Latest Odisha News

BREAKING NEWS

Browsing Category

ପୁରୀ

Puri

ସାଇକେଲରେ ବୁଲିବୁଲି ପ୍ରଚାର କରୁଛନ୍ତି ସରପଞ୍ଚ ପ୍ରାର୍ଥୀ

ପୁରୀ : ପଞ୍ଚାୟତ ନିର୍ବାଚନ ଯେତିକି ପାଖେଇ ଆସୁଛି । ରାଜନୈତିକ ଉଷ୍ମତା ସେତିକି ବଢୁଛି । ନିଆରା ଢଙ୍ଗରେ ପ୍ରଚାର କରି ଭୋଟରଙ୍କୁ ଆକୃଷ୍ଟ କରିବାରେ ଲାଗିପଡିଛନ୍ତି ପ୍ରାର୍ଥୀମାନେ । ସତ୍ୟବାଦୀ ବ୍ଲକ ପେଣ୍ଠପଡା ପଞ୍ଚ।ୟତରେ ଉଚ୍ଚ ଶିକ୍ଷିତ ଯୁବ ସରପଞ୍ଚ ପ୍ରାର୍ଥୀ ଚିନ୍ମୟ ରାଉତ ସାଇକେଲରେ…

ଆଜି ୪ ଘଣ୍ଟା ବନ୍ଦ ରହିବ ପୁରୀ ଶ୍ରୀମନ୍ଦିର

ପୁରୀ: ଆଜି ଶ୍ରୀମନ୍ଦିର ୪ ଘଣ୍ଟା ବନ୍ଦ ରହିବ । ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଆଜି ମହାପ୍ରଭୁଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେଉଥିବାରୁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଗୁପ୍ତ ସେବା ଓ ସ୍ୱତନ୍ତ୍ର ନୀତି ହୋଇଥିବାରୁ ବନ୍ଦ ରହିବ ଶ୍ରୀମନ୍ଦିର । ସନ୍ଧ୍ୟା…

ପୁରୀ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ଭୁବନେଶ୍ୱର : ପୁରୀ ଆସିବେ ରାମନାଥ କୋବିନ୍ଦ । ଆସନ୍ତା ୨୦ ତାରିଖରେ ପୁରୀ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ହେଲେ ସରକାରୀ ଭାବରେ କୌଣସି ସ୍ପଷ୍ଟସୂଚନା ମିଳିନାହିଁ । ଚୈତନ୍ୟ ଗୌଡୟୀ ମଠ ବା ବୈଷ୍ଣବ ଗୈଡୀୟ ମଠର କାର୍ଯ୍ୟକ୍ରମ ସରଧା ବାଲିରେ ଅନୁଷ୍ଠିତ ହେବ ।ଏହି ଭବ୍ୟ…

[ଦେଖନ୍ତୁ ଭିଡିଓ] ବାଲୁକା କଳାରେ ସୁର ସାମ୍ରାଜ୍ଞୀ ଲତାଙ୍କୁ ଶ୍ରଦ୍ଧାଞ୍ଜଳି

ପୁରୀ: ବାଲୁକା କଳାରେ ସୁର ସାମ୍ରାଜ୍ଞୀଙ୍କୁ ଶ୍ରଦ୍ଧାଞ୍ଜଳି । ବାଲୁକା ଶିଳ୍ପୀ ମାନସ କୁମାର ସାହୁ କାଲୁକା କଳା ଜରିଆରେ ଲତା ମଙ୍ଗେସକରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଲତାଙ୍କ ନିଧନ ଆମ ଦେଶ ପାଇଁ ଏକ ଅପୂରଣୀୟ କ୍ଷତି । ସେ ନିଜେ ମଧ୍ୟ ଏଥିରେ ମର୍ମାହତ ହେବା ସହିତ ଅଶ୍ରୁଳ…

ମାଘ ମେଳା କଟକଣା : ଚନ୍ଦ୍ରଭାଗାରେ ପଡିବନି ବୁଡ

ପୁରୀ: କରୋନା ଭୟାବହତା କମିନଥିବା ବେଳେ ମାଘ ମେଳା ନେଇ କଟକଣା ଜାରି ହୋଇଛି । ମେଳାରେ ଭିଡ଼ ଯୋଗୁୂ ପ୍ରଶାସନ ପକ୍ଷରୁ ବିଶେଷ ଗୁରୁତ୍ୱ ଦିଆଯାଇଛି । କରୋନା କଟକଣାକୁ ଦୃଷ୍ଟିରେ ରଖି ଚନ୍ଦ୍ରଭାଗା ମେଳାରେ ଶ୍ରଦ୍ଧାଳୁ ମାନଙ୍କ ପ୍ରବେଶ ଉପରେ ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି ।…

[ଭିଡିଓ] ପ୍ରାର୍ଥୀଙ୍କ ସହ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ବିଧାୟକଙ୍କ ପତ୍ନୀ

ପିପିଲି : ପଞ୍ଚାୟତ ନିର୍ବାଚନ ପାଇଁ ରାଜନୀତି ସରଗରମ । ପ୍ରଚାର ପ୍ରସାରରେ ଦୁଲୁକୁଛି ଗାଁ ଦାଣ୍ଡ ।ଘର ଘର ବୁଲି ଭୋଟ ମାଗୁଛନ୍ତି ପ୍ରାର୍ଥୀ ।ପ୍ରାର୍ଥୀଙ୍କ ସହ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ପିପିଲି ବିଧାୟକ ରୁଦ୍ରପ୍ରତାପ ମହାରଥୀଙ୍କ ପତ୍ନୀ ଜାଗୃତି ମହାରଥୀ । ପିପିଲି ବ୍ଲକ ୨୨ନମ୍ବର…

[ଭିଡ଼ିଓ] ପୁରୀରେ ଶ୍ରୀଜିଉଙ୍କ ଦର୍ଶନ କଲେ 5-T ସଚିବ

ପୁରୀ: ପୁରୀ ଗସ୍ତରେ ୫-ଟି ସଚିବ ଭିକେ ପାଣ୍ଡିଆନ୍ । ପୁରୀ ଗସ୍ତ କରିବା ସହିତ ମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି ୫-ଟି ସଚିବ ଭିକେ ପାଣ୍ଡିଆନ୍ । ଗସ୍ତ କାଳରେ ସେ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିବା ଜଣାପଡ଼ିଛି । ସିଂହଦ୍ଵାର…

ଶ୍ରୀଜିଉଙ୍କୁ ଦର୍ଶନ କଲେ 5T ସଚିବ, ଶ୍ରୀମନ୍ଦିର ପରିକ୍ରମା ମାର୍ଗ କାର୍ଯ୍ୟର ଅନୁଧ୍ୟାନ

ପୁରୀ: ବସନ୍ତ ପଞ୍ଚମୀରେ ଆଜି ପୁରୀ ଆସି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ଫାଇଭ୍ ଟି ସଚିବ ଭି. କେ. ପାଣ୍ଡିଆନ । ଏଥିସହ ଶ୍ରୀମନ୍ଦିର ପରିକ୍ରମା ମାର୍ଗ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି । ସିଂହଦ୍ଵାରଠାରୁ ଆରମ୍ଭ କରି ଉତ୍ତରଦ୍ୱାର ପର୍ଯ୍ୟନ୍ତ ବାହାରେ ଅନୁଧ୍ୟାନ କରିଥିଲେ ଫାଇଭ୍ ଟି ସଚିବ ।…

ଆଜି ଶ୍ରୀପଞ୍ଚମୀ: ପୁରୀରେ ଅନୁକୂଳ ହେବ ରଥକାଠ

ପୁରୀ: ଆଜି ମାଘ ଶୁକ୍ଳ ପଞ୍ଚମୀ । ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂଜା ପାଇବେ ବିଦ୍ୟାଦେବୀ ସରସ୍ୱତୀ । ଆଜି ପୁରୀରେ ରଥଯାତ୍ରା ପାଇଁ ରଥକାଠର ଆଜି ଅନୁକୂଳ ହେବ । ପରମ୍ପରା ଅନୁସାରେ, ଶ୍ରୀପଞ୍ଚମୀରେ ରଥ ନିର୍ମାଣ ପାଇଁ ତିନି ଖଣ୍ଡ ରଥକାଠକୁ ପୂଜାର୍ଚ୍ଚନା କରାଇଯାଇଥାଏ । ନୟାଗଡ଼ ବନଖଣ୍ଡରୁ…

[ଭିଡ଼ିଓ] ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ରାଜନୀତି ମଇଦାନରେ ପ୍ରାର୍ଥୀଙ୍କ ଟକ୍କର

ପାରାଦୀପ: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ନେଇ ଗାଁର ମାହୋଲ ଏବେ ସରଗରମ । ତେବେ ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକର ନୁଆଗଡ ପଞ୍ଚାୟତ, ଯେଉଁ ପଞ୍ଚାୟତ ଅଧିନରେ ଇଫକୋ ସାର କାରଖାନା ଓ ଆର୍ସେଲର ମିତ୍ତଲ-ନିପ୍ପନ ଭଳି ଦୁଇଟି ବଡ କାରଖାନା ରହିଛି । ହେଲେ ଦୀପ ତଳ ଅନ୍ଧାର ଭଳି ବେରୋଜଗାରୀ,…