Latest Odisha News

BREAKING NEWS

Browsing Category

ପୁରୀ

Puri

ପୁରୀ ବେଳାଭୂମିରେ ବିଚ୍ କନେକ୍ଟ କାର୍ଯ୍ୟକ୍ରମ

ପୁରୀ : ପୁରୀରେ ବିଚ୍ କନେକ୍ଟ କାର୍ଯ୍ୟକ୍ରମ ଅନୁଷ୍ଠିତ। ଦୂରଦୂରାନ୍ତରୁ ପୁରୀ ଆସୁଥିବା ପର୍ଯ୍ୟଟକ, ସ୍ଥାନୀୟ ବାସିନ୍ଦା ଓ ସମୁଦ୍ର କୂଳ ବ୍ୟବସାୟୀଙ୍କ ମଧ୍ୟରେ ଉତ୍ତମ ସମନ୍ବୟ ରକ୍ଷା କରିବା ପାଇଁ ଆଜି ସ୍ବର୍ଣ୍ଣାଭ ବେଳାଭୂମିରେ ଅନୁଷ୍ଠିତ ହୋଇଛି ବିଚ୍ କନେକ୍ଟ କାର୍ଯ୍ୟକ୍ରମ ।…

ଅଣ୍ଡା ଫୁଟିବା ପରେ ସମୁଦ୍ର ମୁହାଁ ହଜାର ହଜାର କଇଁଛ ଛୁଆ

ଅସ୍ତରଙ୍ଗ ଅଣ୍ଡା ଫୁଟିବା ପରେ ଏବେ ସମୁଦ୍ର ମୁହାଁ ଅଲିଭ୍ ଅଲିଭ୍ ରିଡ୍‌ଲେ । ହଜାର ହଜାର କଇଁଛ ଶାବକ ସମୁଦ୍ରକୁ ଫେରି ଯାଉଛନ୍ତି । ଚଳିତ ବର୍ଷ ଅନୁକୁଳ ପାଗ ଯୋଗୁଁ ରେକର୍ଡ ସଂଖ୍ୟକ ଅଲିଭ୍ ରିଡଲେ ଅଣ୍ଡାଦାନ କରିବା ସହ ପ୍ରଜନନ ପ୍ରକ୍ରିୟା ସରିଛି । ଏବେ ଅଣ୍ଡାରୁ ଛୁଆ ହେବା ପରେ ସମୁଦ୍ରକୁ…

ପୁରୀ ଐତିହ୍ୟ ପ୍ରକଳ୍ପ: ଏଏସଆଇ ଅଫିସ ଘେରିଲା ଜଗନ୍ନାଥ ସେନା

ପୁରୀ: ଶ୍ରୀମନ୍ଦିରର ୧୦୦ ମିଟର ପରିଧି ଭିତରେ ତିଆରି ଚାଲିଛି ଖନନ କାର୍ଯ୍ୟ । ଐତିହ୍ୟ ପ୍ରକଳ୍ପ ନିର୍ମାଣ ନାଁରେ ଚାଲିଥିବା ଏହି କାମକୁ  ନେଇ  ବିବାଦ ଲାଗି ରହିଛି । ମୁଖ୍ୟତଃ ପ୍ରକଳ୍ପ ତିଆରି ପାଇଁ ଏଏସଆଇର ଅନୁମତିକୁ ନେଇ ବିବାଦ ରହିଛି । ଏହାରି ଭିତରେ ପୁରୀରେ ଜଗନ୍ନାଥ ସେନା ଏଏସଆଇର…

[ଦେଖନ୍ତୁ ଭିଡିଓ] ଆଜିଠାରୁ ଶ୍ରୀମନ୍ଦିର ପଶ୍ଚିମ ଦ୍ବାର ଦେଇ ମହାପ୍ରଭୁଙ୍କୁ ସର୍ବସାଧାରଣ ଦର୍ଶନ

ପୁରୀ : ଆସନ୍ତା ୩ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା।ଏହି ଦିନ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ହେବା ସହ ମହାପ୍ରଭୁଙ୍କ ୨୧ ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ । ଚଳିତ ବର୍ଷ ଭକ୍ତଙ୍କ ଗହଣରେ ହେବ ଚନ୍ଦନ ଯାତ୍ରା । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ଓ…

ଆଜିଠୁ ଖୋଲିଲା ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାର : ସିଂହଦ୍ୱାର ସହ ପଶ୍ଚିମ ଦ୍ୱାର ଦେଇ ପ୍ରବେଶ କରୁଛନ୍ତି ଭକ୍ତ

ପୁରୀ : ଆଜିଠୁ ପଶ୍ଚିମ ଦ୍ୱାରରୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ଭକ୍ତ । ଉଭୟ ଶ୍ରୀମନ୍ଦିର ସିଂହଦ୍ୱାର ଓ ପଶ୍ଚିମଦ୍ୱାରରୁ ଦର୍ଶନ ପାଇଁ ଅନୁମତି ମିଳିଛି । ଶ୍ରୀମନ୍ଦିର ପରିଚାଳନା କମିଟିର ନିଷ୍ପତ୍ତି ପରେ ଆଜିଠୁ ଏହି ଦର୍ଶନ ବ୍ୟବସ୍ଥା ଆରମ୍ଭ ହୋଇଛି । ଭକ୍ତଙ୍କୁ ସୁବିଧାରେ ଦର୍ଶନ…

[ଦେଖନ୍ତୁ ଭିଡିଓ] ସାଂସଦ ଅପରାଜିତା ଷଡଙ୍ଗୀଙ୍କ ପୁରୀ ଗସ୍ତ ନେଇ ହାଇଡ୍ରାମା

ପୁରୀ : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ ଭିତରେ ପୁରୀରେ ପହଞ୍ଚିଛନ୍ତି ସାଂସଦ ଅପରାଜିତା ଷଡଙ୍ଗୀ । ପୁରୀ ଗସ୍ତ ବେଳେ ହାଇଡ୍ରାମା ଦେଖିବାକୁ ମିଳିଥିଲା । କାରରେ ଯାଉଥିବା ବେଳେ ଚନ୍ଦନପୁରରେ ଅଟକାଇଥିଲା ପୋଲିସ । ଏକାଧିକ ଗାଡି ନେଇ ପୁରୀ ଯାଉଥିବାରୁ ଅନୁମତି ଦେଇନଥିଲା ପୋଲିସ ।…

ପୁରୀ ଯିବା ବେଳେ ସାଂସଦ ଅପରାଜିତାଙ୍କ ଗାଡ଼ିକୁ ରୋକିଲା ପୋଲିସ

ପୁରୀ: ମହାପ୍ରଭୁଙ୍କ ଦର୍ଶନ କରିବାକୁ ପୁରୀ ଆସୁଥିବା ବେଳେ ଭୁବନେଶ୍ଵର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ଚନ୍ଦନପୁରରେ ପୁଲିସ ଅଟକାଇଥିଲା । ଏନେଇ ନିଜେ ପୁରୀ ଏସପି ସୂଚନା ଦେଇଛନ୍ତି । ଏହାପରେ ଭୁବନେଶ୍ଵର ସାଂସଦ  ନିଜ ସମର୍ଥକଙ୍କ ସହ ପାଦରେ ଚାଲିଚାଲି ମହାପ୍ରଭୁଙ୍କ ଦର୍ଶନ କରିବାକୁ…

ପୁରୀ ଅଭିମୁଖେ ଭୁବନେଶ୍ବର ସାଂସଦ ଅପରାଜିତା

ପୁରୀ : ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପକୁ ନେଇ ବିବାଦ ମଧ୍ୟରେ ଆଜି ପୁରୀ ଗସ୍ତ କରୁଛନ୍ତି ଭୁବନେଶ୍ୱରର ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ । ଆଜି ପୂର୍ବାହ୍ନରେ ଶ୍ରୀକ୍ଷେତ୍ର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ବୋଲି ସାଂସଦ ଟ୍ୱିଟ୍‌ କରିଛନ୍ତି । ଶ୍ରୀମନ୍ଦିର ପରିକ୍ରମା…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି : ଚାରି ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ଵିତୀୟ ଭୋଗମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ…

ଶ୍ରୀମନ୍ଦିର ପ୍ରକଳ୍ପକୁ ନେଇ ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ରଙ୍କ ସୋସିଆଲ ମିଡିଆ ପୋଷ୍ଟ

ଭୁବନେଶ୍ୱର : ଶ୍ରୀମନ୍ଦିର ପ୍ରକଳ୍ପକୁ ନେଇ ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ରଙ୍କ ସୋସିଆଲ ମିଡିଆ ପୋଷ୍ଟ । ରାଜନୀତି ନକରି ASI କ’ଣ କହୁଛି, ତା’ ପାଇଁ ଅପେକ୍ଷା କରିବା ଦରକାର । ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିବା ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ ବନ୍ଦ ରହୁ । ମହାପ୍ରଭୁ…