Latest Odisha News

BREAKING NEWS

Browsing Category

ପୁରୀ

Puri

[ଦେଖନ୍ତୁ ଭିଡିଓ] ତ୍ରିସ୍ତରୀୟ ପଂଚାୟତ ନିର୍ବାଚନରେ ଚତୁର୍ଥ ପର୍ଯ୍ୟାୟ ମତଦାନ

ନୂଆପଡା: ନୂଆପଡା ଜିଲ୍ଲାର ଖଡ଼ିଆଳବ୍ଲକରେ  ତ୍ରିସ୍ତରୀୟ ପଂଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ମତଦାନ ହୋଇଛି ।। ଆଜି ଜିଲ୍ଲାର ୧୨,୧୩ ଓ ୧୪ ନଂ ଜିଲ୍ଲା ପରିଷଦ ସହ ୨୭ ଗୋଟି ଗ୍ରାମ ପଞ୍ଚାୟତର ସରପଞ୍ଚ ସମିତି ସଭ୍ୟ ପଦ ସହ ୱାର୍ଡ ସଭ୍ୟ ପଦ ପାଇଁ ୩୨୧ ବୁଥରେ  ପ୍ରାର୍ଥୀ ଙ୍କ ଭାଗ୍ୟ…

[ଦେଖନ୍ତୁ ଭିଡିଓ] ପୁରୁଣା ଧର୍ମ ସଂସ୍କୃତି ବହନ କରୁଥିବା ଶ୍ରୀଚୈତନ୍ୟ ଗୌଡୀୟ ମଠ

ପୁରୀ: ଭାରତ ବର୍ଷରେ କିଛି ମଠ ମନ୍ଦିର ପୁରୁଣା ସଂସ୍କୃତି ସହ ଜଡିତ । ଯେମିତି ଶ୍ରୀଚୈତନ୍ୟ ଗୌଡୀୟ ମଠ । ବୈଷ୍ଣବ ଧର୍ମ ଓ ସନାତନ ଧର୍ମର ପ୍ରଚାରପ୍ରସାର ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ପରମଭକ୍ତ ଶ୍ରୀଚୈତନ୍ୟଙ୍କ ରହିଛି ଅନେକ ଅବଦାନ । ସେପଟେ ଶ୍ରୀଚୈତନ୍ୟଙ୍କ ପରମଶିଷ୍ୟ ଶ୍ରୀଳ ପ୍ରଭୂପାଦ…

[ଦେଖନ୍ତୁ ଭିଡିଓ] ଶ୍ରୀମନ୍ଦିରରେ ହଟିଲା ସମସ୍ତ କଟକଣା ଓ ସହଜ ହେଲା ଜଗା ଦର୍ଶନ

ପୁରୀ: ଆଜିଠାରୁ ଶ୍ରୀମନ୍ଦିରରେ ଜଗା ଦର୍ଶନ ପାଇଁ ହଟିଲା ସମସ୍ତ କଟକଣା ଓ ସହଜ ହେଲା ଜଗା ଦର୍ଶନ। ଆଜିଠାରୁ ପରବର୍ତ୍ତୀ ଏସଓପି ଆସିବା ପର୍ଯ୍ୟନ୍ତ ଜଗା ଦର୍ଶନ ପାଇଁ ଉଭୟ କୋଭିଡ୍ ଆରଟିପିସିଆର୍ ନେଗେଟିଭ୍ ରିପୋର୍ଟ ଦେଖାଇବାକୁ ପଡିବ ନାହିଁ ।  ଦୁଇଟି ଡୋଜ୍ ନେଇଥିବା ଟିକାର ପ୍ରମାଣପତ୍ର ଆଉ…

ଆଜିଠୁ ଶ୍ରୀମନ୍ଦିରରେ କଟକଣାମୁକ୍ତ ଦର୍ଶନ

ପୁରୀ: ଜଗତର ନାଥ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ ପାଇଁ ଆଉ ଦରକାର ପଡ଼ିବନି କୋଭିଡ୍ ନେଗେଟିଭ୍ ରିପୋର୍ଟ କି ଟିକା ପ୍ରମାଣପତ୍ର । ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ କୋହଳ ହୋଇଛି କଟକଣା । ଆଜିଠୁ ଶ୍ରୀଜିଉଙ୍କୁ ଦର୍ଶନ ପାଇଁ ଭକ୍ତଙ୍କୁ ଆଉ କୋଭିଡ୍ ନେଗେଟିଭ୍ ରିପୋର୍ଟ କି ଟିକାର…

[ଦେଖନ୍ତୁ ଭିଡିଓ] ଦୁଇ ଦିନିଆ ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ଭୁବନେଶ୍ବର: ପୁରୀ ଗସ୍ତ ସାରି ଦିଲ୍ଲୀ ଫେରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଭୁବନେଶ୍ବର ଏୟାରପୋର୍ଟରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚି ତାଙ୍କୁ ବିଦାୟ ଜଣାଇଥିଲେ । ଆଜି ପୁରୀରେ ବିଶ୍ବବୈଷ୍ଣବ ସମ୍ମିଳନୀରେ ଯୋଗଦେଇ ରାଷ୍ଟ୍ରପତି ଅଭିଭାଷଣ ରଖିଥିଲେ ।…

ଦୁଇ ଦିନିଆ ଓଡିଶା ଗସ୍ତ ସାରି ଫେରିଗଲେ ରାଷ୍ଟ୍ରପତି

ଭୁବନେଶ୍ୱର : ଦୁଇ ଦିନିଆ ଓଡିଶା ଗସ୍ତ ସାରି ଫେରିଗଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ସେ ଓଡିଶାରୁ ହାଇଦ୍ରାବାଦ ଯାଇଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମୁଖ୍ୟ ଶାସନ…

ପୁରୀରେ ବିଶ୍ଵ ବୈଷ୍ଣବ ସମ୍ମିଳନୀକୁ ଉଦଘାଟନ କରିବେ ରାଷ୍ଟ୍ରପତି

ପୁରୀ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଗତକାଲ ସେ ଶ୍ରୀକ୍ଷେତ୍ରରେ ରାତ୍ରିଯାପନ କରିଥିଲେ । ଆଜି ସକାଳ ୧୦ଟା ୩୫ରେ ପୁରୀ ବଡ଼ଦାଣ୍ଡ ସ୍ଥିତ ଶ୍ରୀଚୈତନ୍ୟ ଗୌଡ଼ୀୟ ମଠ ପରିଦର୍ଶନରେ ଯିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ୧୧ଟାରେ ଶରଧାବାଲିରେ ହେବାକୁ…

ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ପୁରୀ: ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ପୁରୀ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିଲେ ରାଷ୍ଟ୍ରପତି । ପ୍ରଥମେ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ  ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ…

ଆଜି ଶ୍ରୀଜିଉଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି, ୨ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଆଜି ଓଡ଼ିଶା ଗସ୍ତରେ ଆସି ପୁରୀ ଯିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅପରାହ୍ଣ ୨ଟା ୪୫ ମିନିଟରେ ସେ ପହଞ୍ଚିବେ । ତାଙ୍କୁ ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱାଗତ କରିବେ । ଏହାପରେ ସେ ଯିବେ ପୁରୀ । ଅପରାହ୍ଣ ୩ଟା ୫୦…

କଂଗ୍ରେସକୁ ଝଟକା, ଡେଲାଙ୍ଗ ୧୫ ନମ୍ବର ଜୋନ୍ କଂଗ୍ରେସ ଜିଲ୍ଲା ପରିଷଦ ପ୍ରାର୍ଥୀ ବିଜେଡିରେ ମିଶିଲେ

ପିପିଲି : ପଞ୍ଚାୟତ ନିର୍ବାଚନ ଚାଲିଥିବା ସମୟରେ କଂଗ୍ରେସକୁ ବଡ ଝଟକା । ପିପିଲି ନିର୍ବାଚନ ମଣ୍ଡଳୀ ଅଧିନ ଡେଲାଙ୍ଗ ବ୍ଲକ ୧୫ ନମ୍ବର ଜୋନ କଂଗ୍ରେସ ଜିଲ୍ଲା ପରିଷଦ ପ୍ରାର୍ଥୀ ସୁକାନ୍ତି ସାହୁ ବିଜେଡିରେ ସାମିଲ ହୋଇଛନ୍ତି । କଂଗ୍ରେସ ତାଙ୍କୁ ଅସମ୍ମାନ କରିଥିବାରୁ ସେ ବିଜେଡିରେ ଯୋଗଦାନ…