Latest Odisha News

BREAKING NEWS

Browsing Category

ପୁରୀ

Puri

ଆଜିଠାରୁ ମହାପ୍ରଭୁଙ୍କ ୨୧ଦିନ ବ୍ୟାପୀ ଭିତର ଚନ୍ଦନ ଯାତ୍ରା ଆରମ୍ଭ

ପୁରୀ: ଶ୍ରୀମନ୍ଦିରରେ ଆଜିଠାରୁ ମହାପ୍ରଭୁଙ୍କ ୨୧ଦିନ ବ୍ୟାପୀ ଭିତର ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି। ଏହା ଦେବସ୍ନାନ ପୂର୍ଣ୍ଣମୀ ପୂର୍ବଦିନ ପର୍ଯ୍ୟନ୍ତ ଚାଲୁରହିବ । ଆସନ୍ତା ରବିବାର ଜ୍ୟେଷ୍ଠ କୃଷ୍ଣ ଏକଦଶୀରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଜଳକ୍ରୀଡ଼ା କରିବେ। ବୈଶାଖ ଶୁକ୍ଳ ତୃତୀୟା ବା…

ସମ୍ବିତ ପାତ୍ର ମନ୍ତବ୍ୟକୁ ନେଇ ବିଜେପି ଉପରେ ବର୍ଷିଲେ ବିରୋଧୀ: ଓଡିଶାର ଆସ୍ଥାକୁ ଶକ୍ତ ଆଘାତ ଦେଇଛି ବିଜେପି

ପୁରୀ: ମୋଦୀଙ୍କ ଭକ୍ତ ପ୍ରଭୁ ଜଗନ୍ନାଥ କହି ହଟହଟା ହେଲେ ବିଜେପିର ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ର । ଯାହାକୁ ନେଇ ଏବେ ସବୁଠି ସମ୍ବିତଙ୍କ ପ୍ରତି ବିରୋଧ ଦେଖାଦେଇଛି । ଏହାକୁ ମୁଖ୍ୟ ପ୍ରସଙ୍ଗ କରି ଏବେ ତେଜିଛନ୍ତି ବିରୋଧୀ । ଏଭଳି ମନ୍ତବ୍ୟକୁ କଡା ନିନ୍ଦା କରିବା ସହ ବିଜେପି…

ଆରମ୍ଭ ହେଲା ମୋଦୀଙ୍କ ମେଗା ରୋଡ ସୋ’, ଜନସମୁଦ୍ର ପାଲଟିଛି ବଡ଼ଦାଣ୍ଡ

ପୁରୀ: ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ ସାରିବା ପରେ ଆରମ୍ଭ ହେଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମେଗା ରୋଡ୍ ସୋ’। ମରିଚିକୋଟ ଛକରୁ ରୋଡ୍ ସୋ'ରେ ବାହାରିଲେ ମୋଦୀ। ମୋଦୀଙ୍କ ରୋଡ୍‌ ସୋ’ରେ ଜନସମୁଦ୍ର ପାଲଟିଛି ବଡ଼ଦାଣ୍ଡ। ତାଙ୍କ ସହ ଅଛନ୍ତି ମନମୋହନ ସାମଲ, ପୁରୀ ଲୋକସଭା ସାଂସଦ…

ଶ୍ରୀମନ୍ଦିରରେ ପ୍ରଧାନମନ୍ତ୍ରୀ ମୋଦୀ: ଦର୍ଶନ ପରେ ରୋଡ ସୋ’ ଆରମ୍ଭ, ୬୩ ପ୍ଲାଟୁନ୍ ଫୋର୍ସ ମୁତୟନ

ପୁରୀ: ଶ୍ରୀମନ୍ଦିରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ । ଭୁବନେଶ୍ୱରରୁ ବାହାରି ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ତାଳବଣିଆ ହେଲିପ୍ୟାଡରେ ସେ ନିର୍ଦ୍ଧାରିତ ସମୟ ପୂର୍ବରୁ ପୁରୀ ଅବତରଣ କରିଛନ୍ତି। ମୋଦୀଙ୍କ ପାଇଁ ଆଜି ଶ୍ରୀମନ୍ଦିରରେ ସାଧାରଣ ଦର୍ଶନକୁ ବନ୍ଦ ରଖାଯାଇଛି। ତାଳବଣିଆ…

ପୁରୀରେ ମୋଦୀଙ୍କ ମେଗା ରୋଡ ଶୋ’; ମୁତୟନ ହେବେ ୬୩ ପ୍ଲାଟୁନ ଫୋର୍ସ

ପୁରୀ: ଆସନ୍ତାକାଲି ଶ୍ରୀକ୍ଷେତ୍ରରେ ପାଓ୍ବାର ଦେଖାଇବେ ମୋଦୀ । ସକାଳ ୭ଟାରେ ମହାପ୍ରଭୁଙ୍କ ଦର୍ଶନ ପରେ କରିବେ ମେଗା ରୋଡ ଶୋ’। ଏଥି ପାଇଁ ପୁରୀରେ ଶ୍ରଦ୍ଧାଳୁଙ୍କ ପାଇଁ କଟକଣା ବ୍ୟବସ୍ଥା କରାଯିବ ସହ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ପୁରୀ ଏସ୍ପିଙ୍କ ସୂଚନା ଅନୁଯାୟୀ,…

ପୁରୀରେ ଝାଡ଼ାବାନ୍ତି ଆତଙ୍କ:୩ ମୃତ, ଶତାଧିକ ଆକ୍ରାନ୍ତ

ପୁରୀ: ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପୁଛି ଝାଡ଼ାବାନ୍ତି । ଆଉ କିଛି ମାସ ପରେ ପୁରୀ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା । ବାଲିସାହି, ରେଡକ୍ରସ୍‌ ରୋଡ୍‌ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ କାଲି ଝାଡ଼ାବାନ୍ତି ରେ ଆକ୍ରାନ୍ତ ହୋଇ ୨ ଜଣ ଆଖି ବୁଜି ସାରିଥିବା…

ପୁରୀରେ ଝାଡ଼ାବାନ୍ତି ଆତଙ୍କ, ନେଲାଣି ୨ ମୁଣ୍ଡ

ପୁରୀ: ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପୁଛି ଝାଡ଼ାବାନ୍ତି । ବାଲିସାହି, ରେଡକ୍ରସ୍‌ ରୋଡ୍‌ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଯାବତ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ପୁରୀରେ ୨ ଜଣ ଆଖି ବୁଜି ସାରିଥିବା ବେଳେ ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ହୋଇଛନ୍ତି।…

ଆଜି ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଦୟଣା ଚୋରି ନୀତି

ପୁରୀ: ଆଜି ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଦୟଣା ଚୋରି ନୀତି । ଜଗନ୍ନାଥ ବଲ୍ଲଭ ମଠ ପରିସର ଓ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଏହି ନୀତି । ଇନ୍ଦ୍ରଦେବଙ୍କ ଉଦ୍ୟାନ ମାଳି କନ୍ଦର୍ପଙ୍କୁ ବାନ୍ଧି ଦୟଣା ଗଛ ଚୋରି କରିଥିବେ ଶ୍ରୀରାମକୃଷ୍ଣ । ପରେ ସୁବାସିତ ଦୟଣା ଗଛ ଚୋରି କରିବା ଅଭିଯୋଗରେ ଠାକୁରେ…

ଶ୍ରୀଶ୍ରୀ ଠାକୁର ନିଗମାନନ୍ଦଙ୍କ ନୀଳାଚଳ କୁଟୀର ଶୁଭ ପଦାର୍ପଣ ଶତ ବାର୍ଷିକ ଉତ୍ସବ ପାଳିତ

ପୁରୀ : ଠାକୁର ନିଗମାନନ୍ଦଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ପାଳନ ଉତ୍ସବ ସ୍ଥାନୀୟ ବଗଲା ଧର୍ମଶାଳାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଭକ୍ତମାନେ ଶ୍ରୀ ଶ୍ରୀ ଠାକୁର ମହାରାଜଙ୍କୁ ଏକ ସୁସଜ୍ଜିତ ରଥ ଶୋଭାଯାତ୍ରାରେ ନାମ ସଂକୀର୍ତନ ସହିତ ନୀଳାଚଳ କୁଟୀରରୁ ବଗଲା ଧର୍ମଶାଳା…

ପୁରୀ ପୋଲିସକୁ ବଡ ସଫଳତା, ଉଦ୍ଧାର ହେଲେ ୧୪୫ ନିଖୋଜ ଶିଶୁ

ପୁରୀ: ପୁରୀ ପୋଲିସକୁ ମିଳିଛି ବଡ ସଫଳତା । ୧୪୫ ଜଣ ନିଖୋଜ ନାବାଳକ ଓ ନାବାଳିକାଙ୍କୁ ଉଦ୍ଧାର କରିଛି ପୋଲିସ । ଏହି ପିଲାମାନେ ଗତ ଦେଢ ମାସ ହେବ ନିଖୋଜ ଥିଲା । ଆଜି ସମସ୍ତ ନାବାଳକ ଓ ନାବାଳିକାଙ୍କୁ ଉଦ୍ଧାର କରିଛି ପୋଲିସ । ଉଦ୍ଧାର ପରେ ପିଲାମାନଙ୍କୁ ସେମାନଙ୍କ ପରିବାରଲୋକଙ୍କୁ…