Latest Odisha News

BREAKING NEWS

Browsing Category

ପୁରୀ

Puri

ଖୋଳା ହେବ ପୁରୀ ଏମାର ମଠ, ଖୋଲିବ ଗୁପ୍ତ ଧନ ରହସ୍ୟ

ପୁରୀ: ଖୋଲିବ ଗୁପ୍ତ ଧନ ରହସ୍ୟ । ପୁଣି ଖୋଳା ହେବ ପୁରୀ ଏମାର ମଠ । ପୂର୍ବରୁ ଚିହ୍ନଟ ହୋଇଥିବା ୩ଟି ସ୍ଥାନକୁ ଖୋଳିବ ପ୍ରଶାସନ । ତାପୂର୍ବରୁ ଯାଞ୍ଚ ପ୍ରକ୍ରିୟା ସରିଛି । ପୁରୀ ଉପଜିଲ୍ଲାପାଳ ଓ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପୂର୍ବ ଚିହ୍ନଟ ସ୍ଥାନକୁ ଖୋଲାଯିବ । ମଠ ପରିଚାଳନା ସଦସ୍ୟ ବି…

[ଭିଡ଼ିଓ] ହାସ୍ୟ ରସାତ୍ମକ ଲେଖାରେ ସାମାଜିକ ବିପ୍ଲବ

ପୁରୀ : ସେ ଜଣେ ବିପ୍ଲବୀ କବି । ମନରେ ଅନେକ ବୈପ୍ଲବିକ ଚିନ୍ତା ନେଇ ଲେଖନୀ ନିଃସୃତ ଅନେକ ଲେଖା ସାହିତ୍ୟ ପୃଷ୍ଠା ମଣ୍ଡନ କରୁଥିଲା । ଲେଖାର ଧାରା ବଜାୟ ରହିଲା ହେଲେ ବଦଳିଗଲା ଲେଖିବାର ମୋଡ । ହାସ୍ୟରସାତ୍ମକ ବ୍ୟଙ୍ଗ କବିତା ଯୋଗୁ ତାଙ୍କ ମିଳିଲା ନୂଆ ଏକ ପରିଚୟ । କବି ରତ୍ନାକର ବେହେରାରୁ…

ନବଜାତ ଶିଶୁକୁ ହସ୍ପିଟାଲ ଶୌଚାଳୟରେ ଛାଡି କୁଆଡେ ଚାଲିଗଲା ମା’

ପୁରୀ : ଶିଶୁ କନ୍ୟାକୁ ଜନ୍ମ ଦେଇ ମା' କୁଆଡେ ଚାଲିଗଲା । ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଏପରି ଅଭିବନୀୟ ଘଟଣା ଘଟିଛି ।ପ୍ରସୂତି ପାଇଁ ହସ୍ପିଟାଲରେ ଭର୍ତି ହୋଇଥିବା ଜଣେ ମହିଳା ପୁରୀ ସଦର ମୁଖ୍ୟ ଚିକିତ୍ସାଳୟ ଆଉଟ ଡୋର ଶୌଚାଳୟ ଭିତରେ ଶିଶୁ କନ୍ୟାକୁ ଜନ୍ମ ଦେଇ କୁଆଡେ ଛୁ ମାରିଛନ୍ତି ।…

ଦୁର୍ଲଭ ପଦ୍ମ ବେଶରେ ଦର୍ଶନ ଦେଲେ ଶ୍ରୀଜିଉ

ପୁରୀ: ଶ୍ରୀମନ୍ଦିରରେ ରତ୍ନ ସିଂହାସନରେ ଦୁର୍ଲଭ ପଦ୍ମବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । କୋଭିଡ୍ କଟକଣାରେ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନ କରୁଛନ୍ତି ହଜାର ହଜାର ଶ୍ରଦ୍ଧାଳୁ । ଗତବର୍ଷ କରୋନା ପାଇଁ ମହାପ୍ରଭୁଙ୍କୁ ଏହି ବେଶ ଦର୍ଶନ କରିବାରୁ ବଞ୍ଚିତ ହୋଇଥିଲେ ଭକ୍ତ ।…

[ଭିଡ଼ିଓ] ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମ ବେଶ

ପୁରୀ: ପଦ୍ମ ଫୁଲରେ ବିଭୂଷିତ ହେବେ ଚତୁର୍ଦ୍ଧାବିଗ୍ରହ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ ଅନୁଷ୍ଠିତ ହେବ । ମୁଣ୍ଡ ଠାରୁ ପାଦ ପର୍ଯ୍ୟନ୍ତ  ମାଘମାସ ଶୁକ୍ଳପକ୍ଷ ପ୍ରତିପଦା ଠାରୁ ଶ୍ରୀପଞ୍ଚମୀ ମଧ୍ୟରେ ଯେଉଁ ଦିନ ବୁଧବାର କିମ୍ବା ଶନିବାର ପଡିଥାଏ ସେହିଦିନ ମହାପ୍ରଭୁଙ୍କ ଏହି…

ଆଜି ପୁରୀରେ ପହଞ୍ଚିବ ରଥ କାଠ

ନୟାଗଡ଼: ରଥଯାତ୍ରା ପାଇଁ ଆଜି ପୁରୀ ବଡ଼ଦାଣ୍ଡରେ ପହଞ୍ଚିବ ରଥ କାଠ । ନୟାଗଡ଼ରୁ ପ୍ରଥମ ରଥ କାଠ ପରିବହନର ଶୁଭାରମ୍ଭ କରାଯାଇଛି । ବନଖଣ୍ଡ ପକ୍ଷରୁ ପୂଜାର୍ଚ୍ଚନା ପରେ ପରିବହନ ଅନୁକୂଳ ହୋଇଛି । ଦଶପଲ୍ଲାରୁ ପୁରୀ ଅଭିମୁଖେ ବାହାରିଛି ଦୁଇ ଟ୍ରିପ୍‌ କାଠ । ପରମ୍ପରା ଅନୁସାରେ, ଆସନ୍ତା…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମ ବେଶ

ପୁରୀ: ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ । ରାତିରେ ବଡ଼ସିଂହାର ବେଶରେ ମହାପ୍ରଭୁ ପଦ୍ମବେଶରେ ବିଭୂଷିତ ହେବେ । ବଡ଼ଛତା ମଠ ତତ୍ତ୍ୱାବଧାନରେ ଶ୍ରୀମନ୍ଦିର ପାରମ୍ପରିକ ସେବାୟତମାନେ ନିଷ୍ଠାର ସହ ଏହି ବେଶ ଶେଷ କରିଛନ୍ତି । କିମ୍ବଦନ୍ତୀ ଅନୁଯାୟୀ ସନ୍ଥ ମନୋହର…

ମିଳିଲା ଜଗା ଦର୍ଶନ: ଭକ୍ତଙ୍କ ପାଇଁ ଆଜିଠୁ ଖୋଲିଲା ଶ୍ରୀମନ୍ଦିର

ପୁରୀ: ଆଜିଠୁ ଭକ୍ତଙ୍କ ପାଇଁ ଖୋଲିଛି ଶ୍ରୀମନ୍ଦିର । ଭକ୍ତ ଓ ଭଗବାନଙ୍କର ପୁଣି ଥରେ ମିଳନ ହୋଇଛି । ୨୦ ଦିନ ପରେ ଚର୍ମଚକ୍ଷୁରେ ଶ୍ରୀଜିଉଙ୍କୁ ଦର୍ଶନ କରି ମହା ଆନ୍ଦନ ପାଉଛନ୍ତି ଭକ୍ତ । ସକାଳ ୬ଟାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ସର୍ବସାଧାରଣ ଦର୍ଶନ । ଏଥିପାଇଁ ପ୍ରଶାସନ ସ୍ୱତନ୍ତ୍ର…

ବେଆଇନ ମାଛ ଧରିବା ପଡିଲା ମହଙ୍ଗ। :୪ଟି ଟ୍ରଲର ଜବତ, ୩୨ ଅଟକ

କୋଣାର୍କ :ବେଆଇନ ମାଛ ଧରିବା ପଡିଲା ମହଙ୍ଗ। ।ପୁରୀ ଜିଲ୍ଲା ଅସ୍ତରଙ୍ଗ ମୁହାଣ ନିଷିଦ୍ଧାଞ୍ଚଳରେ ବେଆଇନ ଭାବେ ମାଛ ଧରୁଥିବା ବେଳେ ୪ ଟି ଟ୍ରଲର ଜବତ ହୋଇଛି । ୩୨ ଜଣ ମତ୍ସ୍ୟଜୀବୀଙ୍କୁ ଅଟକ ରଖାଯାଇଛି ।ସୂଚନା ଅନୁସାରେ ବନ ବିଭାଗ ଓ କୋଷ୍ଟଗାର୍ଡ ଯବାନ ପାଟ୍ରୋଲିଂ କରୁଥିବା ସମୟରେ ୨୦ ଟି…

ମାଘ ସପ୍ତମୀରେ କରୋନା କଟକଣା : ଶ୍ରଦ୍ଧାଳୁଙ୍କୁ ଚନ୍ଦ୍ରଭାଗାରେ ବୁଡ ପକାଇବା ଲାଗି ବାରଣ

କୋଣାର୍କ :ଚଳିତ ବର୍ଷ ମାଘ ସପ୍ତମୀରେ ଚନ୍ଦ୍ରଭାଗାରେ ବୁଡ ପକାଇବା ମନା । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚନ୍ଦ୍ରଭାଗା ମାଘ ମେଳାରେ ବୁଡ ପକାଇବା ନେଇ ଶ୍ରଦ୍ଧାଳୁଙ୍କୁ ବାରଣ କରାଯାଇଛି । ଆସନ୍ତା ଫେବୃଆରୀ ୭ ତାରିଖରେ ମାଘ ମେଳା ପଡୁଥିବାରୁ ଏଥର ବୁଡ ପକାଇବାରୁ ବଞ୍ଚିତ ହେବେ ଲକ୍ଷ ଲକ୍ଷ…