରଥ ନିର୍ମାଣ ପାଇଁ ସମସ୍ତେ ସହଯୋଗ କରିବାକୁ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଡଃ ସୁରେଶ ଚନ୍ଦ୍ର ଦଳାଇ ପରାମର୍ଶ ଦେଇଛନ୍ତି…

ବିଜେପି ଯୁବ ମୋର୍ଚ୍ଚା ଘେରାଉ କଲେ ପୁରୀ ଏସପି ଅଫିସ

ପୁରୀ: ବିଧାନସଭା ଘେରାଉ ବେଳେ ପୋଲିସ ପକ୍ଷରୁ ଆକ୍ରମଣ କରାଯିବାକୁ ବିରୋଧ କରି ବିଜେପି ପକ୍ଷରୁ ସମସ୍ତ ଜିଲ୍ଲାର ଏସପି ଅଫିସ ଘେରାଉ କରିବା ପାଇଁ ନିଷ୍ପତି ନିଆଯାଇଥିଲା । ଯୁବ ମୋର୍ଚ୍ଚା ସଭାପତି ଇରାସିଶ ଆଚାର୍ଯ୍ୟଙ୍କ ସମେତ ୨୪ଜଣଙ୍କୁ ଗିରଫ କରାଯିବା ପ୍ରତିବାଦରେ ବିଜେପି ଯୁବ ମୋର୍ଚ୍ଚା…

ଭିଜିଲାନ୍ସ ଜାଲରେ ଟିପିଏସଓଡିଏଲ୍‌‌ ଜେନେରାଲ ମ୍ୟାନେଜର

ବ୍ରହ୍ମପୁର: ଟାଟା ପାୱାର ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍‌‌ ଲିମିଟେଡ୍‌‌(ଟିପିଏସଓଡିଏଲ୍‌‌)ର ଜେନେରାଲ ମ୍ୟାନେଜର ପ୍ରମୋଦ କୁମାର ଚୌଧୁରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ ହୋଇଛି। ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏକକାଳୀନ ପୁରୀ ଏବଂ ଗଞ୍ଜାମ ଜିଲାର ୧୦ଟି ସ୍ଥାନରେ ଚଢ଼ଉ ଚାଲିଛି। ଚଢ଼ଉରେ ଜଣେ…

ପୁରୀ ରେଳଷ୍ଟସନରେ ପହଞ୍ଚିଲା ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌

ପୁରୀ: ଆଜି ଶ୍ରୀଜଗନ୍ନାଥ ଏକ୍ସପ୍ରେସ ପୁରୀ ରେଳଷ୍ଟେସନରେ ପହଞ୍ଚିଛି । ସଫଦରଜଙ୍ଗ ଷ୍ଟେସନରେ ପତାକା ଦେଖାଇ ଗତ ବୁଧବାର ଦିନ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ରେଳସେବାର ଶୁଭରାମ୍ଭ କରିବା ସହ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଏହି…

ଶ୍ରୀ ମନ୍ଦିର ଉପରେ ଡ୍ରୋନ୍‌ ଉଡ଼ାଇଥିବା ଅନିମେଶଙ୍କୁ କୋର୍ଟ ଚାଲାଣ କରିବ ପୋଲିସ

ପୁରୀ: ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ାଇବା ମାମଲା । ଅଭିଯୁକ୍ତ ଅନିମେଶ ଚକ୍ରବର୍ତ୍ତୀଙ୍କୁ ପୋଲିସ ଆଜି କୋର୍ଟ ଚାଲାଣ କରିବ ବୋଲି ଜଣାପଡ଼ିଛି। ସିଟି ଡିଏସ୍‌ପି କେକେ ହରିପ୍ରସାଦଙ୍କ ନେତୃତ୍ୱରେ ଚଢ଼ଉ କରାଯାଇ ଅନିମେଶଙ୍କୁ ଗିରଫ କରାଯାଇଥିଲା। ଫଳରେ ଗତ ୧୮ ତାରିଖ ଦିନ ଅନିମେଶ…

ଆସନ୍ତୁ ଜାଣିବା କାଳିଆର ପୁଷ୍ପଶୃଙ୍ଗାର ଓ ନାକଚଣା ରହସ୍ୟ

ପୁରୀ: ଶୃଙ୍ଗାରପ୍ରିୟ ଆମ କଳାଠାକୁର ।ଶୃଙ୍ଗାରରେ ତାଙ୍କର ଭାରି ଆଦର।କଳାଠାକୁରଙ୍କ ଦିନଚର୍ଯ୍ୟାରେ ଯୋଡି ହୋଇଥାଏ ଦିନର ଅନ୍ତିମ ବେଶ ବଡ଼ସିଂହାର ବେଶ ବା ବଡ଼ଶୃଙ୍ଗାର ବେଶ ।ରାତିରେ ଚନ୍ଦନ ଲାଗି ନୀତି ପରେ ବଡ଼ସିଂହାର ବେଶରେ ନାନାଦି ପୁଷ୍ପ ଅଳଙ୍କାରରେ ସଜେଇ ହୁଅନ୍ତି ବଡ଼…

ଟମାଟୋରେ ବିଶ୍ୱର ସର୍ବବୃହତ ସାନ୍ତାକ୍ଳଜ୍‌‌

ବ୍ରହ୍ମପୁର: ଗଞ୍ଜାମ ଜିଲାର ଗୋପାଳପୁର ବେଳାଭୂମି ପରିସରରେ ଟମାଟୋରେ ବିଶ୍ୱର ସର୍ବବୃହତ ସାନ୍ତାକ୍ଳଜ୍‌‌ ପ୍ରସ୍ତୁତ କରିଛନ୍ତି ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ଗୋପାଳପୁର ବେଳାଭୂମି ମହୋତ୍ସବ କାର୍ଯ୍ୟକ୍ରମରେ ସାମିଲ ହେବା ଅବସରରେ ଏହି ବିରଳ କଳାକୃତି ପ୍ରସ୍ତୁତ…

ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତ ନେଇ ପ୍ରସ୍ତୁତି ବୈଠକ

ପୁରୀ: ଚଳିତ ମାସ ୨୬ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୁରୀ ଆସିବା କାର୍ଯ୍ୟକ୍ରମ ରହିଛି । ଏ ନେଇ ଶୁକ୍ରବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସମର୍ଥ ବର୍ମା ବିଭିନ୍ନ ବିଭାଗକୁ ସେମାନଙ୍କ କାର୍ଯ୍ୟ ସୂଚାରୁରୂପେ କରିବା…

ମାଲଖମ୍ବ ରାଜ୍ୟସ୍ତରୀୟ ଚୟନ ଶିବିର ଅନୁଷ୍ଠିତ

ପୁରୀ: ପୁରୀ ଜିଲ୍ଲା ସ୍କୁଲ ପରିସରରେ ଆଜି ଦିନିକିଆ ମାଲଖମ୍ବ ରାଜ୍ୟସ୍ତରୀୟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ୩୦ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ । ଏଥିରେ ମନୋନୀତ ହୋଇଥିବା ଖେଳାଳିମାନେ ମଧ୍ୟପ୍ରଦେଶରେ ଜାନୁୟାରୀ ୩୦ରୁ ଫେବୃୟାରୀ ୧୧ପର୍ଯ୍ୟନ୍ତ ହେବାକୁ ଥିବା ଖେଲୋ ଇଣ୍ଡିଆ…