Latest Odisha News
Browsing Category

ପୁରୀ

Puri

ଆଡ଼ପ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି; ଆଡ଼ପ ଦର୍ଶନ ସହ ଆଜିଠୁ ଭକ୍ତଙ୍କୁ ମିଳିବ ଆଡ଼ପ ଅବଢ଼ା

ପୁରୀ: ଆଡ଼ପ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି। ଆଜି ଜନ୍ମବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରି କୋଟି ପୂଣ୍ୟ ଅର୍ଜିବେ ଶ୍ରଦ୍ଧାଳୁ । ଆଡ଼ପ ଦର୍ଶନ ସହ ଆଜିଠୁ ଭକ୍ତଙ୍କୁ ମିଳିବ ଆଡ଼ପ ଅବଢ଼ା। ଆଡ଼ପ ଅବଢ଼ା ପାଇ କୃତ୍ୟ କୃତ୍ୟ ହେବେ ଅଗଣିତ ଜଗନ୍ନାଥ ପ୍ରେମୀ । ଶ୍ରୀଗୁଣ୍ଡିଚା ମନ୍ଦିର…

ଶେଷ ହେଲା ରଥଟଣା, ଆଜି ଜନ୍ମବେଦୀକୁ ପ୍ରବେଶ କରିବେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ: ଶେଷ ହୋଇଛି ରଥଟଣା । ଗତକାଲି ସନ୍ଧ୍ୟା ପୂର୍ବରୁ ଶ୍ରୀଗୁଣ୍ଡିଚା ମନ୍ଦିର ଆଗରେ ପହଞ୍ଚିଛି ତିନି ରଥ। ପ୍ରଥମେ ତାଳଧ୍ୱଜ, ପରେ ଦର୍ପଦଳନ ଓ ଶେଷରେ ପହଞ୍ଚିଛି ନନ୍ଦିଘୋଷ ରଥ । ଶରଧା ବାଲିରେ ଲାଗିଛି ୩ ରଥ । ଆଜି ଦିନ ସାରା ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିପାରିବେ ଭକ୍ତ ।…

ବଡ଼ଦାଣ୍ଡରେ ଗଡ଼ିଲା ୩ ଠାକୁରଙ୍କ ରଥ: ଆଗେ ଯାଉଛନ୍ତି ବଡ଼ ଭାଇ ବଳଭଦ୍ର, ପଛେ ପଛେ ଆସୁଛନ୍ତି ମା’ ସୁଭଦ୍ରା ଓ କାଳିଆ…

ପୁରୀ: ବଡ଼ଦାଣ୍ଡରେ ଗଡ଼ିଲା ୩ ଠାକୁରଙ୍କ ରଥ। ଆଗେ ଆଗେ ଯାଉଛନ୍ତି ବଡ଼ ଭାଇ ବଳଭଦ୍ର। ପଛେପଛେ ଆସୁଛି ମା’ ସୁଭଦ୍ରାଙ୍କ ଦର୍ପଦଳନ। ଶେଷରେ ନନ୍ଦିଘୋଷ ରଥରେ ଆସୁଛନ୍ତି କାଳିଆ ସାଆନ୍ତ। ଘୋଷଯାତ୍ରାର ଦ୍ୱିତୀୟ ଦିନରେ ଚତୁର୍ଦ୍ଧା ମୂରତିଙ୍କର ନୀତିକାନ୍ତି ଶେଷ ପରେ ଗଡିଲାଣି ବଡଠାକୁର…

ପୁରୀ ବେଳାଭୂମିରେ ପ୍ରାତଃଭ୍ରମଣ କଲେ ରାଷ୍ଟ୍ରପତି, ଆଖପାଖରେ ସୁରକ୍ଷା ବ୍ୟବସ୍ଥା

ପୁରୀ: ଗତକାଲି ରଥଟଣା ଦେଖିବାକୁ ଜଗନ୍ନାଥ ଧାମରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତାଙ୍କ ସାଙ୍ଗରେ ଥିଲେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରାଷ୍ଟ୍ରପତି ରଥଯାତ୍ରା ଦେଖିବାକୁ ଆସି ପୁରୀ ରାଜଭବନରେ ରହିଥିଲେ। ଆଜି ସକାଳୁ…

ରତ୍ନବେଦୀରୁ ଜନ୍ମବେଦୀ ଅଭିମୁଖେ ଶ୍ରୀଜିଉ, ଅଧାବାଟରେ ଅଟକିଥିବା ୩ ରଥକୁ ଆଜି ଟାଣିବେ ଶ୍ରଦ୍ଧାଳୁ

ପୁରୀ: ଅଧାବାଟରେ ଅଟକିଥିବା ୩ ରଥକୁ ଆଜି ଟାଣିବେ ଶ୍ରଦ୍ଧାଳୁ। ରାଜନଅର ସମ୍ମୁଖରେ ଅଟକିଛି ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ। ମରିଚିକୋଟ ଛକରେ ଅଟକିଛି ପ୍ରଭୁ ବଳଭଦ୍ରଙ୍କ ତାଳଧ୍ବଜ ରଥ। ସିଂହଦ୍ବାରଠୁ କିଛି ବାଟ ଦୂରରେ ଅଟକିଛି ନନ୍ଦିଘୋଷ। ୫ ଦଶନ୍ଧି ପରେ ଏଥର ଏକାଦିନେ ରଥଯାତ୍ରା,…

ବ୍ଲୁ ବ୍ଲାଙ୍କେଟ ସୁରକ୍ଷା ବଳୟରେ ପୁରୀ ସହର, ୧୮୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ

ପୁରୀ: ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ତୁଳସୀ କ୍ଷେତ୍ରରେ ଆସନ୍ତା ୭ ଓ ୮ ଦୁଇଦିନ ଧରି ଶ୍ରଦ୍ଧାଳୁ ଶ୍ରୀବ୍ରହ୍ମ ତାଳଧ୍ୱଜ ରଥ ଟାଣିବେ। ଏଥିଲାଗି ସକାଳୁ ସକାଳୁ ପୁରୀ ବଡ଼ଦାଣ୍ଡ ଲୋକାରଣ୍ୟ ହୋଇପଡ଼ିଛି। ପୁରୀରେ ଆଜି ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। କେବଳ ଓଡ଼ିଶା କି ଭାରତ ନୁହେଁ,…

ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା: ଦୁଇଦିନ ଧରି ହେବ ରଥଟଣା; ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ…

ଭୁବନେଶ୍ୱର: ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏହି ଅବସରରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ‘ଏକ୍ସ’…

ରଥଯାତ୍ରା ଦିନ ମନ୍ଦିର ଭିତରକୁ ଭିଆଇପିଙ୍କୁ ପ୍ରବେଶ ମନା, କାଲି ରଥଯାତ୍ରାର ଚୂଡ଼ାନ୍ତ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ପୁରୀ: ଆସନ୍ତାକାଲି ପୁରୀରେ ରଥଯାତ୍ରାର ଚୂଡ଼ାନ୍ତ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆସନ୍ତା ୬ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୂ। ଏଥିସହ ସେ ୭ ତାରିଖରେ ଆୟୋଜିତ ହେବାକୁ ଥିବା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ଯୋଗ ଦେବେ। ତେଣୁ…

ରଥଯାତ୍ରା ପାଇଁ ରେଳବାଇ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା: ୩୧୫ ସ୍ୱତନ୍ତ୍ର ଟ୍ରେନ, ଷ୍ଟେସନରେ ୧୫ ହଜାର ଭକ୍ତଙ୍କ ରହଣି…

ପୁରୀ: ପବିତ୍ର ରଥଯାତ୍ରା ପାଇଁ ରେଳବାଇ ତରଫରୁ ଯାତ୍ରୀମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା । ପୁରୀରେ ସ୍ଥିତି ସମୀକ୍ଷା କରିଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଗତବର୍ଷ ପ୍ରାୟ ୧୧ ଲକ୍ଷ ଭକ୍ତଙ୍କ ପାଇଁ ବିଭିନ୍ନ ବ୍ୟବସ୍ଥା କରାଯାଇଥିବା ବେଳେ ଚଳିତ ବର୍ଷ ୧୫ ଲକ୍ଷ ଭକ୍ତଙ୍କ…

ରଥଯାତ୍ରା ନୀତି ନିର୍ଘଣ୍ଟରେ ମୋହର ମାରିଲା ପରିଚାଳନା କମିଟି, ସନ୍ଧ୍ୟା ୫ଟା ରେ ହେବ ରଥଟଣା

ପୁରୀ: ରଥଯାତ୍ରା ନୀତି ନିର୍ଘଣ୍ଟରେ ମୋହର ମାରିଲା ପରିଚାଳନା କମିଟି । ଛତିଶା ନିଯୋଗ ବୈଠକରେ ନିର୍ଦ୍ଦାରିତ ହୋଇଥିବା ମହାପ୍ରଭୁଙ୍କ ରଥଯାତ୍ରା ନୀତି ନିର୍ଘଣ୍ଟକୁ ଆଜି ଅନୁମୋଦନ କରିଛି ପରିଚାଳନା କମିଟି । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ସୋମବାର ଛତିଶା…