Latest Odisha News
Browsing Category

ପୁରୀ

Puri

ଦୁର୍ଲଭ ପଦ୍ମ ବେଶରେ ଦର୍ଶନ ଦେଲେ ଶ୍ରୀଜିଉ

ପୁରୀ: ଶ୍ରୀମନ୍ଦିରରେ ରତ୍ନ ସିଂହାସନରେ ଦୁର୍ଲଭ ପଦ୍ମବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । କୋଭିଡ୍ କଟକଣାରେ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନ କରୁଛନ୍ତି ହଜାର ହଜାର ଶ୍ରଦ୍ଧାଳୁ । ଗତବର୍ଷ କରୋନା ପାଇଁ ମହାପ୍ରଭୁଙ୍କୁ ଏହି ବେଶ ଦର୍ଶନ କରିବାରୁ ବଞ୍ଚିତ ହୋଇଥିଲେ ଭକ୍ତ ।…

[ଭିଡ଼ିଓ] ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମ ବେଶ

ପୁରୀ: ପଦ୍ମ ଫୁଲରେ ବିଭୂଷିତ ହେବେ ଚତୁର୍ଦ୍ଧାବିଗ୍ରହ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ ଅନୁଷ୍ଠିତ ହେବ । ମୁଣ୍ଡ ଠାରୁ ପାଦ ପର୍ଯ୍ୟନ୍ତ  ମାଘମାସ ଶୁକ୍ଳପକ୍ଷ ପ୍ରତିପଦା ଠାରୁ ଶ୍ରୀପଞ୍ଚମୀ ମଧ୍ୟରେ ଯେଉଁ ଦିନ ବୁଧବାର କିମ୍ବା ଶନିବାର ପଡିଥାଏ ସେହିଦିନ ମହାପ୍ରଭୁଙ୍କ ଏହି…

ଆଜି ପୁରୀରେ ପହଞ୍ଚିବ ରଥ କାଠ

ନୟାଗଡ଼: ରଥଯାତ୍ରା ପାଇଁ ଆଜି ପୁରୀ ବଡ଼ଦାଣ୍ଡରେ ପହଞ୍ଚିବ ରଥ କାଠ । ନୟାଗଡ଼ରୁ ପ୍ରଥମ ରଥ କାଠ ପରିବହନର ଶୁଭାରମ୍ଭ କରାଯାଇଛି । ବନଖଣ୍ଡ ପକ୍ଷରୁ ପୂଜାର୍ଚ୍ଚନା ପରେ ପରିବହନ ଅନୁକୂଳ ହୋଇଛି । ଦଶପଲ୍ଲାରୁ ପୁରୀ ଅଭିମୁଖେ ବାହାରିଛି ଦୁଇ ଟ୍ରିପ୍‌ କାଠ । ପରମ୍ପରା ଅନୁସାରେ, ଆସନ୍ତା…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମ ବେଶ

ପୁରୀ: ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ । ରାତିରେ ବଡ଼ସିଂହାର ବେଶରେ ମହାପ୍ରଭୁ ପଦ୍ମବେଶରେ ବିଭୂଷିତ ହେବେ । ବଡ଼ଛତା ମଠ ତତ୍ତ୍ୱାବଧାନରେ ଶ୍ରୀମନ୍ଦିର ପାରମ୍ପରିକ ସେବାୟତମାନେ ନିଷ୍ଠାର ସହ ଏହି ବେଶ ଶେଷ କରିଛନ୍ତି । କିମ୍ବଦନ୍ତୀ ଅନୁଯାୟୀ ସନ୍ଥ ମନୋହର…

ମିଳିଲା ଜଗା ଦର୍ଶନ: ଭକ୍ତଙ୍କ ପାଇଁ ଆଜିଠୁ ଖୋଲିଲା ଶ୍ରୀମନ୍ଦିର

ପୁରୀ: ଆଜିଠୁ ଭକ୍ତଙ୍କ ପାଇଁ ଖୋଲିଛି ଶ୍ରୀମନ୍ଦିର । ଭକ୍ତ ଓ ଭଗବାନଙ୍କର ପୁଣି ଥରେ ମିଳନ ହୋଇଛି । ୨୦ ଦିନ ପରେ ଚର୍ମଚକ୍ଷୁରେ ଶ୍ରୀଜିଉଙ୍କୁ ଦର୍ଶନ କରି ମହା ଆନ୍ଦନ ପାଉଛନ୍ତି ଭକ୍ତ । ସକାଳ ୬ଟାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ସର୍ବସାଧାରଣ ଦର୍ଶନ । ଏଥିପାଇଁ ପ୍ରଶାସନ ସ୍ୱତନ୍ତ୍ର…

ବେଆଇନ ମାଛ ଧରିବା ପଡିଲା ମହଙ୍ଗ। :୪ଟି ଟ୍ରଲର ଜବତ, ୩୨ ଅଟକ

କୋଣାର୍କ :ବେଆଇନ ମାଛ ଧରିବା ପଡିଲା ମହଙ୍ଗ। ।ପୁରୀ ଜିଲ୍ଲା ଅସ୍ତରଙ୍ଗ ମୁହାଣ ନିଷିଦ୍ଧାଞ୍ଚଳରେ ବେଆଇନ ଭାବେ ମାଛ ଧରୁଥିବା ବେଳେ ୪ ଟି ଟ୍ରଲର ଜବତ ହୋଇଛି । ୩୨ ଜଣ ମତ୍ସ୍ୟଜୀବୀଙ୍କୁ ଅଟକ ରଖାଯାଇଛି ।ସୂଚନା ଅନୁସାରେ ବନ ବିଭାଗ ଓ କୋଷ୍ଟଗାର୍ଡ ଯବାନ ପାଟ୍ରୋଲିଂ କରୁଥିବା ସମୟରେ ୨୦ ଟି…

ମାଘ ସପ୍ତମୀରେ କରୋନା କଟକଣା : ଶ୍ରଦ୍ଧାଳୁଙ୍କୁ ଚନ୍ଦ୍ରଭାଗାରେ ବୁଡ ପକାଇବା ଲାଗି ବାରଣ

କୋଣାର୍କ :ଚଳିତ ବର୍ଷ ମାଘ ସପ୍ତମୀରେ ଚନ୍ଦ୍ରଭାଗାରେ ବୁଡ ପକାଇବା ମନା । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚନ୍ଦ୍ରଭାଗା ମାଘ ମେଳାରେ ବୁଡ ପକାଇବା ନେଇ ଶ୍ରଦ୍ଧାଳୁଙ୍କୁ ବାରଣ କରାଯାଇଛି । ଆସନ୍ତା ଫେବୃଆରୀ ୭ ତାରିଖରେ ମାଘ ମେଳା ପଡୁଥିବାରୁ ଏଥର ବୁଡ ପକାଇବାରୁ ବଞ୍ଚିତ ହେବେ ଲକ୍ଷ ଲକ୍ଷ…

ସର୍ବସାଧାରଣ ଦର୍ଶନ ପାଇଁ ଖୋଲିବ କି ଶ୍ରୀମନ୍ଦିର, ଆଜି ନିଷ୍ପତ୍ତି

ପୁରୀ: ସର୍ବସାଧାରଣ ଦର୍ଶନ ପାଇଁ ଖୋଲିବ କି ଶ୍ରୀମନ୍ଦିର ? ଆଜି ହୋଇପାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ଶ୍ରୀମନ୍ଦିର ଖୋଲିବା ନେଇ ଆଜି ପୁରୀରେ ବସୁଛି ଛତିଶା ନିଯୋଗ ବୈଠକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ୍ କୁମାରଙ୍କ ଅଧ୍ୟକ୍ଷତାରେ ଅପରାହ୍ଣ ସାଢ଼େ ୪ଟାରେ ଏହି ବୈଠକ…

ପୁରୀ ଶିଶୁକନ୍ୟା ଦୁଷ୍କର୍ମ ଘଟଣା: ଅଭିଯୁକ୍ତ ଗିରଫ

ପୁରୀ: ପୁରୀ  ଶିଶୁକନ୍ୟା ଦୁଷ୍କର୍ମ ଘଟଣା । ଟାଉନ ଥାନା ଅନ୍ତର୍ଗତ ସିଦ୍ଧବକୁଳ ଲେନରେ ଶିଶୁକନ୍ୟାକୁ ଦୁଷ୍କର୍ମ ଘଟଣାର ଅଭିଯୁକ୍ତକୁ ଗିରଫ କରିବାରେ ସକ୍ଷମ ହୋଇଛି ପୋଲିସ । ପୁରୀ ପୋଲିସର ସ୍ବତନ୍ତ୍ର ଟିମ୍ ଅଭିଯୁକ୍ତ ମହେଶ ମହାନ୍ତିକୁ ଆଜି ଗିରଫ କରିଛି । ଏସପିଙ୍କ ନିର୍ଦ୍ଦେଶ କ୍ରମେ…

ଗଣତନ୍ତ୍ର ଦିବସ ଉପଲକ୍ଷେ ପୁରୀ ବେଳାଭୂମିରେ ବାଲୁକା କଳା ନିର୍ମାଣ କଲେ ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର

ପୁରୀ : ଗଣତନ୍ତ୍ର ଦିବସ ଉପଲକ୍ଷେ ନିଆରା କଳାକୃତି । ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ୭୩ ତମ ଗଣତନ୍ତ୍ର ଦିବସ ଉପଲକ୍ଷେ ପୁରୀ ବେଳାଭୂମିରେ ବାଲୁକା କଳା ନିର୍ମାଣ କରିଛନ୍ତି । ଏହି ବାଲୁକା କଳାରେ ଇଣ୍ଡିଆ ଗେଟର ଚିତ୍ର କରିବା ସହ ଆମର ପ୍ରିୟ ତ୍ରିରଙ୍ଗାର ଚିତ୍ର କରିଛନ୍ତି…