Latest Odisha News

BREAKING NEWS

Browsing Category

ପୁରୀ

Puri

ବାଲୁକା କଳା ମାଧ୍ୟମରେ ଜନୌଷଧି ସପ୍ତାହର ଶୁଭେଚ୍ଛା

ପୁରୀ : ଆଜି ଭାରତ ପାଳୁଛି ଜନୌଷଧି ସପ୍ତାହ । ମାର୍ଚ୍ଚ ୭ ତାରିଖକୁ ଜନୌଷଧି ସପ୍ତାହ ରୂପେ ପାଳନ କରାଯାଉଛି । ଏହି ଅବସରରେ ପୁରୀ ବେଳାଭୂମିରେ ବାଳୁକାଶିଳ୍ପୀ ସୁଦାମ ପ୍ରଧାନ ସମସ୍ତଙ୍କୁ ଏହି ଯୋଜନାର ଉପଯୋଗୀତା ଜାଣିବା ପାଇଁ ବାଲୁକା କଳା ଜରିଆରେ ସଚ୍ଚେତନତା ବାର୍ତା ବାଣ୍ଟିଛନ୍ତି…

ବାଲୁକା କଳାରେ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି

ପୁରୀ: ଆଜି ପ୍ରବାଦ ପୁରୁଷ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜନ୍ମ ଜୟନ୍ତୀ । ଏହି ଅବସରରେ ବାଲୁକା କଳାରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ଜନଜନାୟ ବିଜୁ ପଟ୍ଟନାୟକଙ୍କ ବାଲୁକା…

ମନ୍ଦିରରେ ଶିବରାତ୍ରୀ ପାଳନ କରୁଛନ୍ତି ଭକ୍ତ

ଭୁବନେଶ୍ୱର: ରାଜ୍ୟର ସମସ୍ତ ଶୈବପୀଠରେ ଚାଲିଛି ଜାଗର ମେଳା । ମନ୍ଦିର ବେଢ଼ାରେ ଦୀପଜାଳି ଜାଗର ପାଳୁଛନ୍ତି ଭକ୍ତ । ମହାଶିବରାତ୍ରୀ ଜାଗର ପାଇଁ ଲିଙ୍ଗରାଜ ମନ୍ଦିର ପାଲଟିଛି ଉତ୍ସବ ମୁଖର । ଫୁଲମାଳରେ ସଜେଇ ହୋଇଛି ମନ୍ଦିର । ପୁରା ପରିବେଶ ହରହରମହାଦେବ ଓ ଶିବ ପଞ୍ଚାକ୍ଷର ମନ୍ତ୍ରରେ ଉଚ୍ଛୁଳି…

[ଦେଖନ୍ତୁ ଭିଡିଓ] ଶ୍ରୀ ଲୋକନାଥଙ୍କ ପୀଠରେ ପଙ୍କୋଦ୍ଧାର ଏକାଦଶୀ

ପୁରୀ  : ପୁରୀର ଶ୍ରୀ ଲୋକନାଥଙ୍କ ପୀଠରେ ଆଜି ପଙ୍କୋଦ୍ଧାର ଏକାଦଶୀ ପାଳିତ ହୋଇଛି । ଏହି ଅବସରରେ ଲୋକନାଥ ଦେବଙ୍କ ଗମ୍ଭିରାରୁ ବର୍ଷ ତମାମ ଜମା ହୋଇ ରହିଥିବା ବେଲପତ୍ର, ପୁଷ୍ପ, ନୈବେଦ୍ୟ ଇତ୍ୟାଦିକୁ ପଙ୍କ ହିସାବରେ ପରମ୍ପରା ଅନୁସାରେ କଢ଼ା ଯାଇଥିଲା। ଲୋକନାଥ ଦେବ ବର୍ଷ ତମାମ ପୁଷ୍ପ…

ଆଜି ପବିତ୍ର ପଙ୍କୋଦ୍ଧାର ଏକାଦଶୀ, ଗମ୍ଭୀରାରୁ ବାବା ଲୋକନାଥଙ୍କ ଦର୍ଶନ

ପୁରୀ : ଆଜି ପବିତ୍ର ପଙ୍କୋଦ୍ଧାର ଏକାଦଶୀ । ଏହି ଅବସରରେ ପୁରୀର ଶ୍ରୀ ଶ୍ରୀ ଲୋକନାଥ ଦେବଙ୍କ ଗମ୍ଭୀରାରୁ ବର୍ଷ ତମାମ ସଞ୍ଚିତ ହୋଇ ରହିଥିବା ବେଲପତ୍ର, ପୁଷ୍ପ, ନୈବେଦ୍ୟ ଇତ୍ୟାଦିକୁ ପଙ୍କ ହିସାବରେ ପରମ୍ପରା ଅନୁସାରେ କଢ଼ାଯିବ। ବର୍ଷ ତମାମ ଜଳରାଶି ମଧ୍ୟରେ ଧ୍ୟାନସ୍ଥ ରହିବା ପରେ…

ପୁରୀରେ ପଛରେ ପଡିଲେ ବିରୋଧୀ ,୧୧ ଆସନରେ ଆଗୁଆ ବିଜେଡି

ପୁରୀ: ପୁରୀରେ ପଛରେ ପଡିଲେ ବିରୋଧୀ । ପ୍ରାରମ୍ଭିକ ଟ୍ରେଣ୍ଡ୍ ଅନୁସାରେ ବିଜେଡି, ବିରୋଧୀ ଦଳମାନଙ୍କୁ ମାତ୍ ଦେଇ ଆଗୁଆ ଚାଲିଥିବାବେଳେ, ବିଜେପି ଓ କଂଗ୍ରେସ ବହୁ ପଛରେ ପଡିଯାଇଛନ୍ତି । ତେବେ ଯଦି ପୁରୀ ଜିଲ୍ଲାରେ ଏବେ ସୁଦ୍ଧା ଗଣତି ହୋଇଥିବା ସମସ୍ତ ୧୧ ଜିଲ୍ଲା ପରିଷଦ ଆସନରେ ଶାସକ ବିଜେଡି…

ପିପିଲିରେ ଶାନ୍ତି ଶୃଙ୍ଖଳାରେ ଚାଲିଛି ଭୋଟ୍ ଗଣତି

ପିପିଲି : ପିପିଲିରେ ଶାନ୍ତି ଶୃଙ୍ଖଳାେରେ ଚାଲିଛି ଭୋଟ ଗଣତି । ପିପିଲି ବ୍ଲକ ୨୨ ନମ୍ବର ଜୋନର ୯ ଗୋଟି ପଞ୍ଚାୟତରେ ଗଣତି ପିପିଲି ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ଷ୍ଟଙ୍ଗରୂମ ଏବଂ ଡେଲାଙ୍ଗ ବ୍ଲକ ୧୫ ନମ୍ବର ଜୋନର ୭ ଗୋଟି ପଞ୍ଚାୟତ ଡେଲାଙ୍ଗ ବ୍ଲକର ଷ୍ଟ୍ରଙ୍ଗରୂମ ପାଶ୍ୱର୍ରେ ଥିବା …

[ଦେଖନ୍ତୁ ଭିଡିଓ] ୟୁକ୍ରେନରେ ଫସିଛନ୍ତି ଓଡ଼ିଆ ଛାତ୍ର ଛାତ୍ରୀ: ସୁରକ୍ଷିତ ଫେରାଇ ଆଣିବାକୁ ଅନୁରୋଧ

ଭୁବନେଶ୍ୱର: ୟୁକ୍ରେନରେ ଯୁଦ୍ଧ ଫଳରେ ସେଠାରେ ହଜାର ହଜାର ସଂଖ୍ୟାରେ ଭାରତୀୟ ଛାତ୍ରଛାତ୍ରୀ ଓ ନାଗରିକ ଫସି ରହିଛନ୍ତି । ଓଡ଼ିଶାରୁ ମଧ୍ୟ କିଛି ଛାତ୍ର ଏବେ ୟୁକ୍ରେନରେ ଫସି ରହିଛନ୍ତି । ୟୁକ୍ରେନରେ ଯୁଦ୍ଧ ଆରମ୍ଭ ଫଳରେ ସେଠାରେ ଫସିଯାଇଛନ୍ତି କିଛି ଓଡ଼ିଆ ଛାତ୍ର । ୟୁକ୍ରେନରେ…

ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୫ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୫ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । କୃଷ୍ଣ ସପ୍ତମୀ ତିଥି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବାର ରହିଛି ପରମ୍ପରା  । ଦ୍ୱିତୀୟ ଭୋଗମଣ୍ଡପ ପରେ ଏହି ସ୍ୱତନ୍ତ୍ର ନୀତି ବଢ଼ିବ ।…

ଆସନ୍ତାକାଲି କଡ଼ା ସୁରକ୍ଷା ମଧ୍ୟରେ ପୁରୀର ୫ଟି ବୁଥରେ ହେବ ସାନି ମତନାଦ

ପୁରୀ: ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ହିଂସାକାଣ୍ଡ, ଭୋଟ ବାକ୍ସ ନେଇ ଚମ୍ପଟ ମାରିବା ଘଟଣାକୁ ନେଇ ମତଦାନ ବାତିଲ ହୋଇଥିଲା । ରାଜ୍ୟ ନିର୍ବାଚନ କମିଶନଙ୍କ ଅନୁମତି କ୍ରମେ ପୁରୀ ଜିଲ୍ଲାର ୫ଟି ସ୍ଥାନରେ ୨୩ ତାରିଖ ସାନି ମତଦାନ କରାଯିବ । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି…