Latest Odisha News

BREAKING NEWS

Browsing Category

ପୁରୀ

Puri

[ଭିଡିଓ] ଆଇସକ୍ରିମ୍ କାଠିରେ ପୁରୀ ଯୁବଶିଳ୍ପୀଙ୍କ ନିଆରା କଳାକୃତି

ପୁରୀ: ଆଜିଠୁ ଟୋକିଓରେ ଆରମ୍ଭ ହେବାକୁ ଯାଉଛି ପାରା ଅଲମ୍ପିକ୍ସି ଗେମ୍ । ଏଥିରେ ଅଂଶଗ୍ରହଣ କରୁଥିବା ଭାରତୀୟ ପ୍ରତିଯୋଗୀମାନଙ୍କୁ ନିଆରା ଢଙ୍ଗରେ ଶୁଭେଚ୍ଛା ଜଣାଇଛନ୍ତି ପୁରୀର ଯୁବ ଚିତ୍ରଶିଳ୍ପୀ ବିଶ୍ୱଜିତ ନାୟକ । ଆଇସ୍କ୍ରିମ୍ କାଠିରେ ଅଲମ୍ପିକ୍ସ ଷ୍ଟାଡିୟମ୍ ର ସୁନ୍ଦର ପ୍ରତିକୃତି…

କୋଭିଡ କଟକଣା ମଧ୍ୟରେ ଶ୍ରୀକ୍ଷେତ୍ରରେ ଝୁଲଣ ପର୍ବ

ପୁରୀ : ଚଳିତବର୍ଷ କୋଭିଡ କଟକଣା ଭିତରେ ଶ୍ରୀକ୍ଷେତ୍ରର ପ୍ରସିଦ୍ଧ ଝୁଲଣ ଯାତ୍ରା ଶ୍ରୀମନ୍ଦିର ସହ ବିଭିନ୍ନ ମଠରେ ଆରମ୍ଭ ହୋଇଛି। ସୁସଜ୍ଜିତ ଝୁଲଣ କୁଞ୍ଜରେ ଶ୍ରୀରାଧାକୃଷ୍ଣ ଝୁଲିବେ । ଏହି ଯାତ୍ରା ୭ ଦିନ ଧରି ଚାଲିବ । ପରମ୍ପରା ମୁତାବକ ଶ୍ରୀମନ୍ଦିରରେ ସନ୍ଧ୍ୟା ଆଳତୀ ପରେ ଶ୍ରୀଜୀଉଙ୍କ…

ପୁରୀ ବୋମାମାଡ଼ ଘଟଣାରେ ଅଭିଯୁକ୍ତ ଗିରଫ

ପୁରୀ: ଅପରାଧୀଙ୍କ ବିରୋଧରେ କଡା କାର୍ଯ୍ୟନୁଷ୍ଠାନ ଜାରି ରଖିଛି ପୁରୀ ପୋଲିସ । ଏକ ବୋମାମାଡ଼ ଘଟଣାରେ ପୋଲିସ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି । ଅଭିଯୁକ୍ତ ଜଣକ ହେଲା ସଦାଶିବ ମାନସିଂହ ।  ଟାଉନ ଥାନା ଅନ୍ତର୍ଗତ ଚକ୍ରକୋଟ ଲେନର ବୈଦ୍ୟନାଥ ମହା ସୁଆରଙ୍କ ଘର ଉପରେ ଅଭିଯୁକ୍ତ ଓ ତାର…

ଶ୍ରୀମନ୍ଦିର ଖୋଲିବା ନେଇ ଏସଓପି: କିଏ କେବେ କରିବେ ଦର୍ଶନ, ଜାଣନ୍ତୁ

ପୁରୀ: ଆସନ୍ତା ୧୬ ତାରିଖରୁ ଭକ୍ତଙ୍କ ପାଇଁ ଖୋଲିବ ଜଗା ଦୁଆର । ତାପୂର୍ବରୁ ସେବାୟତ ପରିବାର ମହାପ୍ରଭୁଙ୍କୁ ଦର୍ଶନ କରିବେ । ଶ୍ରୀମନ୍ଦିର ଖୋଲିବା ନେଇ ଜାରି ହୋଇଛି ଏସଓପି । ଆସନ୍ତା ୧୨ ଓ ୧୩ ତାରିଖରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ ସେବାୟତ ପରିବାର । ସେହିପରି ୧୬ରୁ ୨୦ ତାରିଖ ଯାଏ…

ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ କିରାଣୀ !

ପୁରୀ: ବେଶ କିଛିଦିନ ହେଲା ରାଜ୍ୟରେ ପ୍ରତିଦିନ ଭିଜିଲାନ୍ସ ଚଢାଉ ଖବର ସାମ୍ନାକୁ ଆସୁଛି । ଖାସ କରି ଧରାପଡୁଛନ୍ତି ସରକାରୀ କର୍ମଚାରୀ । ଏହି ଧାରାରେ ଆଉ ଜଣେ ସରକାରୀ କିରାଣୀ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଛନ୍ତି । ପୁରୀ ଜିଲ୍ଲା ଶିଶୁ ବିକାଶ ଅଧିକାରୀଙ୍କ କାର୍ଯ୍ୟାଳୟର କିରାଣୀ…

ରତ୍ନଚିତାରେ ଝଟକିଲେ ମହାପ୍ରଭୁ

ପୁରୀ: ଶ୍ରୀମନ୍ଦିରରେ ଗତକାଲି ସମ୍ପନ୍ନ ହୋଇଛି ଚିତାଲାଗି ଅମାବାସ୍ୟା ନୀତି । ପ୍ରାତଃକାଳରେ ମହାପ୍ରଭୁଙ୍କର ଦ୍ୱାରଫିଟା ନୀତି, ମଙ୍ଗଳ ଆରତୀ, ଦ୍ୱାରପାଳ ପୂଜା, ରୋଷ ହୋମ, ସୂର୍ଯ୍ୟପୂଜା ପରେ ଗୋପାଳ ବଲ୍ଲଭ ଭୋଗ ସମ୍ପନ୍ନ ହୋଇଥିଲା । ସକାଳଧୂପ ଓ ପ୍ରଥମ ଭୋଗମଣ୍ଡପ ଉଠି ଦଇତାମାନେ ଚିତାଲାଗି…

ପୁରୀରେ ପୁଣି ଆରମ୍ଭ ଉଚ୍ଛେଦ କାର୍ଯ୍ୟ

ପୁରୀ  : ଦୀର୍ଘଦିନ ପରେ ପୁଣି ଆଜିଠାରୁ ଆରମ୍ଭ ହେଲା ଶ୍ରୀମନ୍ଦିର ୭୫ ମିଟର ଐତିହ କରିଡରର ଉଚ୍ଛେଦ କାର୍ଯ୍ୟ । ଶ୍ରୀମନ୍ଦିର ପରିକ୍ରମା କାର୍ଯ୍ୟକୁ ତ୍ବାରାନ୍ବିତ କରିବା ପାଇଁ ଜିଲ୍ଲା ପ୍ରଶାସନ ଅଣ୍ଟାଭିଡି ଥିବାବେଳେ ଆଜି ବାସେଳୀ ସାହି ଠାକୁରାଣୀଙ୍କ ନିକଟରେ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ।…

ବାଲୁକା କଳାରେ ଖେଳାଳିଙ୍କୁ ଶୁଭେଚ୍ଛା

ପୁରୀ: ବାଲୁକା କଳାରେ ଖେଳାଳିଙ୍କୁ ଶୁଭେଚ୍ଛା । ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ଜାଭଲିନ ଥ୍ରୋ ଖେଳାଳି ନିରଜ ଚୋପ୍ରାଙ୍କୁ ବାଲୁକା କଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି | ସେ ତାଙ୍କ ବାଲୁକା କଳା ମାଧ୍ୟମରେ ଆଶା ବ୍ୟକ୍ତ କରିଛନ୍ତି ଖେଳାଳି ନିରଜ ଚୋପ୍ରା ଅଲିମ୍ପିକ୍ ରେ…

ଶ୍ରୀଜିଉଙ୍କ ଦର୍ଶନ ଲାଗି ନୂଆ ଗାଇଡ଼୍‌ଲାଇନ୍‌ ଜାରି

ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ ଲାଗି ଜାରି ହେଲା ନୂଆ ଏସ୍‌ଓପି । ତେବେ ଏହି ଏସ୍‌ଓପି କେବଳ ପୁରୀବାସୀଙ୍କ ଲାଗି ହୋଇଛି। ପୁରୀ ପୌରଞ୍ଚଳର ୩୨ ୱାର୍ଡ଼ରେ ବଂଟନ ହେବ ଟୋକନ୍‌। ଟୋକନ୍ ସହ ଆଧାର କାର୍ଡ ଦେଖାଇ ଶ୍ରୀମନ୍ଦିର ମଧ୍ୟକୁ ପ୍ରବେଶ କରିପାରିବେ ଶ୍ରଦ୍ଧାଳୁ। ପୂର୍ବଭଳି କିଓସ୍କ…

ପୁରୀରେ ଆରମ୍ଭ ହେଲା ରଥ ଭଙ୍ଗା କାମ

ପୁରୀ: ପୁରୀରେ ଆରମ୍ଭ ହେଲା ରଥ ଭଙ୍ଗା କାମ । ୧୦ ଜଣ ଭୋଇ ସେବାୟତଙ୍କ ସହାୟତାରେ ରଥ ଭଙ୍ଗା କାମ ଆରମ୍ଭ ହୋଇଛି । ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ ଭଙ୍ଗା କାର୍ଯ୍ୟ ଆରମ୍ଭ କରାଯାଇଛି । ପର୍ଯ୍ୟାୟ କ୍ରମେ ନନ୍ଦିଘୋଷ ଓ ତାଳଧ୍ବଜ ରଥ ଭଙ୍ଗାଯିବ । ଆସନ୍ତା ୧୬ ତାରିଖରେ ଶ୍ରୀମନ୍ଦିର…