Latest Odisha News

BREAKING NEWS

Browsing Category

ପୁରୀ

Puri

ବଢ଼ୁଛି ବିଭିନ୍ନ ନଦୀର ଜଳସ୍ତର

ଭୁବନେଶ୍ବର : ଲଘୁଚାପ ପ୍ରଭାବରେ ରବିବାର ଦିନତମାମ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିଛି। ପୁରୀ, ଖୋର୍ଧା, ଜଗତ୍‌ସିଂହପୁର ଜିଲ୍ଲାରେ ସର୍ବାଧିକ ବର୍ଷା ହୋଇଥିବା ବେଳେ ଜନଜୀବନ ଅସ୍ତ‌ବ୍ୟସ୍ତ ହୋଇପଡ଼ିଛି । ପଶ୍ଚିମ ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ‌ହେବାର ସମ୍ଭାବନା…

ଆଜିଠୁ ଜଗା ଦର୍ଶନ, ଆନନ୍ଦ ବଜାରରେ ମହାପ୍ରସାଦ ସେବନ

ପୁରୀ : ଆଜିଠୁ ପୁଣି କାଳିଆ ଦର୍ଶନ । ଶ୍ରୀମନ୍ଦିରକୁ ଶ୍ରଦ୍ଧାଳୁ ନେଇ ପାରିବେ ପୂଜା ସାମଗ୍ରୀ, ଆନନ୍ଦ ବଜାରରେ ବସି ଭକ୍ତ କରିପାରିବେ ଅବଢ଼ା ସେବନ ।  ତିନି ଦିନ ପରେ ଶ୍ରଦ୍ଧାଳୁଙ୍କ ପାଇଁ ଆଜିଠାରୁ ପୁଣି ଜଗା ଦର୍ଶନ । ଗଣେଶ ପୂଜାଠାରୁ ସର୍ବସାଧାରଣଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିଥିବା…

ପୁରୀରେ ୮୭ ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା

ପୁରୀ : ଲଗାଣ ବର୍ଷା ଯୋଗୁଁ ଜନଜୀବନ ବିପର୍ଯ୍ୟସ୍ତ । ପୁରୀରେ ୮୭ ବର୍ଷ ପରେ ପୁଣି ସେପ୍ଟେମ୍ବର ମାସରେ ରେକର୍ଡ ଭାଙ୍ଗି ଅଧିକ ବର୍ଷା ହୋଇଛି ।  ୧୯୩୪ ସେପ୍ଟେମ୍ବର ୨୦ରେ ୨୩୪ମିମି ବର୍ଷା ହୋଇଥିଲା ।  ଜିଲ୍ଲାରେ ୨୪ ଘଂଟାରେ ସର୍ବାଧିକ ୩୪୧ ମିଲିମିଟର ବର୍ଷା ରେକର୍ଡ ହୋଇଛି ।ସେହିଭଳି…

ଶିକ୍ଷୟିତ୍ରୀଙ୍କ ଗଣେଶ ମୂର୍ତ୍ତି ସଂଗ୍ରହ ନିଶା

ପୁରୀ: ପେଶାରେ ଜଣେ ଶିକ୍ଷୟତ୍ରୀ l ହେଲେ ଗଣେଶ ମୂର୍ତ୍ତି ସଂଗ୍ରହ କରିବା ତାଙ୍କ ନିଶା l ଏମିତି ନିଶା ଯୋଗୁଁ ଏବେ ତାଙ୍କ ଫାଖରେ ୬୦୦ରୁ ଅଧିକ ଗଣେଶ ମୂର୍ତ୍ତି ରହିଛି l ତାହା ପୁଣି ବିଭିନ୍ନ ଧାତୁ ଓ ସାମଗ୍ରୀରେ ତିଆରି l ଏମିତି ଜଣେ ନିଆରା ଶିକ୍ଷୟତ୍ରୀ ହେଉଛନ୍ତି ପୁରୀ ବାସେଳୀ ସାହିର…

ବେଳାଭୂମିରେ କଉଡି ଗଣେଶ

ପୁରୀ : ବାଲୁକା କଳାରେ କଉଡି ଗଣେଶ । ଗଣେଶ ପୂଜା ଅବସରରେ ବାଲୁକା ଚିତ୍ରଶିଳ୍ପୀ ପଦ୍ମଶ୍ରୀ ସୁଦର୍ସନ ପଟ୍ଟନାୟକ ବାଲୁକା ଚିତ୍ରକଳା ମାଧ୍ୟମରେ ଦେଶବାସୀଙ୍କୁ ଗଣେଶ ପୂଜାର ଅଭିନନ୍ଦନ ଜଣାଇଛନ୍ତି । ପୁରୀ ବେଳେ ଭୂମିରେ ଏକ ସୁନ୍ଦର ଗଣେଶ ତିଆରି କରିଛନ୍ତି । ଏହି ଗଣେଶ ତିଆରି କରିବା ପାଇଁ ୭…

ଶ୍ରୀମନ୍ଦିରକୁ ଚନ୍ଦନ କାଠ ଦାନ

ପୁରୀ :ଶ୍ରୀ ମନ୍ଦିରକୁ ଚନ୍ଦନ କାଠ ଦାନ । ଖଲ୍ଲୀକୋଟ ର ସକଳେଶ୍ୱର ରଥ ନାମକ ଜଣେ ବ୍ୟକ୍ତି ଶ୍ରୀ ମନ୍ଦିରକୁ ପ୍ରାୟ ୨ କ୍ୱିଣ୍ଟାଲ ଓଜନର ଚନ୍ଦନ କାଠ ଦାନ କରିଛନ୍ତି। ନିଜ ଘର ବାଡିରେ ଥିବା ଚନ୍ଦନ କାଠକୁ ଦାନ କରିବା ନିମନ୍ତେ ସେ ଶ୍ରୀମନ୍ଦିର ପ୍ରଶାସନ ସହ ଯୋଗାଯୋଗ କରିଥିଲେ। ସେ ଓ ତାଙ୍କ…

[ଭିଡିଓ] ବିଳମ୍ବିତ ରାତିରେ କିନ୍ନର ଓ ପୋଲିସ ମୁହାଁମୁହିଁ

ପୁରୀ: ଦିନକୁ ଦିନ କିନ୍ନରମାନଙ୍କ ଦୌରାତ୍ମ୍ୟ ବଢିବାରେ ଲାଗିଛି । ଗତକାଲି ରାତିରେ ପୁରୀରେ ସାମ୍ନାକୁ ଆସିଥିଲା ଅପ୍ରିତୀକର ଘଟଣା । କର୍ତ୍ତବ୍ୟରତ ପୋଲିସ ସହ ମାରପିଟ୍ କରିବା ଅଭିଯୋଗରେ ଏକାଧିକ କିନ୍ନର ଥାନାରେ ଅଟକ ରହିଥିବା ସୂଚନା ରହିଛି । ମିଳିଥିବା ରିପୋର୍ଟ ଅନୁଯାୟୀ ଗତକାଲି…

କାବୁଲ ଏୟାରପୋର୍ଟ ବିସ୍ଫୋରଣରେ ମୃତକଙ୍କୁ ବାଲୁକା କଳାରେ ଶ୍ରଦ୍ଧାଞ୍ଜଳି

ପୁରୀ: କାବୁଲ ଏୟାରପୋର୍ଟରେ ବିସ୍ଫରୋଣରେ ଶତାଧିକ ମୃତ୍ୟୁବରଣ କରିଛନ୍ତି  । ପୁରୀ ବେଳାଭୂମିରେ ବାଲୁକା କଳାରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ  । ଏହି ଘଟଣାରେ ସେ ଗଭୀର ଶୋକ ପ୍ରକାଶ କରିଛନ୍ତି  । ପୃଥିବୀରେ ସମସ୍ତ ହିଂସା ଛାଡି…

ବ୍ଲୁ ଫ୍ଲାଗ୍ ବିଚ୍ କୁ ସୁର ରାଉତରାୟଙ୍କ ବିରୋଧ

ପୁରୀ:ପୁରୀ ସମୁଦ୍ର କୁଳ ବ୍ଲୁ ଫ୍ଲାଗ୍ ବିଚ୍ କୁ ବିରୋଧ କରିଛନ୍ତି ଜଟଣୀ ବିଧାୟକ ସୁର ରାଉତରାୟ। ସେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ବେଳାଭୂମି ସୁରକ୍ଷା ସମିତି ବୈଠକରେ ଯୋଗଦେଇଥିଲେ। ସେଠାରେ ସେ ରାଜ୍ୟ ସରକାରଙ୍କ ପୁରୀ ସମୁଦ୍ରକୂଳ ବ୍ଲୁ ଫ୍ଲାଗ୍ ବିଚ୍ ଯୋଜନାକୁ ସମାଲୋଚନା କରିଥିଲେ।…

ଶ୍ରୀଜିଉଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ

ପୁରୀ: ଆଜି ପୁରୀ ଆସି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ସକାଳୁ ସକାଳୁ ସେ ପୁରୀରେ ପହଞ୍ଚିଥିଲେ । ତାଙ୍କୁ ଜିଲ୍ଲାପାଳ ସ୍ୱାଗତ କରିଥିଲେ । ସିଂହଦ୍ୱାର ଦେଇ ପ୍ରବେଶ କରିଥିଲେ ମୁଖ୍ୟ ଶାସନ ସଚିବ । ଶ୍ରୀଜିଉଙ୍କୁ ଦର୍ଶନ କରିବା ସହ କରୋନା କାଳରେ…