Latest Odisha News

BREAKING NEWS

Browsing Category

ପୁରୀ

Puri

[ଦେଖନ୍ତୁ ଭିଡିଓ] ରଥଖଳାରେ ଚାଲିଛି ଜୋରସୋରରେ କାମ : ତିନିରଥର ଦଣ୍ଡ ଉଠି କୋଣଗୁଜ ସଂଯୋଗ

ପୁରୀ : ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଜୋର ସୋରରେ ଆଗେଇ ଚାଲିଛି । ଗୟଳ ହଣା କାର୍ଯ୍ୟ ଜାରି ରହିଥିବା ବେଳେ ନିରାଡି କାର୍ଯ୍ୟ ଶେଷ ହୋଇଛି । ତିନି ରଥର ଦଣ୍ଡା ଉଠି ଏଥିରେ ନିରାଡ଼ି, କୋଣଗୁଜ ଆଦି ସଂଯୋଗ କରାଯାଇଛି । ତିନି ରଥର ଦଣ୍ଡା ପଡ଼ିଲା ପରେ ତିନିରଥର ‘ଦଣ୍ଡା ଗୋଳେଇ’ କାର୍ଯ୍ୟ ପରେ…

ଉଚ୍ଛେଦ ଆରମ୍ଭ, ଭଙ୍ଗାହେଲା ୧୮ ଘର: ୨୦ ବର୍ଷ ପରେ ସିଦ୍ଧ ମହାବୀର ଓଭରବ୍ରିଜ୍‌ ବାଟ ଖୋଲିଲା

ପୁରୀ :‌ ପ୍ରାୟ ୨୦ ବର୍ଷ ପରେ ସିଦ୍ଧ ମହାବୀର ରେଳ ଓଭରବ୍ରିଜ୍‌(ମାଟିଆପଡ଼ା) ସ୍ବପ୍ନ ସାକାର ହେବାକୁ ଯାଉଛି । ଆବଶ୍ୟକ ଜମିରୁ ସିଂହଭାଗ ଜମି ଅଧିଗ୍ରହଣ ଶେଷ ପରେ  ଉଚ୍ଛେଦ କାମ ଆରମ୍ଭ ହୋଇଛି । ପ୍ରାରମ୍ଭିକ ପର୍ଯ୍ୟାୟରେ ବାଲିଘାଟ ଛକରୁ ଉଚ୍ଛେଦ ଆରମ୍ଭ ହୋଇଥିବା ବେଳେ ୨୪୮ କୋଠାରୁ ପ୍ରଥମ…

[ଦେଖନ୍ତୁ ଭିଡିଓ] ପୁରୀ ସିଦ୍ଧମହାବୀର ରେଳ ଓଭରବ୍ରିଜ ନିର୍ମାଣ ନେଇ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ

ପୁରୀ : ପୁରୀ ସିଦ୍ଧମହାବୀର ରେଳ ଓଭର ବ୍ରିଜ ନିର୍ମାଣ ନେଇ ଆଜିଠାରୁ ଉଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି।‌  ଜିଲ୍ଲା ପ୍ରଶାସନ ପକ୍ଷରୁ ଉପଜିଲ୍ଲାପାଳଙ୍କ ନେତୃତ୍ୱରେ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଜାତୀୟ ରାଜପଥ ବିଭାଗର ଅଧିକାରୀ, ସେସୁ ଅଧିକାରୀ ପ୍ରମୁଖ ଉପସ୍ଥିତ ରହିଛନ୍ତି।…

ନିଶା ବେପାରୀଙ୍କ ‘ବଡ଼ ଭାଇ’ ସାଜିଛି ପୁରୀ ପୋଲିସ, ସବୁ ଜାଣି ହାତ ବାନ୍ଧି ବସିଛନ୍ତି ଅବକାରୀ ଅଧିକାରୀ

ପୁରୀ: ନିଶା ବେପାରୀଙ୍କ 'ବଡ଼ ଭାଇ' ପାଲଟିଛି ପୁରୀ ପୋଲିସ। ଅପରାଧୀ ଏବଂ ଅପରାଧକୁ ବଢାଇବାରେ ସହଯୋଗ କରୁଥିବା ଏହି ନିଶା ବେପାରୀଙ୍କ ସହିତ ରହିଛି ପୁଲିସର ଅହିନକୂଳ ସମ୍ପର୍କ। ନିଶା ବେପାରୀଙ୍କ ଠାରୁ ଲାଞ୍ଚ ନେଇ ବସି ପଡୁଛନ୍ତି ପୁରୀ ପୋଲିସ । ଯେଉଁଥିପାଇଁ ଅବକାରୀ ବିଭାଗର…

ପୁରୀରେ ନବୀନଙ୍କ ନୂଆ ମନ୍ତ୍ରୀ : ଦାୟିତ୍ୱ ମିଳିବା ପରେ କଲେ ମହାପ୍ରଭୁଙ୍କୁ ଦର୍ଶନ

ପୁରୀ :  ନବୀନଙ୍କ ନୂଆମନ୍ତ୍ରୀ ମଣ୍ଡଳ ଗଠନ ପରେ କିଛି ମନ୍ତ୍ରୀ ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ଅତନୁ ସବ୍ୟସାଚୀ ନାୟକ, ଟୁକୁନି ସାହୁ, ପ୍ରଫୁଲ୍ଲ ମଲିକ, ପ୍ରଦୀପ ଅମାତ, ରଜନୀକାନ୍ତ ସିଂ, ରାଜେନ୍ଦ୍ର ଢୋଲକିଆ, ଶ୍ରୀକାନ୍ତ ସାହୁ ପ୍ରମୁଖ ଏକାଠି ଯାଇ…

[ଦେଖନ୍ତୁ ଭିଡିଓ] ନିର୍ଦ୍ଧାରିତ ସମୟ ପୂର୍ବରୁ ସରିଲା ତିନି ରଥର ଚକ ଅଖ ଯୋଡ଼ା କାମ

ପୁରୀ : ନିର୍ଦ୍ଧାରିତ ସମୟ ଓ ଲକ୍ଷର ଯଥେଷ୍ଟ ପୂର୍ବରୁ ୩ ରଥର ସମସ୍ତ ଚକ ଓ ଅଖ ଯୋଡ଼ାଯାଇ ଡ଼େରାଯାଇଛି। ଏହାସହ ରଥର ଉପରିଭାଗ ତିଆରି କାମ ଜୋର ଧରିଛି। ଆସନ୍ତା ସ୍ନାନପୂର୍ଣ୍ଣିମାରେ ୩ ରଥର ଚାରିନାହାକା ଉଠିବ। ତେବେ ଚଳିତବର୍ଷ ରଥ ତିଆରି ବେଶ ଆଗୁଆ ଚାଲିଛି। ଅନ୍ୟପଟେ ଜୁନ୍ ୧୪ରେ ହେବାକୁ…

ବିଶ୍ୱ ପରିବେଶ ଦିବସ, ବାଲୁକା ଶିଳ୍ପୀ ମାନସଙ୍କ ବାଲୁକା କଳା

ପୁରୀ (ସନ୍ତୋଷ କୁମାର ଦାସ): ଆଜି ଜୁନ୍ 5। ବିଶ୍ୱ ପରିବେଶ ଦିବସ। ଏହି ଉପଲକ୍ଷେ ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ପୁରୀର ଲାଇଟ ହାଉସ ବେଳାଭୂମିରେ ବାଲୁକା କଳା ନିର୍ମାଣ କରିଛନ୍ତି। ଚଳିତ ବର୍ଷ ର ଥିମ "Only One Earth" କୁ ଆଧାର କରି ବାଲୁକା କଳା ନିର୍ମାଣ କରିଛନ୍ତି…

ପୁରୀ ପରିକ୍ରମା ପ୍ରକଳ୍ପ ପଛରେ ରହିଛି କି ‘ଭାଟିକାନ ସିଟି’ର ଛାପ, ପିନାକୀଙ୍କ ବୟାନ ବିତର୍କକୁ କଲା…

ନୂଆଦିଲ୍ଲୀ: ପୁରୀ ନିଜର ଐତିହ୍ୟ ପରମ୍ପରା ପାଇଁ ବିଶ୍ୱ ଦରବାରରେ ପରିଚିତ । ଚାରିଧାମ ମଧ୍ୟରୁ ଅନ୍ୟତମ ଧାମ ହେଉଛି ପୁରୀଧାମ । ହିନ୍ଦୁ ଧର୍ମର ଏହି ପବିତ୍ର ଧାମର ରୂପରେଖ କିନ୍ତୁ ବଦଳିଯିବ । ଆଉ ଏହାକୁ ବଦଳାଇବାକୁ ଚାହୁଁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା କହିଛନ୍ତି ପୁରୀ ସାଂସଦ…

[ଦେଖନ୍ତୁ ଭିଡିଓ] ପୁରୀ ବେଳାଭୂମିରୁ ଉଦ୍ଧାର ହେଲା ଶିବଶକ୍ତି

ପୁରୀ  : ପୁରୀ ବେଳାଭୂମିରେ ଶିବଲିଙ୍ଗ ଶକ୍ତି । ହଠାତ୍ କେଉଁଠାରୁ ଭାସିଆସିଛି ଏହି ଶକ୍ତି । ସମୁଦ୍ରର ଢେଉରେ ଭାସି ଭାସି ଆସି କୂଳରେ ଲାଗିଛି । ଏହି ଦୃଶ୍ୟ ଦେଖିବାକୁ ଲୋକଙ୍କ ମନରେ ଅନେକ କୌତୁହଳ। ପ୍ରାଚୀ ହୋଟେଲ ନିକଟ ସମୁଦ୍ରରୁ ସ୍ଥାନୀୟ ମତ୍ସ୍ୟଜୀବ ମାନେ ଉଦ୍ଧାର କରିଛନ୍ତି ଏହି…

[ଦେଖନ୍ତୁ ଭିଡିଓ] ଆଗକୁ ରଥଯାତ୍ରା: ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧା ଉପରେ ଗୁରୁତ୍ୱାରୋପ

ପୁରୀ: ଆଗାମୀ ଜୁଲାଇ ୧ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ରଥଯାତ୍ରାକୁ ଦୃଷ୍ଟିରେ ରଖି ପୁରୀର ହୋଟେଲ ମାଲିକମାନଙ୍କ ସହ ଜିଲ୍ଲା ପୁଲିସ ପ୍ରଶାସନ ପକ୍ଷରୁ ଆଲୋଚନା କରାଯାଇଛି। ଏନେଇ ଆଜି ପୁରୀରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧା ଉପରେ ଗୁରୁତ୍ୱାରୋପ…