Latest Odisha News

BREAKING NEWS

Browsing Category

ପୁରୀ

Puri

ଆନ୍ଦୋଳନ ପାଇଁ ପ୍ରସ୍ତୁତି ବେଳେ ମୁହଁ ଖୋଲିଲେ ଗଜପତି

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ଏବେ ପ୍ରଶାସନ ବିବାଦ ଘେରକୁ ଠେଲି ହୋଇଯାଉଛି । ଗୋଟିଏ ପଟେ ଶ୍ରୀମନ୍ଦିର ବଞ୍ଚାଅ ଅଭିଯାନ ସପକ୍ଷରେ ପୁରୀ ବଡ ଦାଣ୍ଡକୁ ଶହ ଶହ ଶ୍ରଦ୍ଧାଳୁ ଆସିବେ ବୋଲି ଜଣାପଡିଛି । ଆଉ ଏହାରି ଭିତରେ ଦୀର୍ଘ ଦିନର ନିରବତା ପରେ ଗଜପତି ଜବାବ ରଖି…

[ଦେଖନ୍ତୁ ଭିଡିଓ] ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ୨୪୮ କୋଟି ଟଙ୍କାର ବଜେଟ ପାରିତ

ପୁରୀ : ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ୨୪୮ କୋଟି ଟଙ୍କାର ବଜେଟ ପାରିତ ହୋଇଛି । ସେବାୟତ ଗୁରୁକୁଳ ପାଇଁ MOU ଅନୁଧ୍ୟାନ ସରିଥିବା ବେଳେ ସେବାୟତଙ୍କ ବାସଗୃହ ଯୋଜନା ପାଇଁ ଜମି ଚି଼ହ୍ନଟ କରାଯାଇଛି । ଖୁବ ଶୀଘ୍ର ବାସଗୃହ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯିବ ବୋଲି ମୁଖ୍ୟ ପ୍ରଶାସକ…

ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି : ଅପରାହ୍ଣ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ମହାପ୍ରଭୁଙ୍କ ପଇତାଲାଗି ନୀତି ପାଇଁ ସୋମବାର ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ। ଆସନ୍ତାକାଲି ଦଶମୀ ତିଥି ଅବସରରେ ଶ୍ରୀଜିଉଙ୍କ ପଇତା ଲାଗି ନୀତି ଥିବାରୁ ଆପାତତଃ ଅପରାହ୍ଣ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହି ନୀତି…

ବାହାଘର ପ୍ରୋସେସନ ବେଳେ ତୁମୁଳକାଣ୍ଡ: ଟେଣ୍ଟ ମାଲିକଙ୍କୁ ହତ୍ୟା

ଗୋପ: ଗୋପ ଥାନା ବାଲିକନ୍ଦଳ ଗାଁରେ ହତ୍ୟା ।  ଗତକାଲି ରାତିରେ ବାହାଘର ପ୍ରୋସେସନ ବେଳେ ତୁମୁଳକାଣ୍ଡ ଘଟିଥିଲା। ଟେଣ୍ଟ ମାଲିକଙ୍କୁ ଭୁଜାଲିରେ ଆକ୍ରମଣ କରି ଡିଜେ ମାଲିକ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏଣେ ଘଟଣାର ପ୍ରତିବାଦରେ ଉତ୍ତ୍ୟକ୍ତ ଲୋକେ ପିପିଲି- କୋଣାର୍କ ରାସ୍ତାର ବେଗୁନିଆ…

ଖୋଲିବ ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର: ସହଜ ହେବ ଶ୍ରୀମନ୍ଦିର ପ୍ରବେଶ ଓ ଜଗା ଦର୍ଶନ

ପୁରୀ: ଶ୍ରୀମନ୍ଦିର ବଜେଟ ପୂର୍ଣ୍ନାଙ୍ଗ ହୋଇପାରିନି । ଆସନ୍ତା ୨୫ ତାରିଖରେ ପୁର୍ନବାର ବୈଠକ ବସି ବଜେଟ ଚୂଡ଼ାନ୍ତ ହେବ । ବୈଠକରେ ନୀତି ସବକମିଟିରେ ନିଆଯାଇଥିବା ନିଷ୍ପତ୍ତି ଓ ଚନ୍ଦନଯାତ୍ରା ନୀତିନିର୍ଘଣ୍ଟକୁ ମୋହର ମାରିଛି ପରିଚାଳନା କମିଟି । ସହଜ ହେବ ଶ୍ରୀମନ୍ଦିର ପ୍ରବେଶ ଓ ଜଗା…

ୱାର୍ଲ୍ଡ ଆର୍ଥ ଡେ: ବେଳାଭୂମିରେ ବାଲୁକା କଳା ମାଧ୍ୟମରେ ବାର୍ତ୍ତା

ପୁରୀ: ଆଜି ‘ ୱାର୍ଲ୍ଡ ଆର୍ଥ ଡେ ’। ଧରିତ୍ରୀକୁ ସମ୍ମାନ ଦେବା ସହ ଏହାର ସୁରକ୍ଷା ଲାଗି ପ୍ରତି ବର୍ଷ ଏପ୍ରିଲ୍ ୨୨ ତାରିଖକୁ ‘ ୱର୍ଲ୍ଡ ଆର୍ଥ ଡେ ’ ବା ବିଶ୍ୱ ଧରିତ୍ରୀ ଦିବସ ଭାବେ ପାଳନ କରାଯାଏ। ୧୯୭୦ ମସିହାରେ ଆରମ୍ଭ ହୋଇଥିବା ଏହି ପରମ୍ପରା ବର୍ତ୍ତମାନ ୧୯୨ ଦେଶରେ ପ୍ରଚଳିତ ହେଉଛି ।…

[ଭିଡିଓ] ପଞ୍ଚଭୂତରେ ବିଲୀନ ହେଲେ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର

ପୁରୀ : ଓଡିଶା ସଙ୍ଗୀତ ଜଗତରେ ଅପୂରଣୀୟ କ୍ଷତି । ଆରପାରିକୁ ଚାଲିଯାଇଛନ୍ତି ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର । ପୁରୀ ସ୍ୱର୍ଗଦ୍ୱାରରେ ରାଷ୍ଟ୍ରୀୟ ମର୍ଯ୍ୟଦା ସହ ଶେଷ ହୋଇଛି ପ୍ରଫୁଲ୍ଲ କରଙ୍କ ଅନ୍ତିମ ସଂସ୍କାର ।ବଡପୁଅ ମହାଦୀପ କର ପ୍ରଫୁଲ୍ଲ କରଙ୍କୁ ମୁଖାଗ୍ନୀ ଦେଇଥିଲେ । ଶେଷ କୃତ୍ୟ ସମୟରେ ସାନ…

ପୁରୀ ସ୍ୱର୍ଗଦ୍ୱାରରେ ପଞ୍ଚଭୂତରେ ବିଲୀନ ହେଲେ ମଉଡ଼ମଣି ପ୍ରଫୁଲ୍ଲ କର

ପୁରୀ : ପୁରୀ ସ୍ୱର୍ଗଦ୍ୱାରରେ ପ୍ରଫୁଲ୍ଲ କରଙ୍କ ଅନ୍ତିମ ସଂସ୍କାର ସମ୍ପନ୍ନ । ପଞ୍ଚ ଭୂତରେ ବିଲୀନ ହେଲେ ପ୍ରଖ୍ୟାତ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର । ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷ ହେଲା ଅନ୍ତିମ ସଂସ୍କାର । । ବଡପୁଅ ମହାଦୀପ କର ଦେଲେ ମୁଖାଗ୍ନୀ । ଅନ୍ତିମ ସଂସ୍କାରରେ…

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଭାସି ଯାଇଥିବା ବଂଶୀଧରଙ୍କ ମୃତଦେହ ଚନ୍ଦ୍ରଭାଗା ନିକଟରୁ ମିଳିଲା

ପୁରୀ : ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଭାସିଯିବା ଘଟଣା । ବାଲେଶ୍ୱର ସଚିନ ଗାଁର ବଂଶୀଧର ବେହେରାଙ୍କ ମିଳିଲା ମୃତଦେହ । ଗତକାଲି ରାତିରେ ପୋଲିସ ଚନ୍ଦ୍ରଭାଗା ବେଲେଶ୍ୱର ମନ୍ଦିର କଇଁଛ ଘର ନିକଟସ୍ଥ ସମୁଦ୍ରକୂଳରୁ ତାଙ୍କ ଶବକୁ ଜବତ କରିଛି । ଏ ନେଇ ମେରାଇନ ଥାନା ପୋଲିସ ଏକ ଅପମୃତ୍ୟୁ…

[ଦେଖନ୍ତୁ ଭିଡିଓ] ଶ୍ରୀକ୍ଷେତ୍ରରେ ଚାଲିଥିବା ସାହିଯାତରେ ଲଙ୍କାପୋଡି ନୀତି

ପୁରୀ : ପବିତ୍ର ଶ୍ରୀରାମ ନବମୀରୁ ଶ୍ରୀକ୍ଷେତ୍ରରେ ଚାଲିଥିବା ସାହିଯାତ୍ରାରେ ଲଙ୍କାପୋଡି ନୀତି ଅନୁଷ୍ଠିତ ହୋଇଯାଇଛି । ଚୈତ୍ର ପୂର୍ଣ୍ଣିମା ତିଥିରେ ଦୋଳମଣ୍ଡପ ସାହି ଆଖେଡା ପକ୍ଷରୁ ଲଙ୍କାପୋଡି ପ୍ରସ୍ତାବ କରାଯାଇଥିଲା । ମହାପ୍ରଭୁଙ୍କ ଆଜ୍ଞାମାଳା ପ୍ରାପ୍ତ ହେବା ପରେ ରାବଣ ଓ ହନୁମାନ…