Latest Odisha News

BREAKING NEWS

Browsing Category

ପୁରୀ

Puri

ପୁରୀର ବହୁ ଚର୍ଚ୍ଚିତ କୃଷ୍ଣ ପ୍ରତିହାରୀ ମାମଲା: ୨ ଅଭିଯୁକ୍ତଙ୍କ ସିନ୍ ରିକ୍ରିଏସନ୍

ପୁରୀ: ପୁରୀର ବହୁ ଚର୍ଚ୍ଚିତ କୃଷ୍ଣ ପ୍ରତିହାରୀ ମାମଲାରେ ଅହୁରି ଖୋଳତାଡ କରୁଛି ପୋଲିସ୍ । ଆଜି ଆଉ ଅଭିଯୁକ୍ତଙ୍କୁ ନେଇ ଘଟଣାସ୍ଥଳକୁ ନେଇ ସିନ୍ ରିକ୍ରିଏନ୍ କରାଯାଇଛି । ଗତକାଲି ଘଟଣାର ମୁଖ୍ୟ ଅଭିଯୁକ୍ତ କୁନମୁନ୍ ଓ ଟୁଟୁକୁ ନେଇ ସିନ୍ ରିକ୍ରିଏସନ୍ କରାଯାଇଥିବାବେଳେ ଆଉ ଆଉ ୨ ଅଭିଯୁକ୍ତ…

ଆଜି ୪ ଘଣ୍ଟା ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ:  ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କର ହେବ ବନକଲାଗି ନୀତି । ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର…

କୃଷ୍ଣ ପ୍ରତିହାରୀ ହତ୍ୟାକାଣ୍ଡ: ଫେରାର ଅନ୍ୟ ୩ ଅଭିଯୁକ୍ତଙ୍କୁ ଧରିଲା ପୁରୀ ପୁଲିସ

ପୁରୀ: କୃଷ୍ଣ ପ୍ରତିହାରୀ ହତ୍ୟାକାଣ୍ଡ । ଫେରାର ଅନ୍ୟ ୩ ଅଭିଯୁକ୍ତଙ୍କୁ ଧରିଲା ପୁରୀ ପୁଲିସପୁରୀର ବରିଷ୍ଠ ସେବାୟତ କୃଷ୍ଣ ପ୍ରତିହାରୀ ହତ୍ୟାକାଣ୍ଡ ମାମଲାରେ ଫେରାର ଥିବା ଅନ୍ୟ ୩ ଅଭିଯୁକ୍ତଙ୍କୁ ଧରିବାରେ ପୁରୀ ପୁଲିସ ସଫଳ ହୋଇଛି। ଏହି କୁନମୁନ ସୁଆର, ହରି ପଣ୍ଡା ଓ ଟୁଟୁ ମହାପାତ୍ର।ଙ୍କୁ…

[ଦେଖନ୍ତୁ ଭିଡିଓ] ମୁଣ୍ଡ ନେବାକୁ ୩୦ ଲକ୍ଷର ଡିଲ୍ : ସୁପାରୀ ଦେଇଥିଲେ ବାପ-ପୁଅ

ପୁରୀ: ମୁଣ୍ଡ ନେବାକୁ ହୋଇଥିଲା ୩୦ ଲକ୍ଷର ଡିଲ୍ । ହତ୍ୟା ପୂର୍ବରୁ ଅଗ୍ରୀମ ୨ ଲକ୍ଷ ଟଙ୍କା ନେଇଥିଲେ ଅଭିଯୁକ୍ତ । ପିସ୍ତଲ ପାଇଁ ନେଇଥିଲେ ୭୦ହଜାର ଟଙ୍କା । ପୁରୀରେ ସୁଆର ମହାସୁଆର ନିଯୋଗ ସମ୍ପାଦକ କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କୁ  ହତ୍ୟା କରିବାକୁ ଦିଆଯାଇଥିଲା ସୁପାରୀ ।  କାଳୁ…

ପୁରୀରେ ସେବାୟତଙ୍କୁ ହତ୍ୟାର ପର୍ଦ୍ଦାଫାସ: ୨ ଷଡଯନ୍ତ୍ରକାରୀଙ୍କ ସମେତ ୬ ଗିରଫ

ପୁରୀ: ସେବାୟତ କୃଷ୍ଣଚନ୍ଦ୍ର ପ୍ରତିହାରୀ ହତ୍ୟା ମାମଲାର ପର୍ଦ୍ଦାଫାସ୍ । ପ୍ରେସମିଟରେ ମାମଲାର ପର୍ଦ୍ଦାଫାସ କରିଛନ୍ତି ପୁରୀ ଏସପି କନଓ୍ୱର ବିଶାଲ ସିଂ । ହତ୍ୟାକାଣ୍ଡରେ ୬ ଜଣଙ୍କୁ ଗିରଫ କରାଯାଇଛି । ଏମାନଙ୍କ ଭିତରେ ଅଛନ୍ତି ୨ ଜଣ ମୁଖ୍ୟ ଷଡ଼ଯନ୍ତ୍ରକାରୀ । ମୁଖ୍ୟ ଷଡ଼ଯନ୍ତ୍ରକାରୀ କାଳିଆ…

କୃଷ୍ଣ ପ୍ରତିହାରୀ ହତ୍ୟା ମାମଲାରେ ନୂଆ ମୋଡ : ୨ ଷଡ଼ଯନ୍ତ୍ରକାରୀଙ୍କ ସହ ୪ ଅଟକ

ପୁରୀ:  ବରିଷ୍ଠ ସେବାୟତ କୃଷ୍ଣ ପ୍ରତିହାରୀ ହତ୍ୟା ମାମଲା । ମାମଲାରେ ୨ ଷଡ଼ଯନ୍ତ୍ରକାରୀଙ୍କ ସମେତ ୪ ଜଣଙ୍କୁ ପୁଲିସ ଅଟକ ରଖିଥିବା ସୂଚନା ମିଳିଛି । ସେମାନଙ୍କ ମଧ୍ୟରେ କାଳିଆ ସିଂହାରୀ ଓ ତାଙ୍କ ପୁଅ ଦୋଳଗୋବିନ୍ଦ ରହିଥିବା କୁହାଯାଉଛି । ବାବା ମହାପାତ୍ର ଓ ଅନ୍ୟ ଜଣେ ସହଯୋଗୀ ମଧ୍ୟ ଅଟକ…

ପିପିଲିରେ ନିର୍ବାଚନୀ ହିଂସା : କଂଗ୍ରେସ କ୍ୟାମ୍ପ ଅଫିସକୁ ଜାଳିଦେଲେ ଦୁର୍ବୃତ୍ତ

ପୁରୀ:  ପୌର ନିର୍ବାଚନ ପାଇଁ ପ୍ରଚାର ସମୟ ଶେଷ ହୋଇଆସୁଥିବା ବେଳେ ତୀବ୍ର ହେବାରେ ଲାଗିଛି ରାଜନୈତିକ ହିଂସା । ଗୋଟିଏ ଗୋଷ୍ଠୀ ଆଉଗୋଟିଏ ଗୋଷ୍ଠୀ ଉପରେ ଆକ୍ରମଣ କରିଛନ୍ତି ।। ପିପିଲିରେ ଏ ହେଉଛି ରାଜନୈତିକ ହିଂସାର ଆଉ ଏକ ଦୃଶ୍ୟ । ଏନଏସିର ୭ ନମ୍ବର ୱାର୍ଡରେ ଥିବା କଂଗ୍ରେସର କ୍ୟାମ୍ପ…

ବାଲୁକା କଳାରେ ପଖାଳ ଦିବସର ଶୁଭେଚ୍ଛା

ପୁରୀ: ଆଜି ବିଶ୍ୱ ପଖାଳ ଦିବସ । ପଖାଳକୁ ଭଲ ପାଉଥିବା ଲୋକଙ୍କ ପାଇଁ ଦିନଟିଏ । ଓଡ଼ିଆଙ୍କର ପ୍ରିୟ ଖାଦ୍ୟ । ଏହାକୁ ବିଶ୍ୱର କୋଣ ଅନୁକୋଣରେ ପହଞ୍ଚାଇବାକୁ ମାର୍ଚ୍ଚ ୨୦ ତାରିଖକୁ ‘ବିଶ୍ୱ ପଖାଳ ଦିବସ’ ଭାବେ ପାଳନ କରାଯାଉଛି । ଏହି ଅବସରରେ ବାଲୁକା କଳାରେ ପଖାଳ ଦିବସର ଶୁଭେଚ୍ଛା…

ଦୋଳ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ପ୍ରବଳ ଭିଡ , ବ୍ୟାରିକେଡ ଭାଙ୍ଗି ଧସେଇ ପଶିଲେ ଭକ୍ତ

ପୁରୀ : ପୁରୀରେ ଆଜି ପବିତ୍ର ଦୋଳ ପୂର୍ଣ୍ଣିମା ।ମହାପ୍ରଭୁଙ୍କ ରାଜାରାଜେଶ୍ୱର ବେଶ ଅର୍ଥାତ୍ ସୁନେବେଶ ଥିବାରୁ ପ୍ରବଳ ଭକ୍ତଙ୍କ ସମାଗମ ହୋଇଥିଲା । ଏହି ସମୟରେ ନୀତିକାନ୍ତି ବିଳମ୍ବ ହେବାରୁ ଶ୍ରୀମନ୍ଦିର ଭିତରକୁ ବ୍ୟାରିକେଟ ଭାଙ୍ଗି ଧସେଇ ପସିଛନ୍ତି ଭକ୍ତମାନେ । ସିଂହଦ୍ୱାର ସମ୍ମୁଖ…

ମାଆକୁ ହାଣି ହତ୍ୟା କଲା ପୁଅ, ବାପା ଓ ସ୍ତ୍ରୀ ଗୁରୁତର

ପୁରୀ: ପାରିବାରିକ କଳହର ଭୟାଙ୍କର ପରିଣତି । ରାଗରେ ବାପା, ମାଆ ଓ ସ୍ତ୍ରୀକୁ ହାଣିଲା ପୁଅ । ପୁରୀ ତାଳବଣିଆ ସୁଭଦ୍ରାନଗରରେ ଏହି ଘଟଣା ଘଟିଛି । ଆକ୍ରମଣରେ ମାଆଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଗୁଲିଳତା ଦୀକ୍ଷିତ । ଆକ୍ରମଣରେ ବାପା ଓ ସ୍ତ୍ରୀ ଗୁରୁତର ହୋଇଛନ୍ତି । ସେମାନଙ୍କୁ…